ପଲିଥିନ ତଳେ ବିତୁଛି ଜୀବନ
ବାରିପଦା ଅଫିସ,୨୯ା୧୨- ମୟୂରଭଞ୍ଜ ଜିଲା ସାରସକଣା ବ୍ଲକ ସାରସକଣା ପଞ୍ଚାୟତ ଅଧୀନ ନୂଆଗାଁ ଗ୍ରାମର ବୀଣାପାଣି ଦାସ(୭୮) ଦୟନୀୟ ଅବସ୍ଥାରେ କାଳାତିପାତ କରୁଛନ୍ତି। ଖରା, ବର୍ଷା ଓ ଶୀତ ଦାଉରୁ ରକ୍ଷା ପାଇବା ପାଇଁ ଭଙ୍ଗା ଟାଇଲଛପର ଘରେ ପଲିଥିନ ଘୋଡ଼ାଇ…
ଦୁଇଭାଇଙ୍କ କିଚେନ ଗାର୍ଡେନ ଆପଣେଇଛନ୍ତି ଜୈବିକ ପଦ୍ଧତି
ଆନନ୍ଦପୁର, ୨୯।୧୨(ସ୍ବ.ପ୍ର.)-ଘର ଛାତ ଉପରେ ଜୈବିକ ପଦ୍ଧତିରେ ପନିପରିବା ଚାଷ ସାଙ୍ଗକୁ ନାନା ଜାତିର ଫୁଲ, ଫଳ ବଗିଚା ଯେ କେହି ବି ଦେଖିବ ତାର ଆଖି ଖୋସି ହୋଇଯିବ। ଏଭଳି ନିଆରା ଉଦ୍ୟମ କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦୁଝର ଜିଲା…
ଜନପ୍ରତିନିଧି, ସରକାରୀ କର୍ମଚାରୀ ଦେବେ ସମ୍ପତ୍ତି ତାଲିକା
ଭୁବନେଶ୍ୱର,୨୮।୧୨(ବୁରୋ)-ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ସୋମବାର ରାଜ୍ୟ କ୍ୟାବିନେଟର ଗୁରୁତ୍ୱପୂର୍ଣ୍ଣ ବୈଠକ ଅନୁଷ୍ଠିତ ହୋଇଯାଇଛି। ମୁଖ୍ୟମନ୍ତ୍ରୀ ସର୍ବଦା ସ୍ବଚ୍ଛତାକୁ ଗୁରତ୍ୱ ଦେଇ ଆସିଛନ୍ତି। ଦୁର୍ନୀତି ବିରୋଧୀ ସ୍ବରକୁ ଆହୁରି ଶାଣିତ କରିବାକୁ ସମସ୍ତ ଜନ ପ୍ରତିନିଧିଙ୍କ ଠାରୁ ଆରମ୍ଭ କରି ସରକାରୀ…
ସୁସ୍ଥ ହେଲେ ୩୨୪ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ)-ରାଜ୍ୟରେ ସୋମବାର ଆଉ ୩୨୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୩୪ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ସୁନ୍ଦରଗଡରୁ ୩୧, ବାଲେଶ୍ୱରରୁ ୨୬, ସମ୍ବଲପୁରରୁ ୨୫, ମୟୂରଭଞ୍ଜରୁ ୨୨, ପୁରୀରୁ ୨୨, ଅନୁଗୋଳରୁ ୨୦, ବରଗଡରୁ ୧୭, କଟକରୁ…
ସରକାରୀ ସ୍କୁଲରେ ପାଠ ପଢିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ
ଭୁବନେଶ୍ୱର,୨୮।୧୨(ବୁରୋ)-ସରକାରୀ ସ୍କୁଲରେ ଏଣିକି ପାଠ ପଢ଼ିଲେ ମିଳିବ ଉଚ୍ଚଶିକ୍ଷା ପାଇଁ ସଂରକ୍ଷଣ। ସୋମବାର ରାଜ୍ୟ ସରକାର ଏଭଳି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେଇଛନ୍ତି। ଡାକ୍ତରୀ ଓ ଇଂଜିନିୟରିଂ ଶିକ୍ଷା ପାଇଁ ରହିବ ସଂରକ୍ଷଣ ବ୍ୟବସ୍ଥା ରହିବ। ଏ ନେଇ ରାଜ୍ୟ କ୍ୟାବିନେଟରେ ସଂରକ୍ଷଣ…
ଭୁବନେଶ୍ୱରରୁ ଆଜି ପୁଣି ୨୨ ପଜିିଟିଭ୍ ଚିହ୍ନଟ: ୩୩ ସୁସ୍ଥ
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୨ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍ ୧୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…
ରାଜଧାନୀରେ ଜିରୋ ନାଇଟ୍ ସେଲିବ୍ରେଶନ ମନା
ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀରେ ଜିରୋ ନାଇଟ୍ ସେଲିବ୍ରେଶନ ମନା। ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ହେଟେଲ, କ୍ଲବ, କନ୍ଭେନ୍ସନ ହଲ, କଲ୍ୟାଣ ମଣ୍ଡପରେ ଏହା କରାଯାଇପାରିବ ନାହିଁ। ଏଥିସହ ଅନ୍ୟ କୌଣସି ସ୍ଥାନରେ ଅଧିକ ଜନସମାଗମ ହୋଇପାରିବ ନାହିଁ। କେବଳ ନିଜ…
କଂଗ୍ରେସ ରାଲିରେ ଅଘଟଣ: ଅସୁସ୍ଥ ହୋଇପଡ଼ିଲେ ବରିଷ୍ଠ ନେତା ନରସିଂହ ମିଶ୍ର
ଭୁବନେଶ୍ୱର,୨୮।୧୨(ବ୨୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ ସୋମବାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବାହ୍ନରେ ସିବିଆଇ ଅଫିସ ସମ୍ମୁଖରେ କଂଗ୍ରେସ ପ୍ରତିଷ୍ଠା ଦିବସ ଉପଲକ୍ଷେ ଅନୁଷ୍ଠିତ ରାଲିରେ ଉଦ୍ବୋଧନ ଦେଇ ସାରିବା…
ଆଜି ରାଜ୍ୟରୁ ୨୩୪ ପଜିଟିଭ୍ ଚିହ୍ନଟ, ଆଖି ବୁଜିଲେ ୩ ଆକ୍ରାନ୍ତ
ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୨୩୪ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୭୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୩୬ ଜଣ ଚିହ୍ନଟ…
ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ
ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ। ମାଛ…
୩୧ରେ ଗୋପାଳପୁର ବେଳାଭୂମି ମନା
ଛତ୍ରପୁର,୨୮ା୧୨(ଡି.ଏନ୍.ଏ.): ଚଳିତବର୍ଷର ଶେଷଦିନ ଅର୍ଥାତ୍ ୩୧ତାରିଖ (ଗୁରୁବାର) ଗୋପାଳପୁର ବେଳାଭୂମିକୁ ଯିବା ମନା ହୋଇଛି। କାହାରିକୁ ସେଠାକୁ ଛଡ଼ାଯିବନି ବୋଲି ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଏଥିସହ ବାହାରେ ଜିରୋନାଇଟ୍ ପାଳନ କରିବାକୁ ନିଷେଧ କରାଯାଇଥିବା…
ଏସିଆ ବୁକ୍ ଅଫ୍ ରେକର୍ଡସରେ କନ୍ଧୁଣୀ ଦେବୀଙ୍କ ପ୍ରତିମୂର୍ତ୍ତି
ବ୍ରହ୍ମପୁର ଅଫିସ୍,୨୮ା୧୨: ବାଲୁକା ଶିଳ୍ପୀ ସତ୍ୟନାରାୟଣ ମହାରଣା ପୁଣି ଥରେ ଏକ ନୂତନ ରେକର୍ଡ ହାସଲ କରିବା କ୍ଷେତ୍ରରେ ସଫଳ ହୋଇଛନ୍ତି। ସତ୍ୟଙ୍କ ଦ୍ୱାରା ୧୧୧୫ ବୋତାମରେ ନିର୍ମିତ ହୋଇଥିବା କନ୍ଧୁଣୀ ଦେବୀଙ୍କ ପ୍ରତିମୂର୍ତ୍ତି ଏସିଆ ବୁକ୍ ଅଫ୍ ରେକର୍ଡସରେ ସ୍ଥାନ…
Archives


