୧ ନିୟୁତ ଟନ୍ ପାଉଁଶ ପରିବହନ କରିବ ପୂର୍ବତଟ ରେଳପଥ
ଭୁବନେଶ୍ୱର,୯।୧୦ (ବ୍ୟୁରୋ): ୨୦୨୦-୨୧ରେ ପଣ୍ୟ ପରିବହନରେ ନିଜର ଅଂଶ ବୃଦ୍ଧି କରିବାକୁ ପୂର୍ବତଟ ରେଳପଥ ଲକ୍ଷ୍ୟ ରଖିଛି। ସଡ଼କ ମାର୍ଗରେ ପରିବହନ ହେଉଥିବା ପଣ୍ୟକୁ ରେଳପଥ ପ୍ରତି କିପରି ଆକୃଷ୍ଟ କରାଯାଇପାରିବ ସେଥିପ୍ରତି ପୂର୍ବତଟ ରେଳପଥ ଗୁରୁତ୍ୱାରୋପ କରୁଛି। ମହାପ୍ରବନ୍ଧକ ବିଦ୍ୟା…
ମା’ ବିରଜାଙ୍କ ରଥଯାତ୍ରାକୁ ଅନୁମତି: ଜିଲାପାଳଙ୍କୁ ଦାୟିତ୍ୱ ଦେଲେ ହାଇକୋର୍ଟ
କଟକ ଅଫିସ/ଯାଜପୁର ଟାଉନ,୯।୧୦: ଯାଜପୁରର ପ୍ରସିଦ୍ଧ ବିରଜା ମନ୍ଦିରର ରଥଯାତ୍ରାକୁ ଅନୁମତି ପ୍ରଦାନ କରିବା ସହ ଏହାର ଆୟୋଜନ ଦାୟିତ୍ୱ ଯାଜପୁର ଜିଲାପାଳଙ୍କ ଉପରେ ହାଇକୋର୍ଟ ନ୍ୟସ୍ତ କରିଛନ୍ତି। କୋଭିଡ୍ କଟକଣା ଭିତରେ ସମସ୍ତ କାର୍ଯ୍ୟ କରିବାକୁ ହାଇକୋର୍ଟ ମୁଖ୍ୟ ବିଚାରପତି…
ଶହୀଦ କୋଭିଡ୍ ଯୋଦ୍ଧାଙ୍କ ପରିବାରକୁ ସହାୟତା ପ୍ରସଙ୍ଗ: କେନ୍ଦ୍ର ନ ଦେଲେ ରାଜ୍ୟ ଦେବ ୫୦ଲକ୍ଷ
ଭୁବନେଶ୍ୱର,୯।୧୦(ବ୍ୟୁରୋ): ଶହୀଦ ହୋଇଥିବା କୋଭିଡ୍ ଯୋଦ୍ଧାଙ୍କ ପାଇଁ କେନ୍ଦ୍ର ସରକାର ଘୋଷଣା କରିଥିବା ଆର୍ଥିକ ସହାୟତା ନ ଦେଲେ ନିଜେ ପ୍ରଦାନ କରିବେ ରାଜ୍ୟ ସରକାର। ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ବୀମା ଯୋଜନାରେ ଶହୀଦଙ୍କ ପରିବାରକୁ ୫୦ଲକ୍ଷ ଟଙ୍କାର ବୀମା ରାଶି…
ପୌରସଂସ୍ଥାକୁ ପ୍ରଦୂଷଣ ଜରିମାନା
ଭୁବନେଶ୍ୱର, ୯ା୧୦(ବ୍ୟୁରୋ):ପରିବେଶକୁ କ୍ଷତି ପହଞ୍ଚାଉଥିବା କଠିନ ବର୍ଜ୍ୟବସ୍ତୁ, ପ୍ଲାଷ୍ଟିକ ବର୍ଜ୍ୟବସ୍ତୁ, ଡାକ୍ତରଖାନାରୁ ବାହାରୁଥିବା ବର୍ଜ୍ୟବସ୍ତୁ, ଶିଳ୍ପ ବର୍ଜ୍ୟବସ୍ତୁ ଏବଂ ନଦୀ ପ୍ରଦୂଷଣକୁ ନେଇ ଜାତୀୟ ଗ୍ରୀନ୍ ଟ୍ରିବ୍ୟୁନାଲ(ଏନ୍ଜିଟି)ଗଭୀର ଉଦ୍ବେଗ ପ୍ରକାଶ କରିବା ସହ କଠୋର ହେଉଛନ୍ତି। ପରିବେଶ ସୁରକ୍ଷିତ ରଖିବା ଲାଗି…
ଖାଦ୍ୟ ନଁ।ରେ ଚାଲିଛି ରୋଗ ବିକ୍ରି
ଅନୁଗୋଳ ଅଫିସ, ୯ା୧୦ କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି କିଛି ମାସ ଧରି ହୋଟେଲ, ଜଳଖିଆ ଦୋକାନ, ଫାଷ୍ଟଫୁଡ ଓ ବିଭିନ୍ନ ଚଟ୍ପଟା ଖାଦ୍ୟ ବିକ୍ରି ଉପରେ କଟକଣା ଲଗାଯାଇଥିଲା। ସରକାର କୋଭିଡ୍ ନିୟମାବଳୀରେ କୋହଳ କରିବା ପରେ ଏସବୁ ବ୍ୟବସାୟକୁ…
ଭିନ୍ନକ୍ଷମ ଲଳିତାଙ୍କୁ ମିଳିନି ଆବାସ ଯୋଜନାରେ ଘର
ଲାଠୋର, ୯ା୧୦ (ଡି.ଏନ.ଏ.) ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ କରୁଆଁଝର ପଞ୍ଚାୟତ ଅନ୍ତର୍ଗତ ଚାଉଲଡିଆ ଗ୍ରାମର ଭିନ୍ନକ୍ଷମ ଲଳିତା ରଣା(୩୫)। ସ୍ବାମୀ ଶୋଭାକର ରଣା(୪୫), ଗୋଟିଏ ଝିଅ ଓ ଗୋଟିଏ ପୁଅକୁ ନେଇ ତାଙ୍କ ସଂସାର। ଜମିବାଡି କିଛି ନାହିଁ। ସ୍ବାମୀ…
ପୂଜାଛୁଟି ପରେ ଖୋଲିପାରେ ସ୍କୁଲ୍: ବିଦ୍ୟାଳୟ ପରିସର ସଫା ରଖିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୮ା୧୦(ବ୍ୟୁରୋ)- ରାଜ୍ୟ ସରକାର ପୂଜା ଛୁଟି ପରେ ସ୍କୁଲ୍ ଖୋଲିବାକୁ ପ୍ରସ୍ତୁତ ହେଉଥିବା ଜଣାପଡ଼ିଛି। ସ୍କୁଲ ପରିସର ସଫେଇ ସହ ସ୍କୁଲ୍ ଭିତ୍ତିଭୂମି ସଜାଡ଼ିବା, ଶିକ୍ଷକଙ୍କୁ ମୁଖ୍ୟାଳୟରେ ଉପସ୍ଥିତ ରହିବା ଏବଂ ଏମ୍ଡିଏମ୍ ରୋଷେୟାଙ୍କ ପାଉଣା ପ୍ରଦାନ ଲାଗି ଗୁରୁବାର ନିର୍ଦ୍ଦେଶ…
ଭିଜିଲାନ୍ସ ହାତରେ ଧରାପଡିଲେ କଲେଜ ଅଧ୍ୟକ୍ଷ
ବ୍ରହ୍ମପୁର ଅଫିସ,୮ା୧୦-ଗଞ୍ଜାମ ଜିଲା କୁକୁଡ଼ାଖଣ୍ଡି ଯୁକ୍ତ ୨ ବିଜ୍ଞାନ ଉଚ୍ଚ ବିଦ୍ୟାଳୟର ଜଣେ ପଦାର୍ଥ ବିଜ୍ଞାନ ଡେମନଷ୍ଟ୍ରେଟର ବସନ୍ତ କୁମାର ଜେନାଙ୍କ ଜିପିଏଫ ଓ ଏମ୍ଏସିପିି ବିଲ୍ ପାସ୍ କରିବା ପାଇଁ ଉକ୍ତ କଲେଜ ଅଧ୍ୟକ୍ଷ ଦାୟିତ୍ୱରେ ଥିବା ଏମ୍. ଟୁନା…
କରୋନା ମୁକାବିଲା: ଗଞ୍ଜାମ ମଡେଲକୁ ପ୍ରଶଂସା କଲା ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ
ଛତ୍ରପୁର,୮ା୧୦(ଡି.ଏନ.ଏ.)- କୋଭିଡ୍-୧୯ର ସଫଳ ମୁକାବିଲା ପାଇଁ ଗଞ୍ଜାମ ମଡେଲ୍ ବ୍ରିଟେନ୍ର ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଦ୍ୱାରା ପ୍ରଶଂସିତ ହୋଇଛି ା ଏଥିସହ ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟର ଏକ ଅଧ୍ୟୟନ ରିପୋର୍ଟରେ ଗଞ୍ଜାମ ମଡେଲ ସ୍ଥାନ ପାଇଛି। ଗୁରୁବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଟୁଇଟ୍ କରି…
ଫେକ୍ ଟିଆର୍ପି ସ୍କାମ୍ର ପର୍ଦ୍ଦାଫାଶ: ୪ ଗିରଫ, ସ୍କାନରରେ ରିପବ୍ଲିକ୍ ଟିଭି
ମୁମ୍ବାଇ, ୮ା୧୦-ମୁମ୍ବାଇ ପୋଲିସ ଗୁରୁବାର ଏକ ବଡ଼ଧରଣର ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଉକ୍ତ ର଼୍ୟାକେଟ ଜାଲିଆତି କରି ରିପବ୍ଲିକ୍ ଟିଭି ସମେତ ଆଉ କେତେକ ଟିଭି ଚ୍ୟାନେଲର ଟେଲିଭିଜନ ରେଟିଂସ୍ ପଏଣ୍ଟସ୍ (ଟିଆର୍ପି) ବଢ଼ାଇଥିବା ପୋଲିସ ଦାବି କରିଛି। ଏହି ମାମଲାରେ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୩୩୧୨ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୩୧୨ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୫୮ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୨୬୨, ବାଲେଶ୍ୱରରୁ ୧୫୩, ନୂଆପଡାରୁ ୧୫୧, ଝାଡସୁଗୁଡାରୁ ୧୨୮, ମୟୂରଭଞ୍ଜରୁ ୧୨୧, କେନ୍ଦୁଝରରୁ ୧୧୭, ଅନୁଗୋଳରୁ୧୧୨, ବଳାଙ୍ଗୀରରୁ ୧୦୯,…
ଭୁବନେଶ୍ୱରରୁ ଆଜି ୩୦୯ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍ ୨୨୬
ଭୁବନେଶ୍ୱର,୮।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୦୯ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୩ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…
Archives


