ରାଜ୍ୟ

ଅଫ୍‌ଲାଇନ୍‌ରେ ଡିଏଲ୍‌ଏଡ୍‌ ପରୀକ୍ଷା ନିଷ୍ପତ୍ତିକୁ ବିରୋଧ

ଭୁବନେଶ୍ୱର, ୧୧। ୧୦(ବ୍ୟୁରୋ): ଆସନ୍ତା ନଭେମ୍ବର ୪ରୁ ଡିପ୍ଲୋମା ଇନ୍‌ ଏଲିମେଣ୍ଟାରୀ ଏଜୁକେଶନ (ଡିଏଲ୍‌ଏଡ୍‌) ପ୍ରଥମ ଓ ଶେଷବର୍ଷ ପରୀକ୍ଷା ଆରମ୍ଭ ହେବ। ରାଜ୍ୟର ପ୍ରାୟ ୧୩,୫୦୦ ଛାତ୍ରୀଛାତ୍ର ଏହି ପରୀକ୍ଷା ଦେବେ। ଏହି ପରୀକ୍ଷାକୁ ଅଫ୍‌ଲାଇନରେ କରିବା ପାଇଁ ସରକାର…

୨ ମନ୍ତ୍ରୀଙ୍କ ବିରୋଧରେ ଥାନାରେ ଏତଲା

ଭୁବନେଶ୍ୱର,୧୧। ୧୦ (ବ୍ୟୁରୋ): ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ଏବଂ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବିରୋଧରେ କୋଭିଡ୍‌ ନିୟମ ଉଲ୍ଲଂଘନ ଅଭିଯୋଗ ଆଣିଛି ଶ୍ରୀଜଗନ୍ନାଥ ସେନା। ଏ ନେଇ ଶନିବାର ଶ୍ରୀଜଗନ୍ନାଥ ସେନାର ଆବାହକ…

ଅସୁସ୍ଥ ସ୍ତ୍ରୀଙ୍କୁ ୯୦କି.ମି. ବୋହିଲେ

କଟକ ଅଫିସ/ସାକ୍ଷୀଗୋପାଳ,(ଡି.ଏନ୍‌.ଏ)୧୧। ୧୦:ରାଜ୍ୟରେ ଚିକିତ୍ସା ସେବା ସମସ୍ତଙ୍କୁ ଯେପରି ଠିକ୍‌ଭାବେ ମିଳିପାରିବ ସରକାର ସେଥିପାଇଁ ଅନେକ ଯୋଜନା କରିଛନ୍ତି। ଏଥିପାଇଁ ବିଭିନ୍ନ ହସ୍ପିଟାଲର ଭିତ୍ତିଭୂମିକୁ ସୁଦୃଢ଼ କରାଯାଉଛି। ରୋଗୀଙ୍କୁ ଚିକିତ୍ସା ସେବା ଯୋଗାଇବା ପାଇଁ ମାଗଣା ଆମ୍ବୁଲାନ୍ସ ବ୍ୟବସ୍ଥା ମଧ୍ୟ କରାଯାଇଛି।…

ଫେକ୍‌ ନ୍ୟୁଜ ଜାଲରେ ସିଏମ୍‌ଓ ଟୁଇଟର ହ୍ୟାଣ୍ଡେଲ

ଭୁବନେଶ୍ୱର,୧୧। ୧୦(ବ୍ୟୁରୋ): ଓଡ଼ିଶାର ଗଞ୍ଜାମ ଜିଲା ଏବଂ ମୁମ୍ବାଇର ଧରାବୀ ବସ୍ତିର କୋଭିଡ୍‌-୧୯ ମୁକାବିଲାକୁ ଅକ୍ସଫୋର୍ଡ ୟୁନିଭର୍ସିଟି ପ୍ରଶଂସା କରିଥିବା ନେଇ ଗତ ୮ ତାରିଖରେ ଗଣମାଧ୍ୟମରେ ଖବର ପ୍ରକାଶ ପାଇଥିଲା। ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ(ସିଏମ୍‌ଓ) ଟୁଇଟର ହ୍ୟାଣ୍ଡେଲରେ ମଧ୍ୟ ଏହାକୁ ପୋଷ୍ଟ…

ଆଜି ରାଜ୍ୟରୁ ଆଉ ୧୬ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

ରାଜ୍ୟରେ ଆଜି ୨୫୪୬ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୧ା୧୦(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୨୫୪୬ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨,୫୨,୨୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ର ୧୫୦୪ ଜଣ…

ପର୍ଯ୍ୟଟକ ଅପେକ୍ଷାରେ ପର୍ଯ୍ୟଟନସ୍ଥଳୀ

କେନ୍ଦୁଝର,୧୧।୧୦ (ସ୍ବ.ପ୍ର.)-କେନ୍ଦୁଝର ଜିଲାର ପ୍ରାକୃତିକ ଝରଣା, ଜଳପ୍ରପାତ ପର୍ଯ୍ୟଟକଙ୍କୁ ଅଧିକ ଆକୃଷ୍ଟ କରିଥାଏ। ଆଉ ଏଠାରେ ବର୍ଷ ତମାମ ପର୍ଯ୍ୟଟକଙ୍କ ଭିଡ ଲାଗିଥାଏ । କିନ୍ତୁ କରୋନା ମହାମାରୀ ପାଇଁ ଚଳିତ ବର୍ଷ ପ୍ରକୃତିପ୍ରେମୀ ପର୍ଯ୍ୟଟକ କଟକଣା ଯୋଗୁ ନିରାଶ ହେଉଛନ୍ତି…

ଅମଳ ବେଳେ ଧାନ ଫସଲରେ ରୋଗପୋକ

କୋକସରା, ୧୧।୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକର ୨୨ପଞ୍ଚାୟତ ମଧ୍ୟରେ ଅଧିକାଂଶ ପଞ୍ଚାୟତ ଅଣଜଳସେଚିତ। ଚାଷୀ କେବଳ ବର୍ଷା ପାଣି ଭରସାରେ ଚାଷ କରିଥାନ୍ତି। ଚଳିତବର୍ଷ ସ୍ବଭାବିକ ବର୍ଷା ଯୋଗୁଁ ବ୍ଲକ ଅଞ୍ଚଳରେ ଚାଷ ଭଲ ହୋଇଥିଲା। ଏବେ ଧାନ ଅମଳ…

ବିଶ୍ୱବିଦ୍ୟାଳୟ ସଂଶୋଧନ ବିଧେୟକକୁ ଧର୍ମେନ୍ଦ୍ରଙ୍କ ବିରୋଧ

ଭୁବନେଶ୍ୱର,୧୦ା୧୦(ବ୍ୟୁରୋ)- ବିଧାନସଭାରେ ଗୃହୀତ ହୋଇଥିବା ବିଶ୍ୱବିଦ୍ୟାଳୟ (ସଂଶୋଧନ) ବିଧେୟକ-୨୦୨୦କୁ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବିରୋଧ କରିଛନ୍ତି। ଏହି ବିଧେୟକ ଦେଶର ସାମ୍ବିଧାନିକ ବ୍ୟବସ୍ଥା ତଥା ୟୁଜିସି ନିୟମାବଳୀର ଦୃଢ଼ ବିରୁଦ୍ଧାଚରଣ କରୁଛି। ରାଜ୍ୟର ଛାତ୍ରୀଛାତ୍ର, ଶିକ୍ଷକ ଓ ଗବେଷକମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ…

ସୁସ୍ଥ ହେଲେ ଆଉ ୩୮୮୫ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୩୮୮୫ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୪୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୨୫, ପୁରୀରୁ ୧୯୩, ଝାରସୁଗୁଡାରୁ ୧୫୯, ବାଲେଶ୍ୱରରୁ ୧୩୩, ମୟୂରଭଞ୍ଜରୁ ୧୨୯, ଯାଜପୁରରୁ ୧୨୬, କେନ୍ଦୁଝରରୁ ୧୨୪,…

କଟକ ସହରରୁ ୯୨ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୧୦।୧୦-କଟକ ସହରରୁ ଶନିବାର ମୋଟ ୯୨ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୫୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୪୦ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ଭୁବନେଶ୍ୱରରୁ ଆଜି ୩୨୧ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୩୮

ଭୁବନେଶ୍ୱର,୧୦।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୮ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩୧ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri