ରାଜ୍ୟ

ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀରେ ଅଧିକାରୀ

ବାଲେଶ୍ୱର ଅଫିସ, ୨୨।୫-ବାଲେଶ୍ୱର ଜିଲାରେ ସମ୍ଭାବ୍ୟ ବାତ୍ୟା ‘ୟାସ୍‌’ର ମୁକାବିଲା ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଛି। ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ବାତ୍ୟା ଆଶ୍ରୟସ୍ଥଳୀକୁ ପ୍ରଶାସନିକ ଅଧିକାରୀମାନେ ପରିଦର୍ଶନ କରି ସ୍ଥିତି ଅନୁଧ୍ୟାନ କରୁଛନ୍ତି। ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କଠାରୁ ନିର୍ଦ୍ଦେଶ…

ଭାଜପାର ‘ଓ୍ବାନ୍‌ ଡିଷ୍ଟ୍ରିକ୍ଟ ଓ୍ବାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆରମ୍ଭ

ଭୁବନେଶ୍ୱର, ୨୨ା୫(ବ୍ୟୁରୋ): କରୋନାକୁ ମୁକାବିଲା ପାଇଁ ଶୁକ୍ରବାର ଭାଜପା କୃଷକ ମୋର୍ଚ୍ଚା ରାଷ୍ଟ୍ରୀୟ ସ୍ତରରେ ଆଉ ଏକ ପାଦ ଆଗେଇଛି। ‘ୱାନ୍‌ ଡିଷ୍ଟ୍‌ରକ୍ଟ ୱାନ୍‌ କୋଭିଡ୍‌-୧୯ ହେଲ୍ପଡେସ୍କ’ ଆଧାରରେ ଦେଶର ସବୁ ଜିଲାରେ ୮୨୪ଟି ହେଲ୍ପଡେସ୍କ ଆରମ୍ଭ ହୋଇଛି। ଭାଜପା ରାଷ୍ଟ୍ରୀୟ…

ଟିକା ଟେଣ୍ଡର ସର୍ତ୍ତାବଳୀ କୋହଳ

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ମହାମାରୀ କୋଭିଡ୍‌-୧୯ର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କ୍ରୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଡକାଯାଇଥିବା ଟେଣ୍ଡର…

ଆନ୍ଧ୍ର ପଞ୍ଚାୟତ ନିର୍ବାଚନ ଅସିଦ୍ଧ

ପଟ୍ଟାଙ୍ଗୀ,୨୨ା୫(ଡି.ଏନ.ଏ.): ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ ପୁଣି ଲାଗିଛି ଝଟକା। ଆନ୍ଧ୍ର ସରକାର ବିଗତ ଦିନରେ କରିଥିବା ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନକୁ ଆନ୍ଧ୍ରପ୍ରଦେଶ ହାଇକୋର୍ଟ ଅସିଦ୍ଧ ଘୋଷଣା କରିଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ ପଞ୍ଚାୟତ ଓ ଜିଲା ପରିଷଦ ନିର୍ବାଚନ ପାଇଁ…

ବଳ ଗୋଟାଉଛି ୟାସ୍‌

ଭୁବନେଶ୍ୱର,୨୨ା୫(ବ୍ୟୁରୋ): ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇଛି। ଶନିବାର ଏହା ଲଘୁଚାପରେ ପରିଣତ ହେବ। ଧୀରେ ଧୀରେ ଘନୀଭୂତ ହୋଇ ଏହା ଉତ୍ତର-ପଶ୍ଚିମ ଦିଗକୁ ଗତି କରିବ। ୨୪ ତାରିଖରେ ଲଘୁଚାପ ସାମୁଦ୍ରିକ ଝଡ଼ରେ ପରିଣତ ହେବ। ଏହା ଉତ୍ତର-ପଶ୍ଚିମ…

ମଦ ଦୋକାନ ଲାଇସେନ୍ସ ଫି’ ଛାଡହେବ

ଭୁବନେଶ୍ୱର,୨୧ା୫(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀର ମୁକାବିଲା ପାଇଁ ୧୮ରୁ ୪୪ ବର୍ଷ ବର୍ଗର ବ୍ୟକ୍ତିଙ୍କୁ ମାଗଣାରେ ଟିକା ଯୋଗାଇ ଦିଆଯିବ। ଏହି ଲକ୍ଷ୍ୟ ହାସଲ କରିବାକୁ ରାଜ୍ୟ ସରକାର ବିଶ୍ୱ ବଜାରରୁ ଟିକା କ୍ରୟ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଏଥିପାଇଁ ଡକାଯାଇଥିବା ଟେଣ୍ଡର…

ବିବାହ ପାଇଁ ଲୁଚାଇ ଥିଲେ କୋଭିଡ୍‌ ରିପୋର୍ଟ

ଦିଗପହଣ୍ଡି,୨୧।୫: ଗତ ସୋମବାର କୋଭିଡ୍‌ ଟେଷ୍ଟ କରାଇଥିଲେ। କିନ୍ତୁ ରିପୋର୍ଟ ଆସିଲା ପଜିଟିଭ୍‌। ଏ ସମ୍ପର୍କରେ ବରଙ୍କ ପରିବାର ଲୋକେ ଜାଣିଥିଲେ। ଏହାସତ୍ତ୍ୱେ ବାହା ହେବାକୁ ବେଦୀରେ ବସିଥିଲେ ବର। ଖବର ପାଇ ପ୍ରଶାସନ ଚଢାଉ କରି ବରକୁ ଆଇସୋଲେଶନକୁ ପଠାଇଦେଇଛି।…

ବିବାହ ଭୋଜିରେ ହଜାରେ ଲୋକଙ୍କୁ ଦେଇଥିଲେ ଆମନ୍ତ୍ରଣ

ହିଞ୍ଜିଳିକାଟୁ,୨୧ା୫: କୋଭିଡ଼ କଟକଣାକୁ ଅବମାନନା କରି ଶୁକ୍ରବାର ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଗୋଦରାପଲୀ ଗ୍ରାମରେ ଶୁକ୍ରବାର ୧ ହଜାରରୁ ଊର୍ଦ୍ଧ୍ୱ ଲୋକଙ୍କ ପାଇଁ ବିବାହ ଭୋଜିର ଆୟୋଜନ ହେଉଥିଲା। ଖବର ପାଇ ପ୍ରଶାସନିକ ଅଧିକାରୀ ପହଞ୍ଚତ୍ ବିବାହ ଭୋଜି ବନ୍ଦ…

ବଜ୍ରପାତ ନେଲା ଗୋଟିଏ ପରିବାରର ୩ ଜୀବନ

କେନ୍ଦୁଝର,୨୧।୫: କେନ୍ଦୁଝର ଜିଲା ଘଟଗାଁ ଥାନା ଅଞ୍ଚଳରେ ଶୁକ୍ରବାର ଏକ ଅଘଟଣ ଘଟିଛି। ବଜ୍ରପାତରେ ମା’ ଓ ତାଙ୍କର ୩ ବର୍ଷର ଝିଅ ଏବଂ ସମ୍ପର୍କୀୟ ଭାଉଜଙ୍କ ମୃତ୍ୟୁ ଘଟିଛି। ସମସ୍ତ ମୃତକ ଯାଯାବର ବୋଲି ଜଣାପଡିଛି। ଝାଡଖଣ୍ଡ ରାଞ୍ଚି ଅଞ୍ଚଳର…

ଝାରପଡ଼ା ଜେଲରେ ବିଧାୟକଙ୍କୁ କୋଭିଡ୍‌

ଭୁବନେଶ୍ୱର,୨୧।୫: ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀ ଶୁକ୍ରବାର କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏପରି କି ତାଙ୍କ ଭାବି ସମୁଦି ତଥା ଆଇଏଫ୍‌ଏସ୍‌ ଅଭୟକାନ୍ତ ପାଠକଙ୍କ ରିପୋର୍ଟ ମଧ୍ୟ ପଜିଟଭ୍‌ ଆସିଛି। ଉଭୟଙ୍କୁ ଝାରପଡ଼ା ଜେଲରେ ଆଇସୋଲେସନରେ ରଖାଯାଇଛି। ଜେଲ କତ୍ତୃପକ୍ଷ…

ବାତ୍ୟା ପ୍ରଭାବ: ୨୫ରୁ ଉପକୂଳ ଓଡ଼ିଶାରେ ପ୍ରବଳ ବର୍ଷିବ

ଭୁବନେଶ୍ୱର,୨୧।୫(ବ୍ୟୁରୋ): ବାତ୍ୟା ସମ୍ପର୍କିତ ପୂର୍ବାନୁମାନରେ କୌଣସି ପରିବର୍ତ୍ତନ କରାଯାଇନି। ଶୁକ୍ରବାର ଆଣ୍ଡାମାନ ଓ ଆଖପାଖ ଅଞ୍ଚଳରେ ଘୂର୍ଣ୍ଣିବଳୟ ସୃଷ୍ଟି ହୋଇସାରିଛି। ଶନିବାର ସୁଦ୍ଧା ଏହା ଲଘୁଚାପରେ ପରିଣତ ହେବ। ୨୩ ତାରିଖରେ ଅବପାତର ରୂପ ନେବ। ୨୪ ତାରିଖରେ ବାତ୍ୟାରେ ରୂପାନ୍ତରିତ…

କରୋନା ଭୟ: ରଥଖଳାରୁ ଆଉ ୧୦ ପଜିଟିଭ୍‌ ଚିହ୍ନଟ

ପୁରୀ ଅଫିସ,୨୧।୫: ପୁରୀ ରଥଖଳାରୁ ଆଉ ୧୦ ଜଣ କରୋନା ପଜିଟିଭ୍‌ ଚିହ୍ନଟ ଚିହ୍ନଟ ହୋଇଛନ୍ତି। ଏ ନେଇ ପୁରୀ ଜିଲାପାଳ ସମର୍ଥ ବର୍ମା ସୂଚନା ଦେଇଛନ୍ତି। ଏହାକୁ ମିଶାଇ ରଥଖଳାରୁ ମୋଟ ୧୮ ଜଣ କରୋନାରେ ଆକ୍ରାନ୍ତ ହେଲେଣି। ସେମାନଙ୍କ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?