୭୮ଘଣ୍ଟା କୋଟସାହି ପଞ୍ଚାୟତ ଶଟ୍ଡାଉନ
ଟାଙ୍ଗୀ(କଟକ)୨୦ା୬(ଡି.ଏନ୍.ଏ): ଟାଙ୍ଗୀ-ଚୌଦ୍ୱାର ବ୍ଲକର ୪ର୍ଥ କରୋନା ପଜିଟିଭ ଆକ୍ରାନ୍ତ କୋଟସାହି ପଞ୍ଚାୟତ ଟାଙ୍ଗୀ ଗ୍ରାମରେ ଶୁକ୍ରବାର ଚିହ୍ନଟ ହୋଇଛି। ଆକ୍ରାନ୍ତଙ୍କ ବୟସ ୪୫ ବର୍ଷ ହୋଇଥିବାବେଳେ ଘର କେନ୍ଦ୍ରାପଡ଼ା ଜିଲା ଡେରାବିଶ ବ୍ଲକ ନୂଆପଡ଼ା ଅଞ୍ଚଳର। ତେବେ ଗୋଷ୍ଠୀ ସଂକ୍ରମଣକୁ...
ଖପୁରିଆ ଆଇଟିଆଇ ପ୍ରସ୍ତୁତ କଲା ମଲ୍ଟି ଷ୍ଟେଶନ ହ୍ୟାଣ୍ଡ ସାନିଟାଇଜର
କଟକ ଅଫିସ୍,୨୦ା୬: ସ୍ବଦେଶୀ ବୈଷୟିକ ଜ୍ଞାନ କୌଶଳ ଓ ସମ୍ବଳକୁ ଆଧାର କରି ରାଜ୍ୟରେ କରୋନା ମୁକାବିଲା ପାଇଁ ନୂତନ ଉଦ୍ଭାବନ ଜାରି ରଖିଛି। କଟକ ଖପୁରିଆସ୍ଥିତ ସରକାରୀ ଆଇଟିଆଇ। ଲକ୍ଡାଉନ୍ ସମୟରେ ଲଗାତାର ଭାବେ ଅନେକ ନୂତନ ଉଦ୍ଭାବନ...
୬ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୨୦ା୬ (ବ୍ୟୁରୋ): ଝାଡ଼ଖଣ୍ଡ, ପଶ୍ଚିମବଙ୍ଗ ଉପରେ ଏକ ଟ୍ରପ ଲାଇନ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟାରେ ଦେବଗଡ଼, ସୁନ୍ଦରଗଡ଼, ଝାରସୁଗୁଡ଼ା, ସମ୍ବଲପୁର, କେନ୍ଦୁଝର ଏବଂ ମୟୂରଭଞ୍ଜ ଜିଲାର ଗୋଟିଏ ଦୁଇଟି ସ୍ଥାନରେ ପ୍ରବଳ ବର୍ଷା ହେବାର ସମ୍ଭାବନା...
ଜଳ ଜୀବନ ମିଶନରେ ଲକ୍ଷ୍ୟ ପୂରଣ କରୁନି ଓଡ଼ିଶା
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ ଜଳ ଜୀବନ ମିଶନ (ଜେଜେଏମ୍)ରେ ଆଶାନୁରୂପ ପ୍ରଗତି ହୋଇନାହିଁ। ୨୦୧୯-୨୦ରେ ମାତ୍ର ୨୭.୯୭% ଲକ୍ଷ୍ୟ ହାସଲ ହୋଇଛି। କେନ୍ଦ୍ର ଜଳଶକ୍ତି ମନ୍ତ୍ରୀ ଗଜେନ୍ଦ୍ର ସିଂ ଶେଖାଓ୍ବତ୍ ଚିନ୍ତାପ୍ରକଟ କରିବା ସହିତ ଏ ନେଇ ଶୁକ୍ରବାର ମୁଖ୍ୟମନ୍ତ୍ରୀ ନବୀନ...
ପୁରୀ ବନ୍ଦ ପ୍ରଭାବ ଶୂନ୍ୟ
ପୁରୀ ଅଫିସ,୨୦ା୬: ରଥଯାତ୍ରା ଆୟୋଜନ ଦାବିରେ ଶ୍ରୀକ୍ଷେତ୍ର ସୁରକ୍ଷା ବାହିନୀ ଏବଂ ଶ୍ରୀଜଗନ୍ନାଥ ସେନା ପକ୍ଷରୁ ଶୁକ୍ରବାର ୬ଘଣ୍ଟିଆ ଶାନ୍ତିପୂର୍ଣ୍ଣ ପୁରୀ ବନ୍ଦ ଡାକରା ଦିଆଯାଇଥିଲା। ହେଲେ ଏହି ବନ୍ଦ ପ୍ରଭାବ ଶୂନ୍ୟ ରହିଥିବା ଦେଖିବାକୁ ମିଳିଛି। ବଡ଼ଦାଣ୍ଡରେ ହାତଗଣତି...
ଦୂରଦର୍ଶିତାପୂର୍ଣ୍ଣ ନିର୍ଣ୍ଣୟ ହେବା ଆବଶ୍ୟକ
ପୁରୀ ଅଫିସ,୨୦ା୬: ଏଥର ବଡ଼ଦାଣ୍ଡରେ ଗଡ଼ିବନି ରଥ। କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଏଥର ରଥଯାତ୍ରାକୁ ବନ୍ଦ କରିଛନ୍ତି ସୁପ୍ରିମ୍କୋର୍ଟ। ଗୁରୁବାର ସର୍ବୋଚ୍ଚ ନ୍ୟାୟାଳୟଙ୍କ ଏହି ନିଷ୍ପତ୍ତି ପରେ ଜଗନ୍ନାଥପ୍ରେମୀଙ୍କ ମଧ୍ୟରେ ତୀବ୍ର ପ୍ରତିକ୍ରିୟା ପ୍ରକାଶ ପାଇଛି। ଭକ୍ତ, ସେବାୟତ...
ଶ୍ରୀମନ୍ଦିର ପାଇଁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ
ପୁରୀ ଅଫିସ,୨୦ା୬: ସୂର୍ଯ୍ୟୋପରାଗ ପାଇଁ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସ୍ବତନ୍ତ୍ର ନୀତି ନିର୍ଘଣ୍ଟ କରାଯାଇଛି। ଚନ୍ଦ୍ରଗ୍ରହଣ ହେଉ ଅବା ସୂର୍ଯ୍ୟୋପରାଗ ସ୍ପର୍ଶ ସମୟରେ କୌଣସି ଦେବଦେବୀ ମନ୍ଦିରରେ ଦେବନୀତି କରାଯାଏ ନାହିଁ। ଶ୍ରୀମନ୍ଦିରରେ କିନ୍ତୁ ଏହାର ବ୍ୟତିକ୍ରମ ଦେଖିବାକୁ ମିଳେ।...
ହଜିଯିବ ୧୬ ଐତିହ୍ୟ ମଠ ସମାଧି
ଭୁବନେଶ୍ୱର,୨୦ା୬: ଐତିହ୍ୟର ଗନ୍ତାଘର ଓଡ଼ିଶା। ଉତ୍କଳୀୟ ଐତିହ୍ୟ ଓ ନିର୍ମାଣଶୈଳୀରେ ଥିବା ସ୍ବତନ୍ତ୍ରତା ସାରା ବିଶ୍ୱରେ ଅନନ୍ୟ। ମାତ୍ର ସମୟକ୍ରମେ ବହୁ ପ୍ରାଚୀନ ଐତିହ୍ୟ ନଷ୍ଟ ହେବାକୁ ଲାଗିଥିବାବେଳେ ଜବରଦଖଲ ଯୋଗୁ ଓ ସଂରକ୍ଷଣ ଅଭାବରୁ କିଛି ସତ୍ତା ହରାଇଛି।...
ସରକାରଙ୍କ କରୋନା ତଥ୍ୟରେ ଅମେଳ
ଭୁବନେଶ୍ୱର, ୨୦ା୬(ବ୍ୟୁରୋ): ରାଜ୍ୟରେ ପ୍ରତିଦିନ ନୂଆ କରୋନା ରୋଗୀ ଚିହ୍ନଟ ହେଉଛନ୍ତି। ସେହିଭଳି ଅନେକ ଆକ୍ରାନ୍ତ ମଧ୍ୟ ସୁସ୍ଥ ହେଉଛନ୍ତି। ଏ ସଂକ୍ରାନ୍ତରେ ରାଜ୍ୟ ସରକାରଙ୍କ ପକ୍ଷରୁ ତଥ୍ୟ ଦିଆଯାଉଛି। ସ୍ବାସ୍ଥ୍ୟ ବିଭାଗର ଓ୍ବେବ୍ସାଇଟ୍, କୋଭିଡ୍-୧୯ ଡ୍ୟାସ୍ବୋର୍ଡ ସହ ଟୁଇଟର...
ସୁଧୁରୁଛି ରାଜ୍ୟ ଅର୍ଥ ବ୍ୟବସ୍ଥା: ମନ୍ତ୍ରୀ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ରାଜ୍ୟରେ କରୋନା ଲାଗି ବିପର୍ଯ୍ୟସ୍ତ ହୋଇପଡ଼ିଥିବା ଅର୍ଥ ବ୍ୟବସ୍ଥା ସୁଧୁରୁଛି। ବିଶେଷ କରି ଗ୍ରାମୀଣ ଅର୍ଥନୀତି ସ୍ବାଭାବିକ ହେବାରେ ଲାଗିଛି, ଯାହା ଓଡ଼ିଶା ପାଇଁ ଶୁଭସଙ୍କେତ ବୋଲି ଶିଳ୍ପମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର କହିଛନ୍ତି। ଏମ୍ଏସ୍ଏମ୍ଇ, ଅର୍ଥ ବିଭାଗ ଓ...
କମିଛି ସହରାଞ୍ଚଳ ପ୍ରଦୂଷଣ
ଭୁବନେଶ୍ୱର,୨୦ା୬(ବ୍ୟୁରୋ): ସ୍ବାସ୍ଥ୍ୟଠାରୁ ଆରମ୍ଭ କରି ଆର୍ଥିକ, ସାମାଜିକ ଏବଂ ସାଂସ୍କୃତିକ କ୍ଷେତ୍ର ପାଇଁ ବିପଜ୍ଜନକ ହୋଇଥିବା କୋଭିଡ୍-୧୯ ବା କରୋନା ମହାମାରୀ ପରିବେଶ ନିମନ୍ତେ କିନ୍ତୁ ବରଦାନ ପାଲଟିଛି। ମାର୍ଚ୍ଚ ପୂର୍ବରୁ ପ୍ରଦୂଷଣରେ ଘାଣ୍ଟି ହେଉଥିବା ରାଜ୍ୟର ବହୁ ସହର...
ରାଜେନ୍ଦ୍ର ଓ କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତି
ଭୁବନେଶ୍ୱର, ୧୯।୬(ବ୍ୟୁରୋ)- ବଲାଙ୍ଗୀର ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟ ଓ ଭବାନିପାଟଣା କଳାହାଣ୍ଡି ବିଶ୍ୱବିଦ୍ୟାଳୟ ପାଇଁ କୁଳପତି ନିଯୁକ୍ତ କରିଛନ୍ତି ରାଜ୍ୟପାଳ। ଏନେଇ ଶୁକ୍ରବାର ରାଜଭବନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି। ରାଜେନ୍ଦ୍ର ବିଶ୍ୱବିଦ୍ୟାଳୟର ପ୍ରଥମ କୁଳପତି ଭାବେ ସମ୍ବଲପୁର ବିଶ୍ୱବିଦ୍ୟାଳୟ କୁଳପତି...
Archives


