‘କରୋନାରୁ ମୁକ୍ତ ପରେ ବି ନିୟମ ମାନନ୍ତୁ’
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କରୋନାରୁ ମୁକ୍ତ ହେବା ପରେ ମଧ୍ୟ ଆକ୍ରାନ୍ତ ବ୍ୟକ୍ତି ସତର୍କ ରହିବା ଦରକାର। ନିୟମିତ ହାତ ଧୋଇବା, ମାସ୍କ ପିନ୍ଧିବା ସହିତ ସାମାଜିକ ଦୂରତା ବଜାୟ ରଖିବା ଏବଂ ପରିବେଶକୁ ସଫାସୁତୁରା ରଖିବା ଆବଶ୍ୟକ। କାରଣ କୋଭିଡ୍ର ଭୟ ଏବେ…
ରୋଗ ପ୍ରତିରୋଧକ ଶକ୍ତି ବଢ଼ାଉଛି ‘ଆୟୁରକ୍ଷା କିଟ୍’
ଭୁବନେଶ୍ୱର, ୭ା୧୦ (ବ୍ୟୁରୋ):ଶରୀରର ରୋଗ ପ୍ରତିରୋଧକ କ୍ଷମତା ବୃଦ୍ଧି ପାଇଁ ‘ଆୟୁରକ୍ଷା କିଟ୍’କୁ ଜନସାଧାରଣଙ୍କ ପାଇଁ ପ୍ରସ୍ତୁତ କରାଯାଇଛି। କେନ୍ଦ୍ର ଆୟୁଷ ମନ୍ତ୍ରଣାଳୟ ପକ୍ଷରୁ ସମ୍ପୂର୍ଣ୍ଣ ଆୟୁର୍ବେଦିକ ପଦ୍ଧତି ଦ୍ୱାରା ଏହି କିଟ୍କୁ ତିଆରି କରାଯାଇଛି। ଏଥିରେ ମୁଖ୍ୟତଃ ଚବନ୍ପ୍ରାଶ, ଆୟୁଷ…
ଆଇନଜୀବୀଙ୍କୁ ମିଳିବ ସହାୟତା
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):କୋଭିଡ୍ ମହାମାରୀ ଯୋଗୁ ରାଜ୍ୟରେ ଆଇନଜୀବୀଙ୍କୁ ସହାୟତା ଲାଗି ବିଧାନସଭାରେ ପାରିତ ହୋଇଛି ଓଡ଼ିଶା ଆଇନଜୀବୀ କଲ୍ୟାଣ ପାଣ୍ଠି(ସଂଶୋଧନ) ବିଲ୍। କୋଭିଡ୍ ମହାମାରୀ ଯୋଗୁ କୋର୍ଟଗୁଡ଼ିକରେ ସୀମିତ କାର୍ଯ୍ୟ ସମ୍ପାଦନ ହେଉଥିବାରୁ ଆଇନଜୀବୀମାନଙ୍କ ଜୀବନଜୀବିକା ପ୍ରଭାବିତ ହୋଇଛି। ରାଜ୍ୟ ବାର୍…
ଦିନକ ପୂର୍ବରୁ ସରିଲା ବିଧାନସଭା
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ନିର୍ଦ୍ଧାରିତ ସମୟର ଦିନକ ପୂର୍ବରୁ ଶେଷ ହୋଇଛି ବିଧାନସଭାର ମୌସୁମୀ ଅଧିବେଶନ। ବିଧାନସଭାକୁ ଅନିର୍ଦ୍ଦିଷ୍ଟ କାଳ ପାଇଁ ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ମଙ୍ଗଳବାର ମୁଲତବୀ ଘୋଷଣା କରିଛନ୍ତି। ସେପ୍ଟେମ୍ବର ୨୯ ତାରିଖରୁ ଆରମ୍ଭ ହୋଇଥିବା ଚଳିତ ଅଧିବେଶନ ୭ଦିନ…
ଖର୍ଚ୍ଚ ହିସାବ ଦେଉନାହାନ୍ତି ବିଭାଗ
ଭୁବନେଶ୍ୱର, ୭ା୧୦(ବ୍ୟୁରୋ):ରାଜ୍ୟ ସରକାରଙ୍କ ବିଭିନ୍ନ ବିଭାଗ ବିନିଯୋଗ ପ୍ରମାଣ ପତ୍ର(ୟୁସି) ଦାଖଲ କରୁନାହାନ୍ତି। ୨୦୧୮-୧୯ରେ ବିଭାଗଗୁଡ଼ିକୁ ୨୫,୯୫୭.୨୫ କୋଟି ଟଙ୍କା ପ୍ରଦାନ କରାଯାଇଥିଲା। ସେଥିରୁ ୧୯,୩୭୧.୨୧ କୋଟି ଟଙ୍କା ଅର୍ଥାତ୍ ସମୁଦାୟ ଅର୍ଥର ୭୫%ର କୌଣସି ୟୁସି ବିଭାଗଗୁଡ଼ିକ ଦେଇ ନ…
ଓଡ଼ିଶାରୁ ସୁସ୍ଥ ହେଲେ ଆଉ ୩,୮୧୭ କରୋନା ଆକ୍ରାନ୍ତ
ଭୁବନେଶ୍ୱର, ୬।୧୦ (ବ୍ୟୁରୋ): ଓଡ଼ିଶାରୁ ମଙ୍ଗଳବାର ୩ ହଜାର ୮୧୭ ଜଣ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ମଙ୍ଗଳବାର ଖୋର୍ଦ୍ଧା ଜିଲାରୁ ସର୍ବାଧିକ…
ଭୁବନେଶ୍ୱରରୁ ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ: ସେଥିରୁ ୨୪୯ ରହିଛି ଲୋକାଲ କେସ୍
ଭୁବନେଶ୍ୱର, ୬।୧୦(ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ଅଞ୍ଚଳରୁ ମଙ୍ଗଳବାର ୩୬୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୧୬ ଜଣ ରହିଥିବା ବେଳେ ୨୪୯ ଲୋକାଲ କେସ୍ ରହିଛି। ଏ ନେଇ ବିଏମ୍ସି ପକ୍ଷରୁ ଟୁଇଟ୍କରି ସୂଚନା ଦିଆଯାଇଛି।…
ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ବିଧାନସଭାରେ ପାରିତ
ଭୁବନେଶ୍ୱର,୬।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ-୨୦୨୦ ମଙ୍ଗଳବାର ବହୁ ହଟ୍ଟଗୋଳ ମଧ୍ୟରେ ବିଧାନସଭାରେ ପାରିତ ହୋଇଛି। ୪ ଦିନର ଆଲୋଚନା ପରେ ଗୃହରେ ଏହି ବିଲ୍ ପାରିତ ହୋଇଛି। ଭାଜପା ଓ କଂଗ୍ରେସର ବିଧାୟକମାନେ ବାରମ୍ବାର ହଟ୍ଟଗୋଳ କରି ବିଲ୍କୁ ବିରୋଧ କରିଥିଲେ।…
ଷ୍ଟିମ୍ ପାଇପ୍ ବେଲ୍ ଫାଟି ଇଞ୍ଜିନିୟର ସମେତ ତିନି ଶ୍ରମିକ ଗୁରୁତର: କ୍ଷତି ପୂରଣ ଦାବିରେ ଆନ୍ଦୋଳନ
ଗଞ୍ଜାମ,୬।୧୦(ଡି.ଏନ୍.ଏ.): ଗଞ୍ଜାମ ସହରସ୍ଥିତ ଗ୍ରାସୀମ କମ୍ପାନୀରେ ମଙ୍ଗଳବାର ସକାଳେ ଏକ ଅଘଟଣ ଘଟିଛି ।କମ୍ପାନୀର ଷ୍ଟିମ ପାଇପ୍ ବେଲ୍ ଫାଟିଯିବା ଫଳରେ ସେଠାରେ କାର୍ଯ୍ୟରତ ଜଣେ ଇଞ୍ଜିନିୟର ସମେତ ତିନି ଜଣ ଠିକା କର୍ମଚାରୀ ଗୁରୁତର ହୋଇଛନ୍ତି । ସେମାନେ ହେଲେ…
ଗାଁ ମଶାଣିରେ ପଡିରହିଛି ପିପିଇ କିଟ୍ : କରୋନା ସଂକ୍ରମଣ ଭୟରେ ଅଞ୍ଚଳବାସୀ
ପାଟଣା,୬।୧୦(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ପଞ୍ଚାୟତ ଡୁମୁରିଗୁଡା ଗ୍ରାମର ନେଉଳିଜୁଳି ନାଳ ନିକଟ ଗାଁ ଶ୍ମଶାନରେ ମଙ୍ଗଳବାର ପିପିଇ କିଟ୍, ଫେସ ସିଲଡ଼, ବ୍ୟବହୃତ ହୋଇଥିବା କିଛି ମାସ୍କ ଓ ହେଡକ୍ୟାପ ପଡିଥିବା ଦେଖିବାକୁ ମିଳିଛି। ମଶାଣିରେ ଏସବୁ…
ପୁଣି ରାଜ୍ୟରେ ୧୬ ମୁଣ୍ଡ ନେଲା କରୋନା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୧୬ ଜଣଙ୍କ ମୁଣ୍ଡ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୯୪୦ରେ ପହଞ୍ଚିଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ତେବେ ୧୬ ମୃତକଙ୍କ…
CORONAVIRUS UPDATE: ରାଜ୍ୟରେ ୨୬୭୩ ନୂଆ ପଜିଟିଭ୍ ଚିହ୍ନଟ, ଖୋର୍ଦ୍ଧା ଆଗରେ ଥିଲେ ବି କମିଛି ସଂଖ୍ୟା
ଭୁବନେଶ୍ୱର,୬।୧୦(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୭୩ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୨୩୮୦୦୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୫୪…
Archives


