ରାଜ୍ୟ

ଭାଇ ବାହାଘରରେ ମହିଳା ତହସିଲଦାରଙ୍କ ନୃତ୍ୟ, ଭିଡିଓ ଭାଇରାଲ

ତିର୍ତ୍ତୋଲ,୨୪ା୫ (ଡି.ଏନ୍‌.ଏ.):ଭାଇ ବାହାଘର ସମୟରେ ଜଣେ ମହିଳା ତହସିଲଦାର କୋଭିଡ୍‌ ନିୟମ ଉଲ୍ଲଂଘନ କରି ନାଚୁଥିବା ଭିଡିଓ ଭାଇରାଲ ହୋଇଛି। ସେ ଯାଜପୁର ଜିଲାର ଜଣେ ତହସିଲଦାର ହୋଇଥିବାବେଳେ ଶୁକ୍ରବାର ରାତିରେ ଭାଇଙ୍କ ବାହାଘର ବରଯାତ୍ରୀ ଦଳ ସହ ଜଗତ୍‌ସିଂହପୁର ଜିଲା…

‘୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସେବା ଲାଗି ପ୍ରସ୍ତୁତି’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ସାମୁଦ୍ରିକ ଝଡ଼ ‘ୟାସ୍‌’ ଦ୍ବାରା ସଙ୍ଗଠିତ ସମ୍ଭାବ୍ୟ କ୍ଷୟକ୍ଷତିର ମୁକାବିଲା ସହ ବାତ୍ୟା ପରବର୍ତ୍ତୀ ୨୪ ଘଣ୍ଟା ମଧ୍ୟରେ ବିଦ୍ୟୁତ୍‌ ସରବରାହର ପୁନରୁଦ୍ଧାର ନିମନ୍ତେ ନିଜକୁ ପ୍ରସ୍ତୁତ ରଖିବାକୁ ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ନିର୍ଦ୍ଦେଶ ଦେଇଛନ୍ତି। ରବିବାର ସମସ୍ତ ବିତରଣ…

ବାତ୍ୟା ମୁକାବିଲା ପାଇଁ ପ୍ରସ୍ତୁତ ରୁହ: ଡିଜିପି

ଭୁବନେଶ୍ୱର,୨୪।୫(ବ୍ୟୁରୋ):ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ ମୁକାବିଲା ପାଇଁ ଓଡ଼ିଶା ପୋଲିସ ପକ୍ଷରୁ ବ୍ୟାପକ ପ୍ରସ୍ତୁତି କରାଯାଇଛି। ସମସ୍ତ ଚ୍ୟାଲେଞ୍ଜକୁ ସାମ୍ନା କରିବା ପାଇଁ ଓଡ଼ିଶା ପୋଲିସ ପ୍ରସ୍ତୁତ ଅଛି ବୋଲି ରବିବାର ଭୁବନେଶ୍ୱର କ୍ୟାମ୍ପ ଅଫିସ୍‌ରେ ଅନୁଷ୍ଠିତ ଭର୍ଚୁଆଲ୍‌ ସମୀକ୍ଷା ବୈଠକରେ ପୋଲିସ…

୪ ଜିଲାକୁ ବଡ଼ ବିପଦ

ଭୁବନେଶ୍ୱର,୨୪।୫(ବ୍ୟୁରୋ)ସାମୁଦ୍ରିକ ଝଡ଼ ୟାସ୍‌ ବାଲେଶ୍ୱର, ଭଦ୍ରକ, କେନ୍ଦ୍ରାପଡ଼ା, ଜଗତସିଂହପୁର ଜିଲା ପାଇଁ ବଡ଼ ବିପଦ ସାଜିପାରେ ବୋଲି ଆଶଙ୍କା କରାଯାଉଛି। ବାତ୍ୟା ପ୍ରଭାବରେ ୨୫ ତାରିଖ ରାତିରୁ ଉପରୋକ୍ତ ୪ ଜିଲା ସମେତ ଯାଜପୁର, କଟକ, ପୁରୀ, ଖୋର୍ଦ୍ଧା ଜିଲାର କେତେକ…

କରୋନା: ଆଜିଠୁ ଘରକୁ ଘର ବୁଲି ସର୍ଭେ

ଭୁବନେଶ୍ୱର, ୨୪।୫(ବ୍ୟୁରୋ): କରୋନା ସଂକ୍ରମଣର ଚେନ୍‌ରେ ବ୍ରେକ୍‌ ଲଗାଇବା ପାଇଁ ରାଜ୍ୟ ସରକାର ବିଭିନ୍ନ ପଦକ୍ଷେପ ନେଉଛନ୍ତି। ଏହି ପରିପ୍ରେକ୍ଷୀରେ ସୋମବାରଠାରୁ ଘରକୁ ଘର ବୁଲି ସର୍ଭେ ଆରମ୍ଭ ହେବ। ଅଗଷ୍ଟ ୨୩ ତାରିଖ ପର୍ଯ୍ୟନ୍ତ ୩ ମାସ ପାଇଁ ସାରା…

‘ଓଡିସିଏଲ୍‌ ୟୁନିଟ୍‌ ବିକ୍ରି କରା ନ ଯାଉ’

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ମହାମାରୀ ସମୟରେ ଓଡ଼ିଶାରେ ଥିବା ଏକମାତ୍ର ଔଷଧ ବିନିର୍ମାଣ ୟୁନିଟ୍‌ ଓଡ଼ିଶା ଡ୍ରଗ୍ସ ଆଣ୍ଡ୍‌ କେମିକାଲ୍ସ ଲିମିଟେଡ୍‌ (ଓଡିସିଏଲ୍‌)କୁ ବିକ୍ରି କରିବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। ଉଭୟ କେନ୍ଦ୍ର ଏବଂ ଓଡ଼ିଶା ସରକାରଙ୍କ ମିଳିତ ଉଦ୍ୟମରେ ରହିଥିବା ଏହି…

୮ ଜିଲାରେ ଅକ୍ସିଜେନ ପ୍ଲାଣ୍ଟ ପ୍ରତିଷ୍ଠା ଲାଗି ଅନୁମୋଦନ

ଭୁବନେଶ୍ୱର, ୨୪ା୫(ବ୍ୟୁରୋ):ପିଏମ୍‌ କେୟାର୍ସ ଫଣ୍ଡରୁ ଓଡ଼ିଶାର ୮ ଜିଲାରେ ପ୍ରେସର ସ୍ବିଙ୍ଗ ଆଡଜର୍ପଶନ (ପିଏସ୍‌ଏ) ମେଡିକାଲ ଅକ୍ସିଜେନ୍‌ ପ୍ଲାଣ୍ଟ ପ୍ରତିଷ୍ଠା କରିବା ପାଇଁ ଅନୁମୋଦନ ମିଳିଛି। ଏଥିଲାଗି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ହର୍ଷବର୍ଦ୍ଧନଙ୍କୁ ଟୁଇଟ୍‌ ଯୋଗେ କେନ୍ଦ୍ରମନ୍ତ୍ରୀ…

କମ୍ପାନୀକୁ ୧୨ କୋଟି ଟଙ୍କାର ଚୂନା ଲଗାଇଥିଲେ କ୍ୟାସିୟର

ଝାରସୁଗୁଡା ଅଫିସ୍‌,୨୩।୫, ଝାରସୁଗୁଡ଼ା ସରବାହାଲ ସ୍ଥିତ ଓଡ଼ିଶା-ବେଙ୍ଗଲ କ୍ୟାରିୟର ଲିଃ ନାମକ ଟ୍ରାନ୍ସପୋର୍ଟ କମ୍ପାନୀରୁ ୧୨ କୋଟିରୁ ଊର୍ଦ୍ଧ୍ୱ ଟଙ୍କା ଠକେଇ ହୋଇଥିବା ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ କମ୍ପାନୀରେ କାର୍ଯ୍ୟରତ କ୍ୟାସିୟର ଏବଂ ତାଙ୍କର ସହଯୋଗୀଙ୍କୁ ଗିରଫ କରିଛି।…

ଦୁର୍ଘଟଣାରେ ମାମୁ-ଭଣଜା ମୃତ, ଭାଣିଜୀ ଗୁରୁତର

ମାଲକାନଗିରି,୨୩।୫: ମାଲକାନଗିରି ଜିଲା ଗୌଡ଼ଗୁଡ଼ାରେ ରବିବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ମାମୁ ଓ ଭଣଜାଙ୍କ ମୃତ୍ୟୁ ଘଟିଛି। ସେହିପରି ଭାଣିଜୀ ଗୁରୁତର ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଏମ୍‌ଭି-୦୧ ଗ୍ରାମର ମାମୁ ମିଥୁନ ବଶ୍ୱାସ(୨୮) ଏବଂ ଭଣଜା ପୀୟୂଷ…

ଶିଶୁ ବିଶେଷଜ୍ଞ ବୋଲାଉଥିବା ନକଲି ଡାକ୍ତର ଗିରଫ

ଝାରସୁଗୁଡ଼ା ଅଫିସ,୨୩ା୫: ଝାରସୁଗୁଡ଼ା ଜିଲା ବେଲପାହାଡ଼ ଅଞ୍ଚଳରୁ ଜଣେ ନକଲି ଡାକ୍ତରଙ୍କୁ ପୋଲିସ ଗିରଫ କରି ରବିବାର କୋର୍ଟ ଚାଲାଣ କରିିଛି। ସେ ହେଲେ ଛତିଶଗଡ଼ ଦୁର୍ଗ ଜିଲା ଭଂସୁଲିର ରମେଶ କୁମାର ସାହୁ(୪୫)। ଏ ନେଇ ବେଲପାହାଡ଼ ଥାନା ପୋଲିସ…

କୋଭିଡ୍‌ ଟେଷ୍ଟ ଭୟରେ ଗାଁ ଛାଡି ଜଙ୍ଗଲରେ ଗ୍ରାମବାସୀ

ଦାରିଙ୍ଗବାଡି,୨୩।୫: ଦାରିଙ୍ଗବାଡ଼ି ବ୍ଲକ କିରିକୁଟି ପଞ୍ଚାୟତ ବୁରାଙ୍ଗିଆ ଗ୍ରାମ ସମେତ ଆଖପାଖ ଅଞ୍ଚଳରେ କରୋନାକୁ ନେଇ ଆତଙ୍କ ଦେଖାଯାଇଛି। ଝାରମୁଣ୍ଡା ଗ୍ରାମରେ ଗତ ସପ୍ତାହରେ ଜ୍ୱରରେ ଜଣଙ୍କ ମୃତ୍ୟୁ ହୋଇଥିଲା। ବର୍ତ୍ତମାନ ସେହି ପରିବାରର ଜଣେ ଓ ସାହିରୁ ଅନ୍ୟ ଜଣେ…

ନକଲି ମଦରେ ବ୍ରାଣ୍ଡେଡ୍‌ ଲୋଗୋ

ଭଦ୍ରକ ଅଫିସ/ପଦ୍ମପୁର, ୨୩।୫ (ଡି.ଏନ.ଏ.)- ବାସୁଦେବପୁର ବ୍ଲକର ଆର୍ତ୍ତୁଂ ପଞ୍ଚାୟତ କାର୍ଯ୍ୟାଳୟ ନିକଟରେ ଦୀର୍ଘଦିନ ହେଲା ଚାଲିଥିଲା ନକଲି ବିଦେଶୀ ମଦ ତିଆରି କାରଖାନା। ସେମାନଙ୍କ ପାଖରେ ଥିଲା ମଦ ପ୍ରସ୍ତୁତିରେ ବ୍ୟବହାର ହେଉଥିବା ସ୍ପିରିଟ, କେମିକାଲ। କେବଳ ଏତିକି ନୁହେଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?