ରାଜ୍ୟ

ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ଜୀବନ ଗଲା

ଜୁନାଗଡ଼,୬।୧:କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ସନ୍ନ୍ୟାସୀକୁଣ୍ଡାମାଲ ଛକ ନିକଟରେ ବୁଧବାର ସାରେ ଟ୍ରାକ୍ଟର ଧକ୍କାରେ କକା, ପୁତୁରାଙ୍କ ମୃତ୍ୟୁ ଘଟିଛି। ମୃତ କକାଙ୍କ ନାମ ଜଗବନ୍ଧୁ ଶବର(୨୮) ଓ ପୁତୁରାଙ୍କ ନାମ ଟିକେମଣି ଶବର(୨୨)। ଉଭୟଙ୍କ ଘର ଧର୍ମଗଡ଼ ବ୍ଲକ ଝାରକୁଣ୍ଡାମାଲ…

ଭିଜିଲାନ୍ସ ଜାଲରେ ସ୍ବାସ୍ଥ୍ୟକର୍ମୀ

ଭବାନୀପାଟଣା,୬।୧: କଳାହାଣ୍ଡି ଜିଲା ଭବାନୀପାଟଣା ବ୍ଲକ ଦୁଆରସୁନି ଉପସ୍ବାସ୍ଥ୍ୟକେନ୍ଦ୍ରର ସ୍ବାସ୍ଥ୍ୟକର୍ମୀ ଅନିଲ କୁମାର ସେନାପତି ୩୦ ହଜାର ଟଙ୍କା ଲାଞ୍ଚ ନେଉଥିବା ବେଳେ ବୁଧବାର ଭିଜିଲାନ୍ସ ହାତରେ ଧରାପଡିଛନ୍ତି। ଭବାନୀପାଟଣା ଯମୁନାସାଗର ଗ୍ରାମର ଉପେନ୍ଦ୍ର ବେହେରାଙ୍କ ସ୍ତ୍ରୀଙ୍କୁ ଆଶାକର୍ମୀ କରାଇ ଦେବା…

ବିଷାକ୍ତ ଗ୍ୟାସ୍‌ ଲିକ୍‌ ଘଟଣା: ୨ ଡିଜିଏମ୍‌ ଅଧିକାରୀ ନିଲମ୍ବିତ, ମୁଖ୍ୟମନ୍ତ୍ରୀଙ୍କ ଶୋକ

ରାଉରକେଲା/ ସୁନ୍ଦରଗଡ଼, ୬।୧: ରାଉରକେଲା ଇସ୍ପାତ କାରଖାନା(ଆର୍‌ଏସ୍‌ପି)ରେ ବିଷାକ୍ତ ଗ୍ୟାସ୍‌ ଲିକ୍‌ରେ ୪ ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୬ଜଣ ଗୁରୁତର ଆହତ ହୋଇଛନ୍ତି। ଏହି ଘଟଣାରେ କାରଖାନାର ୨ ଡିଜିଏମ୍‌ ଅଧିକାରୀଙ୍କୁ ନିଲମ୍ବନ କରାଯାଇଛି। କାର୍ଯ୍ୟରେ ଅବହେଳା ଯୋଗୁ ଅଧିକାରୀ…

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌ ଘଟଣା: ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି

ରାଉରକେଲା ଅଫିସ, ୬।୧: ରାଉରକେଲା ଷ୍ଟିଲ ପ୍ଲାଣ୍ଟରେ ଗ୍ୟାସ ଲିକ୍‌ ଘଟଣାରେ ମୃତ୍ୟୁ ସଂଖ୍ୟା ୪କୁ ବୃଦ୍ଧି ପାଇଛି । ପ୍ଲାଣ୍ଟ କୋଲ କେମିକାଲ ବିଭାଗରେ ଗ୍ୟାସ ଲିକ୍‌ ହେବା ଯୋଗୁ ୪ ଜଣଙ୍କର ମୃତ୍ୟୁ ଘଟିଛି। ତେବେ ମୃତକଙ୍କର ପରିଚୟ…

ଆର୍‌ଏସ୍‌ପିରେ ଗ୍ୟାସ୍‌ ଲିକ୍‌: ଆଖିବୁଜିଲେ ୨

ରାଉରକେଲା ଅଫିସ, ୬।୧: ରାଉରକେଲା ଇସ୍ପାତ କାରଖାନା (ଆର୍‌ଏସ୍‌ପି) କୋଲ କେମିକାଲ ବିଭାଗରେ ବୁଧବାର ସକାଳ ପ୍ରାୟ ୧୦ଟାରେ ଘଟିଛି ଅଘଟଣ। ମରାମତି କାମ ଚାଲିଥିବା ବେଳେ ଗ୍ୟାସ ଲିକ ଯୋଗୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ଅନ୍ୟ ୨ ଜଣ…

ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୧ କରୋନା ପଜିଟିଭ: ମୃତ୍ୟୁ ସଂଖ୍ୟା ଶୂନ

ଭୁବନେଶ୍ୱର, ୬।୧(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୨୩୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୩୩୯୨୧ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ…

ପ୍ରତି ସପ୍ତାହରେ ପ୍ରକଳ୍ପର ସ୍ଥିତି ଅନୁଧ୍ୟାନ କର

ଭୁବନେଶ୍ୱର,୬ା୧(ବ୍ୟୁରୋ): କୋଭିଡ୍‌ ପରବର୍ତ୍ତୀ ସ୍ଥିତିରେ ଜୀବିକା ଅର୍ଜନ ଓ ନିଯୁକ୍ତି ସୃଷ୍ଟିଭିତ୍ତିକ ପ୍ରକଳ୍ପଗୁଡ଼ିକୁ ତ୍ୱରାନ୍ବିତ କରିବାକୁ ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଜିଲାପାଳମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଉଦ୍ୟାନ କୃଷି, ପ୍ରାଣୀପାଳନ, ସମନ୍ବିତ କୃଷି, ଉଠା ଜଳସେଚନ, ପାନୀୟ ଜଳ…

ବଲାଙ୍ଗୀର ବାଳକଙ୍କ ବିରଳ କୃତିତ୍ୱ

ବଲାଙ୍ଗୀର ଅଫିସ, ୬ା୧: କମ୍ପ୍ୟୁଟର ପ୍ରୋଗ୍ରାମିଂରେ ବିଶ୍ୱସ୍ତରରେ ବିରଳ କୃତିତ୍ୱ ଅର୍ଜନ କରିଛନ୍ତି ବଲାଙ୍ଗୀରର ୭ବର୍ଷର ବାଳକ ଭେଙ୍କଟରମଣ ପଟ୍ଟନାୟକ। ସେ ଅନ୍ୟତମ କନିଷ୍ଠ ଛାତ୍ରଭାବେ ବିଶ୍ୱ ସ୍ବୀକୃତ ମାଇକ୍ରୋସଫ୍ଟ ଟେକ୍ନୋଲୋଜି ଆସୋସିଏଟ୍‌ (ଏମ୍‌ଟିଏ) ପ୍ରୋଗ୍ରାମିଂ ପରୀକ୍ଷାରେ ପ୍ରମାଣପତ୍ର ହାସଲ କରିଛନ୍ତି।…

ସବୁଜ ବନାନୀ କାଟି ମୋରମ ଚାଲାଣ

ଚଣ୍ଡିଖୋଲ,୬ା୧(ଡି.ଏନ୍‌.ଏ.): ଯାଜପୁର ଜିଲା ଦର୍ପଣ ତହସିଲ ଅନ୍ତର୍ଗତ ଅସିଆ ପର୍ବତମାଳାର ଅଂଶବିଶେଷ ଧାଉଡିଆପଦା ପାହାଡ଼। ଏହି ପାହାଡ଼ର କୌଣସି ଅଂଶ ଲିଜ୍‌ ଦିଆଯାଇ ନ ଥିବା ବେଳେ ପ୍ରତିଦିନ ଶତାଧିକ ଟ୍ରିପ୍‌ ମୋରମ ବେଆଇନ ଭାବେ ଚାଲାଣ ହେଉଛି। ବିଳମ୍ବିତ ରାତିରେ…

ବିହାର ପ୍ରଭାରୀ ହେଲେ ଭକ୍ତ ଦାସ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଅଖିଳ ଭାରତ କଂଗ୍ରେସ କମିଟି(ଏଆଇସିସି) ଅଧ୍ୟକ୍ଷ ସୋନିଆ ଗାନ୍ଧୀ ମଙ୍ଗଳବାର ପୂର୍ବତନ କେନ୍ଦ୍ରମନ୍ତ୍ରୀ ତଥା ଓଡିଶାର ବରିଷ୍ଠ ନେତା ଭକ୍ତଚରଣ ଦାସଙ୍କୁ ବିହାର ଏଆଇସିସି ଇନଚାର୍ଜ ଦାୟିତ୍ୱ ପ୍ରଦାନ କରିଛନ୍ତି। ପୂର୍ବରୁ ଭକ୍ତ ଦାସଙ୍କୁ ମିଜୋରାମ ଏବଂ ମଣିପୁର ପ୍ରଭାରୀ…

୩୨ ସଦସ୍ୟ ସାମିଲ, ଅନେକ ନୂଆ ମୁହଁ

ଭୁବନେଶ୍ୱର,୬ା୧(ବ୍ୟୁରୋ): ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀର ସାଧାରଣ ପରିଷଦ ପୁନର୍ଗଠନ କରାଯାଇଛି। ନବଗଠିତ ପରିଷଦର ସଭ୍ୟମାନେ ଆସନ୍ତା ୩ ବର୍ଷ ପାଇଁ କାର୍ଯ୍ୟ କରିବେ। ଜାନୁୟାରୀ ୪ରେ ଏନେଇ ବିଜ୍ଞପ୍ତି ପ୍ରକାଶ…

ହଷ୍ଟେଲ ପିଲାଙ୍କ ପାଇଁ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର, ୬।୧(ବ୍ୟୁରୋ): ଆସନ୍ତା ୧୧ତାରିଖରୁ ରାଜ୍ୟର ସମସ୍ତ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବ। ଏଥିପାଇଁ ସମସ୍ତ ପ୍ରକାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଉତ୍କଳ ବିଶ୍ୱବିଦ୍ୟାଳୟର ହଷ୍ଟେଲ ଅନ୍ତେବାସୀଙ୍କ ପାଇଁ କୋଭିଡ୍‌ ନେଗେଟିଭ ରିପୋର୍ଟ ବାଧ୍ୟତାମୂଳକ କରାଯାଇଛି। ମଙ୍ଗଳବାର ବିଶ୍ୱବିଦ୍ୟାଳୟର ପିଜି କାଉନସିଲ ହଲ୍‌ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri