ରାଜ୍ୟ

ଭୁବନେଶ୍ୱରରୁ ଆଜି ପୁଣି ୨୨ ପଜିିଟିଭ୍‌ ଚିହ୍ନଟ: ୩୩ ସୁସ୍ଥ

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୨୨ ଜଣ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୯ ଜଣ ରହିଥିବା ବେଳେ ଲୋକାଲ କେସ୍‌ ୧୩ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୩୩ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ…

ରାଜଧାନୀରେ ଜିରୋ ନାଇଟ୍‌ ସେଲିବ୍ରେଶନ ମନା

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ରାଜଧାନୀରେ ଜିରୋ ନାଇଟ୍‌ ସେଲିବ୍ରେଶନ ମନା। ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ ଥିବା ହେଟେଲ, କ୍ଲବ, କନ୍‌ଭେନ୍‌ସନ ହଲ, କଲ୍ୟାଣ ମଣ୍ଡପରେ ଏହା କରାଯାଇପାରିବ ନାହିଁ। ଏଥିସହ ଅନ୍ୟ କୌଣସି ସ୍ଥାନରେ ଅଧିକ ଜନସମାଗମ ହୋଇପାରିବ ନାହିଁ। କେବଳ ନିଜ…

କଂଗ୍ରେସ ରାଲିରେ ଅଘଟଣ: ଅସୁସ୍ଥ ହୋଇପଡ଼ିଲେ ବରିଷ୍ଠ ନେତା ନରସିଂହ ମିଶ୍ର

ଭୁବନେଶ୍ୱର,୨୮।୧୨(ବ୨୍ୟୁରୋ): କଂଗ୍ରେସ ବିଧାୟକ ଦଳ ନେତା ନରସିଂହ ମିଶ୍ର ଅସୁସ୍ଥ। ଗୁରୁତର ଅବସ୍ଥାରେ ତାଙ୍କୁ ସୋମବାର ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ପୂର୍ବାହ୍ନରେ ସିବିଆଇ ଅଫିସ ସମ୍ମୁଖରେ କଂଗ୍ରେସ ପ୍ରତିଷ୍ଠା ଦିବସ ଉପଲକ୍ଷେ ଅନୁଷ୍ଠିତ ରାଲିରେ ଉଦ୍‌ବୋଧନ ଦେଇ ସାରିବା…

ଆଜି ରାଜ୍ୟରୁ ୨୩୪ ପଜିଟିଭ୍‌ ଚିହ୍ନଟ, ଆଖି ବୁଜିଲେ ୩ ଆକ୍ରାନ୍ତ

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ସୋମବାର ରାଜ୍ୟରେ ୨୩୪ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୭୩୮ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୧୩୬ ଜଣ ଚିହ୍ନଟ…

ସାତପଡ଼ାରେ ପ୍ରତିଷ୍ଠା ହେବ ବରଫକଳ

ପୁରୀ ଅଫିସ,୨୮ା୧୨: ପୁରୀ ଉପକୂଳ ମତ୍ସ୍ୟ ଓ ଚିଙ୍ଗୁଡ଼ି ଚାଷ ସମ୍ପର୍କିତ ନିୟମ ଏବଂ କାର୍ଯ୍ୟକାରିତା ସଂକ୍ରାନ୍ତ କର୍ମଶାଳା ରବିବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଆୟୋଜିତ ହୋଇଯାଇଛି। ଏଥିରେ ଜିଲାପାଳ ବଲୱନ୍ତ ସିଂ ଅଧ୍ୟକ୍ଷତା କରିଥିଲେ। ମାଛ…

୩୧ରେ ଗୋପାଳପୁର ବେଳାଭୂମି ମନା

ଛତ୍ରପୁର,୨୮ା୧୨(ଡି.ଏନ୍‌.ଏ.): ଚଳିତବର୍ଷର ଶେଷଦିନ ଅର୍ଥାତ୍‌ ୩୧ତାରିଖ (ଗୁରୁବାର) ଗୋପାଳପୁର ବେଳାଭୂମିକୁ ଯିବା ମନା ହୋଇଛି। କାହାରିକୁ ସେଠାକୁ ଛଡ଼ାଯିବନି ବୋଲି ରବିବାର ଗଞ୍ଜାମ ଜିଲାପାଳ ବିଜୟ ଅମୃତା କୁଲାଙ୍ଗେ ସୂଚନା ଦେଇଛନ୍ତି। ଏଥିସହ ବାହାରେ ଜିରୋନାଇଟ୍‌ ପାଳନ କରିବାକୁ ନିଷେଧ କରାଯାଇଥିବା…

ଏସିଆ ବୁକ୍‌ ଅଫ୍‌ ରେକର୍ଡସରେ କନ୍ଧୁଣୀ ଦେବୀଙ୍କ ପ୍ରତିମୂର୍ତ୍ତି

ବ୍ରହ୍ମପୁର ଅଫିସ୍‌,୨୮ା୧୨: ବାଲୁକା ଶିଳ୍ପୀ ସତ୍ୟନାରାୟଣ ମହାରଣା ପୁଣି ଥରେ ଏକ ନୂତନ ରେକର୍ଡ ହାସଲ କରିବା କ୍ଷେତ୍ରରେ ସଫଳ ହୋଇଛନ୍ତି। ସତ୍ୟଙ୍କ ଦ୍ୱାରା ୧୧୧୫ ବୋତାମରେ ନିର୍ମିତ ହୋଇଥିବା କନ୍ଧୁଣୀ ଦେବୀଙ୍କ ପ୍ରତିମୂର୍ତ୍ତି ଏସିଆ ବୁକ୍‌ ଅଫ୍‌ ରେକର୍ଡସରେ ସ୍ଥାନ…

ବ୍ରହ୍ମପୁରର ଗୁଗଲ୍‌ ଗର୍ଲ ଜିଜ୍ଞାସା

ବ୍ରହ୍ମପୁର ଅଫିସ୍‌,୨୮ା୧୨: ପିଲାଟି ଦିନରୁ ସବୁ ବିଷୟରେ ଜାଣିବାକୁ ଇଚ୍ଛା ରଖିଥିବା ୪ ବର୍ଷର ଝିଅ ଆଜି ବ୍ରହ୍ମପୁରର ଗୁଗୁଲ୍‌ ଗର୍ଲ ଭାବେ ପରିଚୟ ପାଇଛି। ସେ ହେଉଛି ବ୍ରହ୍ମପୁର ଫାଷ୍ଟଗେଟ୍‌ ଅଞ୍ଚଳର ଜିଜ୍ଞାସା ମହାନ୍ତି। ସାଧାରଣ ଜ୍ଞାନ ଦକ୍ଷତାରେ ବେଶ୍‌…

ଗୋଟିଏ ବି ସରିଲାନି ମେଗା ଜଳଯୋଗାଣ ପ୍ରକଳ୍ପ

ଯାଜପୁର ଅଫିସ,୨୮।୧୨: ଗ୍ରାମ୍ୟ ଜଳଯୋଗାଣ ଓ ପରିମଳ(ଆର୍‌ଡବ୍ଲ୍ୟୁଏସ୍‌ଏସ୍‌) ବିଭାଗ ପକ୍ଷରୁ ମିଳିଥିବା ତଥ୍ୟ ଅନୁସାରେ ରାଜ୍ୟର ୮ ଜିଲାର ଖଣି ପ୍ରଭାବିତ ଅଞ୍ଚଳବାସୀଙ୍କ ପାଇଁ ପାନୀୟ ଜଳଯୋଗାଣ ପ୍ରକଳ୍ପ ଆରମ୍ଭ ହୋଇଛି। ଏହି ଜିଲାଗୁଡିକ ହେଲା ଅନୁଗୋଳ, ଢେଙ୍କାନାଳ, ମୟୂରଭଞ୍ଜ, କୋରାପୁଟ,…

ରିମାଣ୍ଡ ନୋହିଲା, ଆଜି ଆସିବେ ସର୍ବେଶ୍ୱର

ଭୁବନେଶ୍ୱର,୨୮ା୧୨(ବ୍ୟୁରୋ): ଗୋପାଳପୁର ବିଧାୟକ ପ୍ରଦୀପ ପାଣିଗ୍ରାହୀଙ୍କ ପ୍ରମୁଖ ସହଯୋଗୀ ଭି. ସର୍ବେଶ୍ୱର ରାଓଙ୍କୁ ରବିବାରଠାରୁ ୨ଦିନିଆ ରିମାଣ୍ଡ ଅନୁମତି ଦେଇଥିଲେ କୋର୍ଟ। ହେଲେ କାଗଜପତ୍ରଜନିତ କିଛି ସମସ୍ୟା ଯୋଗୁ କ୍ରାଇମବ୍ରାଞ୍ଚ ତାଙ୍କୁ ରିମାଣ୍ଡରେ ଆଣିପାରିନି। ସୋମବାରଠାରୁ ସେ ୨ ଦିନିଆ ରିମାଣ୍ଡରେ…

ପରୀ ହତ୍ୟାକାଣ୍ଡ : ଚାପରେ ଚେପା ଏସ୍‌ଆଇଟି ତଦନ୍ତ

ନୟାଗଡ଼ ଅଫିସ,୨୮ା୧୨: ପୋଲିସ ପରି ଏସ୍‌ଆଇଟି ତଦନ୍ତ ଚାପରେ ଚେପା ହୋଇପଡ଼ିଛି। ପରୀ ମା’ବାପାଙ୍କ ଅଭିଯୋଗକୁ ଏସ୍‌ଆଇଟି ଅଣଦେଖା କରୁଥିବା ଅଭିଯୋଗ ହେଉଛି। ପରୀ ହତ୍ୟାକାଣ୍ଡ ନେଇ ମା’ବାପାଙ୍କ ମନରେ ଉଠୁଥିବା ଅସମାହିତ ପ୍ରଶ୍ନର ଉତ୍ତର ନ ଥିବାରୁ ସେମାନେ ସିବିଆଇ…

ବ୍ରାଣ୍ଡ୍‌ ଅସଲି, ସାମଗ୍ରୀ ନକଲି

ଭୁବନେଶ୍ୱର,୨୮।୧୨(ବ୍ୟୁରୋ): ନକଲି ଓ ଅପମିଶ୍ରତି ସାମଗ୍ରୀରେ ହବ୍‌ ପାଲଟିଛି ଓଡ଼ିଶା। ଅସଲି ବ୍ରାଣ୍ଡରେ ବିକ୍ରି ହେଉଛି ନକଲି ସାମଗ୍ରୀ। ଜାଲ୍‌ ନୋଟ୍‌ଠାରୁ ଆରମ୍ଭ କରି ପୂଜା ଓ ଖାଦ୍ୟ ସାମଗ୍ରୀ ଅପମିଶ୍ରଣ ଚାଲିଛି। ଏପରି କି ଦିନକୁ ଦିନ ନକଲି ସାମଗ୍ରୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri