ଆଜି ଦାୟିତ୍ୱ ନେବେ ସୁରେଶ ମହାପାତ୍ର
ଭୁବନେଶ୍ୱର,୧ା୧(ବ୍ୟୁରୋ): ମୁଖ୍ୟ ଶାସନ ସଚିବ ଅସିତ କୁମାର ତ୍ରିପାଠୀ ଗୁରୁବାର ଅବସର ନେଇଛନ୍ତି। ଜାନୁୟାରୀ ୧ ତାରିଖ ଅର୍ଥାତ୍ ଶୁକ୍ରବାର ନୂଆ ମୁଖ୍ୟ ଶାସନ ସଚିବ ଭାବେ ସୁରେଶ ମହାପାତ୍ର ଦାୟିତ୍ୱ ଗ୍ରହଣ କରିବେ। କୋଭିଡ କଟକକଣା ଥିବାରୁ ବିଦାୟୀ ମୁଖ୍ୟ…
ଓବିସି, ଏସ୍ଇବିସି ବର୍ଗଙ୍କ ନିଯୁକ୍ତି ଓ ଶିକ୍ଷା କ୍ଷେତ୍ରରେ ସଂରକ୍ଷଣ ରହୁ
ଭୁବନେଶ୍ୱର,୧ା୧(ବ୍ୟୁରୋ): ସରକାରୀ ହାଇସ୍କୁଲରେ ପଢୁଥିବା ଛାତ୍ରୀଛାତ୍ରଙ୍କ ଲାଗି ଡାକ୍ତରୀ ଓ ଇଞ୍ଜିନିୟରିଂ ଭଳି ଉଚ୍ଚଶିକ୍ଷା ନିମନ୍ତେ ସ୍ଥାନ ସଂରକ୍ଷଣ କରାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି ା ଏହି ପରିପ୍ରେକ୍ଷୀରେ ଅନ୍ୟାନ୍ୟ ପଛୁଆ ବର୍ଗ(ଓବିସି)ଙ୍କୁ ଚାକିରି କ୍ଷେତ୍ରରେ ଓ…
ବର୍ଷକରେ ୨୫ କୋଟିର ବ୍ରାଉନ୍ସୁଗାର ଜବତ
ଭୁବନେଶ୍ୱର,୧।୧(ବ୍ୟୁରୋ):କ୍ରାଇମବ୍ରାଞ୍ଚର ସ୍ପେଶାଲ ଟାସ୍କ ଫୋର୍ସ(ଏସ୍ଟିଏଫ)କୁ ୨୦୨୦ରେ ଅନେକ ସଫଳତା ମିଳିଛି। ବାଘଛାଲଠାରୁ ଆରମ୍ଭ କରି ବଜ୍ରକାପ୍ତା ଚାଲାଣ ଓ ବନ୍ଧୁକ ବେପାରୀଙ୍କୁ ଧରିବାରେ ସଫଳ ହୋଇଛି ଏସ୍ଟିଏଫ୍। ରାଜଧାନୀରୁ କୋରାପୁଟ ପର୍ଯ୍ୟନ୍ତ ସାରା ରାଜ୍ୟରେ ଚଢାଉ କରି ବ୍ରାଉନସୁଗାର ଓ ଗଞ୍ଜେଇ…
କର୍ଫ୍ୟୁ ଭିତରେ ନୂଆବର୍ଷକୁ ସ୍ୱାଗତ
ଭୁବନେଶ୍ୱର,୧।୧(ବ୍ୟୁରୋ):ନା ଥିଲା ଚିକ୍ମିକ୍ ଲାଇଟ୍ ନା ଶୁଭୁଥିଲା କୋଳାହାଳ। ମଧ୍ୟରାତିର ସବୁ ଉତ୍କଣ୍ଠା, ଉତ୍ସାହରେ ରୋକ ଲଗାଇଥିଲା କରୋନା କଟକଣା। ରଙ୍ଗହୀନ ହୋଇଯାଇଥିଲା ଜିରୋନାଇଟ୍। କଟକ ଓ ଭୁବନେଶ୍ୱରରେ ୭ ଘଣ୍ଟିଆ କର୍ଫୁ ସତେ ଯେମିତି ସତର୍କ କରାଉଥିଲା। ନିର୍ଜନତା ଭିତରେ…
ଜଷ୍ଟିସ୍ ମୁରଲୀଧର ଓଡ଼ିଶା ହାଇକୋର୍ଟ ମୁଖ୍ୟ ବିଚାରପତି
ନୂଆଦିଲ୍ଲୀ/ କଟକ ଅଫିସ୍: ୧।୧:ଜଷ୍ଟିସ ଏସ୍. ମୁରଲୀଧର ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ଭାବେ ନିଯୁକ୍ତ ହୋଇଛନ୍ତି। ପଞ୍ଜାବ ଓ ହରିୟାଣା ହାଇକୋର୍ଟର ବିଚାରପତି ଥିବା ଜଷ୍ଟିସ୍ ମୁରଲୀଧରଙ୍କୁ ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ପଦୋନ୍ନତି ଦେବା ଲାଗି…
ଆଜିଠାରୁ ଡବଲ ହେଲ୍ମେଟ ଚେକିଂ
ଭୁବନେଶ୍ୱର,୧ା୧(ବ୍ୟୁରୋ): ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ…
୧୫ହଜାର ଟଙ୍କା ଲାଞ୍ଚନେଉଥିବା ବେଳେ ଧରାପଡିଲେ ସୁନ୍ଦରଗଡ଼ ପୌର ନିର୍ବାହୀ ଅଧିକାରୀ
ସୁନ୍ଦରଗଡ଼,୩୧।୧୨(ଡି.ଏନ୍.ଏ.): ପୌର କର୍ମଚାରୀଙ୍କ ୟୁନିଫର୍ମ ବିଲ୍ ମଞ୍ଜୁର ପାଇଁ ଜଣେ ଦରଜିଙ୍କଠାରୁ ୧୫ହଜାର ଟଙ୍କା ଲାଞ୍ଚ ଗ୍ରହଣ କରୁଥିବା ବେଳେ ଗୁରୁବାର ସୁନ୍ଦରଗଡ ପୌର ନିର୍ବାହୀ ଅଧିକାରୀ ଅଶୋକ କୁମାର ମିଶ୍ର ଭିଜିଲାନ୍ସ ବିଭାଗ ହାତରେ ଧରାପଡିଛନ୍ତି। ଭିଜିଲାନ୍ସ ବିଭାଗ ଅଧିକାରୀମାନେ…
କବିତା ଆସର ‘ଶେଷସ୍ପର୍ଶ’
ଭୁବନେଶ୍ୱର,୩୧।୧୨: କେଦାରନାଥ ଗବେଷଣା ଅନୁଷ୍ଠାନ ପକ୍ଷରୁ ଗୁରୁବାର କବିତା ଆସର ‘ଶେଷ ସ୍ପର୍ଶ’ ଅନୁଷ୍ଠିତ ହୋଇଯାଇଛି। ଅନୁଷ୍ଠାନ ସଭାପତି ରଘୁନାଥ ମିଶ୍ରଙ୍କ ଅଧ୍ୟକ୍ଷତାରେ କବିତା ଆସରରେ ପ୍ରାକ୍ତନ ଏମ୍ପି ତଥା ବରିଷ୍ଠ କବି ପ୍ରସନ୍ନ କୁମାର ପାଟଶାଣୀ ଯୋଗଦେଇ କବିତାର ମୃତ୍ୟୁ…
ସୁସ୍ଥ ହେଲେ ୩୨୯ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୩୧।୧୨: ରାଜ୍ୟରେ ଗୁରୁବାର ୩୨୯ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡ଼ରୁ ଆରୋଗ୍ୟ ଲାଭ କରିଛନ୍ତି ସର୍ବାଧିକ ୭୧ ଜଣ। ଅନୁଗୁଳରୁ ୪୦, ସମ୍ବଲପୁରରୁ ୩୧, ପୁରୀ ୨୯, ଖୋର୍ଦ୍ଧା ୨୨, ବାଲେଶ୍ୱର ଓ ବରଗଡ଼ରୁ ୧୭, ଭଦ୍ରକ ୧୨, କଟକ,…
ସ୍ନେହାଙ୍ଗୀନି ଛୁରିଆ ବିଜେଡି ମହିଳା ସଭାନେତ୍ରୀ
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)- ବିଜୁ ଜନତା ଦଳର ମହିଳା ସଭାନେତ୍ରୀ ଭାବେ ପୂର୍ବତନ ମନ୍ତ୍ରୀ ସ୍ନେହାଙ୍ଗୀନି ଛୁରିଆଙ୍କୁ ନିଯୁକ୍ତି ଦିଆଯାଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ଏହି ନିଯୁକ୍ତି ଦିଆଯାଇଥିବା ଗୁରୁବାର ବିଜେଡି ପକ୍ଷରୁ ଜାରି କରାଯାଇଥିବା ଏକ ପ୍ରେସ ବିଜ୍ଞପ୍ତିରେ ସୂଚନା…
ଜାନୁୟାରୀ ପହିଲାରୁ ଡବଲ ହେଲ୍ମେଟ ଚେକିଂ କଡ଼ାକଡ଼ି
ଭୁବନେଶ୍ୱର,୩୧ା୧୨(ବ୍ୟୁରୋ)-ଜାନୁୟାରୀ ପହିଲାରୁ ବାଇକ ପଛ ସିଟ୍ରେ ବସୁଥିବା ବ୍ୟକ୍ତିଙ୍କ ପାଇଁ ହେଲ୍ମେଟ ବାଧ୍ୟତାମୂଳକ କରାଯିବ। ଏ ନେଇ ଯାଞ୍ଚ କଡ଼ାକଡ଼ି କରାଯିବ। ଯେଉଁମାନେ ହେଲ୍ମେଟ ପିନ୍ଧି ନ ଥିବେ ସେମାନଙ୍କର ଅନ୍ୟାନ୍ୟ ଗାଡି କାଗଜପତ୍ର ମଧ୍ୟ ଯାଞ୍ଚ କରାଯିବ। ବାଣିଜ୍ୟ ଓ…
ମନ୍ଥର ଗତିରେ ଧାନକିଣା : ଅପେକ୍ଷାରେ ବସିଛନ୍ତି ୨୭ହଜାର ଚାଷୀ
ସୋନପୁର,୩୧।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲାରେ ଧାନ କିଣା ଆରମ୍ଭ ହେବା ଇତିମଧ୍ୟରେ ୪୦ଦିନ ବିତିଲାଣି । ସରକାର ଜିଲାର ଚାଷୀଙ୍କଠାରୁ ୩ ଲକ୍ଷ ୪୦ହଜାର କୁଇଣ୍ଟାଲ ଧାନ ସଂଗ୍ରହ କରିବାକୁ ଏ ପର୍ଯ୍ୟନ୍ତ ଟାର୍ଗେଟ୍ ଦେଇଛନ୍ତି। ମାତ୍ର ଗୁରୁବାର ସନ୍ଧ୍ୟା ସୁଦ୍ଧା ୧୯…
Archives


