କମିଲା ଥଣ୍ଡା
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଗତ କିଛି ଦିନ ଧରି ରାଜ୍ୟରେ ଶୀତର ପ୍ରକୋପ ଜାରି ରହିଥିବା ବେଳେ ଶୁକ୍ରବାର ହ୍ରାସ ପାଇଛି। ପାରଦ ୨ରୁ ୩ଡିଗ୍ରୀ ସେଲ୍ସିୟସ ଉପରକୁ ଉଠିଛି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା ଅନୁଯାୟୀ ଫୁଲବାଣୀରେ ସର୍ବନିମ୍ନ ତାପମାତ୍ରା…
ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ
ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ ପଡିଥିବାରୁ ଏଥିରେ ଲୋକଙ୍କ ଶୋଷ ମେଣ୍ଟୁ ନ ଥିବା ଅଭିଯୋଗ ହୋଇଛି। ଗତ…
ଘର ଭିତରେ ଅସ୍ତ୍ରାଗାର ଦେଖାଇଲେ ଡି’ ବ୍ରଦର୍ସ
କଟକ ଅଫିସ, ୨୬।୧୨: ଗ୍ୟାଙ୍ଗଷ୍ଟର ଡି’ ବ୍ରଦର୍ସ ସୁଶାନ୍ତ ଓ ସୁଶୀଲ ଧଳସାମନ୍ତଙ୍କୁ କମିଶନରେଟ୍ ପୋଲିସ ଗୁରୁବାରଠାରୁ ୩ ଦିନିଆ ରିମାଣ୍ଡରେ ଆଣିଛି। ଜେଲ ମଧ୍ୟରେ ରହି ଡି’ ବ୍ରଦର୍ସ କିପରି ଅପରାଧ ସାମ୍ରାଜ୍ୟ ଚଳାଉଥିଲେ ତାହା ଜାଣିବାକୁ ପୋଲିସ ଜୋର୍ଦାର…
ବିଜେଡି ଗଣମାଧ୍ୟମ ଟିମ୍ ଗଠିତ
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ବିଜୁ ଜନତା ଦଳର ଗଣମାଧ୍ୟମ ଟିମ୍ର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ନିର୍ଦ୍ଦେଶ କ୍ରମେ ଏହି ଟିମ୍ରେ ୬ ଜଣ ଜାତୀୟସ୍ତରର ମୁଖପାତ୍ର ଏବଂ ୧୬ ଜଣଙ୍କୁ ରାଜ୍ୟସ୍ତରର ମୁଖପାତ୍ର ଭାବେ ନିଯୁକ୍ତି ଦିଆଯାଇଛି।…
ସୁନ୍ଦରଗଡ଼ ଖୁଣ୍ଟଗାଁଠାରେ ହେବ ଟସର ସିଲ୍କ ପାର୍କ
ଭୁବନେଶ୍ୱର,୨୬।୧୨(ବ୍ୟୁରୋ): ସୁନ୍ଦରଗଡ଼ ଜିଲା ଟସରଚାଷ ପାଇଁ ସାରା ରାଜ୍ୟରେ ପ୍ରସିଦ୍ଧି ଲାଭ କରିଛି। ଟସର ଚାଷୀ ଓ ଗ୍ରାମୀଣ ଉଦ୍ୟୋଗୀଙ୍କ ବ୍ୟତୀତ ଏହା ଉପରେ ଅନେକ ହିତାଧିକାରୀ ନିର୍ଭର କରୁଥିବାରୁ ସରକାର ଟସର ଚାଷର ପ୍ରସାର ପାଇଁ ବହୁ ପଦକ୍ଷେପ ଗ୍ରହଣ…
‘ଆଉ କୋଭିଡ୍ ପରିସ୍ଥିତି ନ ଆସୁ’
ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା ଯୋଗୁ ରାଜ୍ୟ ଅର୍ଥନୀତି କିଛି ମାତ୍ରାରେ ପ୍ରଭାବିତ ହୋଇଛି। ମାତ୍ର ରାଜ୍ୟ ସରକାରଙ୍କ…
ବ୍ରିଟେନ୍ ଫେରନ୍ତା ୪ବର୍ଷ ଶିଶୁକନ୍ୟା ପଜିଟିଭ
ଭୁବନେଶ୍ୱର, ୨୬ା୧୨(ବ୍ୟୁରୋ): ବ୍ରିଟେନ୍ରୁ ଓଡ଼ିଶା ଫେରିଥିବା ଜଣେ ୪ବର୍ଷର ଶିଶୁକନ୍ୟା କୋଭିଡ୍ ପଜିଟିଭ ଚିହ୍ନଟ ହୋଇଛନ୍ତି। ଏ ସମ୍ପର୍କରେ ଭୁବନେଶ୍ୱର ମହାନଗର ନିଗମ (ବିଏମ୍ସି) ପକ୍ଷରୁ ଶୁକ୍ରବାର ସୂଚନା ଦିଆଯିବା ପରେ ସହରରେ ଆତଙ୍କ ଖେଳିଯାଇଛି। ତେବେ ଆକ୍ରାନ୍ତ ଶିଶୁଙ୍କୁ ଚିକିତ୍ସା…
ବିପଦରେ ହାତୀବଂଶ
ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍ସିସିଏଫ୍ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ ସ୍ତରରୁ ମିଳିଥିବା ସୂଚନା ଅନୁସାରେ ଏହି ସର୍କଲ ଅଧୀନରେ ଥିବା ୬ ବନଖଣ୍ଡରେ ୧୫୪…
ଆଶଙ୍କାରେ ଫାସ୍ଟାଗ୍
ଭୁବନେଶ୍ୱର,୨୬ା୧୨(ବ୍ୟୁରୋ): ଟୋଲ୍ ଗେଟ୍ରେ ଟ୍ରାଫିକ ଭିଡ଼ କମାଇବା ଓ ତେଲ ବଞ୍ଚାଇବା ପାଇଁ ସମଗ୍ର ଦେଶରେ ୨୦୨୧ ଜାନୁୟାରୀ ପହିଲାରୁ ଯାନବାହନରେ ଫାସ୍ଟାଗ୍କୁ ବାଧ୍ୟତାମୂଳକ କରାଯାଇଛି। କେନ୍ଦ୍ର ଭୂପୃଷ୍ଠ ପରିବହନ ଓ ଜାତୀୟ ରାଜପଥ ମନ୍ତ୍ରୀ ନୀତିନ ଗଡକରୀ ଏହା ଘୋଷଣା…
ପିସି ଘଟଣା ଅଭିଯୋଗକୁ ଭିତ୍ତିହୀନ କହିଲେ କୋକସରା ବ୍ଲକ ଅଧ୍ୟକ୍ଷା
କୋକସରା, ୨୬।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ଦ୍ୱାରା ଗତ ୨୧ ତାରିଖରେ ବ୍ଲକ ସଭାଗୃହ ରେ ଏକ ସ୍କ୍ରିନିଂ କମିଟିର ବୈଠକ ଅନୁଷ୍ଠିତ ହୋଇଥିଲା । ଏହି ସ୍କ୍ରିନିଂ କମିଟିର ବୈଠକରେ କୋକସରା ବ୍ଲକ ବିଡ଼ିଓ ମନୀଷା…
ରାଜ୍ୟରେ ସୁସ୍ଥ ହେଲେ ୪୦୬ କରୋନା ଆକ୍ରାନ୍ତ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ରାଜ୍ୟରେ ଶୁକ୍ରବାର ଆଉ ୪୦୬ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ସୁନ୍ଦରଗଡରୁ ଜିଲାରୁ ସର୍ବାଧିକ ୫୨ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ଖୋର୍ଦ୍ଧାରୁ ୪୨, କେନ୍ଦ୍ରାପଡାରୁ ୩୩, କଟକରୁ ୨୭, ସମ୍ବଲପୁରରୁ ୨୬, ବଲାଙ୍ଗିରିରୁ ୨୪, ଯାଜପୁରରୁ ୨୪, ମୟୂରଭଞ୍ଜରୁ ୨୨, ପୁରୀରୁ…
ବ୍ରିଟେନ ଫେରନ୍ତା ଶିଶୁ କରୋନା ପଜିଟିଭ
ଭୁବନେଶ୍ୱର,୨୫।୧୨(ବ୍ୟୁରୋ)-ବ୍ରିଟେନ ଫେରନ୍ତା ୪ ବର୍ଷର ଶିଶୁ କରୋନା ପଜିଟିଭ ଚିହ୍ନଟ ହୋଇଛି। ଗତ ୨୦ ତାରିଖରେ ବାପା-ମାଆଙ୍କ ସହ ଶିଶୁ ବ୍ରିଟେନରୁ ଭୁବନେଶ୍ୱର ଫେରିଥିଲେ। ସମସ୍ତଙ୍କର କୋଭିଡ ଟେଷ୍ଟ ହୋଇଥିଲା। ବାପା ଓ ମାଆଙ୍କର କୋଭିଡ ଟେଷ୍ଟ ନେଗେଟିଭ ଆସିଥିବା ବେଳେ…
Archives


