ରାଜ୍ୟ

ଆଜି କଟକ ବନ୍ଦ: ଜାଣନ୍ତୁ କ’ଣ ରହିବ ବନ୍ଦ କ’ଣ ରହିବ ଖୋଲା

କଟକ,୬ା୧୦:କଟକ ସହରର ଦରଘାବଜାର ଦେଇ ଶୁକ୍ରବାର ରାତିରେ ଦୁର୍ଗାମେଢ଼ ଭସାଣି ଶୋଭାଯାତ୍ରା ଯାଉଥିବା ସମୟରେ ଜୟ ଶ୍ରୀରାମ ଧ୍ୱନିକୁ ନେଇ ଏକ ନିର୍ଦ୍ଦିଷ୍ଟ ଦିଗରୁ ପଥର, କାଚବୋତଲ ମାଡ଼ ହୋଇଥିଲା। ଏଥିରେ ଅନେକ ଆହତ ହୋଇଥିବାବେଳେ ଏକ ନିର୍ଦ୍ଦିଷ୍ଟ ଗୋଷ୍ଠୀର ଲୋକେ…

ଆଜି ନା ଆସନ୍ତାକାଲି କୁମାରପୂର୍ଣ୍ଣିମା: ଦ୍ୱନ୍ଦ୍ୱ ଦୂର କଲେ ଜ୍ୟୋତିର୍ବିଦ୍‌

ଭୁବନେଶ୍ୱର,୬ା୧୦ (ବନ୍ଦନା ସେଠୀ):ଚଳିତବର୍ଷ କୁମାର ପୂର୍ଣ୍ଣିମା କେଉଁଦିନ ପାଳନ ହେବ ତାହାକୁ ନେଇ ପାଞ୍ଜି ଓ କ୍ୟାଲେଣ୍ଡରରେ ଭିନ୍ନ ତାରିଖ ଥିବାରୁ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ସାଧାରଣତଃ କୁମାରପୂର୍ଣ୍ଣମୀ ଓ ଗଜଲକ୍ଷ୍ମୀ ପୂଜା ଗୋଟିଏ ଦିନରେ ପଡ଼ିଥାଏ। ମାତ୍ର ଏବର୍ଷ ପାଞ୍ଜିରେ…

କଟକରେ ୩୬ ଘଣ୍ଟାଟିଆ କର୍ଫ୍ୟୁ ଲାଗୁ, ଶାନ୍ତି ବଜାୟ ରଖିବାକୁ ମୁଖ୍ୟମନ୍ତ୍ରୀଙ୍କ ଅପିଲ

କଟକ,୬।୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରକବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ…

ବାଇକ୍‌ ଦୁର୍ଘଟଣାରେ ଚାଲିଗଲା ଜଣଙ୍କ ଜୀବନ, ଜଣେ ଆହତ

ହିଞ୍ଜିଳିକାଟୁ,୫ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ-ଆସିକା ଏନ୍‌ଏଚ୍‌- ୫୯ ଆସିକା ଥାନା ଅନ୍ତର୍ଗତ ଚେରମାରିଆ ଛକ ନିକଟରେ ରବିବାର ରାତିରେ ଏକ ବାଇକ୍‌ ଦୁର୍ଘଟଣାରେ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ଅନ୍ୟ ଜଣେ ଆହତ ହୋଇଛନ୍ତି। ମୃତକ ଜଣଙ୍କ ଆସିକା ଲାଲା ଶାସନର ହିମାଂଶୁ ଶେଖର…

କଟକରେ ୩୬ ଘଣ୍ଟା କର୍ଫ୍ୟୁ: ଏସବୁ ଅଞ୍ଚଳରେ କଟକଣା

କଟକ,୫ା୧୦: କଟକ ସହରରେ ଶୁକ୍ରବାର ରାତିରେ ଦରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡ ଓ ତା’ପରେ ରବିବାର ବଜ୍ରବାଟି ରୋଡ଼ରେ ଶୋଭାଯାତ୍ରା ସମୟରେ ବିକ୍ଷୋଭ ଘଟଣା ପରେ ସହରରେ ଶାନ୍ତିଶୃଙ୍ଖଳା ବଜାୟ ରଖିବା ପାଇଁ…

ଖୋଲିଲା ମା’ ସମଲେଶ୍ୱରୀ ମନ୍ଦିରର ଦାନବାକ୍ସ, ଏଥିରୁ ମିଳିଲା…

ବରଗଡ଼,୫ା୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ର ଅଧିଷ୍ଠାତ୍ରୀ ଗ୍ରାମ୍ୟଦେବୀ ମା’ ସମଲେଶ୍ୱରୀ ମନ୍ଦିର ପରିସରରେ ରହିଥିବା ଦାନବାକ୍ସ(ହୁଣ୍ଡି)କୁ ବର୍ଷକ ପରେ ରବିବାର ସନ୍ଧ୍ୟାରେ ଖୋଲାଯାଇଥିଲା। ରାତି ପ୍ରାୟ ୯ଟା ୩୦ମିନିଟ୍‌ ପର୍ଯ୍ୟନ୍ତ ଦାନବାକ୍ସରୁ ମିଳିଥିବା ଭକ୍ତଙ୍କ ଦାନ ରାଶି ଗଣତି ଚାଲିଥିଲା। ତେବେ ଗଣତି…

ବରୁଣେଇରେ ବାର୍‌ହା ଆତଙ୍କ, ଉଦ୍ଧାର ପାଇଁ ଯାଇ ଫସିଲା ପୋଲିସ

ଖୋର୍ଦ୍ଧା,୫ା୧୦: ଜିଲ୍ଲାର ବରୁଣେଇ ପାହାଡ଼ରେ ଏକ ହିଂସ୍ର ବାର୍‌ହାର ଆତଙ୍କ ଯୋଗୁଁ ୩୦ରୁ ଅଧିକ ପର୍ଯ୍ୟଟକ ଓ ଉଦ୍ଧାରକାରୀ ଟିମ୍‌ ଗଛ ଉପରେ ଫସି ରହିଛନ୍ତି। ଏହି ଘଟଣାରେ ଜଣେ ପୋଲିସ କର୍ମଚାରୀ ନିଖୋଜ ଥିବା ବେଳେ ଜଣେ ପର୍ଯ୍ୟଟକ ଆହତ…

ଉତ୍ତେଜନାମୂଳକ ହେଉଛି ଦୁର୍ଗା ଭସାଣି ଗଣ୍ଡଗୋଳ: ଦୋକାନରେ ନିଆଁ ଲଗାଇଲେ ବିକ୍ଷୋବକାରୀ, କାର୍ ଭଙ୍ଗାରୁଜା

କଟକ,୫ା୧୦: ଶୁକ୍ରବାର ରାତିରେ କଟକର ଦାରଘା ବଜାର ଅଞ୍ଚଳରେ ଦୁର୍ଗା ମୂର୍ତ୍ତି ବିସର୍ଜନ ଶୋଭାଯାତ୍ରା ସମୟରେ ହୋଇଥିବା ହିଂସାକାଣ୍ଡକୁ ନେଇ ବିଶ୍ୱ ହିନ୍ଦୁ ପରିଷଦ (ଭିଏଚ୍‌ପି) ସହ ଅନ୍ୟ ହିନ୍ଦୁ ସଂଗଠନମାନେ ସୋମବାର ୧୨ ଘଣ୍ଟିଆ କଟକ ବନ୍ଦ ଡାକରା ଦେଇଛନ୍ତି।…

SI ନିଯୁକ୍ତି କେଳେଙ୍କାରୀ: ମାଷ୍ଟରମାଇଣ୍ଡ ଶଙ୍କର ପୃଷ୍ଟିର ଏସବୁ ଜିଲାରେ ରହିଛି ନକଲି ପରୀକ୍ଷା ସେଣ୍ଟର

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି ପରୀକ୍ଷା କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚ ରବିବାର ଭୁବନେଶ୍ୱରର ରଘୁନାଥପୁରସ୍ଥିତ ଏକ ନକଲି ଅନଲାଇନ ପରୀକ୍ଷା କେନ୍ଦ୍ରରେ ଚଢ଼ଉ କରିଛି। ଏହି କେନ୍ଦ୍ରରେ ନିଯୁକ୍ତି ପ୍ରକ୍ରିୟା ସହ ଜଡ଼ିତ ଅନୈତିକ କାରବାର ହେଉଥିବା…

ଯୌତୁକ ନିର୍ଯାତନା ସହି ନ ପାରି ଆତ୍ମହତ୍ୟା କରିଦେଲେ ଇଞ୍ଜିନିୟରଙ୍କ ସ୍ତ୍ରୀ, ଅଭିଯୋଗ ଆଣି ପରିବାର ଲୋକେ କହିଲେ…

ଦିଗପହଣ୍ଡି,୫ା୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବଡ଼ବନ୍ଧ ସାହିର ଏ.ବାବା ରାଓଙ୍କ ଝିଅ ଏ.ସୋନାଲି ପାତ୍ର(୩୦) ରବିବାର ଭୋର୍‌ରେ ଘରେ ରଶି ଲଗାଇ ଆତ୍ମହତ୍ୟା କରିଛନ୍ତି। ଗତ ୨୦୧୯ରେ ସୋନାଲି ଜର୍ମାନୀରେ ଏରୋନେଟିକ୍‌ ଇଞ୍ଜିନିୟର ଚାକିରି କରୁଥିବା ବ୍ରହ୍ମପୁର ବଡ଼…

ପୋଲିସ ଏସ୍‌ଆଇ ନିଯୁକ୍ତି କେଳେଙ୍କାରୀ: ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି

ଭୁବନେଶ୍ୱର,୫ା୧୦: ଓଡ଼ିଶା ପୋଲିସ ସବ୍‌-ଇନ୍‌ସ୍ପେକ୍ଟର (ଏସ୍‌ଆଇ) ନିଯୁକ୍ତି କେଳେଙ୍କାରୀ ମାମଲାରେ ରାଜ୍ୟ କ୍ରାଇମ୍‌ବ୍ରାଞ୍ଚକୁ ଆଉ ଏକ ସଫଳତା ମିଳିଛି। ବାଲେଶ୍ୱରର ଅରବିନ୍ଦ ଦାସଙ୍କୁ ଗିରଫ କରାଯାଇ ତାଙ୍କ ଠାରୁ ସନ୍ଦେହଜନକ ସାମଗ୍ରୀ ଜବତ କରାଯାଇଛି। ଏହାସହ ଗିରଫ ସଂଖ୍ୟା ୧୧୯କୁ ବୃଦ୍ଧି…

ବଲାଙ୍ଗୀରରେ ମା’ଙ୍କୁ ମେଲାଣି

ବଲାଙ୍ଗୀର,୫ା୧୦(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ରିଜର୍ଭ ପୋଲିସ ମନୋହରପୁରରେ ଦୁର୍ଗାପୂଜା ପାଳିତ ହୋଇଯାଇଛି। ପୂଜାର ଅନ୍ତିମ ଦିବସରେ ମା’ଙ୍କ ଘଟ ବିସର୍ଜନ କରାଯାଇଥିଲା। ପୋଲିସ ପକ୍ଷରୁ ରବିବାର ଧୂମ୍‌ଧାମରେ ମା’ଙ୍କ ଭସାଣି ଶୋଭାଯାତ୍ରା ସହର ପରିକ୍ରମା କରାଯାଇଥିଲା। ଦୁର୍ଗାପୂଜା କମିଟିର ସଭାପତି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri