ରାଜ୍ୟ

୬ବର୍ଷ ହେଲା ପାଇପ ଜଳଯୋଗାଣ ବନ୍ଦ

ଜୁନାଗଡ,୧୭।୬(ଡି.ଏନ୍‌.ଏ) – କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ଦାସିଗଁ।ରେ ଗତ ୬ବର୍ଷ ହେଲା ଜଳ ଯୋଗାଣ ବନ୍ଦ ରହିଛି। ଏହାକୁ ନେଇ ଗ୍ରାମବାସୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି। ୬ ୱାର୍ଡ ବିଶିଷ୍ଟ ଦାସିଗଁ।ର ଜନସଂଖ୍ୟା ପ୍ରାୟ ୫ହଜାର। ୨୦୦୮ ମସିହାରେ...

୨୦ରୁ ପୁଣି ଝାରସୁଗୁଡ଼ା-ରାୟପୁର ବିମାନ ସେବା

ଭୁବନେଶ୍ୱର, ୧୬।୬(ବ୍ୟୁରୋ)- ଆଲାଏନ୍ସ ଏୟାର ପକ୍ଷରୁ ଆସନ୍ତା ୨୦ ତାରିଖରୁ ଝାରସୁଗୁଡ଼ାରୁ ରାୟପୁର ବିମାନ ସେବା ପୁଣି ଆରମ୍ଭ ହେବ। ଗତବର୍ଷ ଜୁନ୍‌ ୬ରୁ ଝାରସୁଗୁଡାର ବୀର ସୁରେନ୍ଦ୍ର ସାଏ ବିମାନବନ୍ଦରରୁ ଭୁବନେଶ୍ୱର ଏବଂ ରାୟପୁରକୁ ସିଧାସଳଖ ଦୁଇଟି ବିମାନ...

ସମୁଦ୍ର କୂଳରେ ‘ୱାଲର୍‌ଡ କ୍ଲେ ଡେ’

ବାଲେଶ୍ୱର ଅଫିସ,୧୬।୬-ବାଲେଶ୍ୱର ମଡ଼ ଆର୍ଟିଷ୍ଟଙ୍କ ଦ୍ୱାରା ମଙ୍ଗଳବାର ପୂର୍ବାହ୍ନରେ ଦୁବଲାଗଡ଼ି ସମୁଦ୍ରକୂଳରେ ‘ୱାଲର୍‌ଡ କ୍ଲେ ଡେ’ ପାଳନ କରାଯାଇଛି। ଶିଳ୍ପୀ କେଶୁ ଦାସଙ୍କ ତତ୍ତ୍ୱାବଧାନରେ ୧୫ଜଣ ମଡ଼ ଆର୍ଟିଷ୍ଟ ବିଭିନ୍ନ ଭଙ୍ଗୀରେ ପ୍ରଦର୍ଶନ କରି ସ୍ଥାନୀୟ ଲୋକଙ୍କୁ ଆକୃଷ୍ଟ କରିଥିଲେ।...

ଆହୁରି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା: ବଡ଼ଦାଣ୍ଡରୁ ହଟିବେ ଉଠା ଦୋକାନୀ, ୧୯ ସୁଦ୍ଧା କ୍ୟାବିନ୍‌ ଉଠାଇବାକୁ ନିର୍ଦ୍ଦେଶ

ପୁରୀ ଅଫିସ,୧୬।୬: ପୁଣି ବଢ଼ିଲା ମହାପ୍ରଭୁଙ୍କ ଘୋଷଯାତ୍ରା ସମ୍ଭାବନା। ମଙ୍ଗଳବାର ବଡ଼ଦାଣ୍ଡରୁ ଉଠା ଦୋକାନୀଙ୍କୁ ହଟାଇବାକୁ ପୌରସଂସ୍ଥା ପକ୍ଷରୁ ନିର୍ଦ୍ଦେଶ ଦିଆଯାଇଛି। ଆସନ୍ତା ୧୯ ତାରିଖ ସୁଦ୍ଧା ସିଂହଦ୍ୱାରରୁ ଗୁଣ୍ଡିଚା ମନ୍ଦିର ପର୍ଯ୍ୟନ୍ତ ବଡ଼ଦାଣ୍ଡରୁ ଉଠାଦୋକାନୀମାନଙ୍କୁ କ୍ୟାବିନ୍‌ ହଟାଇବାକୁ ନିର୍ଦ୍ଦେଶ...

ରାଉରକେଲା ଏସ୍‌ପିଙ୍କ ନାମରେ ଫେସବୁକ୍‌ରେ ଫେକ୍‌ ଆଇଡି ଖୋଲି ବନ୍ଧା ହେଲେ ନାବାଳକ

ରାଉରକେଲା ଅଫିସ,୧୬।୬: ରାଉରକେଲା ଏସ୍‌ପି କେ.ଶିବା ସୁବ୍ରମଣୀଙ୍କ ନାମରେ ଫେସ୍‌ବୁକରେ ଫେକ୍‌ ଆଇଡି ଖୋଲି ଲୋକଙ୍କୁ ବ୍ଲାକମେଲିଂ କରିବା ଜଣେ ନାବାଳକଙ୍କୁ ମହଙ୍ଗା ପଡ଼ିଛି। ଏହି ଘଟଣାରେ ସମ୍ପୃକ୍ତ ନାବାଳକଙ୍କୁ ମଙ୍ଗଳବାର ଉଦିତନଗର ପୁଲିସ ଗିରଫ କରିଛି। ଗିରଫ ନାବାଳକଙ୍କ...

ମନ୍ତ୍ରୀଙ୍କ ହସ୍ତକ୍ଷେପ ପରେ ଧାନ ଉଠିଲା

ଜୁନାଗଡ,୧୬।୬(ଡି.ଏନ୍‌.ଏ)-କଳାହାଣ୍ଡି ଜିଲା ଜୁନାଗଡ ବ୍ଲକ ବାଲିଛଡା ମଣ୍ଡିରେ ଗତ ୨ଦିନ ହେଲା ମିଲର୍ସଙ୍କ ଅବହେଳା ଯୋଗୁ ଟ୍ରକ ଆସୁ ନ ଥିବାରୁ ମଣ୍ଡିରୁ ଧାନ ଉଠୁ ନ ଥିଲା। ଏହାକୁ ନେଇଁ ସ୍ଥାନୀୟ ଚାଷୀଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଥିଲା। ଘଟଣା...

ରାଜଧାନୀରେ ବଢ଼ୁଛି ବସ୍ତି ସଂକ୍ରମଣ ଆଶଙ୍କା: ସାଲିଆ ସାହିରୁ ପୁଣି ଜଣେ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜଧାନୀର ସବୁଠାରୁ ବଡ଼ ବସ୍ତି ସାଲିଆ ସାହିରେ ପୁଣି ଜଣେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସାଲିଆ ସାହି ମଧ୍ୟରେ ଥିବା ନିରାଙ୍କାରୀ ନଗରରେ ଜଣେ ୨୨ ବର୍ଷୀୟ ଯୁବକ କରୋନା ସଂକ୍ରମିତ ହୋଇଛନ୍ତି। ଯୁବକ ଦିଲ୍ଲୀରୁ ଫେରିଥିବା...

CORONAVIRUS UPDATE: ରାଜ୍ୟରେ ସୁସ୍ଥ ହେଲେ ଆଉ ୧୨୦ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୯୭୪କୁ ବୃଦ୍ଧି

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟରେ ସୁସ୍ଥ ହୋଇଛନ୍ତି ଆଉ ୧୨୦ କରୋନା ଆକ୍ରାନ୍ତ। ସେମାନଙ୍କ ମଧ୍ୟରେ ଯାଜପୁରର ୧୯, କଟକର ୧୫, ମୟୂରଭଞ୍ଜର ୧୧, ଖୋର୍ଦ୍ଧାର ୧୧, ନୂଆପଡ଼ାର ୯, ସୁନ୍ଦରଗଡ଼ର ୭, କନ୍ଧମାଳର ୬, ବଲାଙ୍ଗୀରର ୫, ନୟାଗଡ଼ର ୫, ବାଲେଶ୍ୱର...

ରଥଯାତ୍ରା ହେଲେ କରୋନା ଭୟ ଦୂର ହୋଇଯିବ

ପୁରୀ ଅଫିସ, ୧୬।୬: ଚଳିତ ବର୍ଷ କରୋନା ପାଇଁ ରଥଯାତ୍ରା ହେବ କି ନାହିଁ ସେ ନେଇ କିଛି ସ୍ପଷ୍ଟ ହୋଇ ନାହିଁ। ସମସ୍ତେ ମହାପ୍ରଭୁଙ୍କ ରଥଯାତ୍ରାକୁ ନେଇ ଦ୍ୱନ୍ଦ୍ୱରେ ରହିଛନ୍ତି। ରଥଯାତ୍ରାକୁ ନେଇ ଏଭଳି ଆଶା ଆଶଙ୍କା ଲାଗି...

ଭୁବନେଶ୍ୱରରେ ପୁଣି ୫ କରୋନା ପଜିଟିଭ୍‌ ଚିହ୍ନଟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଭୁବନେଶ୍ୱରରେ କରୋନା ପଜିଟିଭ୍‌ଙ୍କ ସଂଖ୍ୟା ବୃଦ୍ଧି ପାଇବାରେ ଲାଗିଛି। ମଙ୍ଗଳବାର ରାଜ୍ୟରେ ଚିହ୍ନଟ ହୋଇଥିବା ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ୫ ଜଣ ରାଜଧାନୀ ଭୁବନେଶ୍ୱରର ବୋଲି ଜଣାପଡ଼ିଛି। ଏନେଇ ବିଏମସି ଟୁଇଟ କରି ସୂଚନା ଦେଇଛି। ଏହି ପାଞ୍ଚ...

ବଲାଙ୍ଗୀରରେ ଟଣା ହେବନି ରଥ

ବଲାଙ୍ଗୀର ଅଫିସ,୧୬।୬: ମହାମାରୀ କରୋନା ଯୋଗୁ ଚଳିତ ବର୍ଷ ରଥଯାତ୍ରା ହେବକି ନାହିଁ ସେ ନେଇ ଦ୍ୱନ୍ଦ୍ୱ ଲାଗି ରହିଛି। ଏହି ପରିପ୍ରେକ୍ଷୀରେ ବଲାଙ୍ଗୀର ଜିଲା ପ୍ରଶାସନ ପକ୍ଷରୁ ମନ୍ଦିରରେ ରଥ ନିର୍ମାଣ ହେବ ନାହିଁ କି ରଥ ଟଣା...

ରାଜ୍ୟରେ ବଢ଼ିଲା ବସ୍‌ ଭଡ଼ା: ସାଧାରଣ-ଏକ୍‌ପ୍ରେସ୍‌ ୩ ପଇସା, ଡିଲକ୍ସ- ଏସି ଡିଲକ୍ସ ୬ ପଇସାକୁ ବୃଦ୍ଧି

ଭୁବନେଶ୍ୱର, ୧୬।୬(ବ୍ୟୁରୋ): ଲଗାତାର ଭାବେ ପେଟ୍ରୋଲ ଓ ଡିଜେଲ ଦର ବୃଦ୍ଧି ପାଉଛି। ଗତ ୧୦ ଦିନ ମଧ୍ୟରେ ପ୍ରାୟ ୫ ଟଙ୍କା ଅଧିକ ଟଙ୍କା ବଢ଼ି ସାରତିଲାଣି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟରେ ବସ୍‌ଭଡ଼ାକୁ ବୃଦ୍ଧି କରିଛନ୍ତି ରାଜ୍ୟ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri