ରବିବାର ଶିକ୍ଷାନୁଷ୍ଠାନ ନ ଖୋଲିବାକୁ ଦାବି
ଭୁବନେଶ୍ୱର, ୭।୧(ବ୍ୟୁରୋ):ଆସନ୍ତା ୮ ତାରିଖରୁ ରାଜ୍ୟରେ ସ୍କୁଲ ଖୋଲିବ। ସବୁଦିନ ପାଠ ପଢ଼ାଇବାକୁ ସରକାର ନିର୍ଦ୍ଦେଶ ଦେଇଛନ୍ତି। ମାତ୍ର ରବିବାର ପାଠ ପଢ଼ାକୁ ଶିକ୍ଷକମାନେ ନାପସନ୍ଦ କରିଛନ୍ତି। ସରକାରଙ୍କ ସ୍କୁଲ ଖୋଲିବା ନିଷ୍ପତ୍ତିକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ…
ଟିକାକରଣ ପାଇଁ ଓଡ଼ିଶା ପ୍ରସ୍ତୁତ
ଭୁବନେଶ୍ୱର, ୭।୧(ବ୍ୟୁରୋ):ବର୍ତ୍ତମାନ ରାଜ୍ୟରେ ବ୍ୟବସାୟିକ ପ୍ରତିଷ୍ଠାନ ଠାରୁ ଆରମ୍ଭ କରି ଧର୍ମାନୁଷ୍ଠାନ ଆଦି ସମ୍ପୂର୍ଣ୍ଣ ଭାବେ ଖୋଲିଥିବା ବେଳେ ଖୁବ୍ଶୀଘ୍ର ଶିକ୍ଷାନୁଷ୍ଠାନ ଖୋଲିବାକୁ ଯାଉଛି। ଆଗାମୀ ୨ ମାସ ଆମକୁ ସତର୍କତାର ସହ ଚଳିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନିବେଦନ…
‘ଖାଦ୍ୟରେ ବିଷ ଦେଇଥିଲେ’
ଭୁବନେଶ୍ୱର,୭।୧(ବ୍ୟୁରୋ):ଭାରତୀୟ ମହାକାଶ ଗବେଷଣା ସଂଗଠନ(ଇସ୍ରୋ)ରେ କାର୍ଯ୍ୟରତ ବରିଷ୍ଠ ଓଡ଼ିଆ ବୈଜ୍ଞାନିକ ତଥା ଅହମ୍ମଦାବାଦସ୍ଥିତ ସ୍ପେସ୍ ଆପ୍ଲିକେଶନ ସେଣ୍ଟରର ପୂର୍ବତନ ନିର୍ଦ୍ଦେଶକ ତପନ ମିଶ୍ର ଏକ ଗୁରୁତର ଅଭିଯୋଗ ସାମ୍ନାକୁ ଆଣିଛନ୍ତି। ୩ବର୍ଷ ପୂର୍ବେ ତାଙ୍କୁ ଖାଦ୍ୟରେ ବିଷ ଦେଇ ମାରିବାକୁ ଉଦ୍ୟମ…
ଶ୍ରୀଲିଙ୍ଗରାଜ ମନ୍ଦିର: ନେଗେଟିଭ ରିପୋର୍ଟ ଜରୁରୀ ନୁହେଁ
ଭୁବନେଶ୍ୱର, ୭।୧(ବ୍ୟୁରୋ) :ଶ୍ରୀଲିଙ୍ଗରାଜ ମନ୍ଦିରକୁ ପ୍ରବେଶ ପାଇଁ କରୋନା ନେଗେଟିଭ ରିପୋର୍ଟ ଜରୁରୀ ନୁହେଁ। ଏନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) କମିଶନର ପ୍ରେମଚନ୍ଦ୍ର ଚୌଧାରୀ ବୁଧବାର ସୂଚନା ଦେଇଛନ୍ତି। ସେ କହିଛନ୍ତି, ମନ୍ଦିର ପ୍ରବେଶ ପଥରେ ସମସ୍ତଙ୍କର ସ୍କ୍ରିନିଂ କରାଯିବ। ଯଦି…
ଅନ୍ଲାଇନରେ ମାଟ୍ରିକ ଫର୍ମ ପୂରଣ
ଭୁବନେଶ୍ୱର, ୭।୧(ବ୍ୟୁରୋ) :ଆସନ୍ତା ୮ ତାରିଖରୁ କେବଳ ଦଶମ ଓ ଦ୍ୱାଦଶ ଶ୍ରେଣୀ ପାଇଁ ସ୍କୁଲ ଖୋଲିବ। ମେ’ ୩ରୁ ମାଟ୍ରିକ ପରୀକ୍ଷା ଆରମ୍ଭ ହେବ। ତେବେ ମାଟ୍ରିକ ପରୀକ୍ଷା ଫର୍ମ ପୂରଣ ପାଇଁ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ବୁଧବାର…
ନକଲି ପନିର ପରେ ଚା’
କଟକ ଅଫିସ/କଟକ ସଦର, ୭।୧: ବର୍ଷବର୍ଷ ଧରି ସହରରେ ନକଲି ସାମଗ୍ରୀର ଚାଲିଥିବା କାରବାର ଏବେ ଧୀରେ ଧୀରେ ପଦାକୁ ଆସୁଛି। ନକଲି ମସଲା, ଘିଅ, ସସ୍, ସିମେଣ୍ଟ, ପନିର ପରେ ଏବେ ନକଲି ଚା’ପତି ବିକ୍ରି କରାଯାଉଥିବା ଜଣାପଡ଼ିଛି। କଟକ…
ସୁଦୃଢ଼ କରିବାକୁ ମିଳୁନି ସହଯୋଗ
ଅନୁଗୋଳ ଅଫିସ,୭ା୧: କ୍ରୀଡ଼ା କ୍ଷେତ୍ରରେ ଅନୁଗୋଳ ଜିଲାକୁ ଆଗୁଆ କରିବାର ଯୋଜନା କରିଛି ଜିଲା ପ୍ରଶାସନ। ଜିଲାସ୍ତରରୁ ଯେପରି ଜାତୀୟ, ଅନ୍ତର୍ଜାତୀୟସ୍ତରର ଖେଳାଳି ସୃଷ୍ଟି ହୋଇପାରିବେ ସେଥିପାଇଁ କ୍ରୀଡ଼ା ଭିତ୍ତିଭୂମି ସୁଦୃଢ଼ କରାଯିବା ଉପରେ ଯଥେଷ୍ଟ ଗୁରୁତ୍ୱ ଦିଆଯାଉଛି। ବ୍ଲକ ଅଞ୍ଚଳରେ ଖେଳ…
ପ୍ରକୃତିର ବରଦାନ ‘ବାରବାଙ୍କ’
ଢେଙ୍କାନାଳ ଅଫିସ, ୭।୧: ସର୍ପିଳ ରାସ୍ତାଟିଏ। ପାହାଡ଼ର ଛାତି ଚିରି ମାଡ଼ି ଯାଇଛି ଆଗକୁ। ଦୁଇ ପାର୍ଶ୍ୱରେ ଘଞ୍ଚ ସବୁଜ ବନାନୀ। ପକ୍ଷୀଙ୍କ କାକଳି। ମେଘମାଳାର କଳେବର ଯାତ୍ରୀଙ୍କୁ ଘଡ଼ିଏ ଅଟକାଇ ଦେବାର ସାମର୍ଥ୍ୟ ରଖେ। ସମୁଦ୍ର ପତ୍ତନଠାରୁ ୨୨୩୯ ଫୁଟ…
ଖୋଲିଲା ନୀଳଗିରି ଜଗନ୍ନାଥ ମନ୍ଦିର, ପଞ୍ଚଲିଙ୍ଗେଶ୍ୱର ପୀଠ
ସଜନାଗଡ଼,୬।୧: ଭକ୍ତ ଓ ପର୍ଯ୍ୟଟକଙ୍କ ପ୍ରତୀକ୍ଷାର ଅନ୍ତ ଘଟିଛି। ଦୀର୍ଘ ୯ ମାସର ବ୍ୟବଧାନ ପରେ ବୁଧବାର ବାଲେଶ୍ୱର ଜିଲା ନୀଳଗିରିର ତୃତୀୟ ଶ୍ରୀକ୍ଷେତ୍ର ଜଗନ୍ନାଥ ମନ୍ଦିର ଏବଂ ଉତ୍ତର ଉଡ଼ିଶାର ଅନ୍ୟତମ ପ୍ରସିଦ୍ଧ ଶୈବପୀଠ ବାବା ପଞ୍ଚଲିଙ୍ଗେଶ୍ୱର ପୀଠ ଖୋଲିଛି।…
ଆମପାଣି ଘାଟିରେ ବୁଲୁଛି କଳରାପତରିିଆ ବାଘ: ଜଙ୍ଗଲ ଭିତରକୁ ନ ଯିବାକୁ ବନ ବିଭାଗର ପରାମର୍ଶ
କୋକସରା,୬।୧: କଳାହାଣ୍ଡି ଜିଲା ନବରଙ୍ଗପୁର ସୀମାନ୍ତ ଆମପାଣି ଘାଟିରେ ସୋମବାର ରାତିରେ ଏକ କଳରାପତରିଆ ବାଘ ବୁଲୁଥିବା ଦେଖିବାକୁ ମିଳିଥିଲା। ସିଉନୀ ଗାଁର ଆଲୋକ ପାଣିଗ୍ରାହୀ ଓ ତାଙ୍କ ସାଙ୍ଗମାନେ ରାତିରେ ଜୟପୁରରୁ ଗାଁକୁ ଫେରୁଥିଲେ। ସେତିକିବେଳେ ବାଘଟି ଘାଟି ରାସ୍ତାରେ…
ରାଜ୍ୟରେ ସୁସ୍ଥ ହେଲେ ୨୩୦ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୬।୧- ରାଜ୍ୟରେ ବୁଧବାର ୨୩୦ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ଆରୋଗ୍ୟ ଲାଭ କରିଥିବା କରୋନା ଆକ୍ରାନ୍ତଙ୍କ ସଖ୍ୟା ୩,୨୭,୦୦୮ରେ ପହଞ୍ଚିଛି। ସୁନ୍ଦରଗଡ଼ ଜିଲାରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୩୧ ଜଣ। ଅନୁଗୁଳରୁ ୩୦, ବଲାଙ୍ଗୀର ଓ…
ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ଜୀବନ ଗଲା
ଜୁନାଗଡ଼,୬।୧:କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ନ୍ୟାସୀକୁଣ୍ଡାମାଲ ଛକ ନିକଟରେ ବୁଧବାର ସାରେ ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତ କକାଙ୍କ ନାମ ଜଗବନ୍ଧୁ ଶବର(୨୮) ଓ ପୁତୁରାଙ୍କ ନାମ ଟିକେମଣି ଶବର(୨୨)। ଉଭୟଙ୍କ ଘର ଧର୍ମଗଡ଼ ବ୍ଲକ ଝାରକୁଣ୍ଡାମାଲ…
Archives


