ରାଜ୍ୟ

ଡିଲ୍‌ ବେଳେ ଶିକାରୀଙ୍କୁ ଧରିଲା ଏସ୍‌ଟିଏଫ୍‌

ଭୁବନେଶ୍ୱର,(ବ୍ୟୁରୋ)/ସୋନପୁର, (ନି.ପ୍ର.)୧୪ା୧୦:ରାଜ୍ୟରେ ବନ୍ୟପ୍ରାଣୀ ଶିକାର ବିରୋଧରେ କଠୋର ଆଇନ ବ୍ୟବସ୍ଥା ରହିଛି। ହେଲେ କଡ଼ା ଆଇନ ଓ କଟକଣା ସତ୍ତ୍ୱେ ବନ ବିଭାଗ ବନ୍ୟପ୍ରାଣୀ ଶିକାରକୁ ରୋକିପାରୁ ନାହିଁ। ବିଶେଷକରି ଅନ୍ତର୍ଜାତୀୟ ବଜାରରେ ବାଘଛାଲର ବିଶେଷ ଚାହିଦା ରହିଥିବାରୁ ବାଘଙ୍କ ଉପରେ…

ଟ୍ୟାପ୍‌ରୁ ମିଳିବ ଶୁଦ୍ଧ ପାଣି

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ବିକଶିତ ରାଷ୍ଟ୍ରର ଲୋକଙ୍କ ଭଳି ସିଧା ଟ୍ୟାପ୍‌ରୁ…

ଗ୍ରାମାଞ୍ଚଳ ସଡ଼କ ନିର୍ମାଣରେ ଚଞ୍ଚକତା

ଭୁବନେଶ୍ୱର,୧୪ା୧୦(ବ୍ୟୁରୋ):ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନା (ପିଏମ୍‌ଜିଏସ୍‌ଓ୍ବାଇ) ଅଧୀନ ଗ୍ରାମାଞ୍ଚଳ ରାସ୍ତା ନିର୍ମାଣରେ ବ୍ୟାପକ ଅନିୟମିତତା ହେଉଛି। ନିର୍ଦ୍ଧାରିତ ସମୟରେ କାମ ଶେଷ ନ ହେବା ଏବଂ ଠିକାଦାରଙ୍କୁ ଅହେତୁକ ଅନୁକମ୍ପା ଦେଖାଇବା ଯୋଗୁ ରାଜକୋଷ ଉପରେ ଆର୍ଥିକ ବୋଝ ପଡୁଛି। ଗ୍ରାମ୍ୟ…

ଲଗାଣବର୍ଷା: ପାହାଡ଼ ଧସିଲା

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି,୧୪ା୧୦(ସ୍ବ.ପ୍ର.):ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ ହୋଇଛି।…

୨୦୨୨ ସୁଦ୍ଧା ସମସ୍ତ ସହରର ସବୁ ଘରକୁ ପାଇପ ପାଣି: ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୩ା୧୦(ବ୍ୟୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ଭୁବନେଶ୍ୱର ଓ ପୁରୀରେ ଟ୍ୟାପ୍‌ରୁ ପାନୀୟ ଜଳ ମିଶନ ‘ସୁଜଳ’ ଲୋକାର୍ପିତ କରିଛନ୍ତି। ଏହି ମିଶନ କାର୍ଯ୍ୟକାରୀ କରିବାରେ ଓଡ଼ିଶା ଦେଶରେ ପ୍ରଥମ ରାଜ୍ୟ। ଏହାଦ୍ୱାରା ଲୋକମାନେ ଉନ୍ନତ ଦେଶର ଲୋକଙ୍କ ଭଳି ସିଧା ଟ୍ୟାପ୍‌ରୁ…

ଗଞ୍ଜାମ, ଗଜପତିରେ ଧସିଲା ପାହାଡ଼

ପାତ୍ରପୁର/ଦିଗପହଣ୍ଡି/ଚିକିଟି/ଶେରଗଡ଼,(ଡି.ଏନ୍‌.ଏ.)/ପାରଳାଖେମୁଣ୍ଡି, ୧୩ା୧୦(ସ୍ବ.ପ୍ର.)-ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ଆନ୍ଧ୍ର ଉପକୂଳ ଦେଇ ଅତିକ୍ରମ କରିଛି। ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାର ଗଞ୍ଜାମ ଓ ଗଜପତି ଜିଲାରେ ସୋମବାରଠାରୁ ପ୍ରବଳ ବର୍ଷା ଜାରି ରହିଛି। ଫଳରେ ସାଧାରଣ ଜୀବନଯାତ୍ରା ବ୍ୟାହତ…

କଟକ ସହରରୁ ୯୮ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ, ୧୩।୧୦- କଟକ ସହରରୁ ମଙ୍ଗଳବାର ୯୮ ଜଣ କରୋନା ଆକ୍ରନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୫୩ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୫ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ ପକ୍ଷରୁ ଟୁଇଟ କରି…

ଆରୋଗ୍ୟ ହେଲେ ଆଉ ୨୭୯୬ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରେ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୩।୧୦(ବ୍ୟୁରୋ)-ରାଜ୍ୟରେ ମଙ୍ଗଳବାର ଆଉ ୨୭୯୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୫୮୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୧୭୯, ଯାଜପୁରରୁ ୧୪୮, ଅନୁଗୋଳରୁ ୧୩୫, ପୁରୀରୁ ୧୨୭, ନବରଙ୍ଗପୁରରୁ ୧୨୦, ବଲାଙ୍ଗିରରୁ ୧୦୭, ସମ୍ବଲପୁରରୁ ୧୦୬, କେନ୍ଦ୍ରାପଡ଼ାରୁ…

ରାଜଧାନୀରୁ ଆଉ ୨୮୧ କରୋନା ପଜିଟିଭ ଚିହ୍ନଟ: ସୁସ୍ଥ ହେଲେ ୩୧୫

ଭୁବନେଶ୍ୱର, ୧୩।୧୦(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ମଙ୍ଗଳବାର ୨୮୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ ୧୯୨ କ୍ୱାରାଣ୍ଟାଇନରୁ ରହିଥିବା ବେଳେ ୮୯ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ (ବିଏମ୍‌ସି) ପକ୍ଷରୁ ଟୁଇଟ୍‌କରି ସୂଚନା ଦିଆଯାଇଛି। ଏଥିସହ…

ତୀବ୍ର ଅବପାତ ନେଲା ୨ ଜୀବନ: ୪ ଗୁରୁତର

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ତୀବ୍ର ଅବପାତ ପ୍ରଭାବରେ ରାଜ୍ୟର ବିଭିନ୍ନ ଜିଲାରେ ମଙ୍ଗଳବାର ସକାଳୁ ପ୍ରବଳ ବର୍ଷା, ଘଡ଼ଘଡ଼ି ଲାଗି ରହିଛି। ତେବେ ବଜ୍ରପାତରେ ୨ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଗୁରୁତର ହୋଇଥିବା ଜଣାପଡ଼ିଛି। ଏଭଳି ଅଭାବନୀୟ ଘଟଣା ଘଟିଛି…

ତୀବ୍ର ଅବପାତର ପ୍ରଭାବ: ଦକ୍ଷିଣ, ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷୁଛି

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ତୀବ୍ର ଅବପାତରେ ପରିଣତ ହୋଇ ମଙ୍ଗଳବାର ସକାଳେ କାକିନାଡ଼ା ନିକଟରେ ଆନ୍ଧ୍ର ଉପକୂଳ ଅତିକ୍ରମ କରିଛି । ଏହାର ପ୍ରଭାବରେ ଦକ୍ଷିଣ ଓ ଉପକୂଳ ଓଡ଼ିଶାରେ ବର୍ଷା ଜାରି ରହିଛି । କୋରାପୁଟ, ମାଲକାନଗିରି,…

ଟୁଇନ୍‌ ସିଟିରେ ଲଗାଣ ବର୍ଷା: ଆହୁରି ବର୍ଷିବା ନେଇ ସୂଚନା

ଭୁବନେଶ୍ୱର,୧୩।୧୦(ବ୍ୟୁରୋ): କଟକ ଏବଂ ଭୁବନେଶ୍ୱରରେ ଶନିବାର ବର୍ଷା ସାଙ୍ଗକୁ ଘଡ଼ଘଡ଼ି ଲାଗି ରହିଛି। ଏହା ମଧ୍ୟାହ୍ନ ୧୨ଟା ୩୦ ଯାଏ ହେବ ବୋଲି ଭୁବନେଶ୍ୱରସ୍ଥିତ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି। ଏ ନେଇ ଲୋକଙ୍କୁ ସତର୍କ ରହିବାକୁ ଆଞ୍ଚଳିକ ପାଣିପାଗ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri