୧୧୫ ବର୍ଷ ହେବ ବନ୍ଦ ରହିଛି ରଘୁନାଥ ବେଶ
ପୁରୀ ଅଫିସ, ୩।୧୦: ମହାପ୍ରଭୁଙ୍କ ବିଭିନ୍ନ ବେଶ ମଧ୍ୟରେ ନାଗାର୍ଜୁନ ଓ ରଘୁନାଥ ବେଶ୍ ଅତ୍ୟନ୍ତ ଦୁଲର୍ଲଭ ଏବଂ ମନୋମୁଗ୍ଧକର। ପରମ୍ପରା ମୁତାବକ ତିଥି ଅନୁସାରେ ଶ୍ରୀମନ୍ଦିରରେ ନାଗାର୍ଜୁନ ବେଶ ଅନୁଷ୍ଠିତ ହୋଇଆସୁଛି। ହେଲେ ରଘୁନାଥ ବେଶ ହେଉନାହିିଁ। ତଥ୍ୟ ଅନୁସାରେ…
ଡେଲାଙ୍ଗରେ ଚୋରି ଗାଡ଼ି ର଼୍ୟାକେଟ ପର୍ଦ୍ଦାଫାଶ
ଡେଲାଙ୍ଗ,୩।୧୦(ଡି.ଏନ୍.ଏ.): ଗତ ଏକ ମାସର ବ୍ୟବଧାନ ପରେ ପୁରୀ ଜିଲା ଡେଲାଙ୍ଗ ପୋଲିସ ପୁଣି ଏକ ଚୋରି ଗାଡ଼ି ର଼୍ୟାକେଟର ପର୍ଦ୍ଦାଫାଶ କରିଛି। ଏହା ପଛରେ ଥିବା ଏକ ଗ୍ୟାଙ୍ଗର ୬ଜଣ ସଦସ୍ୟକୁ ପୋଲିସ ଗିରଫ କରିବା ସହ କୋର୍ଟଚାଲଣ କରିଛି।…
ବିଜେଡି ସଚେତନତା ଯାତ୍ରାକୁ ବିରୋଧୀଙ୍କ ସମାଲୋଚନା
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ବିଜେଡି ପକ୍ଷରୁ ଶୁକ୍ରବାର ଅର୍ଥାତ୍ ଗାନ୍ଧୀ ଜୟନ୍ତୀଠାରୁ ମାସେବ୍ୟାପୀ କରୋନା ସଚେତନତା କାର୍ଯ୍ୟକ୍ରମ ଆରମ୍ଭ ହୋଇଛି। ବିଜେଡି ଗାଁକୁ ଯାଇ ଲୋକମାନଙ୍କୁ କରୋନା ସଚେତନତା ସମ୍ପର୍କରେ ବାର୍ତ୍ତା ଦେବା ସହିତ ମାସ୍କ ବଣ୍ଟନ କରିବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…
ଅଧା କର୍ମଚାରୀରେ ଷ୍ଟେଟ୍ ଫିଙ୍ଗର ପ୍ରିଣ୍ଟ ବ୍ୟୁରୋ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ରାଜ୍ୟରେ ଏବେ ଅପରାଧ ବଢ଼ି ଚାଲିଛି। କିନ୍ତୁ ତଦନ୍ତରେ ବୈଜ୍ଞାନିକ ତଥା ଅତ୍ୟାଧୁନିକ ଜ୍ଞାନକୌଶଳର ଠିକ୍ ଉପଯୋଗ ହୋଇପାରୁ ନ ଥିବାରୁ ଅଧିକାଂଶ ମାମଲାରେ ଅପରାଧୀଙ୍କ ସୁରାକ ପାଇପାରୁନି ପୋଲିସ। ତେବେ ପୋଲିସକୁ ଅପରାଧୀଙ୍କ ସମ୍ପର୍କରେ ସୁରାକ ଦେଇଥାଏ ଅଙ୍ଗୁଠି…
ଯାନବାହନ ବିକ୍ରି ୨୨ % ବଢ଼ିଲା
ଭୁବନେଶ୍ୱର,୩।୧୦ (ବ୍ୟୁରୋ): ଲକ୍ଡାଉନ ଓ ଶଟ୍ଡାଉନ ଯୋଗୁ ଯାନବାହନ ବିକ୍ରି ଅତି ମାତ୍ରାରେ ପ୍ରଭାବିତ ହୋଇଥିଲା। ତେବେ ସେପ୍ଟେମ୍ବରରେ ୨୨ ପ୍ରତିଶତ ଅଧିକ ଯାନ ବିକ୍ରି ହୋଇଥିବା ରାଜ୍ୟ ପରିବହନ କର୍ତ୍ତୃପକ୍ଷ(ଏସ୍ଟିଏ) ପକ୍ଷରୁ ସୂଚନା ଦିଆଯାଇଛି। ମିଳିଥିବା ସୂଚନା ଅନୁଯାୟୀ ସେପ୍ଟେମ୍ବରରେ…
୧୧ ଜିଲାରେ ବର୍ଷା ସମ୍ଭାବନା
ଭୁବନେଶ୍ୱର,୩।୧୦ (ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଦକ୍ଷିଣ ଓଡ଼ିଶା ଉପକୂଳରେ ସୃଷ୍ଟି ହୋଇଥିବା ଲଘୁଚାପ ଶୁକ୍ରବାର ଉତ୍ତର ଆନ୍ଧ୍ରପ୍ରଦେଶ ଏବଂ ଓଡ଼ିଶା ଉପକୂଳରେ ରହିଛି। ଏହାର ପ୍ରଭାବରେ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମୟୂରଭଞ୍ଜ, ବାଲେଶ୍ୱର, ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା,…
ଅଂଶୁପ୍ରଜ୍ଞାଙ୍କୁ ‘ଆର୍ଥ ହିରୋ ପୁରସ୍କାର’
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଓଡ଼ିଶାର ବନ ଅଧିକାରୀ ଅଂଶୁପ୍ରଜ୍ଞା ଦାସ ନାଟ୍ୱେଷ୍ଟ ଗ୍ରୁପ୍ ଆର୍ଥ ହିରୋ ପୁରସ୍କାର ପାଇବା ପାଇଁ ମନୋନୀତ ହୋଇଛନ୍ତି। ଅଂଶୁପ୍ରଜ୍ଞା ସାତକୋଶିଆର ମହାନଦୀ ବନ୍ୟପ୍ରାଣୀ ବନଖଣ୍ଡରେ ୫ବର୍ଷ କାମ କରୁଥିବା ସମୟରେ ବାଘର ବାସସ୍ଥାନ ସୁରକ୍ଷା, ମହାନଦୀ କୂଳରେ…
ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ
ଭୁବନେଶ୍ୱର,୩।୧୦(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଜଙ୍ଗଲ ସମ୍ପଦ ଛାରଖାର ହୋଇଯାଉଛି । ପ୍ରତିବର୍ଷ ବିଭିନ୍ନ ପ୍ରକଳ୍ପ ପାଇଁ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଚାଲିଛି। ଏପରି ଧାରା ବଜାୟ ରହିଲେ ରାଜ୍ୟରେ ଜଙ୍ଗଲ ଲୋପ ପାଇବା…
ରାଜ୍ୟରେ ଆଖି ବୁଜିଲେ ୧୭ ଆକ୍ରାନ୍ତ
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ରାଜ୍ୟରେ କରୋନାରେ ଶନିବାର ଆଉ ୧୭ଜଣଙ୍କ ମୃତ୍ୟୁ ଘଟିଛି। ଏ ନେଇ ରାଜ୍ୟ ସ୍ବାସ୍ଥ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୯୨ରେ ପହଞ୍ଚିଛି। …
CORONAVIRUS UPDATE: ରାଜ୍ୟରେ ଆଉ ୩୦୫୩ ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୨ଲକ୍ଷ ୨୯ ହଜାର ୩୮୭କୁ ବୃଦ୍ଧି
ଭୁବନେଶ୍ୱର, ୩।୧୦(ବ୍ୟୁରୋ): ଶନିବାର ରାଜ୍ୟରୁ ୩୦୫୩ ନୂଆ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୨,୨୯,୩୮୭କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।…
ବିପର୍ଯ୍ୟସ୍ତ ରାସ୍ତା: ଅଧକିମି ଚାଲି ଚାଲି ଆସିଲେ ଗର୍ଭବତୀ
କେଗାଁ, ୩ା୧୦(ଡି.ଏନ.ଏ.) କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ କେଗାଁ ପଞ୍ଚାୟତ ଅନ୍ତର୍ଗତ ସାନଚେର କର୍ଲାପଡା ଗଁା ରାସ୍ତା ବିପର୍ଯ୍ୟସ୍ତ ଅବସ୍ଥାରେ ରହିଛି। ଏଥିଯୋଗୁ ଗାଁକୁ ଆମ୍ବୁଲାନ୍ସ ଆସି ନ ପାରିବାରୁ ୧ କିଲୋମିଟର ଚାଲି ଚାଲି ଜଣେ ଗର୍ଭବତୀ ଆମ୍ବୁଲାନ୍ସ ପାଖକୁ…
ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୪୮ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨।୧୦(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୪୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬୮୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୬୬, ପୁରୀରୁ ୧୯୫, ଯାଜପୁରରୁ ୧୭୬, ଅନୁଗୋଳରୁ ୧୬୭, କନ୍ଧମାଳରୁ ୧୪୬, କେନ୍ଦ୍ରାପଡାରୁ ୧୪୨, ନବରଙ୍ଗପୁରରୁ ୧୩୩, ଜଗତସିଂହପୁରରୁ…
Archives


