ରାଜ୍ୟ

ଆମ୍ବୁଲାନ୍ସ ଭଡ଼ା ଆକାଶଛୁଆଁ

ଭୁବନେଶ୍ୱର,୧୨ା୫(ବ୍ୟୁରୋ):ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ଅଧିକ ରହିଛି। ସ୍ଥିତି ଏପରି ହୋଇଛି ରୋଗୀଙ୍କୁ ମେଡିକାଲ ନେବା ପାଇଁ ଆମ୍ବୁଲାନ୍ସର ଅଭାବ ପଡୁଛି। ଏହାର ସୁଯୋଗ ନେଇ ଏବେ ଘରୋଇ ଆମ୍ବୁଲାନ୍ସ ସେବା ପ୍ରଦାନକାରୀ ସଂସ୍ଥା ଲୋକଙ୍କୁ ଲୁଟୁଛନ୍ତି। ୧୦ କି.ମି. ପାଇଁ…

ଥମୁନି ମୃତ୍ୟୁସଂଖ୍ୟା: ପୁଣି କରୋନା ନେଲା ୧୭ ଜୀବନ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୩୨ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଅନୁଗୋଳ ଏବଂ…

ପୁଣି ବଢିଲା କରୋନା ଗ୍ରାଫ୍‌: ରାଜ୍ୟରେ ଆଜି ୧୦,୯୮୨ ସଂକ୍ରମିତ ଚିହ୍ନଟ

ଭୁବନେଶ୍ୱର,୧୨।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ବୁଧବାର ରାଜ୍ୟରେ ୧୦,୯୮୨ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୬୧୪୯ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪୮୩୩ଟି ହେଉଛି ଲୋକାଲ କେସ। ଆଜି ଖୋର୍ଦ୍ଧା ଜିଲାରୁ ସର୍ବାଧିକ…

୨ ଜିଲାରେ ସ୍ଥିତି ଉଦ୍‌ବେଗଜନକ

ଭୁବନେଶ୍ୱର, ୧୨।୫(ବ୍ୟୁରୋ):ରାଜ୍ୟରେ ୧୦ହଜାର ତଳକୁ ଖସିଲା ଦୈନିକ ସଂକ୍ରମଣ। ଗତ ୨୪ଘଣ୍ଟାରେ ୯,୭୯୩ ଚିହ୍ନଟ ହୋଇଛନ୍ତି। ଗତ ୪ଦିନ ହେବ କ୍ରମାଗତ ଭାବେ ହ୍ରାସ ପାଉଛି ଦୈନିକ ସଂକ୍ରମଣ। ଗତ ୭ତାରିଖରେ ୧୨,୨୩୮ଜଣ ଚିହ୍ନଟ ହୋଇ ସର୍ବକାଳୀନ ରେକର୍ଡ କରିଥିଲା। ଏହାପରେ…

୧୬ ଦିନ ଭେଣ୍ଟିଲେଟରରେ ବିରୋଧୀ ଦଳ ନେତା:ଡାକ୍ତରଙ୍କ ସହ କଥା ହେଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୧୨ା୫(ବ୍ୟୁରୋ): କରୋନାରେ ସଂକ୍ରମିତ ହୋଇ ଗତ ୧୬ ଦିନ ହେବ ବିରୋଧୀ ଦଳ ନେତା ତଥା ଭାଜପାର ବରିଷ୍ଠ ନେତା ପ୍ରଦୀପ୍ତ ନାଏକ ଭୁବନେଶ୍ୱର ଏମ୍ସରେ ଚିକିତ୍ସିତ ହେଉଛନ୍ତି। ତାଙ୍କ ସ୍ବାସ୍ଥ୍ୟାବସ୍ଥାରେ ସେପରି ଉନ୍ନତି ହେଉନାହିଁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର…

ଆରବ ସାଗରରେ ବାତ୍ୟା ‘ତାଉକ୍ତାଏ’

ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଆସନ୍ତା ୧୬ ତାରିଖରେ ଆରବ ସାଗରରେ ବାତ୍ୟା ସୃଷ୍ଟି ହେବାର ଆଶଙ୍କା ରହିଛି। ଭାରତୀୟ ପାଣିପାଗ ବିଭାଗର ସୂଚନା ଅନୁଯାୟୀ, ଆସନ୍ତା ୧୪ ତାରିଖରେ ଦକ୍ଷିଣ-ପୂର୍ବ ଆରବ ସାଗରରେ ଲଘୁଚାପ ସୃଷ୍ଟି ହେବାର ଆଶଙ୍କା ଅଛି । ସକାଳେ ଲଘୁଚାପ ଅଧିକ…

୧୬ ଜିଲାରେ ହେବ ଆର୍‌ଟି-ପିସିଆର୍‌ ଟେଷ୍ଟିଂ ଲାବ୍‌

ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ରାଜ୍ୟର ୧୬ ଜିଲାରେ ଆର୍‌ଟି-ପିସିଆର୍‌ କୋଭିଡ୍‌-୧୯ ଟେଷ୍ଟିଂ ଲାବରେଟୋରି ହେବ। ଏନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ୨୦କୋଟି ଟଙ୍କା ମଞ୍ଜୁର କରିଛନ୍ତି। ଭଦ୍ରକ, ବୌଦ୍ଧ, ବରଗଡ଼, ଢେଙ୍କାନାଳ, ଗଜପତି, ଜଗତ୍‌ସିଂହପୁର, ଯାଜପୁର, କନ୍ଧମାଳ, କେନ୍ଦ୍ରାପଡ଼ା, ଖୋର୍ଦ୍ଧା, ମାଲକାନଗିରି, ନବରଙ୍ଗପୁର,…

ଓଡ଼ିଶାରେ ୨୪.୪% ସଂକ୍ରମଣ: କେନ୍ଦ୍ର

ଭୁବନେଶ୍ୱର, ୧୨।୫(ବ୍ୟୁରୋ): ମହାରାଷ୍ଟ୍ର, ଉତ୍ତରପ୍ରଦେଶ, ଦିଲ୍ଲୀ, ଆନ୍ଧ୍ର ପଦେଶ, ରାଜସ୍ଥାନ, ହରିୟାଣା, ଛତିଶଗଡ଼, ବିହାର ଭଳି ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଛି। କିନ୍ତୁ ଓଡ଼ିଶା ସମେତ ପଶ୍ଚିମବଙ୍ଗ, କର୍ନାଟକ, କେରଳ, ତାମିଲନାଡ଼ୁ, ଜମ୍ମୁ-କଶ୍ମୀର, ହିମାଚଳ ପ୍ରଦେଶ, ନାଗାଲାଣ୍ଡ, ତ୍ରିପୁରା ଭଳି…

ରାଜ୍ୟରେ ୭ ଅକ୍ସିଜେନ ପ୍ଲାଣ୍ଟ କରିବ ଡିଆର୍‌ଡିଓ

ଭୁବନେଶ୍ୱର, ୧୨ା୫(ବ୍ୟୁରୋ):ଓଡ଼ିଶାରେ ୭ଟି ଅକ୍ସିଜେନ ପ୍ଲାଣ୍ଟ ହେବ। ଏସବୁ ପ୍ଲାଣ୍ଟ ପ୍ରତିରକ୍ଷା ଗବେଷଣା ବିକାଶ ପ୍ରତିଷ୍ଠାନ(ଡିଆର୍‌ଡିଓ) କରିବ। ବୌଦ୍ଧ, କଟକ, ଭଦ୍ରକ, ଗଜପତି, ଝାରସୁଗୁଡ଼ା, ନୟାଗଡ଼ ଓ କୋରାପୁଟରେ ଏହି ଅକ୍ସିଜେନ ପ୍ଲାଣ୍ଟ ହେବ। ସମସ୍ତ ପ୍ଲାଣ୍ଟ ନିର୍ମାଣ ପାଇଁ ଜାଗା…

ତାଲିମ ପଇସାରେ ବିଦେଶ ଗସ୍ତ

ଭୁବନେଶ୍ୱର,୧୨ା୫(ଅନିଲ ଦାସ):ଗଁାଗଣ୍ଡାରେ ରହୁଥିବା ବେକାର ଯୁବତୀଯୁବକ କାମଧନ୍ଦା ନ ପାଇ ଦାଦନ ଖଟିବାକୁ ଯାଉଛନ୍ତି। ଆଉ ଅନେକେ ଘରେ ବସି ରହୁଛନ୍ତି। ସେହି ଯୁବତୀଯୁବକଙ୍କ ହାତକୁ କାମ ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାର ବିଭିନ୍ନ ଯୋଜନା କରୁଛନ୍ତି। ହେଲେ…

ଘରୋଇ ହସ୍ପିଟାଲକୁ ସରକାରଙ୍କ ଚେତାବନୀ: ହତାଦର କଲେ କାର୍ଯ୍ୟାନୁଷ୍ଠାନ

ଭୁବନେଶ୍ୱର,୧୨ା୫(ବ୍ୟୁରୋ):ଘରୋଇ ହସ୍ପିଟାଲ କୋଭିଡ୍‌-୧୯ ରୋଗୀମାନଙ୍କୁ କିପରି ବ୍ୟବହାର କରୁଛନ୍ତି। ସରକାରଙ୍କ ଦ୍ୱାରା ନିର୍ଦ୍ଧାରିତ ଗାଇଡ୍‌ଲାଇନକୁ ମାନିବାକୁ ସେମାନେ ବାଧ୍ୟ। ଯଦି କୌଣସି କ୍ଷେତ୍ରରେ ଏହାର ବ୍ୟତିକ୍ରମ ପରିଲକ୍ଷିତ ହେଉଛି କିମ୍ବା ରୋଗୀଙ୍କ ଠାରୁ ନିର୍ଦ୍ଧାରିତ ଫି’ଠାରୁ ଅଧିକ ନେଉଛନ୍ତି ତେବେ ସମ୍ପୃକ୍ତ…

ତଳେ ଚାହିଁ ବସିଛି ମୃତ୍ୟୁ: ସରୁଡାଳରେ ଲଟକିଛି ଜୀବନ ଭିଡିଓ ଭାଇରଲ

ପ୍ରାୟତଃ ପ୍ରାଣୀଙ୍କୁ ନେଇ ସୋସିଆଲ ମିଡିଆରେ କିଛି ନା କିଛି ଭିଡିଓ ଏବଂ ଫଟୋ ଭାଇରାଲ ହୋଇଥାଏ। ଟୁଇଟରରେ ଏବେ ଏକ ଭିଡିଓ ବହୁତ ଭାଇରାଲ ହେବାରେ ଲାଗିଛି। ଏଥିରେ ବାଘଗୁଡିଙ୍କୁ ପାଣିରେ ଖେଳୁଥିବା ଦେଖିବାକୁ ମିଳୁଛି। ପାଣି ଉପରେ ଗଛ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?