ଭାଜପା ଏମ୍ପି ଅପରାଜିତା ଷଡଙ୍ଗୀଙ୍କ କାର୍ଯ୍ୟାଳୟ ସିଲ୍
ଭୁବନେଶ୍ୱର,୧୦।୧୦(ବ୍ୟୁରୋ): ଭାଜପା ଏମ୍ପି ଅପରାଜିତା ଷଡଙ୍ଗୀଙ୍କ ନୟାପଲ୍ଲୀସ୍ଥିତ କାର୍ଯ୍ୟାଳୟକୁ ଶନିବାର ବିଏମ୍ସି ପକ୍ଷରୁ ସିଲ୍ କରାଯାଇଛି। ଏହାକୁ ୧୫ ଦିନ ବନ୍ଦ କରିବାକୁ ବିଏମ୍ସି ନୋଟିସ ଦେଇଛି। କୋଭିଡ୍ ଗାଇଡ୍ଲାଇନ୍ ଉଲ୍ଲଂଘନ ଅଭିଯୋଗରେ ଏହି ପଦକ୍ଷେପ ନିଆଯାଇଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ, ଗତ…
ରାଜ୍ୟରେ କରୋନାରେ ଆଉ ୧୫ଜଣଙ୍କ ଜୀବନ ଗଲା
ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ କରୋନାରେ ଶନିବାର ଆଉ ୧୫ ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୧୦୦୬ରେ ପହଞ୍ଚିଛି। ୧୫ ମୃତକଙ୍କ…
CORONAVIRUS UPDATE: ରାଜ୍ୟରୁ ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ: ୨୪୯୬୩ରେ ପହଞ୍ଚିଲା ମୋଟ ଆକ୍ରାନ୍ତଙ୍କ ସଂଖ୍ୟା
ଭୁବନେଶ୍ୱର, ୧୦।୧୦(ବ୍ୟୁରୋ):ରାଜ୍ୟରେ ଶନିବାର ୨୮୫୪ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏ ନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ତେବେ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୧୬୫୯ ଜଣ କ୍ୱାରାଣ୍ଟାଇନରୁ ଚିହ୍ନଟ ହୋଇଥିବା ବେଳେ ୧୧୯୫…
ସ୍କୁଲରେ ଶିକ୍ଷା ପୂର୍ବରୁ ଦକ୍ଷତା ଟେଷ୍ଟ
ଅନୁଗୋଳ ଅଫିସ, ୧୦।୧୦ କରୋନା କାରଣରୁ ଗତ ମାର୍ଚ୍ଚରୁ ସ୍କୁଲ ବନ୍ଦ ହେବା ପରେ କେବଳ ଅନ୍ଲାଇନ୍ ଶିକ୍ଷା ହିଁ ଏକମାତ୍ର ଭରସା ପାଲଟିଛି। ହେଲେ ବିଭିନ୍ନ କାରଣରୁ ଅନୁଗୋଳ ଜିଲାର ହଜାର ହଜାର ଛାତ୍ରୀଛାତ୍ରଙ୍କ ନିକଟରେ ଏହି ଶିକ୍ଷା ପହଞ୍ଚିପାରି…
କଟକଣାରେ ହେବ ବଳଦଯାତ୍ରା
ଭୁବନ, ୧୦।୧୦(ଡି.ଏନ.ଏ.) କଟକଣା ମଧ୍ୟରେ ପାଳିତ ହେବ ଢେଙ୍କାନାଳ ଜିଲା ଭୁବନର ପ୍ରସିଦ୍ଧ ବଳଦଯାତ୍ରା। କରୋନା ସଂକ୍ରମଣ ବଢୁଥିବାରୁ ଚଳିତବର୍ଷ କେବଳ ୨ ସମାଜର ବଳଦକୁ ଶୋଭାଯାତ୍ରାରେ ବାହାର କରିବାକୁ ଅନୁମତି ମିଳିଛି। ନିରାଡ଼ମ୍ବର ଭାବେ ଯାତ୍ରା ସମ୍ପନ୍ନ କରିବାକୁ ପ୍ରଶାସନ…
‘ଖେଲୋ ଇଣ୍ଡିଆ’ ଅଧୀନକୁ ଯିବ ସାଇ କ୍ରୀଡ଼ା ଛାତ୍ରାବାସ
ଢେଙ୍କାନାଳ ଅଫିସ, ୧୦।୧୦ ଢେଙ୍କାନାଳରେ ଥିବା ଭାରତୀୟ କ୍ରୀଡ଼ା ପ୍ରାଧିକରଣ (ସାଇ) ଛାତ୍ରାବାସ ‘ଖେଲୋ ଇଣ୍ଡିଆ’ ଅଧୀନକୁ ଯିବ। ଏ ନେଇ ପ୍ରକ୍ରିୟା ଆରମ୍ଭ ହୋଇଥିବାବେଳେ ଗୁରୁବାର ରାଜ୍ୟ ସରକାରଙ୍କ କ୍ରୀଡ଼ା ବିଭାଗର ଏକ ପ୍ରତିନିଧି ମଣ୍ଡଳୀ ପରଖିଛନ୍ତି। ସେମାନେ ଭାରତ…
ସଂକ୍ରିଗୁଡ଼ା ଯିବାକୁ ଆଣ୍ଠୁଏ କାଦୁଅ
ଜୁନାଗଡ,୧୦।୧୦(ଡି.ଏନ୍.ଏ.) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଚାରଭାଟି ପଞ୍ଚାୟତ ସଂକ୍ରିଗୁଡା ଗ୍ରାମକୁ ସଂଯୋଗ କରୁଥିବା ରାସ୍ତା ଏବେ ମରଣଯନ୍ତା ପାଲଟିଛି। ଦୀର୍ଘବର୍ଷ ହେବ ଏହି ରାସ୍ତା ମରାମତି କରାଯାଇ ନ ଥିବାରୁ ଏପରି ସମସ୍ୟା ଦେଖାଦେଇଛି। ଏହାକୁ ନେଇ ଗ୍ରାମବାସୀଙ୍କ…
ଭିଜିଲାନ୍ସ ଜାଲରେ ଏନ୍ଏଚ୍ ସହକାରୀ ନିର୍ବାହୀ ଯନ୍ତ୍ରୀ
ନୂଆପଡା ଅଫିସ,୯ା୧୦: ନୂଆପଡ଼ା ଜିଲା ଗୋହିରାପଦର ଗ୍ରାମ ନିକଟରେ ଏକ ପେଟ୍ରୋଲ ପମ୍ପ ସ୍ଥାପନ ସକାଶେ ଏନଓସି (ନୋ ଅବଜେକ୍ସନ ସାର୍ଟିଫିକେଟ) ପ୍ରଦାନ ପାଇଁ ୨୦ ହଜାର ଟଙ୍କା ଲାଞ୍ଚ ନେବାବେଳେ ଭିଜିଲାନ୍ସ ହାତରେ ଧରାପଡିଛନ୍ତି ଏନ୍ଏଚ୍ (ଜାତୀୟ ରାଜପଥ) ବିଭାଗ…
ସୁସ୍ଥ ହେଲେ ଆଉ ୩୪୦୪ କରୋନା ଆକ୍ରାନ୍ତ: କେଉଁ ଜିଲାରୁ କେତେ ପଢନ୍ତୁ
ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୩୪୦୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୦୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୩୭୪, ପୁରୀରୁ ୨୮୯, ବାଲେଶ୍ୱରରୁ ୧୪୮, ମୟୂରଭଞ୍ଜରୁ ୧୩୦, ସମ୍ବଲପୁରରୁ ୧୩୦, କେନ୍ଦୁଝରରୁ ୧୧୬, ବରଗଡ଼ରୁ ୧୦୭, ଯାଜପୁରରୁ…
ଦିଲ୍ଲୀକୁ ଗଡିବ ଆଉ ୨ ସ୍ବତନ୍ତ୍ର ଟ୍ରେନ
ଭୁବନେଶ୍ୱର,୯।୧୦(ବ୍ୟୁରୋ)-ଓଡ଼ିଶାରୁ ନୂଆଦିଲ୍ଲୀକୁ ଗଡିବ ଆଉ ୨ଟି ସ୍ବତନ୍ତ୍ର ଟ୍ରେନ। ୧୭ ତାରିଖରୁ ଚାଲିବ ଭୁବନେଶ୍ୱର-ଆନନ୍ଦବିହାର ସ୍ପେଶାଲ ଟ୍ରେନ। ଏହି ଟ୍ରେନ ପ୍ରତି ଶନିବାର ଅପରାହ୍ନ ୧୨ଟା ୪୫ରେ ଭୁବନେଶ୍ୱର ଛାଡ଼ିବ। ୧୯ ତାରିଖରୁ ପ୍ରତି ସୋମବାର ସକାଳ ୭ଟା ୫ରେ ଆନନ୍ଦବିହାରରୁ…
କଟକ ସହରରୁ ୧୪୫ କରୋନା ପଜିଟିଭ ଚିହ୍ନଟ
କଟକ ଅଫିସ,୯।୧୦-କଟକ ସହରରୁ ଶୁକ୍ରବାର ମୋଟ ୧୪୫ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୭୬ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୯ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…
ଭୁବନେଶ୍ୱରରୁ ଆଜି ୩୧୬ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୩୨
ଭୁବନେଶ୍ୱର,୯।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୪ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୩୨ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୨୬ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Archives


