ରାଜ୍ୟରେ ସୁସ୍ଥ ହେଲେ ୩୮୩ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ମଙ୍ଗଳବାର ରାଜ୍ୟରୁ ଆଉ ୩୮୩ କରୋନା ଆକ୍ରାନ୍ତ ସୁସ୍ଥ ହୋଇଥିବା ନେଇ ଟୁଇଟ୍ କରି ସୂଚନା ଦେଇଛି ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ। ଆଜି ସୁନ୍ଦରଗଡ଼ରୁ ସର୍ବାଧିକ ୨୯ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବା ବେଳେ ଝାରସୁଗୁଡ଼ାରୁ…
ଝାରପାଲିରୁ ଇସ୍ରୋ ବୈଜ୍ଞାନିକ
ବରଗଡ଼ ଅଫିସ୍,୨୯।୧୨: ବରଗଡ଼ ଜିଲା ଅମ୍ବାଭୋନା ବ୍ଳକ ଅନ୍ତର୍ଗତ ଝାରପାଲି ଗ୍ରାମର ନିହାର ରଞ୍ଜନ ପ୍ରଧାନ ଇସ୍ରୋର ବୈଜ୍ଞାନିକ ଭାବେ ସୁଯୋଗ ପାଇଛନ୍ତି। ସେ ଆସନ୍ତା ଜାନୁୟାରୀରେ ଇସ୍ରୋରେ ଯୋଗଦେବେ ବୋଲି କହିଛନ୍ତି। ମା’ ପଙ୍କଜିନୀ, ବାପା ରାଜକୁମାରଙ୍କ ସାନପୁଅ ନିହାର…
ଆଜି ରାଜଧାନୀରୁ ୧୬ ନୂଆ ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ରାଜଧାନୀରୁ ମଙ୍ଗଳବାର ପୁଣି ୧୬ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେହିପରି ୩୪ ଜଣ ସୁସ୍ଥ ହୋଇ ଘରକୁ ଫେରିଥିବା ବିଏମ୍ସି ଟୁଇଟ୍ କରି ସୂଚନା ଦେଇଛି। କ୍ୱାରାଣ୍ଟାଇନରୁ ୮ ଜଣ ଚିହ୍ନଟ ହୋଇଥିବା ବେଳେ ୮ ଜଣ ସ୍ଥାନୀୟ ସଂକ୍ରମିତ…
ଏଡିଜି ପାହ୍ୟାକୁ ପଦୋନ୍ନତି ପାଇଲେ ଅରୁଣ ବୋଥ୍ରା
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ବରିଷ୍ଠ ପୋଲିସ ଅଧିକାରୀ ଅରୁଣ ବୋଥ୍ରା ଏଡିଜି ପାହ୍ୟାକୁ ପଦୋନ୍ନତି ପାଇଛନ୍ତି। ଏଥିସହିତ ୮ ବରିଷ୍ଠ ପୋଲିସ ଅଧିକାରୀଙ୍କୁ ୨୦୨୧ ଜାନୁୟାରୀ ୧ରୁ ପଦୋନ୍ନତି ଦିଆଯାଇଛି। ୧୯୯୬ ବ୍ୟାଚ୍ର ଅରୁଣ ବୋଥ୍ରା ପୋଲିସ ବିଭାଗର ଅତିରିକ୍ତ ଡିଜି ହେବେ। ସେହପରି…
ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ଜୀବନ ଗଲା: ୩ ଦିନ ପରେ ମାଟିତଳୁ ଉଦ୍ଧାର ହେଲା ମୃତଦେହ
ସବଡେଗା,୨୯।୧୨(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ତଲସରା ଥାନା ଅଧୀନ ସବଡ଼େଗା ରୁନିପଡ଼ାରେ ସ୍ବାମୀଙ୍କ ଚାପୁଡ଼ାରେ ସ୍ତ୍ରୀଙ୍କ ମୃତ୍ୟୁ ଘଟିିଛି। ଘଟଣାର ୩ ଦିନ ପରେ ପୋଲିସ ମଙ୍ଗଳବାର ଘର ପଛପଟ କଦଳି ବୁଦା ତଳୁ ଉଦ୍ଧାର କରିଛି ମହିଳାଙ୍କ ମୃତଦେହ। ମୃତକ ହେଲେ…
ଓଡ଼ିଶା ଆସିଲା କରୋନା ଟିକାର ସରଞ୍ଜାମ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): କରୋନାର ନୂଆ ଷ୍ଟ୍ରେନକୁ ନେଇ ଆଶଙ୍କା ଲାଗି ରହିଥିବା ବେଳେ ପ୍ରଥମ ପର୍ଯ୍ୟାୟରେ ୨୧ ଲକ୍ଷ ସିରିଞ୍ଜ ସହ କୋଭିଡ-୧୯ ଟିକାର ସରଞ୍ଜାମ ଓଡ଼ିଶାରେ ଆସି ପହଞ୍ଚିଛି। ଏ ସମ୍ପର୍କରେ ରାଜ୍ୟ ପରିବାର କଲ୍ୟାଣ ବିଭାଗ ନିର୍ଦ୍ଦେଶକ ବିଜୟ ପାଣିଗ୍ରାହୀ…
ମହିଳା କମିଶନରେ ହାଜର ହେଲେ ଅନୁଭବ
ଭୁବନେଶ୍ୱର,୨୯ା୧୨(ବ୍ୟୁରୋ): ପାରିବାରିକ ବିବାଦକୁ ନେଇ ରାଜ୍ୟ ମହିଳା କମିଶନଙ୍କ ନିକଟରେ ମଙ୍ଗଳବାର ହାଜର ହୋଇଛନ୍ତି ଏମ୍ପି ତଥା ଅଭିନେତା ଅନୁଭବ ମହାନ୍ତି ଓ ତାଙ୍କ ଅଭିନେତ୍ରୀ ସ୍ତ୍ରୀ ବର୍ଷା ପ୍ରିୟଦର୍ଶିନୀ। ଉଭୟଙ୍କୁ ସାମ୍ନାସାମ୍ନି ବସାଇ ଆଲୋଚନା କରିଛନ୍ତି ମହିଳା କମିଶନ। ବର୍ଷା…
ଭୁବନେଶ୍ୱରରେ ୩ ବ୍ରିଟେନ ଫେରନ୍ତା କରୋନା ପଜିଟିଭ
ଭୁବନେଶ୍ୱର, ୨୯।୧୨(ବ୍ୟୁରୋ): ଭୁବନେଶ୍ୱରରେ ପହଞ୍ଚିଥିବା ୩ ବ୍ରିଟେନ ଫେରନ୍ତା କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ତେବେ ସେମାନେ ନୂଆ ଷ୍ଟ୍ରେନ ଦ୍ୱାରା ଆକ୍ରାନ୍ତ କି ନାହିଁ ଜାଣିବା ପାଇଁ ସେମାନଙ୍କ ନମୁନା ପରୀକ୍ଷା ପାଇଁ ପୁନେ ପଠାଯାଇଛି। ମଙ୍ଗଳବାର ଆୟୋଜିତ ପ୍ରେସମିଟ୍ରେ…
ରାଜ୍ୟରେ ୨୬୩ କରୋନା ପଜିଟିଭ୍ ଚିହ୍ନଟ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ୨୬୩ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଆକ୍ରାନ୍ତଙ୍କ ମଧ୍ୟରୁ ୧୫୧ କ୍ୱାରାଣ୍ଟାଇନ୍ରୁ ଚିହ୍ନଟ ହୋଇଥିବାବେଳେ ୧୧୨ ଜଣ ଲୋକାଲ କେସ୍ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ସୂଚନା ଦିଆଯାଇଛି।…
ବିନା ଅନୁମତିରେ ଶ୍ରୀମନ୍ଦିରରେ ପ୍ରବେଶ କରି ସସ୍ପେଣ୍ଡ ହେଲେ ୪ ଏଏନ୍ଏମ୍
ପୁରୀ ଅଫିସ, ୨୯।୧୨: ପୁରୀ ଶ୍ରୀମନ୍ଦିରକୁ ବିନା ଅନୁମତିରେ ପ୍ରବେଶ କରିବା ଏଏନ୍ଏମ୍ କର୍ମୀଙ୍କୁ ମହଙ୍ଗା ପଡ଼ିଛି। ଭକ୍ତଙ୍କ ଥର୍ମାଲ ସ୍କ୍ରିନିଂ ଦାୟିତ୍ୱରେ ଥିବା ୪ ଏଏନ୍ଏମ୍ଙ୍କୁ ପୁରୀ ଜିଲା ମୁଖ୍ୟ ଚିକିତ୍ସାଧିକାରୀ ମଙ୍ଗଳବାର ନିଲମ୍ବିତ କରିଛନ୍ତି। ଏହି ଏଏନ୍ଏମମାନେ ମନ୍ଦିର…
କୋଭିଡ୍ ପରିଚାଳନା ଚାଲେଞ୍ଜ ଥିଲା: ଏସ୍ପି
ଖୋର୍ଦ୍ଧା ଅଫିସ,୨୯।୧୨: ଖୋର୍ଦ୍ଧା ଜିଲାରେ ଆଇନଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣାଧୀନ ରହିଛି। ଲକ୍ଡାଉନ, ଶଟ୍ଡାଉନ ସମୟରେ କୋଭିଡ୍ କଟକଣା, ଅପରାଧ, ଦୋକାନ ବଜାର ମଧ୍ୟରେ ଭିଡ଼ ନିୟନ୍ତ୍ରଣ ପୋଲିସ ପାଇଁ ଏକ ଚାଲେଞ୍ଜ ରହିଥିଲା। କରୋନା ସମୟରେ ହତ୍ୟା, ଲୁଟ୍, ଡକାୟତି ଭଳି…
ସର୍ବେଶ୍ୱରଙ୍କୁ ରିମାଣ୍ଡରେ ଆଣିଲା କ୍ରାଇମ୍ବ୍ରାଞ୍ଚ
ଭୁବନେଶ୍ୱର,୨୯।୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ସୋମବାରଠାରୁ ୨ ଦିନିଆ ରିମାଣ୍ଡରେ ଆଣିଛି କ୍ରାଇମବ୍ରାଞ୍ଚ। ପ୍ରଥମେ ତାଙ୍କର ସ୍ବାସ୍ଥ୍ୟ ପରୀକ୍ଷା ପରେ ଜେରା ଆରମ୍ଭ ହୋଇଛି। ଆଇଏଫ୍ଏସ୍ ଅଫିସର ଅଭୟକାନ୍ତ ପାଠକଙ୍କ ପୁଅ ଆକାଶଙ୍କ…
Archives


