ଜାନୁୟାରୀ ଶେଷ ପର୍ଯ୍ୟନ୍ତ ପୂର୍ବଭଳି କୋର୍ଟ ଚାଲିବ
କଟକ ଅଫିସ, ୯ା୧: ଜାନୁୟାରୀ ଶେଷ ପର୍ଯ୍ୟନ୍ତ ହାଇକୋର୍ଟ ପୂର୍ବଭଳି ଚାଲିବ। ଅର୍ଥାତ୍ ଏହି ସମୟ ମଧ୍ୟରେ କୋର୍ଟ ସାଧାରଣ ଭାବେ କାର୍ଯ୍ୟ କରିବ ନାହିଁ। ହାଇକୋର୍ଟ ପକ୍ଷରୁ ଅନୁଷ୍ଠିତ ଫୁଲ୍କୋର୍ଟରେ ଏହି ନିଷ୍ପତ୍ତି ନିଆଯାଇଛି। ସେହିପରି ନିମ୍ନ ଅଦାଲତ ଏବଂ…
୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ
ପାଟଣା/କେନ୍ଦୁଝର,୯ା୧(ସ୍ବ. ପ୍ର): ଦୀର୍ଘ ମାସ ପରେ ଶୁକ୍ରବାର ୧୦ମ ଶ୍ରେଣୀ ପିଲାଙ୍କ ପାଇଁ ହାଇସ୍କୁଲ ଖୋଲିଛି। ମାତ୍ର ବିଦ୍ୟାଳୟ ଆରମ୍ଭରୁ କୋଭିଡ୍ ଗାଇଡ୍ଲାଇନ ଉଲ୍ଲଂଘନ କାରଣରୁ କେନ୍ଦୁଝର ଜିଲା ଶିକ୍ଷାଅଧିକାରୀ ସଂଗ୍ରାମ ସାହୁ ୫ ହାଇସ୍କୁଲ କର୍ମଚାରୀଙ୍କ ଦରମା ବନ୍ଦ ପାଇଁ…
୧୧୦ ସ୍ଥାନରେ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍ ସରିଲା
ଭୁବନେଶ୍ୱର, ୯।୧(ବ୍ୟୁରୋ): କରୋନା ଟିକାକରଣ ପୂର୍ବରୁ ଦ୍ୱିତୀୟ ପର୍ଯ୍ୟାୟ ଡ୍ରାଏ ରନ୍ ଶୁକ୍ରବାର ରାଜ୍ୟର ୧୧୦ ସ୍ଥାନରେ ଶେଷ ହୋଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ଡା. ବିଜୟ ପାଣିଗ୍ରାହୀ ଏ ସମ୍ପର୍କରେ ସୂଚନା ଦେଇ କହିଛନ୍ତି ଯେ,…
ଅଭିଭାବକଙ୍କ ଜିଦ୍, ସାନିଟାଇଜ୍ ହେଲା ସ୍କୁଲ
ପାତ୍ରପୁର,୯ା୧(ଡି.ଏନ୍.ଏ.): କରୋନା କଟକଣା ଯୋଗୁ ଦୀର୍ଘଦିନ ଧରି ବନ୍ଦ ଥିବା ସ୍କୁଲ ଶୁକ୍ରବାର ଖୋଲିଛି। ଗଞ୍ଜାମ ଜିଲା ପାତ୍ରପୁର ବ୍ଲକ ସାମନ୍ତିଆପଲ୍ଲୀ ସ୍ଥିତ ପରାଙ୍କୁଶ ବିଦ୍ୟାପୀଠକୁ ୮୩ଜଣ ଦଶମ ଶ୍ରେଣୀ ଛାତ୍ରୀଛାତ୍ର ସକାଳ ୧୦ଟାରେ ଆସିଥିଲେ। ସେମାନଙ୍କ ସହ କେତେଜଣ ଅଭିଭାବକ…
ନକଲି ଚେକ୍ରେ ବ୍ୟାଙ୍କରୁ ୨.୮୭ କୋଟି ଠକେଇ
ଭୁବନେଶ୍ୱର, ୯।୧(ବ୍ୟୁରୋ): ନକଲି ଚେକ୍ରେ ବ୍ୟାଙ୍କରୁ ୨.୮୭ କୋଟି ଟଙ୍କା ଉଠାଇ ନେଇଥିବା ଜଣେ ଅଭିଯୁକ୍ତଙ୍କୁ କ୍ରାଇମବ୍ରାଞ୍ଚର ଅର୍ଥନୈତିକ ଅପରାଧ ଶାଖା (ଇଓଡବ୍ଲ୍ୟୁ) ଗିରଫ କରିଛି। ସେ ହେଲେ ରାଉରକେଲାର ବିଏମ୍ପି ଆଣ୍ଡ୍ ସନ୍ସ କନଷ୍ଟ୍ରକ୍ସନ ପ୍ରାଇଭେଟ୍ ଲିମିଟେଡ୍ର ମୁଖ୍ୟ ବି.…
ମାହାଙ୍ଗା ଡବଲ ମର୍ଡର ଘଟଣା: ପ୍ରମାଣ ନଷ୍ଟର ଡେମୋ ଦେଖାଇଲେ ୭ମ ଅଭିଯୁକ୍ତ
ନିଶ୍ଚିନ୍ତକୋଇଲି, ୯ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ବ୍ଲକରେ ଡବଲ ମର୍ଡର ଘଟଣାକୁ ନେଇ ବିରୋଧୀ କଂଗ୍ରେସ ଓ ଭାଜପା ତୁମ୍ବିତୋଫାନ କରିଥିବାବେଳେ ଗ୍ରାମାଞ୍ଚଳ ପୋଲିସ ଅଦ୍ୟାବଧି ୭ଜଣଙ୍କୁ ଗିରଫ କରିବାରେ ସକ୍ଷମ ହୋଇଛି। ଘଟଣାରେ ସ୍ଥାନୀୟ ବିଧାୟକ ତଥା ଆଇନମନ୍ତ୍ରୀ ପ୍ରତାପ…
୪ ମାସର ପୁଅକୁ ବିକି ଆତ୍ମହତ୍ୟା
ମାଲକାନଗିରି,୯ା୧ (ସ୍ବ.ପ୍ର./ଡି.ଏନ୍.ଏ.): ମୂଲମଜୁରି ମିଳୁ ନ ଥିଲା। ତେଣୁ ୫ ସନ୍ତାନ ସହ ପରିବାରର ୭ଜଣଙ୍କ ପେଟ ପାଇଁ ଦାନା ଯୋଗାଡ଼ କଷ୍ଟକର ହେଉଥିଲା। ମୁଣ୍ଡ ଗୁଞ୍ଜିବାକୁ ଘରଟିଏ ନ ଥିବାବେଳେ ପିଲାଙ୍କ ପ୍ରତିପୋଷଣ ଚିନ୍ତା ଅଥୟ କରିଦେଉଥିଲା। ଶେଷରେ ଅର୍ଥାଭାବର…
ଅବହେଳାରୁ ଅବ୍ୟବହୃତ
ଭୁବନ, ୯।୧(ଡି.ଏନ.ଏ.) ନୂଆ ରଙ୍ଗରେ ଝଲସୁଛି। ବାହାରୁ ଦେଖିଲେ ଯେ କେହି ଖୁସି ହୋଇଯିବ। ହେଲେ ପାଖକୁ ଆସି ଦେଖିଲେ ସବୁ ଓଲଟା। ଚିକିମିକିଆ ଚୂନ ଧଉଳା ହୋଇଥିବା କମ୍ୟୁନିଟି ଶୌଚାଳୟରେ ଝୁଲୁଛି ତାଲା। ନା ଅଛି ପାଣି ସୁବିଧା ନା…
ଦକ୍ଷିଣ ଓଡ଼ିଶାରେ ଭୂମିକମ୍ପ
ଦାରିଙ୍ଗବାଡି/ଜି.ଉଦୟଗିରି/ଭଞ୍ଜନଗର/ପାରଳାଖେମୁଣ୍ଡି,୮ା୧: କନ୍ଧମାଳ ଜିଲା ଦାରିଙ୍ଗବାଡି, ଜି. ଉଦୟଗିରି, ବାଲିଗୁଡା, ରାଇକିଆ ସମେତ ଗଞ୍ଜାମର ଭଞ୍ଜନଗର ଓ ଗଜପତି ଜିଲା ମୋହନା ବ୍ଲକର କେତେକ ଅଞ୍ଚଳରେ ଶୁକ୍ରବାର ରାତି ପ୍ରାୟ ୯ଟା ୪୫ରେ ମୃଦୁ ଭୂମିକମ୍ପ ଅନୁଭୂତ ହୋଇଛି। ଲୋକେ ଭୟଭିତ ହୋଇ…
ଯବାନଙ୍କ ଉପରକୁ ଫିଙ୍ଗିଲେ ଗ୍ରେନେଡ
ଫୁଲବାଣୀ ଅଫିସ,୮।୧: କନ୍ଧମାଳ ଜିଲାର ବିଭିନ୍ନ ଜଙ୍ଗଲରେ ମାଓବାଦୀମାନେ ନିଜ ଗତିବିଧି ଜାରି ରଖିଛନ୍ତି। ବିଭିନ୍ନ ସମୟରେ ଯବାନ ଏବଂ ମାଓବାଦୀ ମୁହାଁମୁହିଁ ହେଉଛନ୍ତି। ଗୁରୁବାର ଚକାପାଦ ଥାନା ଲେଙ୍ଗେରିମୁଣ୍ଡା ଗ୍ରାମ ନିକଟବର୍ତ୍ତୀ ଜଙ୍ଗଲରେ ଯବାନ ଓ ମାଓବାଦୀଙ୍କ ମଧ୍ୟରେ ଗୁଳି…
ଖୋଲିଲା ସ୍କୁଲ: ଆସିଲେନି ପିଲା
କୋକସରା,୮।୧: ଶୁକ୍ରବାର କଳାହାଣ୍ଡି ଜିଲା କୋକସରା ବ୍ଲକରେ ଥିବା ୨୫ଟି ହାଇସ୍କୁଲ ଖୋଲିଛି। ସେଥିମଧ୍ୟରୁ ୨୩ ହାଇସ୍କୁଲରେ ଉପସ୍ଥାନ କମ୍ ବେଶି ରହିଥିବା ବେଳେ ବ୍ଲକର ଫୁପଗାଁ ହାଇସ୍କୁଲ ଓ ଆମପଣି ଏସ୍ଏସଡି ହାଇସ୍କୁଲରେ ପିଲାଙ୍କ ଉପସ୍ଥାନ ଶୂନ ରହିଛି। ଏହାକୁ…
ରାଜ୍ୟରେ ୨୪୪ କରୋନା ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ୱର,୮।୧- ରାଜ୍ୟରେ ଶୁକ୍ରବାର ୨୪୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ଆରୋଗ୍ୟ ଲାଭ କରିଥିବା କରୋନା ସଂକ୍ରମିତଙ୍କ ସଂଖ୍ୟା ୩,୨୭,୫୩୪ରେ ପହଞ୍ଚିଛି। ଅନୁଗୁଳ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୨ ଜଣ। ସେହିଭଳି ଆରୋଗ୍ୟ ଲାଭ କରିଥିବା ତାଲିକାରେ…
Archives


