କଲେଜରେ ନାମ ଲେଖାଇବାକୁ ବାପା ଟଙ୍କା ନ ଦେବାରୁ ଆତ୍ମହତ୍ୟା କଲେ ପୁଅ
ଭବାନୀପାଟଣା,୯।୧୦(ଡି.ଏନ୍.ଏ.): ଦାରିଦ୍ରର କରୁଣ ପରିଣତି ଦେଖିବାକୁ ମିଳିଛି କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ଦୁର୍ଗମ କେଳୁଆ ଗାଁରେ। ବାପା କଲେଜରେ ନାମଲେଖାଇବାକୁ ଟଙ୍କା ନ ଦେବାରୁ ବିଷ ପିଇ ଆତ୍ମହତ୍ୟା କରିଛନ୍ତି ପୁଅ ସଞ୍ଜୟ। ସଞ୍ଜୟ ଚଳିତ ବର୍ଷ ମାଟ୍ରିକ…
ଏକକ ପିଜି ପରୀକ୍ଷା ପାଇଁ ପ୍ରସ୍ତୁତି ଆରମ୍ଭ: କରୋନା ଆକ୍ରାନ୍ତ ଦେଇପାରିବେ ପରୀକ୍ଷା
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଏକକ ପିଜି ପ୍ରବେଶିକା ପରୀକ୍ଷା ନେଇ ଶୁକ୍ରବାର ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ଏକ ବୈଠକ ଅନୁଷ୍ଠିତ ହୋଇଛି। ଏହି ବୈଠକରେ ଆସନ୍ତା ୧୨ ତାରିଖରୁ ଚଳିତବର୍ଷ ରାଜ୍ୟର ବିଭିନ୍ନ ବିଶ୍ୱବିଦ୍ୟାଳୟର ପିଜି ଶ୍ରେଣୀରେ ନାମଲେଖା ପାଇଁ ଏକକ ପ୍ରବେଶିକା ପରୀକ୍ଷା…
ଜନଶୁଣାଣିକୁ ବିରୋଧ: ରାସ୍ତାରୁ ଭାଜପା କର୍ମୀଙ୍କୁ ଉଠାଇନେଲା ପୋଲିସ
ପୁରୀ ଅଫିସ,୯।୧୦: ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ୭୭ ମିଟର ଐତିହ୍ୟ କରିଡର ନିର୍ମାଣ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଶୁକ୍ରବାର ନୀଳାଦ୍ରି ଭକ୍ତ ନିବାସ ପରିସରରେ ଜନଶୁଣାଣି ଚାଲିଛି। ଏହାକୁ ବିରୋଧ କରି ଭାଜପା ପକ୍ଷରୁ ଭକ୍ତ ନିବାସ ସମ୍ମୁଖରେ ଧାରଣା ଦିଆଯିବାକୁ…
ଆଜି ରାଜ୍ୟରୁ ଆଉ ୧୭ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ରାଜ୍ୟରୁ ଆଉ ୧୭ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୯୯୧କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ସର୍ବାଧିକ ଖୋର୍ଦ୍ଧା ଜିଲାରୁ…
ରାଜ୍ୟରେ ଆଜି ୨୬୯୭ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୯ା୧୦(ବ୍ୟୁରୋ): ଶୁକ୍ରବାର ମୋଟ୍ ୩୦ ଜିଲାରୁ ୨୬୯୭ ନୂଆ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨, ୪୬, ୮୩୯ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ର…
ପ୍ରକାଶ ପାଇଲା ଉପନିର୍ବାଚନ ବିଜ୍ଞପ୍ତି: ନଭେମ୍ବର ୩ରେ ବାଲେଶ୍ୱର ସଦର, ତିର୍ତ୍ତୋଲରେ ହେବ ମତଦାନ
ଭୁବନେଶ୍ୱର,୯ା୧୦(ବ୍ୟୁରୋ): କରୋନା କଟକଣା ମଧ୍ୟରେ ଆସନ୍ତା ନଭେମ୍ବର ୩ରେ ବାଲେଶ୍ୱର ସଦର ଏବଂ ତିର୍ତ୍ତୋଲରେ ଉପନିର୍ବାଚନ ଅନୁଷ୍ଠିତ ହେବ। ଏଥିପାଇଁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ଆଜିଠୁ ପ୍ରାର୍ଥତ୍ପତ୍ର ଦାଖଲ କରାଯାଉଛି। ଅକ୍ଟୋବର ୧୬ ତାରିଖ ପ୍ରାର୍ଥିପତ୍ର ଦାଖଲର ଶେଷ ତାରିଖ…
ଶ୍ରୀମନ୍ଦିର ସୁରକ୍ଷା ବଳୟ ଉନ୍ନତିକରଣ: ଜମି ଅଧିଗ୍ରହଣ ଜନଶୁଣାଣି ଆରମ୍ଭ
ପୁରୀ ଅଫିସ,୯ା୧୦: ରାଜ୍ୟ ସରକାରଙ୍କ ନିଷ୍ପତ୍ତି ଅନୁଯାୟୀ ଶ୍ରୀମନ୍ଦିର ଚତୁଃପାର୍ଶ୍ୱ ସୁରକ୍ଷା ବଳୟ ଉନ୍ନତିକରଣ କରାଯିବ। ଏହି ପ୍ରକଳ୍ପ ନିମନ୍ତେ ଜମି ଅଧିଗ୍ରହଣ ପାଇଁ ଓଡ଼ିଶା ସାମାଜିକ ପ୍ରଭାବ ଆକଳନ ୟୁନିଟ ଏକ ଚିଠା ପ୍ରସ୍ତୁତ କରିଛନ୍ତି। ଏନେଇ ଅତିରିକ୍ତ ଜିଲାପାଳ…
ନୂଆ ରୂପରେ କଳିଙ୍ଗ ଷ୍ଟୁଡିଓ
ଭୁବନେଶ୍ୱର,୯।୧୦(ବ୍ୟୁରୋ)- ୧୯୯୯ ମହାବାତ୍ୟା ଠାରୁ ସ୍ଥାଣୁ ପାଲଟିଯାଇଥିବା ଓଡ଼ିଶାର ଏକମାତ୍ର ଫିଲ୍ମ ଶୁଟିଂ ଷ୍ଟୁଡିଓ ‘କଳିଙ୍ଗ ଷ୍ଟୁଡିଓ’ ଚଳଚଞ୍ଚଳ ହୋଇଉଠିଛି। ଧାରାବାହିକ ଓ ବିଭିନ୍ନ କାର୍ଯ୍ୟକ୍ରମର ଶୁଟିଂ ସହ ଆଗାମୀଦିନରେ ଫିଲ୍ମ ଶୁଟିଂ ପାଇଁ ନିଜକୁ ପ୍ରସ୍ତୁତ କରିଛି ଷ୍ଟୁଡିଓ। ଅଚଳ…
ଦିବ୍ୟାଙ୍ଗ, ବୟସ୍କ, କରୋନା ଆକ୍ରାନ୍ତଙ୍କ ଭୋଟିଂକୁ ନେଇ ସମୀକ୍ଷା
ଭୁବନେଶ୍ୱର,୯।୧୦(ବ୍ୟୁରୋ): ବାଲେଶ୍ବର ସଦର ଏବଂ ତିର୍ତ୍ତୋଲ ବିଧାନସଭା ନିର୍ବାଚନମଣ୍ଡଳୀରେ ହେବାକୁ ଥିବା ଉପନିର୍ବାଚନରେ ୮୦ରୁ ଅଧିକ ବୟସ୍କ, ଦିବ୍ୟାଙ୍ଗ ଏବଂ କରୋନାରେ ଆକ୍ରାନ୍ତ କିପରି ଭୋଟ ଦେବେ ସେନେଇ ଗୁରୁତ୍ୱପୂର୍ଣ୍ଣ ଆଲୋଚନା ହୋଇଛି। ଏହି ଭୋଟରମାନେ ପୋଷ୍ଟାଲ ବାଲାଟ୍ ମାଧ୍ୟମରେ ସୁରୁଖୁରୁରେ…
ଇଶାନ କୁମାର ପାତ୍ର ଆଇଏଏନ୍ଏସ୍ ସଭାପତି
କଟକ ଅଫିସ,୯।୧୦: ରେଭେନ୍ଶା ବିଶ୍ୱବିଦ୍ୟାଳୟର କୁଳପତି ପ୍ରଫେସର ଇଶାନ କୁମାର ପାତ୍ର ଇଣ୍ଡିଆନ ଏକାଡେମୀ ଅଫ୍ ନ୍ୟୁରୋ ସାଇନ୍ସ (ଆଇଏଏନ୍ଏସ୍)ର ସଭାପତି ଭାବେ ନିର୍ବାଚିତ ହୋଇଛନ୍ତି। ୨୦୨୧ରୁ ୨୦୨୩ ମସିହା ପର୍ଯ୍ୟନ୍ତ ସେ ଏହି ସଭାପତି ପଦରେ ରହିବେ। ୪୦ ବର୍ଷର…
ରାଜ୍ୟରେ ଧାର୍ମିକସ୍ଥଳ ଖୋଲିବା ପ୍ରସଙ୍ଗ: ଶ୍ରୀମନ୍ଦିରକୁ ଅନ୍ୟ ସହ ତୁଳନା କରା ନ ଯାଉ
ପୁରୀ ଅଫିସ,୯।୧୦: କରୋନା ପାଇଁ ବନ୍ଦ ଥିବା ରାଜ୍ୟର ଧାର୍ମିିକସ୍ଥଳ ଖୁବଶୀଘ୍ର ଖୋଲିପାରେ। ଏଥିଲାଗି ରାଜ୍ୟ ସରକାରଙ୍କ ପକ୍ଷରୁ ସଙ୍କେତ ମିଳିଛି। ଜିଲାର ସ୍ଥିତି ଦେଖି କୋଭିଡ୍ ନିୟମ ମାନି ଖୋଲିବାକୁ ପରାମର୍ଶ ଦିଆଯାଇଛି। ସମସ୍ତ ଅଂଶୀଦାରଙ୍କ ସହ ଆଲୋଚନା କରି…
ଅନ୍ଲାଇନ୍ ପାଠପଢ଼ା ରିପୋର୍ଟ ଶିକ୍ଷକ ଦେବେ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଗତ ୬ମାସ ମଧ୍ୟରେ ହାଇସ୍କୁଲ୍ ଶିକ୍ଷୟିତ୍ରୀ, ଶିକ୍ଷକମାନେ ଅନ୍ଲାଇନରେ କିଭଳି ଓ କେତେ ପାଠ ପଢାଇଛନ୍ତି ତାହାର ରିପୋର୍ଟ ମାଗିଛି ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ଅଧୀନ ମାଧ୍ୟମିକ ଶିକ୍ଷା ନିର୍ଦ୍ଦେଶାଳୟ। ଏନେଇ ସମସ୍ତ ଜିଲା ଶିକ୍ଷା ଅଧିକାରୀ(ଡିଇଓ)ଙ୍କୁ ଚିଠି…
Archives


