ରାଜ୍ୟ

୩ ଗ୍ରାମକୁ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌

ଢେଙ୍କାନାଳ ଅଫିସ, ୮।୧ ଭାରତ ସରକାରଙ୍କ ଡାକ ବିଭାଗ ପକ୍ଷରୁ ଢେଙ୍କାନାଳ ଜିଲାର ୩ ଗ୍ରାମକୁ ସମ୍ପୂର୍ଣ୍ଣ ସୁକନ୍ୟା ସମୃଦ୍ଧି ଟ୍ୟାଗ୍‌ ମିଳିଛି। ଗଁଦିଆ ବ୍ଲକ କାବେରା ମାଧପୁର ପଞ୍ଚାୟତର ଚମଦଳ, ସଦର ବ୍ଲକ ତରଭା ପଞ୍ଚାୟତର ଖଳିବନ୍ଧ ଏବଂ ଭାଲିଆବୋଲକାଟେଣୀ…

ବୃତ୍ତିକୁ ନେଇ ବିବାଦ

ବନ୍ତଳା,୮ା୧(ଡି.ଏନ.ଏ.): ଅନୁଗୋଳ ଜିଲା ସାତକୋଶିଆ ଅଭୟାରଣ୍ୟର ସାତକୋଶିଆ ମହାନଦୀ ଗଣ୍ଡରେ ମାଛ ମାରି ଜୀବିକା ନିର୍ବାହ କରୁଥିବା ୨୦୪ ମତ୍ସ୍ୟଜୀବୀ ପରିବାରର କୌଳିକ ବୃତ୍ତିକୁ ନେଇ ବିବାଦ ଦେଖାଦେଇଛି। ଘଡ଼ିଆଳ ବଂଶବୃଦ୍ଧି ପାଇଁ ଗଣ୍ଡର ୧୦ କିଲୋମିଟର ମଧ୍ୟରେ ମାଛ ମାରିବା ଉପରେ…

ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ: ଆଲର୍ଟ ରହିବାକୁ ସୁରକ୍ଷା ସଂସ୍ଥାକୁ ଗୃହ ବିଭାଗର ନିର୍ଦ୍ଦେଶ

ଭୁବନେଶ୍ୱର, ୮ା୧(ବ୍ୟୁରୋ): ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ହତ୍ୟା ଧମକ ମିଳିଛି। ଦୁଇଦିନ ପୂର୍ବରୁ ନବୀନ ନିବାସକୁ ଏ ନେଇ ଏକ ହାତଲେଖା ବେନାମୀ ଧମକପୂର୍ଣ୍ଣ ଚିଠି ଆସିଛି। ମୁଖ୍ୟମନ୍ତ୍ରୀଙ୍କୁ ହତ୍ୟା ଧମକ ମିଳିବା ପରେ ରାଜ୍ୟ ସୁରକ୍ଷା ସଂସ୍ଥାଗୁଡ଼ିକ ସତର୍କ ହୋଇଉଠିଛନ୍ତି।…

କାନ୍ଧ ସହ ମିଶାଇଲେ କାନ୍ଧ

ଢେଙ୍କାନାଳ ଅଫିସ, ୮।୧ କେନ୍ଦ୍ରାପଡ଼ାରେ ଘର। ରହୁଥିଲେ ଢେଙ୍କାନାଳରେ। ରୋଗରେ ପଡ଼ିଲେ। ଟାଣି ନେଇଗଲା ମୃତ୍ୟୁ। ହେଲେ ଦୁଃଖ ଏତିକିରେ ସରିଲାନି। କରୋନା ଭୟରେ ଡାକ୍ତରଖାନାରୁ ଭଡ଼ାଘରକୁ ମୃତଦେହ ପୂରାଇବାକୁ ରାଜି ହେଲେନି ମାଲିକ। ଅସହାୟ ଅବସ୍ଥାରେ ଝିଅ, ନାତୁଣୀ ମୃତଦେହକୁ…

ଆଜିଠାରୁ ସ୍କୁଲ

ଭୁବନେଶ୍ୱର,୮ା୧(ବ୍ୟୁରୋ):ଦୀର୍ଘମାସର ପ୍ରତୀକ୍ଷା ପରେ ଶୁକ୍ରବାରଠାରୁ ସ୍କୁଲ ଖୋଲିବାକୁ ଯାଉଛି। ପ୍ରାୟ ୯ମାସ ଧରି ବନ୍ଦ ରହିବା ପରେ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀରେ ପଢ଼ୁଥିବା ଛାତ୍ରୀଛାତ୍ରମାନେ ବିଦ୍ୟାଳୟ ଯିବେ। ଏଥିଲାଗି ନିର୍ଦ୍ଧାରିତ ସମୟ ପୂର୍ବରୁ କ୍ୟାମ୍ପସ ପରିସରରେ ଥିବା ଆସବାବପତ୍ର,…

ଶୌଚାଳୟରେ ସନ୍ତାନ ପ୍ରସବ

ଭୁବନ, ୭।୧: ପ୍ରତିଶ୍ରୁତି ଦେଲେ। ଶାରୀରିକ ସମ୍ପର୍କ ରଖିଲେ। ହେଲେ ବିବାହ କରିବା ବେଳକୁ ମୁହଁ ଫେରାଇନେଲେ ଧୋକାବାଜ ପ୍ରେମିକ, ଯାହାର ଫଳ ଭୋଗୁଛନ୍ତି ଜଣେ ଯୁବତୀ। ଅବିବାହିତ ଥାଇ ପୁତ୍ର ସନ୍ତାନ ଜନ୍ମ ଦେଇଥିବାରୁ ତାଙ୍କ ମୁଣ୍ଡରେ ଲଦିହୋଇଛି କୁଅଁାରି…

ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ ଗ୍ୟାସ୍‌ ଲିକ୍‌: ଆଉ ଜଣେ ଅଧିକାରୀ ନିଲମ୍ବିତ

ରାଉରକେଲା ଅଫିସ, ୭।୧: ରାଉରକେଲା ଷ୍ଟିଲ୍‌ ପ୍ଲାଣ୍ଟ (ଆର୍‌ଏସ୍‌ପି) ଗ୍ୟାସ୍‌ ଦୁର୍ଘଟଣା ନେଇ ଗୁରୁବାର ଆଉ ଜଣେ ଆର୍‌ଏସ୍‌ପି ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। ସେ ହେଉଛନ୍ତି କାରଖାନା ସୁରକ୍ଷା ବିଭାଗ ଅଧିକାରୀ ସ୍ମୃତିରଞ୍ଜନ ସାହୁ। ବୁଧବାର ଏହି ଘଟଣାରେ କର୍ତ୍ତବ୍ୟରେ ଅବହେଳା…

ନୂଆପଡ଼ାରେ ବାଘ ଆତଙ୍କ

ତରବୋଡ,୭।୧: ନୂଆପଡ଼ା ଜିଲା କୋମନା ବନାଞ୍ଚଳ ଅଧୀନ ଭରୁଆମୁଣ୍ଡା ଗ୍ରାମରେ ବାଘ ଆତଙ୍କ ଦେଖାଦେଇଛି। ପ୍ରତିଦିନ ଗାଁରେ ଘୂରି ବୁଲୁଛି ବାଘ । ଗାଁର ଗାଈ, ବଳଦ, ଛେଳି, ମେଣ୍ଢା ସବୁ ଖାଇ ଦେଉଛି। ଭୟରେ ଲୋକେ ଦିନରାତି ତାଟି କବାଟ…

ରାଜ୍ୟରେ ୨୮୨ କରୋନା ଆକ୍ରାନ୍ତ ସୁସ୍ଥ

ଭୁବନେଶ୍ୱର,୭।୧- ରାଜ୍ୟରେ ଗୁରୁବାର ୨୮୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୭,୨୯୦ରେ ପହଞ୍ଚିଛି। ବଲାଙ୍ଗୀର ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୪୦ ଜଣ। ସୁନ୍ଦରଗଡ଼ରୁ ୩୪, ମୟୁରଭଞ୍ଜରୁ ୨୬,…

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀ

ତେଲକୋଇ,୭।୧: କେନ୍ଦୁଝର ଜିଲା ହାଲପୋଡି ଗ୍ରାମରେ ଏକ ଦନ୍ତା ହାତୀ ଘର ଭାଙ୍ଗି ଫସଲ ନଷ୍ଟ କରିଛି। ଦନ୍ତାଟି ବୁଧବାର ରାତିରେ ହାଲପୋଡି ଗ୍ରାମରେ ପଶି ପ୍ରଥମେ ଗୀତା ନାଏକଙ୍କ ଘର ଭାଙ୍ଗି ଧାନ, ଚାଉଳ ଖାଇ ଦେଇଥିଲା। ଅନ୍ୟପକ୍ଷରେ ଗୀତା…

ଦମ୍ପତିଙ୍କୁ ବନ୍ଧୁକ ଦେଖାଇ ଲୁଟିନେଲେ ଦୁର୍ବୃତ୍ତ, ସ୍ବାମୀ ଗୁରୁତର

ଚିତ୍ରଡ଼ା,୭ା୧: ମୟୂରଭଞ୍ଜ ଜିଲା ବାରିପଦା-ଚିତ୍ରଡ଼ା ରାସ୍ତାର ଗୁଞ୍ଜୁସାହି ଛକ ନିକଟରେ ଗୁରୁବାର ୪ଜଣ ଦୁର୍ବୃତ୍ତ ବନ୍ଧୁକ ଦେଖାଇ ଦମ୍ପତିଙ୍କଠାରୁ ସୁନା ଗହଣା ଲୁଟି ନେଇଛନ୍ତି। ଦୁର୍ବୃତ୍ତଙ୍କ ଆକ୍ରମଣରେ ସ୍ବାମୀ ଦୀନକୃଷ୍ଣ ମାହାନା ଗୁରୁତର ହୋଇଛନ୍ତି। ସୂଚନା ଅନୁଯାୟୀ, ବାରିପଦା ନିକଟ ଭାରବାଡ଼ି…

ଡ୍ରଗ୍‌ ଲାଇସେନ୍ସ ପାଇଁ ଲାଞ୍ଚ ଅଭିଯୋଗ: କାର୍ଯ୍ୟାନୁଷ୍ଠାନ ପାଇଁ ସରକାରଙ୍କୁ ଜଣାଇଲେ ଜିଲାପାଳ

ଛତ୍ରପୁର,୭।୧(ଡି.ଏନ୍‌.ଏ.)- ଡ୍ରଗ ଲାଇସେନ୍ସ କରାଇ ଦେବାକୁ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟର ଆସିଷ୍ଟାଣ୍ଟ କଲେକ୍ଟର ବନମାଳୀ ଶତପଥୀ ୨ ଲକ୍ଷ ଟଙ୍କା ଲାଞ୍ଚ ନେଇଥିବା ଅଭିଯୋଗ ହୋଇଛି । ଗତ ସପ୍ତାହରେ ଜିଲାପାଳଙ୍କ କୋର୍ଟରେ ଉକ୍ତ ମାମଲାର ଶୁଣାଣି ହୋଇସାରିଛି । ଆସିଷ୍ଟାଣ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri