ରାଜ୍ୟ

ଭାରତ-ଚାଇନା ସେନା ମୁହାଁମୁହି ଘଟଣା: ୨୦ ଶହୀଦଙ୍କ ମଧ୍ୟରୁ ୨ ଓଡ଼ିଆ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ଲଦାଖ ଗାଲଓ୍ବାନ ଭ୍ୟାଲିରେ ଭାରତ-ଚାଇନା ସେନା ମୁହାଁମୁହିଁ ଘଟଣାରେ ୨୦ ଯବାନ ଶହୀଦ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ୨ଜଣ ଓଡ଼ିଆ ଯବାନ ଥିବା ସୂଚନା ମିଳିଛି। ସେମାନେ ହେଲେ ଚନ୍ଦ୍ରକାନ୍ତ ପ୍ରଧାନ(୨୮) ଏବଂ ନନ୍ଦୁରାମ ସୋରେନ। ଚନ୍ଦ୍ରକାନ୍ତଙ୍କ...

CORONAVIRUS UPDATE: ରାଜ୍ୟରେ ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ; ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଲା

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ବୁଧବାର ପୁଣି ୧୭୫ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୪୩୩୮ରେ ପହଞ୍ଚିଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।...

ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କ ପରଲୋକ

ବାଲେଶ୍ୱର ଅଫିସ/ଭୁବନେଶ୍ୱର, ୧୭।୬(ବ୍ୟୁରୋ): ବାଲେଶ୍ୱର ସଦର ଭାଜପା ବିଧାୟକ ମଦନମୋହନ ଦତ୍ତଙ୍କର ବୁଧବାର ପରଲୋକ ଘଟିଛି। ମୃତ୍ୟୁ ବେଳକୁ ତାଙ୍କୁ ୬୧ ବର୍ଷ ହୋଇଥିଲା। ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ତାଙ୍କର ହୃଦ୍‌ଘାତରେ ମୃତ୍ୟୁ ଘଟିଥିବା ପୁଅ ମାନସ ଦତ୍ତ...

ଆକସ୍ମିକ ଭାବେ ଅପସରି ଗଲେ

କଟକ ଅଫିସ,୧୭ା୬: ନିଜ ଅଭିନୟର ଯାଦୁରେ ଲୋକଙ୍କ ଭିତରେ ତାରକା ଭାବେ ପରିଚିତ ହୋଇ ଆସିଲାବେଳକୁ ହଠାତ୍‌ ସେମାନଙ୍କ ଆକସ୍ମିକ ମୃତ୍ୟୁ ସମସ୍ତଙ୍କୁ ହତଚକିତ କରିଦିଏ। ପ୍ରତିଷ୍ଠା ସେମାନଙ୍କ ପାଦ ଚୁମିଲା ବେଳକୁ ସେମାନେ କିନ୍ତୁ ପରଲୋକରେ ପାଦ ଦେଇସାରିଥାନ୍ତି।...

ମହାନଦୀରେ ଗୋପୀନାଥ ମନ୍ଦିର ଦଧିନଉତି ଦୃଶ୍ୟମାନ ଘଟଣା: ମନ୍ଦିରର ସ୍ଥିତି ଅନୁଧ୍ୟାନ ସହ ନମୁନା ନେଲେ ବିଶେଷଜ୍ଞ ଟିମ୍‌

ଭୁବନେଶ୍ୱର, ୧୭।୬(ବ୍ୟୁରୋ)/ ନୟାଗଡ଼ ଅଫିସ: ନୟାଗଡ଼ ଜିଲା ଭାପୁର ବ୍ଲକ୍‌ ଅନ୍ତର୍ଗତ ମହାନଦୀ ଗର୍ଭରେ ବୁଡ଼ି ରହିଛି ୫୦୦ବର୍ଷ ତଳର ଗୋପୀନାଥ ମନ୍ଦିର। ପାଣି ଉପରକୁ ମନ୍ଦିରର ଦଧିନଉତି ଦୃଶ୍ୟମାନ ହେଉଥିବାବେଳେ ମଙ୍ଗଳବାର ଏକ ବିଶେଷଜ୍ଞ ଟିମ୍‌ ସେଠାରେ ପହଞ୍ଚତ୍...

ପୁଣି ମାତିଲେ ସାଇବର ଠକ: ସେକେଣ୍ଡରେ ଆକାଉଣ୍ଟରୁ କଟିଗଲା ୮ ଲକ୍ଷ ଟଙ୍କା

ଭୁବନେଶ୍ୱର,୧୭ା୬(ବ୍ୟୁରୋ): ପୋଲିସ ଏବଂ କ୍ରାଇମ୍‌ବ୍ରାଞ୍ଚର ବିଫଳତା ଫଳରେ ଦିନକୁ ଦିନ ସାଇବର ଅପରାଧୀମାନେ ମାତିଲେଣି। ସେମାନେ ବିଶେଷ କରି ଲକ୍‌ଡାଉନ୍‌ ସମୟରେ ଏକାଧିକ ଲୋକଙ୍କୁ ଟାର୍ଗେଟ କରି ଲକ୍ଷାଧିକ ଟଙ୍କା ଲୁଟି ନେଉଛନ୍ତି। ଦୁଇଦିନ ତଳେ ପୁରୁଣା ଭୁବନେଶ୍ୱରର ଜଣେ...

କୋଭିଡ୍‌ ପରୀକ୍ଷା ନେଇ ଭାଜପା-ବିଜେଡି ଭିତରେ କଟାକ୍ଷ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଜଟିଳ ହେବାରେ ଲାଗିଛି। ଏହାସତ୍ତ୍ୱେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନଫରେନ୍ସ ମାଧ୍ୟମରେ ଦେଇଥିବା ନିର୍ଦ୍ଦେଶକୁ କୌଣସି ସରକାରୀ ଅଧିକାରୀ ପାଳନ କରୁନାହାନ୍ତି। ପ୍ରତିଦିନ ୧୫ହଜାର ଟେଷ୍ଟ କରିବା ପାଇଁ ମୁଖ୍ୟମନ୍ତ୍ରୀ କହିବା ପରେ...

ଆଜିଠୁ ଖୋଲିବ କଲେଜ, ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟର ସମସ୍ତ କଲେଜ ଓ ବିଶ୍ୱବିଦ୍ୟାଳୟ ବୁଧବାରଠାରୁ ଖୋଲିବ। ଅଧ୍ୟାପକ ଓ କର୍ମଚାରୀମାନେ ଅଫିସ ଆସିବେ। କିନ୍ତୁ ପାଠପଢ଼ା ହେବ ନାହିଁ। ଏନେଇ ଗତ ୧୨ ତାରିଖରେ ଉଚ୍ଚଶିକ୍ଷା ବିଭାଗ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଥିଲା। ହେଲେ...

ଆଜି ଦଶମୂଳ ଲାଗି ହେବେ ଦାରୁଦିଅଁ

ପୁରୀ ଅଫିସ,୧୭ା୬: ଅଣସରରେ ଥିବା ମହାପ୍ରଭୁ ବୁଧବାର ଦଶମୂଳ ଲାଗି ହେବେ। ଜ୍ୱରରେ ପୀଡ଼ିତ ଦାରୁଦିଅଁ ଦଶମୂଳ ଲାଗି ହେଲେ ସୁସ୍ଥ ହୁଅନ୍ତି। ଏଥିଲାଗି ମଙ୍ଗଳବାର ସନ୍ଧ୍ୟାରେ ଶ୍ରୀମନ୍ଦିରର ବୈଦ୍ୟ ସେବକମାନେ ଦଶମୂଳ ପ୍ରସ୍ତୁତ କରି ଶ୍ରୀମନ୍ଦିର ଗାରଦରେ ଦାଖଲ...

ଭର୍ଚୁଆଲ ରାଲିକୁ ସମ୍ବୋଧିତ କଲେ କେନ୍ଦ୍ରମନ୍ତ୍ରୀ

ଭୁବନେଶ୍ୱର,୧୭।୬(ବ୍ୟୁରୋ): ମୋଦିଙ୍କ ଉପରେ ଦେଶର ଜନତାଙ୍କ ବିଶ୍ୱାସ ବଢ଼ିଛି। ଅନ୍ୟ ରାଜନୈତିକ ବ୍ୟକ୍ତିତ୍ୱଙ୍କ ଅପେକ୍ଷା ୮୫ ପ୍ରତିଶତ ଲୋକ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ବିଶ୍ୱାସ କରିଛନ୍ତି। ଓଡ଼ିଶାରେ ୧୦୦ରୁ ୯୬ଜଣ ଲୋକଙ୍କର ମୋଦିଜୀଙ୍କ ଉପରେ ଭରସା କରିଛନ୍ତି ବୋଲି କେନ୍ଦ୍ରମନ୍ତ୍ରୀ...

ରାଜ୍ୟରେ ୩୫୭୬ ପୁରୁଷ, ୫୮୭ ମହିଳା ଆକ୍ରାନ୍ତ

ଭୁବନେଶ୍ୱର, ୧୭।୬(ବ୍ୟୁରୋ): ରାଜ୍ୟରେ ଆଉ ୧୦୮ ନୂଆ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଫଳରେ ରାଜ୍ୟରେ ମୋଟ ସଂକ୍ରମିତଙ୍କ ସଂଖ୍ୟା ୪୧୬୩ରେ ପହଞ୍ଚତ୍ଥିବାବେଳେ ୫୮୭ଜଣ ମହିଳା ଓ ୩୫୭୬ଜଣ ପୁରୁଷ ରହିଛନ୍ତି। ସେପଟେ ଦିନକୁ ଦିନ ଛୋଟପିଲା ଆକ୍ରାନ୍ତଙ୍କ ସଂଖ୍ୟା...

ସିଏମ୍‌ସି ମନା କଲା ‘ଶବ ଛୁଇଁବୁନି’: ମୃତ୍ୟୁ ପରେ ଲାଗିଲା ହୋମ୍‌ କ୍ବାରାଣ୍ଟାଇନ ଷ୍ଟିକର

କଟକ ଅଫିସ,୧୭ା୬: ମହାନଦୀ ବିହାରରେ ମଙ୍ଗଳବାର ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଜଣେ ବୃଦ୍ଧଙ୍କ ମୃତଦେହ ୮ ଘଣ୍ଟା ପଡ଼ି ରହିବା ପରେ ଆମ୍ବୁଲାନ୍ସ ପହଞ୍ଚତ୍ଥିଲା। ବୃଦ୍ଧ ଜଣଙ୍କ ଗତ ୧୦ ତାରିଖରୁ ହୋମ କ୍ବାରାଣ୍ଟାଇନରେ ଥିଲେ। ସିଏମ୍‌ସି...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri