କଟକ: ୪୧ କେନ୍ଦ୍ରରେ ହେବ ୟୁପିଏସ୍ସି ପ୍ରିଲିମ୍ନାରି ପରୀକ୍ଷା
କଟକ ଅଫିସ,୨।୧୦: ଆସନ୍ତା ୪ ତାରିଖରେ ଦୁଇଟି ସିଟିଂରେ ଭାରତୀୟ ପ୍ରଶାସନିକ ସେବା ପାଇଁ ୟୁପିଏସ୍ସି ପ୍ରିଲିମ୍ନାରୀ ପରୀକ୍ଷା ହେବ। କଟକର ୪୧ଟି କେନ୍ଦ୍ରରେ ଏହି ପରୀକ୍ଷା ଅନୁଷ୍ଠିତ ହେବ। ଏହି ସମସ୍ତ କେନ୍ଦ୍ରରେ ସୁଚାରୁ ରୂପେ ପରୀକ୍ଷା ପରିଚାଳନା କରିବା…
୯ରୁ ୧୮ ଯାଏଁ ଭୁବନେଶ୍ୱରରୁ ବରଗଡ଼ ରୋଡ୍ ମଧ୍ୟରେ ସ୍ବତନ୍ତ୍ର ଟ୍ରେନ୍
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବଲାଙ୍ଗୀର ଏବଂ ଲୋଇସିଂହା ଷ୍ଟେଶନ ମଧ୍ୟରେ ରେଳପଥ ଦୋହରୀକରଣ କାର୍ଯ୍ୟକ୍ଷମ ସମ୍ବନ୍ଧୀୟ ସୁରକ୍ଷା ଜନିତ ଆଧୁନିକୀକରଣ କାର୍ଯ୍ୟକୁ ଦୃଷ୍ଟିରେ ରଖି ୨୦୨୦ ଅକ୍ଟୋବର ୯ରୁ ୧୮ତାରିଖ ପର୍ଯ୍ୟନ୍ତ ଭୁବନେଶ୍ୱର-ବଲାଙ୍ଗୀର-ଭୁବନେଶ୍ୱର ଇଣ୍ଟରସିଟି ସ୍ବତନ୍ତ୍ର ଟ୍ରେନ୍କୁ ଆଂଶିକ ବାତିଲ କରିବାକୁ ନିଷ୍ପତ୍ତି ନିଆଯାଇଛି।…
ନିର୍ମାଣ ଅପେକ୍ଷାରେ ଗଲାଣି ୨ ବର୍ଷ
କେନ୍ଦ୍ରାପଡ଼ା ଅଫିସ, ୨।୧୦: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ପ୍ରତିଷ୍ଠା ହେବ। ଏ ସମ୍ପର୍କରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୨୦୧୮ ଡିସେମ୍ବର ୮ରେ କେନ୍ଦ୍ରାପଡ଼ା ଜିଲା ଗସ୍ତ ଅବସରରେ ଘୋଷଣା…
ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍କୁ ନରସିଂହଙ୍କ ବିରୋଧ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ୨୦୨୦କୁ ନେଇ ଗୁରୁବାର ପୁଣିଥରେ ଗୃହରେ ବିରୋଧର ସ୍ବର ଉଠିଥିଲା। ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁ ଗୃହରେ ଏହି ବିଲ୍ ସମ୍ପର୍କରେ ବିବୃତି ରଖିବା ପରେ ପ୍ରଥମେ କଂଗ୍ରେସ ପକ୍ଷରୁ ଏହାକୁ ବିରୋଧ କରାଯାଇଥିଲା। କଂଗ୍ରେସ…
ବିଦ୍ୟୁତ୍ ବଣ୍ଟନରେ କେବିକେ ଅଞ୍ଚଳକୁ ଅବହେଳା
ଭୁବନେଶ୍ୱର,୨ା୧୦(ବ୍ୟୁରୋ): ଜୟପୁର ବିଧାୟକ ତାରାପ୍ରସାଦ ବାହିନୀପତି କେବିକେ ଅଞ୍ଚଳକୁ ବିଦ୍ୟୁତ୍ ବଣ୍ଟନରେ ରାଜ୍ୟ ସରକାର ଅବହେଳା କରୁଥିବା କହିଛନ୍ତି। ଇନ୍ଦ୍ରାବତୀ, କୋଲାବ, ମାଛକୁଣ୍ଡ, ବାଲିମେଳା ଦ୍ୱାରା ୭୬% ଜଳବିଦ୍ୟୁତ୍ କେବିକେ ଅଞ୍ଚଳ ଓଡ଼ିଶାକୁ ଦେଉଥିଲେ ମଧ୍ୟ ସେହି ଅଞ୍ଚଳକୁ ଅବହେଳା କରାଯାଉଛି।…
କରୋନା ପରିଚାଳନା ନେଇ ମିଛ ତଥ୍ୟ ରଖୁଛନ୍ତି ସରକାର
ଭୁବନେଶ୍ୱର,୨।୧୦(ବ୍ୟୁରୋ): କରୋନା ପରିଚାଳନାରେ ସରକାର ଯେଉଁ ତଥ୍ୟ ରାଜ୍ୟବାସୀଙ୍କ ସାମ୍ନାରେ ରଖୁଛନ୍ତି ତାହା ମିଥ୍ୟା ଓ ବିଭ୍ରାନ୍ତିକର। ଅସତ୍ୟ ଉପରେ ଆଧାରିତ ତଥ୍ୟ ବଳରେ ଡବ୍ଲ୍ୟୁଏଚ୍ଓ ପାଖରୁ ଯେଉଁ ପ୍ରମାଣପତ୍ର ହାସଲ କରିଛନ୍ତି ତାହା ଦୁର୍ଭାଗ୍ୟଜନକ ବୋଲି କଂଗ୍ରେସ ଅଭିଯୋଗ କରିଛି।…
ଉପନିର୍ବାଚନ ପାଇଁ ସର୍ବଦଳୀୟ ବୈଠକ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ନିର୍ବାଚନ ପ୍ରଚାର ବେଳେ କୌଣସି ପ୍ରାର୍ଥୀଙ୍କ ବିରୋଧରେ ବ୍ୟକ୍ତିଗତ ଆକ୍ଷେପ କରାଯାଇ ପାରିବ ନାହିଁ। ଭାରତର ମୁଖ୍ୟ ନିର୍ବାଚନ କମିଶନ ଏ ନେଇ କଟକଣା ଜାରି କରିଛନ୍ତି। ଅପରାଧ ପୃଷ୍ଠଭୂମି ଥିବା ବ୍ୟକ୍ତିଙ୍କୁ ଯଦି କୌଣସି ରାଜନୈତିକ ଦଳ ବାଲେଶ୍ୱର…
୩ ଶିଫ୍ଟରେ ହେବ ଓଜେଇଇ
ଭୁବନେଶ୍ୱର, ୨।୧୦(ବ୍ୟୁରୋ): ଆସନ୍ତା ୧୨ ତାରିଖରୁ ୧୯ ତାରିଖ ପର୍ଯ୍ୟନ୍ତ ଓଡ଼ିଶା ଯୁଗ୍ମ ପ୍ରବେଶିକା ପରୀକ୍ଷା(ଓଜେଇଇ) ଅନୁଷ୍ଠିତ ହେବ। ଏନେଇ ଗୁରୁବାର ପରୀକ୍ଷା ସୂଚୀ ପ୍ରକାଶ ପାଇଛି। ଏଥର ୩ଟି ଶିଫ୍ଟରେ ୨ ଘଣ୍ଟିଆ ଅବଧି ବିଶିଷ୍ଟ ପରୀକ୍ଷା କରାଯିବ। ସକାଳ…
ଅକ୍ଟୋବର ୩୧ ଯାଏ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ
ଭୁବନେଶ୍ୱର,୨।୧୦(ବ୍ୟୁରୋ): ୩୧ ଯାଏ ରାଜ୍ୟର ସମସ୍ତ ଅଙ୍ଗନଓ୍ବାଡି କେନ୍ଦ୍ର ବନ୍ଦ ରହିବ। ତେବେ ଏହି ସମୟ ମଧ୍ୟରେ କର୍ମୀମାନେ ହିତାଧିକାରୀଙ୍କ ଘରକୁ ଯାଇ ଶୁଖିଲା ଖାଦ୍ୟ ବଣ୍ଟନ କରିବେ। ଅକ୍ଟୋବର ପହିଲାରୁ ଶୁଖିଲା ରାଶନ ସାମଗ୍ରୀ ବଣ୍ଟନ କରାଯାଉଛି। ୩ରୁ ୬…
ବିଦ୍ୟୁତ୍ ଦର ବୃଦ୍ଧି ପ୍ରତିବାଦରେ ଘେରିଲେ ବିରୋଧୀ
ଭୁବନେଶ୍ୱର, ୨।୧୦(ବ୍ୟୁରୋ):ବିଧାନସଭା ମୌସୁମୀ ଅଧିବଶେନର ଗୁରୁବାର ତୃତୀୟ ଦିବସରେ ବିଦ୍ୟୁତ୍ ଦର ବୃଦ୍ଧି ନେଇ ରାଜ୍ୟ ସରକାରଙ୍କ ଉପରେ ବର୍ଷିଛନ୍ତି ବିରୋଧୀ। ଗୃହରେ ବିଦ୍ୟତ୍ ବିଲ୍ ସମ୍ପର୍କିତ ମୁଲତବୀ ନୋଟିସର ଆଲୋଚନା ବେଳେ ବିରୋଧୀ ରାଜ୍ୟ ସରକାରଙ୍କୁ ଘେରିଥିଲେ। ୟୁନିଟ୍ ପିଛା…
ଉପନିର୍ବାଚନ: ୧୦୦ଜଣଙ୍କୁ ନେଇ ସମାବେଶ ଅନୁମତି
ଭୁବନେଶ୍ୱର, ୨।୧୦(ବ୍ୟୁରୋ):ରାଜ୍ୟରେ କୋଭିଡ୍ ସଂକ୍ରମଣ ସମ୍ପୂର୍ଣ୍ଣ ନିୟନ୍ତ୍ରଣକୁ ଆସି ନାହିଁ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଗୁରୁବାର ଅକ୍ଟୋବର ପାଇଁ ଗାଇଡ୍ଲାଇନ ଜାରି କରିଛନ୍ତି। ଏ ନେଇ ସ୍ବତନ୍ତ୍ର ରିଲିଫ କମିଶନରଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ କରାଯାଇଛି। ବିଜ୍ଞପ୍ତି…
ଜମି ଲାଗି ଅଟକିଛି ମଡର୍ନ ବସ୍ ପୋର୍ଟ
ଭୁବନେଶ୍ୱର, ୨।୧୦(ବ୍ୟୁରୋ):ଓଡ଼ିଶାରେ ମଡର୍ନ ବସ୍ ପୋର୍ଟ ହେବାରେ ଏବେ ଜମି ଅଧିଗ୍ରହଣ ବାଧକ ସାଜିଛି। କେନ୍ଦ୍ର ସରକାରଙ୍କ ପରିବହନ ମନ୍ତ୍ରଣାଳୟ ପକ୍ଷରୁ ୨୦୧୮ ଡିସେମ୍ବର ୨ରେ ସବୁ ରାଜ୍ୟ ଏବଂ କେନ୍ଦ୍ରଶାସିତ ଅଞ୍ଚଳକୁ ମଡର୍ନ(ଅତ୍ୟାଧୁନିକ) ବସ୍ ପୋର୍ଟ ନିର୍ମାଣ ଲାଗି ନିର୍ଦ୍ଦେଶ…
Archives


