ରାଜ୍ୟ

ମୋବାଇଲରେ ଗେମ୍‌ ଖେଳିବାକୁ ବିରୋଧ କରିବାରୁ ନଦୀକୁ ଡେଇଁ ଆତ୍ମହତ୍ୟା କଲେ ନାବାଳକ

ବିଞ୍ଝାରପୁର,୪ା୧୦(ଡି.ଏନ.ଏ.): ମୋବାଇଲରେ ଗେମ୍‌ ଖେଳିବାକୁ ମା’ ବିରୋଧ କରିବାରୁ ଜଣେ ନାବାଳକ ରବିବାର ନଦୀକୁ ଡେଇଁ ଆତ୍ମହତ୍ୟା କରିଛନ୍ତି। ଯାଜପୁର ଜିଲା ବିଞ୍ଝାରପୁର ଥାନା ଚନ୍ଦ୍ରମୁଁ ପଞ୍ଚାୟତ ବାଣପୁର ଗ୍ରାମରେ ଏହି ଘଟଣା ଘଟିଛି। ଗ୍ରାମର ନାବାଳକ ଜଣକ ଶନିବାର ଅପରାହ୍ନରେ…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୧୦୮ କରୋନା ଆକ୍ରାନ୍ତ: ଖୋର୍ଦ୍ଧା ଜିଲାରୁ ସର୍ବାଧିକ ସୁସ୍ଥ

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜ୍ୟରେ ରବିବାର ଆଉ ୪୧୦୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୭୨୧ ଜଣ ସୁସ୍ଥ ହୋଇଥିବାବେଳେ କଟକରୁ ୪୯୨, ଯାଜପୁରରୁ ୨୧୨, ଅନୁଗୋଳରୁ ୧୮୬, ଝାରସୁଗୁଡାରୁ ୧୫୪, ଜଗତସିଂହପୁରରୁ ୧୪୩, ମୟୂରଭଞ୍ଜରୁ ୧୩୯, ସମ୍ବଲପୁରରୁ ୧୨୮, ନୂଆପଡାରୁ…

ଭୁବନେଶ୍ୱରରୁ ଆଜି ୩୫୪ ପଜିଟିଭ ଚିହ୍ନଟ: ସେଥିରୁ ଲୋକାଲ କେସ୍‌ ୨୪୬

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୫୪ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୮ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୪୬ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୧୮ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

କଟକ ସହରୁ ଆଜି ୧୪୭ କରୋନା ପଜିଟିଭ ଚିହ୍ନଟ

କଟକ ଅଫିସ,୪।୧୦-କଟକ ସହରରୁ ରବିବାର ମୋଟ୍‌ ୧୪୭ ଜଣ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏଥିରେ କ୍ୱାରାଣ୍ଟାଇନରୁ ୮୧ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୬୬ ଜଣ ଅଛନ୍ତି। ଏ ନେଇ କଟକ ମହାନଗର ନିଗମ (ସିଏମସି) ପକ୍ଷରୁ ଟୁଇଟ କରି…

ରାଜଧାନୀରେ ମିଠା ଦୋକାନୀଙ୍କୁ ନିର୍ମମ ହତ୍ୟା

ଭୁବନେଶ୍ୱର,୪।୧୦(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରେ ରବିବାର ଘଟିଛି ନିର୍ମମ ହତ୍ୟାକାଣ୍ଡ। ଲିଙ୍ଗରାଜ ଥାନା ଅନ୍ତର୍ଗତ ସାମନ୍ତରାପୁରସ୍ଥିତ ଦୁର୍ଗାମଣ୍ଡପ ନିକଟରେ ଜଣେ ମିଠା ଦୋକାନୀଙ୍କୁ ହତ୍ୟା କରିଛନ୍ତି ଜଣେ ମିଠା ଦୋକାନୀ। ଧାରୁଆ ଅସ୍ତ୍ରରେ ମିଠା ଦୋକାନୀଙ୍କୁ ଗୋଡାଇ ଗୋଡାଇ ହତ୍ୟା କରାଯାଇଛି। ପୂର୍ବଶତ୍ରୁତାକୁ କେନ୍ଦ୍ର…

ଆସୁଛି ଆଉ ଏକ ଲଘୁଚାପ, ପ୍ରବଳ ବର୍ଷିବ

ଭୁବନେଶ୍ୱର,୪ା୧୦(ବ୍ୟୁରୋ.): ଆସନ୍ତା ୯ ତାରିଖରୁ ଉତ୍ତର ଆଣ୍ଡାମାନ ଏବଂ ପୂର୍ବ କେନ୍ଦ୍ରୀୟ ବଙ୍ଗୋପସାଗରରେ ଆଉ ଏକ ଲଘୁଚାପ ସୃଷ୍ଟି ହୋଇଛି। ଉତ୍ତର ପଶ୍ଚିମ ଆନ୍ଧ୍ର ଓ ଓଡ଼ିଶା ଉପକୂଳରେ ଏହା ଘନୀଭୂତ ହେବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ ବିଭାଗ…

୩ ଘଣ୍ଟା ବର୍ଷାରେ ଜଳାର୍ଣ୍ଣବ ଭୁବନେଶ୍ୱର

ଭୁବନେଶ୍ୱର,୪।୧୦(ବ୍ୟୁରୋ): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ରାଜ୍ୟର ଅଧିକାଂଶ ସ୍ଥାନରେ ବର୍ଷା ହେଉଛି। ହେଲେ ଶନିବାର ରାଜଧାନୀ ଭୁବନେଶ୍ୱରରେ ଅପରାହ୍ନ ୧ଟାଠାରୁ ୪ଟା ପର୍ଯ୍ୟନ୍ତ ଘଡ଼ଘଡି ସହ ପ୍ରବଳ ବର୍ଷା ହୋଇଥିଲା। ଏହି ୩ ଘଣ୍ଟାର ବର୍ଷାରେ ଭୁବନେଶ୍ୱରବାସୀ ଅସ୍ତବ୍ୟସ୍ତ…

ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ସ୍ବର୍ଗଦ୍ୱାରରେ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ

ଭୁବନେଶ୍ୱର,୪ା୧୦(ବ୍ୟୁରୋ): ପୁରୀ ସ୍ବର୍ଗଦ୍ୱାରରେ ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ପିପିଲି ବିଧାୟକ ପ୍ରଦୀପ ମହାରଥୀଙ୍କ ଶେଷକୃତ୍ୟ ସମ୍ପନ୍ନ ହୋଇଛି। ତାଙ୍କ ପୁଅ ରୁଦ୍ର ମହାରଥୀ ମୁଖାଗ୍ନି ଦେଇଥିଲେ। ସ୍ବର୍ଗଦ୍ୱାରରେ ମହାରଥୀଙ୍କ ଆତ୍ମୀୟ ସ୍ବଜନ, ରାଜନେତା, ଶୁଭେଚ୍ଛୁ ଉପସ୍ଥିତ ଥିଲେ।

‘ଘରୋଇ ଶିକ୍ଷାନୁଷ୍ଠାନ ସରକାରଙ୍କୁ ମାନୁନାହାନ୍ତି’

ଭୁବନେଶ୍ୱର, ୪।୧୦(ବ୍ୟୁରୋ): ଘରୋଇ ସ୍କୁଲ ଏବଂ କଲେଜଗୁଡ଼ିକ ରାଜ୍ୟ ସରକାରଙ୍କୁ ଭ୍ରୂକ୍ଷେପ କରୁନାହାନ୍ତି। କରୋନା ପରିସ୍ଥିତିରେ ଯେତେବେଳେ ଲୋକେ ରୋଜଗାର ହରାଇଛନ୍ତି ଏବଂ ବଞ୍ଚିବାକୁ ସଂଗ୍ରାମ କରୁଛନ୍ତି ସେତେବେଳେ ଘରୋଇ ସ୍କୁଲ ଓ କଲେଜ ଛାତ୍ରୀଛାତ୍ର ଏବଂ ଅଭିଭାବକଙ୍କ ତଣ୍ଟିଚିପି ଅର୍ଥ…

ଜୟଦେବ ଯେନାଙ୍କୁ କରୋନା

ଭୁବନେଶ୍ୱର,୪।୧୦(ବ୍ୟୁରୋ): ପୂର୍ବତନ ପ୍ରଦେଶ କଂଗ୍ରେସ କମିଟି(ପିସିସି) ସଭାପତି ଜୟଦେବ ଯେନା କରୋନାରେ ସଂକ୍ରମିତ ହୋଇଛନ୍ତି। କୋଭିଡ-୧୯ ପରୀକ୍ଷାରେ ତାଙ୍କର ପଜିଟିଭ୍‌ ଆସିଛି। ଏନେଇ ଦଳୀୟ କାର୍ଯ୍ୟାଳୟ ତରଫରୁ ସୂଚନା ଦିଆଯାଇଛି। ତାଙ୍କ ସଂସ୍ପର୍ଶରେ ଆସିଥିବା ବ୍ୟକ୍ତିବିଶେଷ ନିଜକୁ ଆଇସୋଲେଟ ହେବାକୁ ସେ…

କୋଟିଏ ଟଙ୍କାର ଡ୍ରଗ୍ସ ଜବତ

ଭୁବନେଶ୍ୱର, ୪।୧୦ (ବ୍ୟୁରୋ)/ ବାଲିଅନ୍ତା (ଡି.ଏନ୍‌.ଏ.): ଓଡ଼ିଶା ଏବେ ଡ୍ରଗ୍ସ କାରବାରର ହବ୍‌ ପାଲଟିଛି। କେତେବେଳେ ରାଜ୍ୟରୁ ବାହାରକୁ ଗଞ୍ଜେଇ ଚୋରା ଚାଲାଣ ହେଉଛି ତ ପୁଣି ଆଉ କେତେବେଳେ ବାହାର ଦେଶରୁ ବ୍ରାଉନସୁଗାର ଓ ଅନ୍ୟ ନିଶାଦ୍ରବ୍ୟ ରାଜ୍ୟକୁ ଆସୁଛି।…

ମାଓବାଦୀ ଦମନ ପାଇଁ ନୂଆ ରଣନୀତି

ଭୁବନେଶ୍ୱର,୪।୧୦ (ବ୍ୟୁରୋ): ମାଓବାଦୀଙ୍କୁ ନିପାତ କରିବା ପାଇଁ ପ୍ରସ୍ତୁତ ହେଉଛି ନୂଆ ରଣନୀତି। ଏଥିପାଇଁ ଆବଶ୍ୟକ ସମସ୍ତ ସହଯୋଗ କେନ୍ଦ୍ର ସରକାର ଯୋଗାଇ ଦେବେ। ଶନିବାର ଭୁବନେଶ୍ୱରଠାରେ ଓଡ଼ିଶାର ମାଓବାଦୀ ମୁକାବିଲା ରଣନୀତିର ସମୀକ୍ଷା କରିବାବେଳେ ସ୍ବରାଷ୍ଟ୍ର ମନ୍ତ୍ରଣାଳୟର ବରିଷ୍ଠ ସୁରକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri