ରାଜ୍ୟ

ଘରେ ଏକାକୀ ଥିବାବେଳେ ମୂକ ଯୁବତୀଙ୍କୁ ବଳାତ୍କାର ଉଦ୍ୟମ! ଗୋଡ଼ାଇ ଗୋଡ଼ାଇ ନିର୍ଦ୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସକୁ…

ଦିଗପହଣ୍ଡି,୨୯।୮ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ ଏକ ଗାଁରେ ଜଣେ ମାନସିକ ଅନଗ୍ରସର ଓ ମୂକ ଯୁବତୀଙ୍କୁ ଘରେ ପଶି ବଳାତ୍କାର ଉଦ୍ୟମ କରାଯାଇଥିବା ଅଭିଯୋଗ ହୋଇଛି। ଗ୍ରାମବାସୀମାନେ ଅଭିଯୁକ୍ତଙ୍କୁ ଧରି ନିର୍ଦ୍ଧୁମ ମାଡ଼ ମାରିବା…

ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକ ଅସୁରକ୍ଷିତ: ମୁଖାପିନ୍ଧା ଯୁବକଙ୍କ ଅତର୍କିତ ଆକ୍ରମଣକୁ ନେଇ କୋଟିଆ ଥାନାରେ ମାମଲା ରୁଜୁ

ପଟ୍ଟାଙ୍ଗି,୨୯।୮(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ୍‌ ଅଧୀନ ପ୍ରସିଦ୍ଧ ଦେଓମାଳି ପର୍ଯ୍ୟଟନ ସ୍ଥଳୀରେ ପର୍ଯ୍ୟଟକଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି ହୋଇଛି। ଶୁକ୍ରବାର ସନ୍ଧ୍ୟାରେ ଦେଓମାଳି ବୁଲିବାକୁ ଯାଇଥିବା ସୁନାବେଡ଼ା ୟୁନିଭର୍ସିଟିର ୫ ଜଣ ଛାତ୍ରଛାତ୍ରୀଙ୍କୁ କିଛି ମୁଖାପିନ୍ଧା…

 ଚାଷୀ ପଞ୍ଜୀକରଣକୁ ଆଉ ମାତ୍ର ୨ ଦିନ ବାକି, ସର୍ଭର ଡାଉନ୍‌ ବଢ଼ାଉଛି ଚିନ୍ତା

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ନବରଙ୍ଗପୁର ଜିଲାରେ ୨୦୨୬-୨୭ ଖରିଫ ଧାନମଣ୍ଡି ନିମନ୍ତେ ଚାଷୀ ପଞ୍ଜୀକରଣ ପ୍ରକ୍ରିୟା ଜାରି ରହିଛି। ପଞ୍ଜୀକରଣର ଶେଷ ତାରିଖ ଅଗଷ୍ଟ ୩୧ ଥିବାବେଳେ ଅବଧି ଶେଷହେବାକୁ ଆଉ ମାତ୍ର ୨ ଦିନ ବାକି। ଏପର୍ଯ୍ୟନ୍ତ ଜିଲାର ପ୍ରାୟ…

ତାରାତାରିଣୀ ଛକରେ ସାଙ୍ଘାତିକ କାର୍ ଦୁର୍ଘଟଣା: ତହସିଲଦାରଙ୍କ କଲ୍‌କୁ ବି ଖାତିର କଲାନି ଆମ୍ବୁଲାନ୍ସ କଲ୍ ସେଣ୍ଟର; ଛଟପଟ ହେଲେ…

ପୁରୁଷୋତ୍ତମପୁର,୨୯।୮(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ବ୍ରହ୍ମପୁର-ପୁରୁଷୋତ୍ତମପୁର ମୁଖ୍ୟ ରାସ୍ତାର ତାରାତାରିଣୀ ଛକ ନିକଟରେ ଶନିବାର ସନ୍ଧ୍ୟାରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ରାସ୍ତାରେ ନିର୍ମିତ ଡିଭାଇଡରରେ ଅନ୍ଧାର ଯୋଗୁଁ ଏକ କାର୍ (OR 02 BX…

ଓଡ଼ିଶା ସିଭିଲ ସର୍ଭିସ ପରୀକ୍ଷାର୍ଥୀଙ୍କ ପାଇଁ ବଡ଼ ଖବର: ଅକ୍ଟୋବର ୨୯ରୁ …

କଟକ,୨୯।୮: ଓଡ଼ିଶା ଲୋକସେବା ଆୟୋଗ (OPSC) ପକ୍ଷରୁ ଓଡ଼ିଶା ସିଭିଲ ସର୍ଭିସ (OCS) ମେନ୍ ପରୀକ୍ଷାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଅକ୍ଟୋବର ୨୯ ତାରିଖରୁ ନଭେମ୍ବର ୧୧ ତାରିଖ ପର୍ଯ୍ୟନ୍ତ ଏହି ଗୁରୁତ୍ୱପୂର୍ଣ୍ଣ ମେନ୍ ପରୀକ୍ଷା ଅନୁଷ୍ଠିତ ହେବ। OPSC…

ରାକ୍ଷୀ ପୂର୍ଣ୍ଣିମା ପାଇଁ ବାପଘରକୁ ଆସିଥିଲେ: ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଗୁରୁତର

ବାରିପଦା, ୨୯।୮ (ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବଡ଼ସାହି ବ୍ଲକ ଅନ୍ତର୍ଗତ ପଟିସାରି ଗ୍ରାମପଞ୍ଚାୟତର ଜଡ଼ିପଦା ଗାଁରେ ମାଟି କାନ୍ଥ ଭୁଶୁଡ଼ି ଶିଶୁ ସମେତ ୩ ଜଣ ଗୁରୁତର ଆହତ ହୋଇଛନ୍ତି। ଆହତମାନେ ହେଲେ ମିନତୀ ସିଂ (୬୫), ସୁଜାତା…

ଗଣତନ୍ତ୍ରକୁ ସଶକ୍ତ କରିବା ପାଇଁ ଯୁବପିଢ଼ିଙ୍କୁ ଆହ୍ବାନ: ସଚେତନ ନାଗରିକ ହେବାକୁ ଛାତ୍ରୀଛାତ୍ରଙ୍କ ଶପଥ

ଭଞ୍ଜନଗର,୨୯ା୮(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଅନ୍ତର୍ଗତ ପିଏମ ସରକାରୀ ଉଚ୍ଚ ବିଦ୍ୟାଳୟ, ମୁଜାଗଡ଼ ଏବଂ କବିସମ୍ରାଟ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ, କୁଲାଡ଼ରେ ନିର୍ବାଚନ ସାକ୍ଷରତା କ୍ଲବ ପକ୍ଷରୁ ନିର୍ବାଚନୀ ସଚେତନତାମୂଳକ ଶନିବାର ଅନୁଷ୍ଠିତ ହୋଇଯାଇଛି। ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର…

ନିଟ୍‌ରେ ୧୫,୨୭୨ ରାଙ୍କ: ଆଦିତ୍ୟଙ୍କୁ ସମ୍ବର୍ଦ୍ଧନା

ରାଇକିଆ, ୨୯।୮ (ପ୍ରଦୀପ ବେହେରା): ଚଳିତ ବର୍ଷ ନିଟ୍‌ ପରୀକ୍ଷାରେ ସଫଳତା ହାସଲ କରିଥିବା ରାଇକିଆର ଛାତ୍ର ଆଦିତ୍ୟ ପାତ୍ରଙ୍କୁ ରାଇକିଆ ସରସ୍ୱତୀ ଶିଶୁ ବିଦ୍ୟା ମନ୍ଦିର ପକ୍ଷରୁ ସମ୍ବର୍ଦ୍ଧନା ଜ୍ଞାପନ କରାଯାଇଛି। ଆଦିତ୍ୟ ନିଟ୍‌ ପରୀକ୍ଷାରେ ୫୮୬ ମାର୍କ ରଖିବା…

ଖାଲଖମାରେ ଭର୍ତ୍ତି ହୋଇଛି ୧୪୩ ନମ୍ବର ଜାତୀୟ ରାଜପଥ, ସ୍ଥାୟୀ ମରାମତି ଦାବି କରି…

କୁଆଁରମୁଣ୍ଡା,୨୯ା୮(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଦାମଦାପଡ଼ା ନିକଟରୁ ଓଡ଼ିଶା-ଝାଡ଼ଖଣ୍ଡ ସୀମାନ୍ତ ଫାଟକ ପର୍ଯ୍ୟନ୍ତ ପ୍ରାୟ ୩ କିମିରୁ ଊଦ୍ଧର୍‌ବ ୧୪୩ ନମ୍ବର ଜାତୀୟ ରାଜପଥ ଏବେ ମରଣଯନ୍ତା ପାଲଟିଛି। ରାସ୍ତାର ଏକାଧିକ ସ୍ଥାନ ଫାଟି ଏବେ ଗାତ ସୃଷ୍ଟି…

କୂଅ ଭିତରେ ପଡ଼ିଛି ଦୁଇ ହେଟାବାଘ, ଉଦ୍ଧାର ପାଇଁ ବନ ବିଭାଗର ପ୍ରୟାସ

ନବରଙ୍ଗପୁର, ୨୯।୮(ସଦାଶିବ ପ୍ରହରାଜ): ରାଇଘର ବ୍ଲକ ବୋବେଇ ପଞ୍ଚାୟତ ଅନ୍ତର୍ଗତ ବୋବେଇ ଗ୍ରାମରେ ଏକ ଜମି ଭିତରେ ଥିବା କୂଅରେ ଦୁଇଟି ହେଟାବାଘ ପଡ଼ିଛି। ଗ୍ରାମବାସୀ ହେଟାବାଘ ଦୁଇଟିକୁ କୂଅ ଭିତରେ ଦେଖିବା ପରେ ବନ ବିଭାଗକୁ ସୂଚନା ଦେଇଥିଲେ। ଖବର…

ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀକୁ ହତ୍ୟା: ପାଇଖାନା ଟାଙ୍କିରେ ପୋତିଦେଲେ….

ଢେଙ୍କାନାଳ,୨୯।୮(ରତନ ନାୟାର): ସୁଭଦ୍ରା ଟଙ୍କା ନ ଦେବାରୁ ସ୍ତ୍ରୀଙ୍କୁ ବୀଭତ୍ସ ଭାବେ ହତ୍ୟା କରିଥିବା ଅଭିଯୋଗରେ ଜଣେ ମଦ୍ୟପ ସ୍ୱାମୀଙ୍କୁ ପୋଲିସ ଗିରଫ କରିଛି। ଢେଙ୍କାନାଳ ସଦର ଥାନା ଅନ୍ତର୍ଗତ ଅଇନ୍ଦିପୁର ଜୁଆଙ୍ଗ ସାହିରେ ଏହି ଚାଞ୍ଚଲ୍ୟକର ହତ୍ୟାକାଣ୍ଡ ଘଟିଛି। ସୂଚନା…

ଚାଷୀ ପଞ୍ଜୀକରଣ ଅବଧି ବୃଦ୍ଧି ଦାବି, ଅତିରିକ୍ତ ଜିଲାପାଳଙ୍କୁ ଚାଷୀ ସଂଗଠନ ଭେଟି…

ଛତ୍ରପୁର,୨୯ା୮(ଦିଲ୍ଲୀପ ସାମଲ): ଖରିଫ ଋତୁରେ ଧାନ ମଣ୍ଡିରେ ଧାନ ବିକ୍ରି ପାଇଁ ଚାଷୀଙ୍କ ଅନଲାଇନ ପଞ୍ଜୀକରଣ ଅବଧି ଆସନ୍ତା ୩୧ରେ ଶେଷ ହେବାକୁ ଯାଉଛି। ତେବେ ଏପର୍ଯ୍ୟନ୍ତ ବହୁ ଚାଷୀ ପଞ୍ଜୀକରଣ କରିପାରି ନ ଥିବାରୁ ଏହାର ଅବଧି ସେପ୍ଟେମ୍ବର ୧୫…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?