ରାଜ୍ୟ

୮ ମାସର ଗର୍ଭବତୀ ବୋହୂଙ୍କୁ ବଞ୍ଚାଇବାକୁ ଯାଇ ଶ୍ୱଶୁରଙ୍କ ଜୀବନ ଗଲା

ରାୟଗଡା ଅଫିସ,୧୦।୧୦: ରାୟଗଡ଼ା ଜିଲା ବିଷମ କଟକ ଥାନା ଅନ୍ତର୍ଗତ ଡଙ୍ଗପଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି ଶ୍ୱଶୁର ବୋହୂଙ୍କ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ବୋହୂ ସୁମିତ୍ରା ମାଣ୍ଡାଙ୍ଗି (୨୪) ରୋଷଇ…

ରାଜଭବନ ପରିସରରେ ପଡ଼ିଥିଲା ଏକାଧିକ ଲୁହାଖଣ୍ଡ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଭୁବନେଶ୍ୱରରେ ଗତ ୭ତାରିଖ ଦିନ ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରାଲ ପମ୍ପରେ ଶକ୍ତିଶାଳୀ ବିସ୍ଫୋରଣ ହୋଇଥିଲା। ଏହା ଏତେ ଭୟଙ୍କର ଥିଲା ଯେ, ଏଥିରେ ପେଟ୍ରୋଲ ପମ୍ପ୍‌ ସମେତ ଆଖପାଖ ଅଞ୍ଚଳରେ ବ୍ୟାପକ କ୍ଷତି…

ପ୍ରତି ଶୁକ୍ରବାର ସାଇକେଲ ଚଲାଇବାକୁ ଆହ୍ବାନ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ସାଇକେଲ ଚଲାଇଲେ ଶରୀର ସୁସ୍ଥ ରହିବା ସହ ପରିବେଶ ଉପରେ ସୁପ୍ରଭାବ ପଡ଼ିବ। ସାଇକେଲ ପ୍ରତି ଲୋକଙ୍କ ଉତ୍ସାହ ବୃଦ୍ଧି ନିମନ୍ତେ ଭୁବନେଶ୍ୱର ସ୍ମାର୍ଟ ସିଟି ଲିମିଟେଡ୍‌ ଓ ଭୁବନେଶ୍ୱର ମହାନଗର ନିଗମ ପକ୍ଷରୁ ଅଭିନବ…

୧୧୨୦ ଦୋକାନରେ ମିଳିବ ଫାଭିପିରାଭିର୍‌

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ଆକ୍ରାନ୍ତ ଚିକିତ୍ସା କ୍ଷେତ୍ରରେ ଫାଭିପିରାଭିର୍‌ ଔଷଧ ବ୍ୟବହାର କରାଯାଉଛି। ବିଶେଷକରି ହାମ୍‌ କ୍ୱାରାଣ୍ଟାଇନରେ ଥିବା ସଂକ୍ରମିତମାନେ ଏହି ଔଷଧ ଖାଇବା ପାଇଁ ରାଜ୍ୟ ସରକାର ଅନୁମତି ଦେଇଛନ୍ତି। ସରକାରୀ ସ୍ତରରେ ଫାଭିପିରାଭିର୍‌ ଟାବଲେଟ୍‌ ଦିଆଯାଉଥିବାବେଳେ…

ବିସ୍ଫୋରଣସ୍ଥଳରୁ ମିଳିଲା ମଣିଷ କଙ୍କାଳ

ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ରାଜଭବନ ନିକଟ ଇଣ୍ଡିଆନ ଅଏଲ ପେଟ୍ରୋଲ ପମ୍ପରେ ଘଟିଥିବା ବିସ୍ଫୋରଣର ତୃତୀୟ ଦିନରେ ତଦନ୍ତକୁ ତ୍ୱରାନ୍ବିତ କରାଯାଇଛି। କେନ୍ଦ୍ର ସରକାରଙ୍କ ପେଟ୍ରୋଲିୟମ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେଶନ (ପେସୋ) ଅଧିକାରୀଙ୍କ ସମେତ ରାଜ୍ୟ ଫରେନ୍‌ସିକର ୫ଜଣିଆ ଟିମ୍‌ ଏଥିରେ ସାମିଲ୍‌ ଅଛନ୍ତି।…

ପୁଣି ଘୁଞ୍ଚିଲା ଯୁକ୍ତ୩ ନାମଲେଖା ଅବଧି

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ରାଜ୍ୟର ସମସ୍ତ ଡିଗ୍ରୀ କଲେଜରେ ଯୁକ୍ତ୩ ନାମଲେଖା ଅବଧିକୁ ପୁଣି ବଢ଼ାଇ ଦିଆଯାଇଛି। ପ୍ରଥମ ବର୍ଷ ଶ୍ରେଣୀ ପାଇଁ ପ୍ରଥମ ପର୍ଯ୍ୟାୟରେ ମନୋନୀତ ଛାତ୍ରୀଛାତ୍ରମାନେ ଅକ୍ଟୋବର ୧୭ ତାରିଖ ପର୍ଯ୍ୟନ୍ତ ନାମ ଲେଖାଇ ପାରିବେ। କରୋନା…

ସାମ୍ପ୍ରତିକ ସ୍ଥିତିରେ ଶ୍ରୀମନ୍ଦିର ନ ଖୋଲୁ

ପୁରୀ ଅଫିସ, ୧୦ । ୧୦: ମହାମାରୀ କରୋନା ପାଇଁ ବନ୍ଦ ଥିବା ରାଜ୍ୟର ବିଭିନ୍ନ ଧାର୍ମିିକସ୍ଥଳ ଖୋଲିବା ନେଇ ରାଜ୍ୟ ସରକାର ପ୍ରକ୍ରିୟା ଆରମ୍ଭ କରିଛନ୍ତି। ସର୍ବସାଧାରଣଙ୍କ ଦର୍ଶନ ନିମନ୍ତେ ଶ୍ରୀମନ୍ଦିର ଖୋଲିବା ସଂକ୍ରାନ୍ତରେ ସରକାରଙ୍କ ନିର୍ଦ୍ଦେଶ ପାଇବା ପରେ…

ପୂଜାଛୁଟି ପରେ କଲେଜ ଖୋଲିିପାରେ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): ଦୁର୍ଗାପୁଜା ଛୁଟି ପରେ କଲେଜ ଖୋଲିପାରେ। ଏଥିପାଇଁ ସରକାରୀ ସ୍ତରରେ ପ୍ରକ୍ରିୟା ଆରମ୍ଭ ହୋଇଥିବା ସୂଚନା ମିଳିଛି। ଏହାର ଅନୁଧ୍ୟାନ ପାଇଁ ୧୦ଦିନ ତଳେ ଉନ୍ନୟନ କମିଶନରଙ୍କ ଅଧ୍ୟକ୍ଷତାରେ ଏକ ଟାସ୍କ ଫୋର୍ସ ଗଠନ କରାଯାଇଛି।…

ହେଡ୍‌କ୍ୱାର୍ଟର୍ସରେ ରହିବାକୁ ଶିକ୍ଷକଙ୍କୁ ନିର୍ଦ୍ଦେଶ

ଭୁବନେଶ୍ୱର, ୧୦ । ୧୦(ବ୍ୟୁରୋ): କରୋନା ପାଇଁ ସାରା ରାଜ୍ୟରେ ଗତ ୬ମାସରୁ ଊର୍ଦ୍ଧ୍ୱ ହେବ ସ୍କୁଲ ବନ୍ଦ ରହିଛି। ଏବେ ଅନ୍‌ଲାଇନ୍‌ରେ ପାଠପଢ଼ା ଚାଲିଥିଲେ ମଧ୍ୟ ସବୁ ଛାତ୍ରୀଛାତ୍ର ଉପକୃତ ହୋଇପାରୁନାହାନ୍ତି। ତେଣୁ ସ୍କୁଲ୍‌ ଖୋଲିବାକୁ ରାଜ୍ୟ ସରକାର ଚିନ୍ତା କରୁଛନ୍ତି।…

୧୮ରେ ଆଉ ଏକ ଲଘୁଚାପ

ଭୁବନେଶ୍ୱର,୧୦ । ୧୦(ବ୍ୟୁରୋ): ରାଜ୍ୟରୁ ଦକ୍ଷିଣ ପଶ୍ଚିମ ମୌସୁମୀ ପ୍ରତ୍ୟାବର୍ତ୍ତନ ବିଳମ୍ବ ହେବ। ସ୍ବାଭାବିକ ଭାବେ ଅକ୍ଟୋବର ଦ୍ୱିତୀୟ ସପ୍ତାହ ବେଳକୁ ମୌସୁମୀ ଓଡ଼ିଶାରୁ ଅପସରି ଯାଇଥାଏ। ଲଗାତର ଲଘୁଚାପ ସୃଷ୍ଟି ହେଉଥିବାରୁ ଏହି ପ୍ରକ୍ରିୟା ବିଳମ୍ବିତ ହେଉଛି। ତେଣୁ ଚଳିତ…

ସୁରକ୍ଷା ପ୍ରତି ଧ୍ୟାନ ନାହିଁ

ଭୁବନେଶ୍ୱର,୧୦। ୧୦(ବ୍ୟୁରୋ): ରାଜ୍ୟରେ ଥିବା ପେଟ୍ରୋଲ ପମ୍ପ ତଥା ଗ୍ୟାସ ଫିଲିଂ ଷ୍ଟେଶନଗୁଡ଼ିକର ସୁରକ୍ଷା ପ୍ରତି ପେଟ୍ରୋଲିୟମ ଆଣ୍ଡ୍‌ ଏକ୍ସପ୍ଲୋସିଭ୍‌ ସେଫ୍ଟି ଅର୍ଗାନାଇଜେଶନ(ପେସୋ) ଗୁରୁତ୍ୱ ଦେଉନାହିଁ। ଫଳରେ ନିୟମିତ ବ୍ୟବଧାନରେ ପମ୍ପଗୁଡ଼ିକର ଯାଞ୍ଚ ହୋଇପାରୁ ନାହିଁ। ପେଟ୍ରୋଲ ପମ୍ପ୍‌ ପ୍ରତିଷ୍ଠା ପାଇଁ…

କୋଭିଡ ଆଇନ ଉଲ୍ଲଂଘନ ପ୍ରସଙ୍ଗ: କ୍ଷମା ମାଗିଲେ ବିଧାୟକ ଉମା

ପୁରୀ ଅଫିସ,୧୦ା୧୦: କୋଭିଡ୍‌ ଆଇନ ଉଲ୍ଲଂଘନ କରିଥିବାରୁ ଶେଷରେ କ୍ଷମା ମାଗିଛନ୍ତି ସତ୍ୟବାଦୀ ବିଧାୟକ ଉମାକାନ୍ତ ସାମନ୍ତରାୟ। ଶନିବାର ବିଧାୟକ ସାମନ୍ତରାୟ କହିଛନ୍ତି, କରୋନା ସଂକ୍ରମିତ ଥାଇ ସ୍ବର୍ଗଦ୍ୱାରରେ ପହଞ୍ଚତ୍ବା ମୋର ଭୁଲ୍‌ ଥିଲା। ପୂର୍ବତନ ମନ୍ତ୍ରୀ ତଥା ପିପିଲି ବିଧାୟକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri