ଆଉ ୩ଦିନ ଘନ କୁହୁଡ଼ି: ସତର୍କ ରହିବାକୁ ଏସ୍ଆର୍ସି ନିର୍ଦ୍ଦେଶ
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ଆଉ ୩ଦିନ ଘନକୁହୁଡ଼ି ରହିବ। କୁହୁଡ଼ିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ଏସ୍ଆର୍ସି ସମସ୍ତ ଜିଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି ସମୟରେ ଜାତୀୟ ଓ ରାଜ୍ୟ ରାଜପଥଗୁଡ଼ିକରେ ଗାଡ଼ି ଚଳାଚଳ ଉପରେ ନିୟନ୍ତ୍ରଣ ରଖିବାକୁ…
ମାହାଙ୍ଗା ଡବଲ ମର୍ଡର: ବିଜେଡିକୁ ଭାଜପାର ଅଙ୍ଗୁଳି
ଭୁବନେଶ୍ୱର,୪।୧(ବ୍ୟୁରୋ): ଭାଜପା ରାଜ୍ୟ କାର୍ଯ୍ୟାଳୟଠାରେ ଅନୁଷ୍ଠିତ ଖବରଦାତା ସମ୍ମିଳନୀରେ ଦଳର ସାଧାରଣ ସମ୍ପାଦକ ଗୋଲକ ମହାପାତ୍ର କହିଛନ୍ତି, ପଶ୍ଚିମବଙ୍ଗ ପରି ଓଡ଼ିଶାରେ ରାଜନୈତିକ ହିଂସା ଦେଖାଦେଇଛି। ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ବିରୋଧରେ ସ୍ବର ଉତ୍ତୋଳନ କଲେ ଯେପରି ଭାଜପା ନେତାଙ୍କୁ…
ସଂଗ୍ରାମ ପୁଣି ଜଗତ୍ସିଂହପୁର ଜିଲାପାଳ
ଜଗତସିଂହପୁର ଅଫିସ,୪।୧: ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଓଏସ୍ଡି ଭାବେ କାର୍ଯ୍ୟ କରୁଥିବା ସଂଗ୍ରାମ କେଶରୀ ମହାପାତ୍ର ପୁଣି ଜଗତ୍ସିଂହପୁର ଜିଲାପାଳ ଭାବେ ନିଯୁକ୍ତ ହୋଇଛନ୍ତି। ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ଓ ସାଧାରଣ ଅଭିଯୋଗ ବିଭାଗ ପକ୍ଷରୁ ଏନେଇ…
ଆଜି ଶପଥ ନେବେ ହାଇକୋର୍ଟର ମୁଖ୍ୟ ବିଚାରପତି
ଭୁବନେଶ୍ୱର,୪।୧(ବ୍ୟୁରୋ): ସୋମବାର ଶପଥ ନେବେ ହାଇକୋର୍ଟର ନୂଆ ମୁଖ୍ୟ ବିଚାରପତି ଜଷ୍ଟିସ ଡକ୍ଟର ଏସ୍ ମୁରଲୀଧର। ସକାଳ ୯.୩୦ ମିନିଟରେ ରାଜଭବନରେ ଶପଥ ଗ୍ରହଣ ଉତ୍ସବ ରହିଛି । ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ତାଙ୍କୁ ଶପଥପାଠ କରାଇବେ। ନବ ନିଯୁକ୍ତ…
ଆଜି ଦ୍ୱିତୀୟ ଦିନରେ ଦର୍ଶନ କରୁଛନ୍ତି ଶ୍ରଦ୍ଧାଳୁ
ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘମାସର ପ୍ରତୀକ୍ଷା ପରେ ରବିବାର ରାଜ୍ୟର ସମସ୍ତ ମନ୍ଦିର ଖୋଲିଛି। ଭାବ ଓ ଭକ୍ତିମୟ ପରିବେଶରେ ଭକ୍ତଙ୍କୁ ଦର୍ଶନ ଦେଇଛନ୍ତି ଭଗବାନ। ଭୁବନେଶ୍ୱରର ପ୍ରସିଦ୍ଧ ଶୈବପୀଠ ଲିଙ୍ଗରାଜ ମନ୍ଦିର, କେନ୍ଦ୍ରାପଡ଼ାର ଆରାଧ୍ୟ ଦେବତା ସିଦ୍ଧ ବଳଦେବଜୀଉଙ୍କ ମନ୍ଦିର, ସମ୍ବଲପୁରର ଅଧିଷ୍ଠାତ୍ରୀ…
ସୁରକ୍ଷା ଖୋଜୁଛି ବାଘମାମୁଁ: ସଂଖ୍ୟା ବୃଦ୍ଧି ଉତ୍ସାହ ଭିତରେ ନୈରାଶ୍ୟ ଆଣିଛି ମୃତ୍ୟୁ
ଭୁବନେଶ୍ୱର,୪।୧(ବ୍ୟୁରୋ): ଆଈମା’ କାହାଣୀ ଶୁଣିବାବେଳେ ପିଲେ ଦୁଷ୍ଟ ହେଲେ ବାଘମାମୁ ଆସିବ କହି ଡରାଯାଏ। ଏବେ ସମୟ ବଦଳି ଯାଇଛି। ବାଘ ଛୁଆଟି କଥା ନ ମାନିଲେ ମଣିଷ ଆସିବ କହି କୋଳେଇ ନେଉଛି ବାଘ ମା’। ବାଘର ସବୁଜ ଘର…
ସଂଖ୍ୟା ବଢ଼ିଲେ ସମ୍ଭବ
ଅନୁଗୋଳ ଅଫିସ, ୪।୧: ୯ ମାସ ପରେ ସାଂସ୍କୃତିକ କାର୍ଯ୍ୟକ୍ରମକୁ ମିଳିଛି ଅନୁମତି। ମାତ୍ର ୨ଶହ ଲୋକଙ୍କ ଉପସ୍ଥିତିରେ ମଞ୍ଚରେ କଳା ପ୍ରଦର୍ଶନ କରାଯାଇପାରିବ ବୋଲି ଜାନୁୟାରୀ ଗାଇଡ୍ଲାଇନ୍ରେ କୁହାଯାଇଛି। ପ୍ରେକ୍ଷାଳୟ ହେଲେ ସିଟ୍ର ୫୦ ପ୍ରତିଶତ ଓ ଯାତ୍ରା ପାଇଁ ଜିଲାପାଳଙ୍କ…
ବନ୍ଦ କୋଠରିରୁ ପ୍ରେମୀଯୁଗଳଙ୍କ ମୃତଦେହ ଉଦ୍ଧାର
ଉମରକୋଟ, ୩।୧: ଉମରକୋଟ ବ୍ଲକ ଅଧୀନ ମୂର୍ତ୍ତୁମା ପଞ୍ଚାୟତ ବଡ଼ଖଡକା ଗାଁରେ ରବିବାର ପ୍ରେମୀଯୁଗଳଙ୍କ ଝୁଲନ୍ତା ମୃତଦେହ ପୋଳିସ ଉଦ୍ଧାର କରିଛି। ମୃତକ ହେଲେ ଉକ୍ତ ଗାଁର ତୁଲେଶ୍ୱର ମାଝି(୩୦) ଓ ପାଖ ଗାଁର ଜଣେ ଯୁବତୀ। ପ୍ରକାଶ ଯେ, ତୁଲେଶ୍ୱର…
ମାହାଙ୍ଗା ଡବଲ ମର୍ଡର ଘଟଣା : ୧୨ ଜଣଙ୍କ ନାଁରେ ମାମଲା
ନିଶ୍ଚିନ୍ତକୋଇଲି/ମାହାଙ୍ଗା, ୩ା୧(ସ୍ବ.ପ୍ର.): କଟକ ଜିଲା ମାହାଙ୍ଗା ଥାନା ନୃତାଙ୍ଗସ୍ଥିତ ଯଁକୁଟି ନିକଟରେ ଭାଜପା ନେତା କୁଳମଣି ବରାଳ(୬୨) ଓ ଦିବ୍ୟସିଂହ ବରାଳ(୭୦)ଙ୍କୁ ଶନିବାର ହତ୍ୟା କରାଯାଇଥିଲା। ରବିବାର ଡବଲ ମର୍ଡର ଘଟଣାର ତନାଘନା ଆରମ୍ଭ ହୋଇଛି। ସାଇଣ୍ଟିଫିକ୍ ଟିମ୍ ଘଟଣାସ୍ଥଳରେ ପହଞ୍ଚତ୍…
ସେଲ୍ଫି ନେବାବେଳେ ନଦୀରେ ଖସିପଡ଼ିଲେ ଯୁବତୀ: ଉଦ୍ଧାର କରିବାକୁ ଯାଇ ଯୁବକ ଗୁରୁତର
ସୁନ୍ଦରଗଡ଼/ବାଲିଶଙ୍କରା/ରାଜଗାଙ୍ଗପୁର,୩।୧: ସୁନ୍ଦରଗଡ଼ ଜିଲା ବାଲିଶଙ୍କରା ବ୍ଲକ ଅନ୍ତର୍ଗତ ଇବ୍ନଦୀର ଘୋଘର କନାକୁଣ୍ଡ ଘାଟରେ ରବିବାର ଅଘଟଣ ଘଟିଛି। ପିକ୍ନିକ୍ କରିବାକୁ ଯାଇଥିବା ଜଣେ ଯୁବତୀ ସେଲ୍ଫି ନେବାବେଳେ ନଦୀ ଭିତରେ ଖସିପଡ଼ି ନିଖୋଜ ହୋଇଛନ୍ତି। ଯୁବତୀ ଜଣକ ହେଉଛନ୍ତି ରାଜଗାଙ୍ଗପୁର କୁମ୍ଭାରପଡ଼ାର…
ଶିମିଳିପାଳ, କୁଲଡ଼ିହାରେ ପକ୍ଷୀ ଗଣନା: ୫୩ ଟିମ୍ ନିୟୋଜିତ
ବାରିପଦା ଅଫିସ/ସଜନାଗଡ଼/ପାଟଣା,୩ା୧: ମୟୂରଭଞ୍ଜ ଜିଲାର ଶିମିଳିପାଳ ଓ ବାଲେଶ୍ୱର ଜିଲାର କୁଲଡ଼ିହା ଅଭୟାରଣ୍ୟରେ ରବିବାର ପକ୍ଷୀଗଣନା ଆରମ୍ଭ ହୋଇଛି। ୨ ଜିଲାର ବିଭିନ୍ନ ସ୍ଥାନ ସମେତ କେନ୍ଦୁଝର ଜିଲାରେ ମଧ୍ୟ ପକ୍ଷୀଗଣନା ଆରମ୍ଭ ହୋଇଛି। ଏହି କାର୍ଯ୍ୟରେ ମୋଟ ୫୩ଟିମ୍ ନିୟୋଜିତ…
ନିଖୋଜ ପୂର୍ବତନ କାଉନସିଲରଙ୍କ ମୃତଦେହ ଉଦ୍ଧାର: ହତ୍ୟା ସନ୍ଦେହ
ବୌଦ୍ଧ,୩ା୧: ବୌଦ୍ଧ ବିଜ୍ଞାପିତ ଅଞ୍ଚଳ ପରିଷଦର ପୂର୍ବତନ କାଉନସିଲର ଅଗସ୍ତୀ ମହାକୁଡଙ୍କ ମୃତଦେହ ଏକ ବିଲରୁ ରବିବାର ଉଦ୍ଧାର ହୋଇଛି । ତାଙ୍କୁ ହତ୍ୟା କରାଯାଇଥିବା ନେଇ ସନ୍ଦେହ କରାଯାଉଛି । ପୋଲିସ ଜଣଙ୍କୁ ଅଟକ ରଖି ତଦନ୍ତ ଚଳାଇଛି। ମିଳିଥିବା,…
Archives


