ରାଜ୍ୟ

ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣା: ମୃତକଙ୍କ ପରିବାରକୁ ମିଳିବ ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୮।୧୦(ବ୍ୟୁରୋ)- ରାଜଭବନ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ ଘଟଣାରେ ମୃତାହତଙ୍କ ପରିବାର ଲୋକଙ୍କୁ ୮ ଲକ୍ଷ ଟଙ୍କା ପ୍ରଦାନ କରାଯିବ। ଏ ନେଇ ଗୁରୁବାର ଇଣ୍ଡିଆନ ଅଏଲ କର୍ପୋରେସନ(ଆଇଓସିଏଲ) ପକ୍ଷରୁ ଘୋଷଣା କରାଯାଇଛି। ସେହିପରି ଗୁରୁତର ଆହତଙ୍କୁ ୪ ଓ ଆହତଙ୍କୁ…

ରାଜ୍ୟରେ ଖୋଲିପାରେ ମନ୍ଦିର, ସରକାରଙ୍କ ତତ୍ପରତା ପ୍ରକାଶ

ଭୁବନେଶ୍ୱର,୮ା୧୦(ବ୍ୟୁରୋ): ରାଜ୍ୟରେ ମନ୍ଦିର ଖୋଲିବା ପାଇଁ ବ୍ୟବସ୍ଥା କରିବାକୁ ମନ୍ଦିର ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି ମୁଖ୍ୟ ଶାସନ ସଚିବ। ଆସନ୍ତା ୧୦ ଦିନ ଭିତରେ ରିପୋର୍ଟ ଦେବାକୁ ସମସ୍ତ ଜିଲାପାଳଙ୍କୁ ନିର୍ଦ୍ଦେଶ ଦିଆଯାଇଛି। କୋଭିଡ୍‌ ଗାଇଡ୍‌ଲାଇନ୍‌ ପାଳନ କରି କିପରି ମନ୍ଦିର…

କରୋନାରେ ପ୍ରାଣ ହରାଇଲେ ଆଉ ଜଣେ କରୋନା ଯୋଦ୍ଧା: ଥାନା ପରିସରରେ ଦିଆଗଲା ଶେଷ ସମ୍ମାନ

ବାଲିଗୁଡା,୮।୧୦(ଡି.ଏନ.ଏ): କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ଅବସ୍ଥାରେ ପୁଣି ଜଣେ କରୋନା ଯୋଦ୍ଧାଙ୍କର ମୃତ୍ୟୁ ହୋଇଛି। ସେ କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନାରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବାଳି କହଁର (୫୩) ବୋଲି ଜଣାପଡିଛି। ଗତ ମାସ ୨୦ ତାରିଖରେ…

୧୬ ମୁଣ୍ଡ ନେଲା କରୋନା

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୯୭୪ କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି।…

ରାଜ୍ୟରେ ପୁଣି ୩୧୪୪ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜ୍ୟରେ ପୁଣି ୩୧୪୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୮୨୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୩୧୯ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

ରାଜଭବନ ପେଟ୍ରୋଲ ପମ୍ପ ଅଞ୍ଚଳ ଏବେ ବିପଦମୁକ୍ତ

ଭୁବନେଶ୍ୱର,୮।୧୦(ବ୍ୟୁରୋ): ରାଜଭବନ ନିକଟସ୍ଥ ପେଟ୍ରୋଲ ପମ୍ପ ଅଞ୍ଚଳ ଏବେ ବିପଦମୁକ୍ତ ହୋଇଛି। ଏନେଇ ଅଗ୍ନିଶମ ଡିଜି ସତ୍ୟଜିତ ମହାନ୍ତି ଟୁଇଟ୍‌ ଯୋଗେ ସୂଚନା ଦେଇଛନ୍ତି। ଆଇଓସିଏଲ ଅଧିକାରୀ ବିଳମ୍ବିତ ରାତିରେ ଫାଟିଥିବା ଗ୍ୟାସ ଟାଙ୍କି ଖାଲି କରିଦେଇଥିବା ସେ କହିଛନ୍ତି। ସୂଚନାଯୋଗ୍ୟ,…

ଦଳୀୟ ଶୃଙ୍ଖଳାକୁ ଚେଲ୍ଲାକୁମାରଙ୍କ ଗୁରୁତ୍ୱ

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):କଂଗ୍ରେସ ଓଡ଼ିଶା ପ୍ରଭାରୀ ଏ. ଚେଲ୍ଲାକୁମାର ୬ ଦିନିଆ ଓଡ଼ିଶା ଗସ୍ତରେ ଆସି ବୁଧବାର ଦଳୀୟ ନେତାଙ୍କ ସହ ସାଙ୍ଗଠନିକ ସ୍ଥିତି ସମ୍ପର୍କରେ ଆଲୋଚନା କରିଛନ୍ତି। ବୈଠକରେ ଗତ ନିର୍ବାଚନରେ ବିଧାୟକ ଏବଂ ଏମ୍‌ପି ପ୍ରାର୍ଥୀ ହୋଇଥିବା ନେତା ଏବଂ…

ରାଜ୍ୟପାଳଙ୍କୁ ଭେଟିଲା ଭାଜପା

ଭୁବନେଶ୍ୱର, ୮ା୧୦(ବ୍ୟୁରୋ):ଓଡିଶା ବିଶ୍ୱବିଦ୍ୟାଳୟ ସଂଶୋଧନ ଅଧିନିୟମ-୨୦୨୦କୁ ବିଧାନସଭାରେ ଉଭୟ ଭାଜପା ଓ କଂଗ୍ରେସର ବିରୋଧ ସତ୍ତ୍ୱେ ଏହି ବଲ୍‌ ପାସ୍‌ ହୋଇଛି। ଅନ୍ୟପଟେ ଭାଜପା ବର୍ତ୍ତମାନ ସୁଦ୍ଧା ଏହି ବିଲ୍‌କୁ ବିରୋଧ କରବା ସହିତ ଏହା ଏକ କଳା ଆଇନ ବୋଲି…

ଜାତୀୟ ହାରଠୁ ଓଡ଼ିଶାରେ ୨୪% ଅଧିକ ବନାଞ୍ଚଳ

ଭୁବନେଶ୍ୱର,୮ା୧୦(ବ୍ୟୁରୋ):ଗୃହପାଳିତ ପ୍ରାଣୀଙ୍କୁ ଯେଉଁଭଳି ଭାବେ ଆମେ ସ୍ନେହ ଓ ଆଦର କରିଥାଉ, ବନ୍ୟପ୍ରାଣୀଙ୍କ ପ୍ରତି ସେହିଭଳି ଆଦର, ଦୟା, କରୁଣା ଭାବ ଆମ ଭିତରେ ରହିବା ଉଚିତ। ବନ୍ୟପ୍ରାଣୀ ସୁରକ୍ଷା ଓ ସଂରକ୍ଷଣ ସମସ୍ତଙ୍କ ଧ୍ୟେୟ ହେଉ। ଆମର ବିରଳ ଜୈବବିବିଧତା…

ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣା: ଆଖିବୁଜିଲେ ସତ୍ୟ

କଟକ ଅଫିସ, ୮ା୧୦: ଭୁବନେଶ୍ୱର ରାଜଭବନ ନିକଟ ପେଟ୍ରୋଲ ପମ୍ପ ବିସ୍ଫୋରଣ ଘଟଣାରେ ଏସ୍‌ସିବିକୁ ସ୍ଥାନାନ୍ତରିତ ହୋଇଥିବା ୨ଜଣଙ୍କ ମଧ୍ୟରୁ ଜଣଙ୍କର ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ଘଟିଛି। ମୃତକ ଜଣଙ୍କ ହେଲେ ସତ୍ୟ ନାୟକ(୩୭)। ତାଙ୍କ ଶରୀରର ୬୦ ପ୍ରତିଶତ ଅଂଶ…

ଶହୀଦ କୋଭିଡ୍‌ ଯୋଦ୍ଧାଙ୍କ ପରିବାରକୁ ଅନୁକମ୍ପା ସହାୟତା

ଭୁବନେଶ୍ୱର,୮ା୧୦(ବ୍ୟୁରୋ):୮ ମାସ ଧରି କୋଭିଡ୍‌ ବିରୋଧରେ ଚାଲିଥିବା ଲଢେଇରେ କାମ କରି ଶହୀଦ ହୋଇଥିବା କୋଭିଡ୍‌ ଯୋଦ୍ଧାମାନଙ୍କ ପରିବାରକୁ ରାଜ୍ୟ ସରକାର ଅନୁକମ୍ପା ସହାୟତା ଯୋଗାଇ ଦେବେ। ବୁଧବାର ଭିଡିଓ କନଫରେନ୍ସ ଜରିଆରେ କୋଭିଡ୍‌ ପରିଚାଳନା ସମ୍ପର୍କରେ ସମୀକ୍ଷା କରି ମୁଖ୍ୟମନ୍ତ୍ରୀ…

ନିତ୍ୟାନନ୍ଦଙ୍କୁ ଶାରଳା ପୁରସ୍କାର

ଭୁବନେଶ୍ୱର, ୮ା୧୦(ବ୍ୟୁରୋ): ବିଶିଷ୍ଟ କବି ନିତ୍ୟାନନ୍ଦ ନାୟକ ଚଳିତ ବର୍ଷ ଶାରଳା ପୁରସ୍କାର ପାଇବେ। ତାଙ୍କ ରଚିତ କବିତା ସଂକଳନ ‘ସେତେବେଳକୁ ନଥିବ’ ନିମନ୍ତେ ନାୟକ ୪୧ତମ ଶାରଳା ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଶାରଳା ପୁରସ୍କାର ଉପଦେଷ୍ଟା ପରିଷଦ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri