ମେ’ ଶେଷ ପର୍ଯ୍ୟନ୍ତ ୪ ଯୋଡ଼ା ସ୍ପେଶାଲ ଟ୍ରେନ୍ ବାତିଲ
ଭୁବନେଶ୍ୱର,୧୪।୫ (ବ୍ୟୁରୋ) : କରୋନା ପରିସ୍ଥିତି ପାଇଁ ଟ୍ରେନ୍ରେ ଯାତ୍ରୀ ସଂଖ୍ୟା ଧିରେ ଧିରେ କମିବାକୁ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସଂକ୍ରମଣ ଶୃଙ୍ଖଳକୁ ଭାଙ୍ଗିବା ପାଇଁ ପୂର୍ବତଟ ରେଳପଥ ପରିସୀମାରୁ ଛାଡୁଥିବା ୪ ଯୋଡା ସ୍ପେଶାଲ ଏକ୍ସପ୍ରେସ୍କୁ ବାତିଲ କରାଯାଇଛି।…
ଡରାଉଛି ମୃତ୍ୟୁସଂଖ୍ୟା: ରାଜ୍ୟରେ କରୋନା ନେଲା ସର୍ବାଧିକ ୨୨ ଜୀବନ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୨୨ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୭୩ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୨୨ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ସର୍ବାଧିକ ୪…
ଆଜି ଚାଷୀଙ୍କ ପାଇଁ ସହାୟତା ଘୋଷଣା
ଭୁବନେଶ୍ୱର,୧୪।୫(ବ୍ୟୁରୋ): ଅକ୍ଷୟ ତୃତୀୟ ଏବଂ କୃଷକ ଦିବସ ଅବ୍ୟବହିତ ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ସାରେ କୃଷମାନଙ୍କ ଲାଗି ସହାୟତା ରାଶି ପ୍ରଦାନ କରିବେ। କାଳିଆ ଯୋଜନାରେ ଚଳିତ ବର୍ଷର ଦ୍ୱିତୀୟ କିସ୍ତି ମୁଖ୍ୟମନ୍ତ୍ରୀ ପ୍ରଦାନ କରିବେ। ଶନିବାର ଅକ୍ଷୟ…
ଜଙ୍ଗଲ ବିଭାଗ, ବ୍ୟାଙ୍କ, ବୀମା କର୍ମଚାରୀ ସମ୍ମୁଖ ଯୋଦ୍ଧା
ଭୁବନେଶ୍ୱର, ୧୪।୫(ବ୍ୟୁରୋ): କରୋନା ମହାମାରୀ ସମୟରେ ଜଙ୍ଗଲ ବିଭାଗ ଅଧିକାରୀ ଓ ଫରେଷ୍ଟ ଗାର୍ଡ, ବ୍ୟାଙ୍କ, ବୀମା କର୍ମଚାରୀ, ଏନ୍ସିପିଆଇ, ପେମେଣ୍ଟ ସିଷ୍ଟମ୍ ପ୍ରୋଭାଇଡର, ଭେଣ୍ଡର, କ୍ୟାଶ ଇନ୍ ଟ୍ରାନ୍ଜିଶନ କମ୍ପାନୀ, ଏଟିଏମ୍ ରକ୍ଷଣାବେକ୍ଷଣ କରୁଥିବା କର୍ମଚାରୀ, ବ୍ୟାଙ୍କିଙ୍ଗ୍ କରେସ୍ପଣ୍ଡେନ୍ସ ଏବଂ…
୨ ବର୍ଷରୁ ଊର୍ଦ୍ଧ୍ୱ ପିଲାଙ୍କୁ ମାସ୍କ ବାଧ୍ୟତାମୂଳକ
ଭୁବନେଶ୍ୱର,୧୪।୫(ବ୍ୟୁରୋ): କୋଭିଡ୍-୧୯ ଦ୍ୱିତୀୟ ଲହର ଭୟାବହତାକୁ ଦୃଷ୍ଟିରେ ରଖି ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଶିଶୁ, କିଶୋରୀ କିଶୋର, ଗର୍ଭବତୀ ଓ ପ୍ରସବ କରିଥିବା ମହିଳାମାନଙ୍କ ପାଇଁ ଗାଇଡ୍ଲାଇନ ଜାରି କରାଯାଇଛି। ଘରୁ ପଦାକୁ ଆସିଲେ ୨ ବର୍ଷରୁ…
ଘରେ ପହଞ୍ଚିବ ମଦ: ଜିଲାପାଳଙ୍କୁ କ୍ଷମତା ଦେଲେ ସରକାର
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧି ପାଉଥିବାରୁ ଲକ୍ଡାଉନ ଜାରି ରହିଛି। ଏହି ସମୟରେ ଦୋକାନବଜାର ସହ ମଦ ଦୋକାନ ମଧ୍ୟ ବନ୍ଦ ରହିଛି। ତେବେ ଲକ୍ଡାଉନ ବେଳେ ମଦ ହୋମ୍ ଡେଲିଭରି କରିବାକୁ ରାଜ୍ୟ ସରକାର ଜିଲାପାଳଙ୍କୁ କ୍ଷମତା ଦେଇଛନ୍ତି।…
କାଳବୈଶାଖୀ ବର୍ଷା: ଜମିରେ ଭାସୁଛି ପାଚିଲା ଧାନ
ଲଙ୍ଗଳେଶ୍ୱର, ୧୪।୫(ଡି.ଏନ.ଏ.)-ବାଲେଶ୍ୱର ଜିଲା ବାଲିଆପାଳ ଅଞ୍ଚଳରେ ଅଦିନିଆ କାଳବୈଶାଖୀ ବର୍ଷା ଯୋଗୁ ହେକ୍ଟର ହେକ୍ଟର ଜମିରେ ପାଚିଲା ଧାନ ସବୁ ପାଣିରେ ଭାସୁଛି। ବିଶେଷ କରି ଧାନଜମିରେ ଦୁଇ ଫୁଟ୍ ଉଚ୍ଚତାରେ ପାଣି ପ୍ରବାହିତ ହେଉଛି। ପବନ ସହ ବର୍ଷା ଯୋଗୁ…
ଆୟୁର୍ବେଦିକ ଔଷଧ ବଣ୍ଟନରେ ବିଳମ୍ବ
ବାଲେଶ୍ୱର ଅଫିସ, ୧୪।୫-ମହାମାରୀ କରୋନା ସମୟରେ ଜିଲାରେ ସଂକ୍ରମଣ ହୁ ହୁ ହୋଇ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ଶରୀରର ରୋଗ ପ୍ରତିଷେଧକ ଶକ୍ତି ବୃଦ୍ଧି ପାଇଁ ନିୟମିତ ଯୋଗ ପ୍ରାଣାୟମ ସାଙ୍ଗକୁ ଆୟୁର୍ବେଦ ଔଷଧ ସେବନ ଉପରେ ଗୁରୁତ୍ୱ ଦିଆଯାଉଛି।…
ଜାଲ୍ ସାର୍ଟିଫିକେଟରେ ଚାକିରି
ଉଦଳା, ୧୪।୫ (ଡି.ଏନ.ଏ.)- ଜାଲ୍ ସାର୍ଟିଫିକେଟ୍ ଦେଇ ଦୀର୍ଘ ୧୪ ବର୍ଷରୁ ଊର୍ଦ୍ଧ୍ୱ ହେବ ଚାକିରି କରିଆସୁଥିଲେ ଅଧ୍ୟାପିକା। ଏ ସମ୍ପର୍କରେ ଜଣାପଡ଼ିବା ପରେ ତାଙ୍କୁ ଚାକିରିରୁ ବହିଷ୍କାର କରିବା ପାଇଁ ନିର୍ଦ୍ଦେଶ ଦେଇଛି ଉଚ୍ଚଶିକ୍ଷା ବିଭାଗ। ସେପଟେ ଧରାପଡ଼ିଯିବା ପରେ…
ଆଖି ବୁଜିଲା ‘ହିରୋ’
ଢେଙ୍କାନାଳ ଅଫିସ,୧୪।୫ କରୋନା ମହାମାରୀ ସମୟରେ ଢେଙ୍କାନାଳ ଜିଲା କପିଳାସ ପ୍ରାଣୀ ଉଦ୍ୟାନରୁ ଆସିଛି ଦୁଃଖଦ ଖବର। ଏଠାକାର ଏଲିଫ୍ୟାଣ୍ଟ ରେସ୍କ୍ୟୁ ସେଣ୍ଟର ପରିସରରେ ରହୁଥିବା ଅଣ୍ଡିରା ହାତୀ ହିରୋର ହଠାତ୍ ମୃତ୍ୟୁ ଘଟିଛି। ପେଟରେ ଟ୍ୟୁମର, ବ୍ରେନ୍ ହାମରେଜ୍ କିମ୍ବା…
ସ୍ବତନ୍ତ୍ରତା ବଜାୟ ରଖିଛି ମେଘନାଦ ମଣ୍ଡପ
ବଅଁରପାଳ,୧୪ା୫ ଭଲ କର୍ମ କଲେ ପୁଣ୍ୟ ମିଳେ। ଏହାଦ୍ୱାରା ଈଶ୍ୱରଙ୍କ ଆଶୀର୍ବାଦ ଲାଭ କରିଥାଏ ମଣିଷ। ଖରାପ କର୍ମକୁ ପାପ ବୋଲି ବିବେଚନା କରାଯାଏ। ହେଲେ ବେଳେ ବେଳେ ଜାଣତରେ କିମ୍ବା ଅଜାଣତରେ ଏପରି କିଛି ଅଘଟଣ ଘଟିଯାଏ, ଯାହାକୁ ପାପବୋଧ…
ପୁଣି ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୨,୩୯୦ ସଂକ୍ରମିତ ଚିହ୍ନଟ
ଭୁବନେଶ୍ୱର,୧୪।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଶୁକ୍ରବାର ରାଜ୍ୟରେ ୧୨,୩୯୦ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୯୩୮ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୫୪୫୨ ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ…

