ରାଜ୍ୟ

ରଥଯାତ୍ରା ନେଇ ସୁପ୍ରିମକୋର୍ଟରେ ପୁଣି ପିଟିଶନ

ଭୁବନେଶ୍ୱର, ୧୬।୬(ବ୍ୟୁରୋ)/ ନୂଆଦିଲ୍ଲୀ(ସ୍ବ.ପ୍ର.): ପୁରୀ ରଥଯାତ୍ରା ସଂକ୍ରାନ୍ତରେ ଓଡ଼ିଶା ହାଇକୋର୍ଟ ଦେଇଥିବା ରାୟକୁ ଚ୍ୟାଲେଞ୍ଜ କରି ସୁପ୍ରିମକୋର୍ଟରେ ଏକ ସ୍ପେଶାଲ ଲିଭ୍‌ ପିଟିଶନ ଦାଖଲ କରାଯାଇଛି। ହାଇକୋର୍ଟ ରାଜ୍ୟ ସରକାରଙ୍କ ଉପରେ ରଥଯାତ୍ରା ନିଷ୍ପତ୍ତି ନ୍ୟସ୍ତ କରିଥିବାବେଳେ ଭାରତୀୟ ବିକାଶ...

ଶ୍ରୀମନ୍ଦିରରେ ପହଞ୍ଚିଲା ଦଶମୂଳ

ପୁରୀ ଅଫିସ,୧୬।୬: ଦେବସ୍ନାନ ପୂର୍ଣ୍ଣିମାରେ ସ୍ନାନବେଦିରେ ୧୦୮ ଗଡୁ ଜଳରେ ସ୍ନାନ କରିବା ପରେ ଜ୍ୱରରେ ପଡିଛନ୍ତି ମହାପ୍ରଭୁ। ଅଣସର ପିଣ୍ଡିରେ ଚାଲିଛି ଦାରୁଦିଅଁଙ୍କ ଗୁପ୍ତ ସେବା। ଶ୍ରୀଅଙ୍ଗ ସେବକ ଦଇତାପତି ସେବାରେ ଲାଗିଛନ୍ତି। ଫୁଲୁରି ତେଲ ଏବଂ ଓଷୁଅ...

‘ଓଡ଼ିଶୀ ସଙ୍ଗୀତ’କୁ କେବେ ମିଳିବ ଶାସ୍ତ୍ରୀୟ ମାନ୍ୟତା

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଜୁନ୍‌ ୭ ଓଡିଶା ଓ ଓଡ଼ିଆଙ୍କ ପାଇଁ ଥିଲା ଏକ ଐତିହାସିକ ଦିବସ। କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ଅମର ରଚନା ‘ବନ୍ଦେ ଉତ୍କଳ ଜନନୀ’କୁ ରାଜ୍ୟ ସଙ୍ଗୀତର ମାନ୍ୟତା ମିଳିବାପରେ ପ୍ରତି ଓଡ଼ିଆଙ୍କ ମନରେ ଖୁସି ଓ ଆନନ୍ଦର...

ନନ୍ଦନକାନନରେ କଳାବାଘ ବୁଲିବା ପ୍ରଚାର ଗୁଜବ

ବାରଙ୍ଗ,୧୬।୬(ଡି.ଏନ୍‌.ଏ.)- କରୋନା ଲାଗି ପ୍ରାଣୀ ଉଦ୍ୟାନ ନନ୍ଦନକାନନ ବନ୍ଦ ରହିଛି। ଶୂନଶାନ ହୋଇଯାଇଛି ନନ୍ଦନକାନନ ରାସ୍ତା। ନା ଆସୁଛନ୍ତି ପର୍ଯ୍ୟଟକ ନା ଶୁଭୁଛି ସେମାନଙ୍କ ଗହଳି। ଏହି ନିସ୍ତବ୍ଧ ମଧ୍ୟରେ ସୋମବାର ନନ୍ଦନକାନନ ପୁଣି ଚର୍ଚ୍ଚାକୁ ଆସିଛି। ସକାଳେ ୯ନଂ...

ମୁଖ୍ୟମନ୍ତ୍ରୀଙ୍କୁ କେନ୍ଦ୍ରମନ୍ତ୍ରୀଙ୍କ ଚିଠି: ଅଣଲାଭଦାୟକ ଶିକ୍ଷାନୁଷ୍ଠାନରେ ମାଗଣା ବହି ଦିଆଯାଉ

ଭୁବନେଶ୍ୱର,୧୬।୬(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ପ୍ରତାପ ଷଡ଼ଙ୍ଗୀ ସୋମବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି। ଏଥିରେ ସେ ସରକାରୀ ସ୍କୁଲର ଛାତ୍ରୀଛାତ୍ରଙ୍କୁ ଯେଭଳି ମାଗଣାରେ ବହି ଯୋଗାଇ ଦିଆଯାଉଛି, ସେହିପରି ସରସ୍ବତୀ ବିଦ୍ୟାମନ୍ଦିର, ବିବେକାନନ୍ଦ ଶିକ୍ଷାକେନ୍ଦ୍ର, ଅରବିନ୍ଦ ସ୍କୁଲ ଅଫ୍‌ ଇଣ୍ଟରନାଲ...

ଇଏ କି ଶାଳଗ୍ରାମ

ପୁରୀ ଅଫିସ,୧୬।୬: ସନାତନ ପରମ୍ପରାରେ ଶାଳଗ୍ରାମଙ୍କୁ ସ୍ବୟଂ ବିଷ୍ଣୁଙ୍କ ସ୍ବରୂପ ଭାବେ ଉପାସନା କରାଯାଇଥାଏ। ବର୍ତ୍ତମାନ ପ୍ରକୃତ ଶାଳଗ୍ରାମ ପ୍ରାୟତଃ ଆଉ ମିଳୁନାହିଁ। ଶ୍ରୀମନ୍ଦିରରେ ଚିତ୍ରିତ ଶାଳଗ୍ରାମ ଉପାସନାର ପରମ୍ପରା ନ ଥିବାବେଳେ ହ୍ବାଟ୍ସଆପ୍‌ ଓ ଫେସ୍‌ବୁକ୍‌ ଭଳି ସୋସିଆଲ୍‌...

ପିଏନ୍‌ବିରୁ ୩୨ କୋଟି ଠକେଇ ମାମଲା:ଖୋଳତାଡ଼ କରିବ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ (ପିଏନ୍‌ବି)ର ଷ୍ଟେଶନ ସ୍କୋୟାର ଶାଖାରୁ ୩୨ କୋଟି ଟଙ୍କା ଠକେଇ ମାମଲାରେ ଖୋଳତାଡ଼ ଚଳାଇଛି ସିବିଆଇ। ଠକେଇର ମୁଖ୍ୟ କୁହାଯାଉଥିବା ଗ୍ଲୋବାଲ ଟ୍ରେଡିଂ ସଲ୍ୟୁସନ ଲିମିଟେଡ୍‌ର ଏମ୍‌ଡି ଅବିନାଶ ମହାନ୍ତିଙ୍କୁ ଗିରଫ କରିବା ପାଇଁ...

ଜୁଲାଇରେ ଆଉ ୯ ଖଣି ନିଲାମ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ରାଜ୍ୟ ସରକାର ଆହୁରି ୯ଟି କୋଇଲା ଖଣିକୁ ନିଲାମ କରିବାକୁ ପ୍ରକ୍ରିୟା ଆରମ୍ଭ କରିଛନ୍ତି। ଆସନ୍ତା ଜୁଲାଇ ସୁଦ୍ଧା ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲାରେ ଥିବା ଉକ୍ତ ଖଣିଗୁଡ଼ିକର ନିଲାମ କରାଯିବ। ସୁନ୍ଦରଗଡ଼ ଜିଲାର ଚାନ୍ଦିପୋଷି, ଝୁମକା ପଥିରିପୋଷି,...

ଚାଷଠୁ ଦୂରରେ ଚାଷୀ

ଭୁବନେଶ୍ୱର,୧୬।୬(ବ୍ୟୁରୋ): ଫସଲ ପାଇଁ ଖର୍ଚ୍ଚ ବଢ଼ିବା ସହ ଉତ୍ପାଦିତ ଶସ୍ୟର ଅଭାବୀ ବିକ୍ରି ସମସ୍ୟା ସୃଷ୍ଟି କରି ଚାଲିଛି। ଏଥିଯୋଗୁ ରାଜ୍ୟରେ ଜମି ପଡ଼ିଆ ପଡୁଛି ପଛକେ ଚାଷୀ ଚାଷ ପାଇଁ ଆଗ୍ରହ ଦେଖାଉ ନାହାନ୍ତି। ଜମି ମାଲିକ ନିଜେ...

ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶି ହଡପ ଅଭିଯୋଗ: ସରପଞ୍ଚଙ୍କୁ ଘେରିଲେ ଗ୍ରାମବାସୀ

ଯୋଡା, ୧୬ା୬(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ଜଲହରି ଗ୍ରାମପଞ୍ଚାୟତରେ ଥିବା ଏସେଲ ଖଣି କମ୍ପାନୀର ଆପାହାତୁ ରେଳସାଇଡିଂରୁ ମିଳିଥିବା ଆର୍ଥତ୍କ ସହାୟତା ରାଶିକୁ ହଡପ କରାଯାଇଥିବା ଅଭିଯୋଗ କରି ସ୍ଥାନୀୟ ଜଲହରି ଅଞ୍ଚଳବାସୀ ପଞ୍ଚାୟତ କାର୍ଯ୍ୟାଳୟରେ ସରପଞ୍ଚଙ୍କୁ ଘେରିଥିଲେ। ଜଲହରି...

କଟକଣା ଭିତରେ ରଜ ପାଳନ

ଖଇରା, ୧୬।୬(ଡି.ଏନ.ଏ.)-ବାଲେଶ୍ୱର ଜିଲା ଅଧୀନ ଖଇରା ବ୍ଲକରେ ରଜ କଟକଣା ମଧ୍ୟରେ ପାଳନ କରାଯାଉଛି ା ଝିଅମାନେ ସାମାଜିକ କଟକଣା ମଧ୍ୟରେ ଦୋଳି ଖେଳୁଥିବା ବେଳେ ଅଳତା ମେହେନ୍ଦିରେ ସଜେଇ ହେଉଥିବାର ଦେଖିବାକୁ ମିଳୁଛି ା ଲୋମାନେ ଘରେ ପିଠାପଣାର...

ବ୍ୟାସକବିଙ୍କ ଶ୍ରାଦ୍ଧବାର୍ଷିକୀରେ ବିଶ୍ୱଶାନ୍ତି ପାଇଁ ପ୍ରାର୍ଥନା

ବାଲେଶ୍ୱର ଅଫିସ,୧୬।୬- ଓଡ଼ିଆ ଭାଷା ସାହିତ୍ୟର ତ୍ରାଣକର୍ତ୍ତା, ଭାଷା ଆନ୍ଦୋଳନର ସେନାପତି, ସଂକ୍ରାନ୍ତି ପୁରୁଷ, ବ୍ୟାସକବି ଫକୀରମୋହନ ସେନାପତିଙ୍କ ୧୦୨ତମ ଶ୍ରାଦ୍ଧବାର୍ଷିକୀରେ ବାଲେଶ୍ୱର ସହର ଶାନ୍ତିକାନନଠାରେ ଫକୀରମୋହନ ସାହିତ୍ୟ ପରିଷଦ ପକ୍ଷରୁ ସୋମବାର ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯାଇଥିଲା। ପୂର୍ବାହ୍ନ ୭ଟା...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri