ରେଡ ୱାର୍ଣ୍ଣିଂ କାଟାଗୋରି-୧’ରେ ଏସବୁ ଜିଲା
ଭୁବନେଶ୍ୱର,୨୪।୫(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଅବପାତ ଓ ଗଭୀର ଅବପାତ ପରେ ବାତ୍ୟାର ରୂପ ନେଇ ସାରିଛି। ଏହା ୨୬ ତାରିଖ ମଧ୍ୟାହ୍ନରେ ପାରାଦୀପ ଓ ସାଗର ଦ୍ୱୀପ ମଧ୍ୟରେ ସ୍ଥଳଭାଗ ଛୁଇଁବ। ଏହା ଅତି ଭୀଷଣ ରୂପ ନେବ। ଏହାର…
ବାତ୍ୟା ମୁକାବିଲା: ଏହି ୫ ବରିଷ୍ଠ ଆଇଏଏସ୍ଙ୍କୁ ଏସବୁ ଜିଲା ଦାୟିତ୍ୱ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ବାତ୍ୟା ୟାସ୍କୁ ନେଇ ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି। ବିଶେଷ କରି କେନ୍ଦ୍ରାପଡ଼ା ଜଗତସିଂହପୁର, ଭଦ୍ରକ, ବାଲେଶ୍ୱର ଓ ମୟୂରଭଞ୍ଜ ଜିଲାରେ ବାତ୍ୟାର ପ୍ରଭାବ ଅଧିକ ରହିବ। ତେଣୁ ଏହି ୫ ଜିଲାରେ ବାତ୍ୟା ମୁକାବିଲା ପ୍ରସ୍ତୁତି…
ଯୁଦ୍ଧ କରିବାକୁ ନାହାନ୍ତି ଯୋଦ୍ଧା
ବଇଣ୍ଡା,୨୪ା୫: କୋଭିଡ୍ ବିରୋଧୀ ଯୁଦ୍ଧରେ ଡାକ୍ତର, ନର୍ସ ଓ ଅନ୍ୟ କର୍ମଚାରୀ ସମ୍ମୁଖ ଯୋଦ୍ଧା ସାଜିଛନ୍ତି। ସେମାନଙ୍କୁ ଉପଯୁକ୍ତ ପରିଚାଳନା ଓ ସହଯୋଗ ହିଁ ଏହି ଲଢ଼େଇରେ ବିଜୟ ଦେଇପାରିବ। ହେଲେ ଏ କ୍ଷେତ୍ରରେ ରାଜ୍ୟ ସରକାରଙ୍କ ଆନ୍ତରିକତା ନେଇ ପ୍ରଶ୍ନ…
ଭୋକ ସହ ୫ ପ୍ରାଣୀଙ୍କ ଲଢ଼େଇ
କାମାକ୍ଷାନଗର, ୨୪ା୫(ଡି.ଏନ.ଏ.): ‘ଗରିବଗୁରୁବାଙ୍କୁ ମାଗଣାରେ ଖାଇବାକୁ ଦେଉଥିବା ଜାଣିବା ପରେ ଧାଇଁ ଆସିଥିଲି। ହେଲେ ଆସିବା ବେଳକୁ ସବୁ ସରିଗଲାଣି। ଲୋକମାନେ ପଳାଇଲେଣି। ମତେ ନ ହେଲା ନାହିଁ, ମୋ ପାଗଳା ପୁଅଟା ପାଇଁ ଦି ମୁଠା ଖାଇବାକୁ ଦିଅ। ଖରାରେ…
ଭୀଷଣ ବେଗରେ ମାଡିଆସୁଛି ବାତ୍ୟା ‘ୟାସ୍’: ୨୬ ତାରିଖ ମଧ୍ୟାହ୍ନରେ ରଚିବ ତାଣ୍ଡବ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ପୂର୍ବକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ପ୍ରଥମେ ଅବପାତ ଓ ପରେ ଗଭୀର ଅବପାତର ରୂପ ନେଇ ଆଗକୁ ମାଡି ଚାଲିଛି। ଘଣ୍ଟାପ୍ରତି ମାତ୍ର ୪ କିମି ବେଗରେ ଗତି କରୁଥିବା ଗଭୀର ଅବପାତ କ୍ରମଶଃ ଘନୀଭୂତ ହୋଇ ଆଜି ଭୋର…
ବାତ୍ୟା ଯୋଗୁ କୋହଳ ହେଲା ଲକ୍ଡାଉନ୍ କଟକଣା
ଭୁବନେଶ୍ୱର,୨୪।୫: ସମ୍ଭାବ୍ୟ ବାତ୍ୟା ୟାସ୍କୁ ଦୃଷ୍ଟିରେ ରଖି ରାଜ୍ୟର ୧୦ଟି ଜିଲାରେ ଲକଡାଉନ କଟକଣା ଆସନ୍ତା ୨ ଦିନ ପାଇଁ ସାମାନ୍ୟ କୋହଳ ହୋଇଛି। ଆଜି ଓ ଆସନ୍ତାକାଲି ଅତ୍ୟାବଶ୍ୟକ ସାମଗ୍ରୀ କିଣିବା ପାଇଁ ଦିନ ଗୋଟାଏ ଯାଏ ଖୋଲା ରହିବ…
ପୁଣି ରେକର୍ଡ ଭାଙ୍ଗିଲା ମୃତ୍ୟୁସଂଖ୍ୟା: ଦିନକରେ କରୋନା ନେଲା ୩୨ ଜୀବନ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ ସୋମବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୫୧୬ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ରାଜ୍ୟରେ ଆଜି ୧୧,୦୫୯ ସଂକ୍ରମିତ ଚିହ୍ନଟ:କଟକରୁ ସର୍ବାଧିକ
ଭୁବନେଶ୍ୱର,୨୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ସୋମବାର ରାଜ୍ୟରେ ୧୧,୦୫୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୯୩ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୪୮୬୬ ଟି ହେଉଛି ଲୋକାଲ କେସ। ଆଜି କଟକ ଜିଲାରୁ…
୩୦ ଜିଲାରେ ହେବ ‘ଲୋକକଳା ଦଳ’
ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜ୍ୟରେ ଥିବା ଲୋକକଳା ଦଳଗୁଡ଼ିକୁ ନେଇ ୩୦ ଜିଲାରେ ଗଠନ ହେବ ‘ଲୋକକଳା ଦଳ’। କଳାକାରଙ୍କ ସଶକ୍ତୀକରଣ ଓ ସେମାନଙ୍କ ଜୀବନ ଜୀବିକାର ଉନ୍ନତି ପାଇଁ ଏହି ସ୍ବୟଂ ସହାୟକ ଦଳ କାର୍ଯ୍ୟ କରିବ। ଏଥିପାଇଁ କଳାକାର ପାଣ୍ଠିରୁ…
କୁଶଳୀ ଶିଳ୍ପୀ ନିହଣ ସଙ୍ଗେ ଅସ୍ତ୍ର ବି ଧରୁଥିଲେ
ପୂର୍ବ ଆଲୋଚନାରେ (ଧରିତ୍ରୀ, ୨୬ା୪ା୨୧) ‘ମଗୋ ଜାତୀୟ ବ୍ରାହ୍ମଣ’ଙ୍କ ପ୍ରସଙ୍ଗ ଆମେ ଆଲୋଚନା କରିଥିଲେ। ପ୍ରାଚୀନ ଭାରତର ଇତିହାସ ପୁସ୍ତକରେ ବା ଭଗବତ୍ ଶରଣ ଉପାଧ୍ୟାୟ ଏ ସମ୍ପର୍କିତ ମତ ଦେବାପରେ ଡ. ରାମ୍ଜୀ ଉପାଧ୍ୟାୟ ଏହି ମତକୁ ଆଗେଇ ନେଇଥିଲେ।…
ରାଜଧାନୀରେ ୭୦ହଜାର ମୁହାଁ ସଂକ୍ରମଣ
ଭୁବନେଶ୍ୱର, ୨୪।୫ (ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କରୋନା ସ୍ଥିତି ଜଟିଳ ଲାଗିଛି। ଉଭୟ ସଂକ୍ରମଣ ଓ ମୃତ୍ୟୁ ବଢ଼ି ଚାଲିଛି। ଦୈନିକ ହଜାରେ ଉପରେ ଆକ୍ରାନ୍ତ ଚିହ୍ନଟ ହେଉଥିବାବେଳେ ଏକାଧିକ ଜୀବନ ଯାଉଛି। ସ୍ଥିତି ଏପରି ହୋଇଛି ସହରରୁ ୬୦ହଜାରରୁ ଊର୍ଦ୍ଧ୍ୱ ସଂକ୍ରମିତ…
କଣ୍ଠଶିଳ୍ପୀଙ୍କ ଦସ୍ତଖତ ନେଇ ବ୍ଲାକ୍ମେଲିଂ
ଭୁବନେଶ୍ୱର,୨୪ା୫(ବ୍ୟୁରୋ):ସଙ୍ଗୀତ ପ୍ରମୋଟ ପାଇଁ ଚୁକ୍ତି କରିବାକୁ ଦସ୍ତଖତ ନେଲେ। ହେଲେ କୋର୍ଟ ବିବାହ କରିଥିବା କହି ଧମକ ଦେଲେ। ଯୁବତୀଙ୍କ ଏଭଳି ଚଞ୍ଚକତାରେ ଜଣେ ୟୁଟୁବ୍ କଣ୍ଠଶିଳ୍ପୀ ପୁରୀର ଅଙ୍କିତ ମିଶ୍ର ଫସିଯାଇଛନ୍ତି। ଶେଷରେ ଏନେଇ ବଡ଼ଗଡ଼ ଥାନାରେ ଅଭିଯୋଗ କରିବା…

