ବୃତ୍ତି ଚିହ୍ନେନା ଝିଅପୁଅ ଫରକ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ହାତରେ ଅଛି ତାଙ୍କର ନିଖୁଣ କାରିଗରିର ଯାଦୁ। ମୂର୍ତ୍ତିକୁ ଜୀବନ୍ତ ରୂପ ଦେବାର କଳା ତାଙ୍କୁ ବେଶ୍ ଭଲଭାବେ ଜଣା। ଝିଅ ହୋଇ ବି କିଛି ଅସାଧାରଣ କରିବାର ଜିଜ୍ଞାସା ଆଜି ତାଙ୍କୁ ଏକ ଭିନ୍ନ ପରିଚୟ ଦେଇଛି। କଟକ କାଠଗଡ଼ାସାହିର…
କରୋନାରେ ୧୭ ଜୀବନ ଗଲା
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୭ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୧୦୮୯କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ୧୭…
ଆଜି ରାଜ୍ୟରେ ପୁଣି ୨୪୭୦ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୧୫।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୨୪୭୦ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪୬୨ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୦୦୮ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି। ଏହାକୁ…
୫ ଆର୍ପିଏଫ୍ ଅଧିକାରୀଙ୍କୁ ପ୍ରଶଂସା
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍-୧୯ ଲକଡାଉନ୍ ବେଳେ ଉତ୍କର୍ଷ ପ୍ରଦର୍ଶନ ପାଇଁ ପୂର୍ବତଟ ରେଳପଥର ୫ ଆରପିଏଫ୍ ଅଧିକାରୀ ରେଳବାଇ ସୁରକ୍ଷାବଳ ମହାନିର୍ଦ୍ଦେଶକଙ୍କଠାରୁ ପ୍ରଶଂସା ପତ୍ର ଗ୍ରହଣ କରିଛନ୍ତି। ସେମାନେ ହେଲେ ପୁରୀ ଆରପିଏଫ୍ ପୋଷ୍ଟ ଇନ୍ସିପେକ୍ଟର ଅନୀଲ କୁମାର ସିଂ, କଟକ ଆରପିଏଫ୍ ପୋଷ୍ଟ…
ନାବାଳିକାଙ୍କୁ ଗଣବଳାତ୍କାର ଘଟଣା: ଜଣେ ଅଟକ
କଟକ ଅଫିସ/ତିର୍ତ୍ତୋଲ (ଡି.ଏନ.ଏ),୧୫ା୧୦: ଜଣେ ୧୫ବର୍ଷୀୟା ନାବାଳିକାଙ୍କୁ ଗଣବଳାତ୍କାର ଘଟଣାରେ ଚାଉଳିଆଗଞ୍ଜ ଥାନା ପୋଲିସ ବୁଧବାର ଜଣେ ଅଭିଯୁକ୍ତଙ୍କୁ ଅଟକ ରଖିଛି। ସେ ମୁଖ୍ୟ ଅଭିଯୁକ୍ତଙ୍କ ସହଯୋଗୀ ତଥା ସମ୍ପୃକ୍ତ ଚିକେନ୍ ସେଣ୍ଟରର ମାଲିକ ବୋଲି ଜଣାପଡ଼ିଛି। ତେବେ ମୁଖ୍ୟ ଅଭିଯୁକ୍ତ…
ପୂଜା ପାଇଁ ଚାନ୍ଦା ବନ୍ଦ, ବଣ୍ଟାଯିବ ମାସ୍କ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ପରିସ୍ଥିତିକୁ ଦୃଷ୍ଟିରେ ରଖି ରାଜଧାନୀର ବିଭିନ୍ନ ପୂଜାମଣ୍ଡପଗୁଡ଼ିକରେ ଭକ୍ତଶୂନ୍ୟ ନିରାଡ଼ମ୍ବର ପୂଜା ପାଇଁ ପ୍ରସ୍ତୁତି ଚାଲିଛି। ଏପରିସ୍ଥିତିରେ ଚଳିତବର୍ଷ ଚନ୍ଦ୍ରଶେଖରପୁର ଡିଷ୍ଟ୍ରିକ୍ଟ ସେଣ୍ଟର ଓନର୍ସ ଆସୋସିଏଶନ କୋଭିଡ୍ କଟକଣା ଭିତରେ ନିଆରା ଢଙ୍ଗରେ ପୂଜା ସମ୍ପନ୍ନ କରିବାକୁ ନିଷ୍ପତ୍ତି…
ଶ୍ମଶାନ କର୍ମଚାରୀଙ୍କୁ ‘କରୋନା ଯୋଦ୍ଧା’ ସମ୍ମାନ
ଭୁବନେଶ୍ୱର, ୧୫ା୧୦(ବ୍ୟୁରୋ):କରୋନା ମୃତକଙ୍କ ଅନ୍ତିମ ସଂସ୍କାର କାର୍ଯ୍ୟରେ ନିୟୋଜିତ ଥିବା ୨୦ଜଣ ଶ୍ମଶାନ କର୍ମଚାରୀଙ୍କୁ ବୁଧବାର ଜୟ ଓଡ଼ିଶା ପକ୍ଷରୁ ‘କରୋନା ଯୋଦ୍ଧା’ ଭାବେ ସମ୍ମାନିତ କରାଯାଇଛି। ଭୁବନେଶ୍ୱର ସତ୍ୟନଗର ଶ୍ମଶାନରେ ଏମାନେ ୬ମାସ ଧରି କରୋନା ସଂକ୍ରମିତ ମୃତକଙ୍କ ସମେତ…
ବର୍ଷା ସମ୍ଭାବନା
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଉତ୍ତର ଆନ୍ଧ୍ର ଉପକୂଳରେ ଏକ ଟ୍ରପ ଲାଇନ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଢେଙ୍କାନାଳ, ଅନୁଗୋଳ, ଖୋର୍ଦ୍ଧା, ନୟାଗଡ, କଟକ, ଜଗତସିଂହପୁର, କେନ୍ଦ୍ରାପଡା, ଭଦ୍ରକ, ଯାଜପୁର ଏବଂ ରାୟଗଡା ଜିଲାର…
ଅନିୟମିତ ବର୍ଷା: ବିପଦରେ ଚାଷ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):ଜଳବାୟୁ ପରିବର୍ତ୍ତନ ସମଗ୍ର ବିଶ୍ୱ ପାଇଁ ଚିନ୍ତାର କାରଣ ପାଲଟିଛି। ଜଙ୍ଗଲ ନଷ୍ଟ ଓ ଗ୍ରୀନ୍ ହାଉସ ଗ୍ୟାସ ବୃଦ୍ଧି ଯୋଗୁ ଜଳବାୟୁରେ ବ୍ୟାପକ ଅସନ୍ତୁଳନ ଦେଖାଦେଲାଣି। ଗତ ଦୁଇ ଦଶନ୍ଧି ହେବ ରାଜ୍ୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବାହରେ…
ରାଜ୍ୟରେ ୩,୧୩୬ ଏମ୍ଏସ୍ଏମ୍ଇ ବନ୍ଦ
ଭୁବନେଶ୍ୱର,୧୫ା୧୦(ବ୍ୟୁରୋ):କୋଭିଡ୍-୧୯ ବ୍ୟବସାୟିକ ବାଣିଜ୍ୟକୁ ବିଶେଷଭାବେ ପ୍ରଭାବିତ କରିଛି। ଏହି ମହାମାରୀ ଯୋଗୁ ଷ୍ଟାର୍ଟଅପ୍ଗୁଡ଼ିକ ସର୍ବାଧିକ କ୍ଷତି ସହିଛନ୍ତି। ଦୀର୍ଘ ୬ମାସ ଧରି ବ୍ୟବସାୟ ବନ୍ଦ ଯୋଗୁ ବହୁ ଷ୍ଟାର୍ଟଅପ୍ ଏବେ ବନ୍ଦ ହେବା ପରିସ୍ଥିତିକୁ ଚାଲି ଆସିଛନ୍ତି। ଟିଆଇଇ ଦିଲ୍ଲୀ-ଏନ୍ସିଆର୍ ଏବଂ…
ଶେଷ ହେଉନି ପାଲା କଳାକାରଙ୍କ ସଂଘର୍ଷ
ବଇଣ୍ଡା, ୧୫ା୧୦ (ପରିକ୍ଷିତ ସାହୁ): ବର୍ଷକ ୧୨ ମାସରୁ ୯ ମାସ ବିତୁଥିଲା ଧର୍ମ ଚର୍ଚ୍ଚାରେ। କିଏ ମାନସିକ ପୂରଣ ପାଇଁ ଖୋଜୁଥିଲେ ତ ଆଉ କିଏ ଏକୋଇଶିଆ ପାଲା ପରିବେଷଣ ନିମନ୍ତେ ବଇନା ଦେବାକୁ ପହଞ୍ଚିଯାଉଥିଲେ ଗାୟକଙ୍କ ଦୁଆରେ। ହେଲେ…
କରୋନାରୁ ସୁସ୍ଥ ହୋଇ ଫେରିଲେ ୯୧ ବର୍ଷର ବୃଦ୍ଧ
ଜୟପୁର,୧୪ା୧୦(ଡି.ଏନ.ଏ./ନି.ପ୍ର.)- ଦୃଢ ମନୋବଳ, ପରିବାର ଲୋକଙ୍କ ଶ୍ରଦ୍ଧା ଓ ଚିକିତ୍ସା କରୁଥିବା ଡାକ୍ତର, କର୍ମଚାରୀଙ୍କ ପ୍ରୋତ୍ସାହନ ଯୋଗୁ ଜଣେ ୯୧ ବର୍ଷର ବୃଦ୍ଧ କରୋନାକୁ ପରାସ୍ତ କରି ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ତାଙ୍କ ପରିବାରର ୫ଜଣ ସଦସ୍ୟ ମଧ୍ୟ ଭଲ…
Archives


