ରାଜ୍ୟ

ଶିକ୍ଷକଙ୍କୁ କରୋନା ଯୋଦ୍ଧା ଘୋଷଣା କରାଯାଉ

ଭୁବନେଶ୍ୱର, ୧୯ା୫(ବ୍ୟୁରୋ):କରୋନା ଲଢ଼େଇରେ ଆରମ୍ଭରୁ ନିଜକୁ ସାମିଲ କରିଥିବା ଶିକ୍ଷକଙ୍କୁ ତୁରନ୍ତ କରୋନା ଯୋଦ୍ଧାର ମାନ୍ୟତା ମିଳୁ। ରାଜ୍ୟ ସରକାର ଶିକ୍ଷକଙ୍କୁ ଯୋଦ୍ଧା ଭାବେ ଘୋଷଣା କରନ୍ତୁ ବୋଲି ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ଦାବି କରିଛି।…

କରୋନା ଆକ୍ରାନ୍ତଙ୍କ ସାହାରା ଅଭିନେତା ଋଷି

ଭୁବନେଶ୍ୱର, ୧୯।୫ (ବ୍ୟୁରୋ):କରୋନା ମହାମାରୀର ଭୟାବହ ପରିସ୍ଥିତିରେ ଅନେକ ସହୃଦୟ ବ୍ୟକ୍ତି ଓ ଅନୁଷ୍ଠାନ ଲୋକଙ୍କୁ ସାହାଯ୍ୟ କରିବାକୁ ଆଗେଇ ଆସୁଛନ୍ତି। କିଏ କରୋନା ସଂକ୍ରମିତଙ୍କୁ ମାଗଣାରେ ଖାଇବାକୁ ଦେଉଛନ୍ତି ତ ଆଉ କିଏ ସେମାନଙ୍କୁ ଅକ୍ସିଜେନ ଯୋଗାଇ ଦେଉଛନ୍ତି। ଓଲିଉଡ୍‌…

ଟ୍ରେନ୍‌ରେ ବୃଦ୍ଧଙ୍କ ମୃତ୍ୟୁ, ଓହ୍ଲାଇଦେଲେ ସହଯାତ୍ରୀ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):ରବିବାର ସନ୍ଧ୍ୟାରେ ଖୋର୍ଦ୍ଧାରୋଡ ନିକଟରେ ଯାଉଥିବା ଏକ ଚଳନ୍ତା ଟ୍ରେନରେ ଜଣେ ବୃଦ୍ଧ ଯାତ୍ରୀଙ୍କ ହଠାତ ମୃତ୍ୟୁ ଘଟିଥିଲା। ତାଙ୍କ ସହ ଯାତ୍ରା କରୁଥିବା ବୃଦ୍ଧା ସ୍ତ୍ରୀ ଜଣକ ସହଯାତ୍ରୀଙ୍କୁ ସହାୟତା ମାଗିଥିଲେ ମଧ୍ୟ କେହି ଶୁଣି ନ ଥିଲେ। ଓଲଟା…

ଓଡ଼ିଶା ସମେତ ୬ ରାଜ୍ୟରେ ସଂକ୍ରମଣ ସ୍ଥିର

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଓଡ଼ିଶା ସମେତ ଆନ୍ଧ୍ରପ୍ରଦେଶ, ଆସାମ, ପଣ୍ଡିଚେରୀ, ପଶ୍ଚିମବଙ୍ଗ ଓ ନାଗାଲାଣ୍ଡ ଆଦି ୬ ରାଜ୍ୟରେ ସଂକ୍ରମଣ ହାର ସ୍ଥିର ରହିଛି କିମ୍ବା ହ୍ରାସ ପାଇବା ଆରମ୍ଭ କରିଛି। ମେ’ ପ୍ରଥମ ସପ୍ତାହରେ ଓଡ଼ିଶାର ହାରାହାରି ସଂକ୍ରମଣ ହାର ୨୪.୪ ପ୍ରତିଶତ…

ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୯।୫(ବ୍ୟୁରୋ):ଅସ୍ତିତ୍ୱ ହରାଇବ ଖଲ୍ଲିକୋଟ କ୍ଲଷ୍ଟର ବିଶ୍ୱବିଦ୍ୟାଳୟ। ଆସନ୍ତା ସେପ୍ଟେମ୍ବର ୧ରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରେ ମିଶିଯିବ ଏହି ପ୍ରମୁଖ ଉଚ୍ଚ ଶିକ୍ଷାନୁଷ୍ଠାନ। ଖଲ୍ଲିକୋଟ ବିଶ୍ୱବିଦ୍ୟାଳୟ ମିଶ୍ରଣ ନେଇ ମଙ୍ଗଳବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଏହା ଏକକ…

ମୃତ୍ୟୁ ତଥ୍ୟକୁ ନେଇ ବିବାଦ

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନାର ଦ୍ୱିତୀୟ ଲହର ମାରାତ୍ମକ ସାବ୍ୟସ୍ତ ହୋଇଛି। ଦେଶରେ ଗତ କିଛିଦିନ ହେଲା କରୋନା ଆକ୍ରାନ୍ତଙ୍କ ମୃତ୍ୟୁସଂଖ୍ୟା ସରକାରୀ ତଥ୍ୟ ଅନୁସାରେ ହାରାହାରି ପ୍ରାୟ ୪୦୦୦ ରହୁଛି। ଓଡ଼ିଶାରେ ମଧ୍ୟ ମୃତ୍ୟୁସଂଖ୍ୟା ଚିନ୍ତାଜନକ ଥିବାବେଳେ ତଥ୍ୟକୁ ନେଇ ବିବାଦ ସୃଷ୍ଟି ହେଉଛି।…

ଦାନା ବାନ୍ଧୁଛି ବାତ୍ୟା

ଭୁବନେଶ୍ୱର,୧୯ା୫(ବ୍ୟୁରୋ):କରୋନା ମହାମାରୀ ବିପଦରେ ଘାଣ୍ଟି ହେଉଥିବା ଓଡ଼ିଶା ଆଉ ଏକ ପ୍ରାକୃତିକ ବିପର୍ଯ୍ୟୟର ସମ୍ମୁଖୀନ ହେବାକୁ ଯାଉଛି। ଆରବସାଗର ପରେ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ବାତ୍ୟା ଦାନା ବାନ୍ଧୁଛି। ଆସନ୍ତା ୨୦ କିମ୍ବା ୨୧ ତାରିଖରେ ଏକ ଘୂର୍ଣ୍ଣିବଳୟ ସୃଷ୍ଟି ହେବ।…

ବାପାଙ୍କ ଏକାଦଶାହରେ ଚାଲିଗଲା ପୁଅ

ନିଶ୍ଚିନ୍ତକୋଇଲି,୧୮ା୫(ସ୍ବ.ପ୍ର.)- କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ଦାଉଦପୁର ପଞ୍ଚାୟତ ଅନ୍ତର୍ଗତ ଗୋପୀନାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛିି। ବାପାଙ୍କ ଏକାଦଶାହରେ ପୁଅର ମୃତ୍ୟୁ ଘଟିଛି। ସେ ହେଲେ ରାଜେଶ ନାୟକ(୩୫)। ଗତ ୮ ତାରିଖରେ ତାଙ୍କ ବାପା କୁଳମଣି ନାୟକ(୫୫)ଙ୍କ…

ଗଞ୍ଜାମ ଜିଲାପାଳଙ୍କୁ ସବୁ ପ୍ରମାଣ ଦେଲେ ସୋନୁ ସୁଦ୍‌, ପରେ ବଦଳିଲା ସ୍ବର

ବ୍ରହ୍ମପୁର ଅଫିସ୍‌,୧୮।୫: କରୋନା ସହ ଏବେ ସାରା ଦେଶ ଲଢୁଛି। ଏଭଳି କଠିନ ପରିସ୍ଥିତିରେ ଲୋକଙ୍କୁ ସହାୟତା ପାଇଁ ଆଗେଇ ଆସିଛନ୍ତି କିଛି ସେଲିବ୍ରିଟି। ସେମାନଙ୍କ ମଧ୍ୟରେ ବଲିଉଡ ଅଭିନେତା ସୋନୁ ସୁଦ ଅନ୍ୟତମ। କରୋନା ଆରମ୍ଭରୁ ଲୋକଙ୍କୁ ସାହାଯ୍ୟ କରିବା…

ବିବାହ, ବ୍ରତଘର, ଶୁଦ୍ଧିକ୍ରିୟା ପାଇଁ ବଢ଼ିଲା କଟକଣା: ଏଥର ବାଜାବାଲାଙ୍କୁ ମିଶାଇ ବିବାହରେ ଯୋଗଦେବେ ୨୫

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଥିବା ବେଳେ ବାହାଘର, ବ୍ରତଘର ଏବଂ ଶୁଦ୍ଧିକ୍ରିୟା ପାଇଁ ମଧ୍ୟ କଟକଣା ବଢ଼ିଛି। ପୂର୍ବରୁ ବାହାଘରରେ ୫୦ ଜଣଙ୍କୁ ଅନୁମତି ମିଳୁଥିବା ବେଳେ ସେଥିରେ ପରିବର୍ତ୍ତନ ହୋଇଛି। ବର୍ତ୍ତମାନ ବାହାଘରରେ…

ରାଜ୍ୟରେ ବଢ଼ିଲା ଲକ୍‌ଡାଉନ୍‌: ଜାଣନ୍ତୁ କମିଲା କ’ଣ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟରେ ଲକ୍‌ଡାଉନ୍‌ ଅବଧି ବଢ଼ିଛି। ଜୁନ ୧ ପର୍ଯ୍ୟନ୍ତ ସରକାର ଲକ୍‌ଡାଉନ ବଢ଼ାଇ ଦେଇଛନ୍ତି। ମଙ୍ଗଳବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର ଏହି ସୂଚନା ଦେଇଛନ୍ତି। ଦୈନିକ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବିଢ଼ି ଚାଲିଥିବାରୁ ମେ’ ୫ରୁ…

୯୦ ଦିନିଆ ପାରୋଲରେ ଯିବେ ୪୪୯ କଏଦୀ

ଭୁବନେଶ୍ୱର,୧୮।୫(ବ୍ୟୁରୋ): ରାଜ୍ୟର ବିଭିନ୍ନ ଜେଲରେ କରୋନା ସଂକ୍ରମଣ ବ୍ୟାପୁଛି। ବହୁ ଅଧିକାରୀ ଓ କର୍ମଚାରୀ ଆକ୍ରାନ୍ତ ହୋଇଥିବାବେଳେ ୩ଶହରୁ ଊର୍ଦ୍ଧ୍ୱ ଅନ୍ତେବାସୀ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏଥିସହ କରୋନାରେ କଏଦୀଙ୍କ ଜୀବନ ଯିବା ପରେ ଚେତା ପଶିଛି। ଜେଲରେ ସଂକ୍ରମଣ ରୋକିବାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?