ରାସ୍ତାପାର୍ଶ୍ୱରେ ଛିଡା ହୋଇଥିବାବେଳେ ଦମ୍ପତିଙ୍କ ଉପରେ ମାଡିଗଲା ଟ୍ରକ
ରାଇରଙ୍ଗପୁର,୨୮ା୯(ଡି.ଏନ୍.ଏ.)-ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ରାଇରଙ୍ଗପୁର-ବାରିପଦା ରାସ୍ତାର ସାନାଛକଠାରେ ସୋମବାର ଅପରାହ୍ନରେ ଟ୍ରକ୍ ଧକ୍କାରେ ଦମ୍ପତିଙ୍କ ମୃତ୍ୟୁ ଘଟିଥିବା ବେଳେ ଅନ୍ୟ ଜଣେ ଗୁରୁତର ଆହତ ହୋଇଛନ୍ତି। ମୃତକ ହେଲେ ବିଶୋଇ ଥାନା ଅଶନଶିଖର ଗ୍ରାମର ଅଙ୍ଗନଓ୍ବାଡି କର୍ମୀ ସାବିତ୍ରୀ…
ଆସନ୍ତା ୩ ବର୍ଷରେ ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୮ା୯(ବ୍ୟୁରୋ)-ଆସନ୍ତା ୩ ବର୍ଷ ମଧ୍ୟରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବ। ସୋମବାର ଭିଡିଓ କନଫରେନ୍ସରେ ଫକୀରମୋହନଙ୍କ ଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହି…
ରାଜଧାନୀରେ ପୁଣି ବ୍ୟାଙ୍କ ଲୁଟ୍: ବନ୍ଧୁକ ଦେଖାଇ ନେଇଗଲେ ୧୦ ଲକ୍ଷ
ଭୁବନେଶ୍ୱର,୨୮।୯(ବ୍ୟୁରୋ)-ରାଜଧାନୀରେ ପୁଣି ମାତିଛନ୍ତି ଦୁର୍ବୃତ୍ତ। ସୋମବାର ମଞ୍ଚେଶ୍ୱର ଅଞ୍ଚଳରେ ଥିବା ବରିମୁଣ୍ଡିସ୍ଥିତ ବ୍ୟାଙ୍କ ଅଫ ଇଣ୍ଡିଆ ଶାଖାରୁ ଦୁର୍ବୃତ୍ତମାନେ ବନ୍ଧୁକ ଦେଖାଇ ୧୦ ଲକ୍ଷ ଟଙ୍କା ନେଇଯାଇଥିବା ଅଭିଯୋଗ ହୋଇଛି। ଖବରପାଇ ସ୍ପେଶାଲ ସ୍କ୍ବାଡ୍ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।
ଅକ୍ଟୋବର ୪ରୁ ଖୋଲିବ ନନ୍ଦନକାନନ
ଭୁବନେଶ୍ୱର, ବାରଙ୍ଗ, ୨୮।୯(ବ୍ୟୁରୋ)- ପ୍ରାଣୀ ଉଦ୍ୟାନ ନନ୍ଦନାକନନ ଅକ୍ଟୋବର ୪ ତାରିଖରେ ଖୋଲିବା ନେଇ କର୍ତ୍ତୃପକ୍ଷ ସୋମବାର ଘୋଷଣା କରିଛନ୍ତି। ଏହାସହ ବଟାନିକାଲ ଗାର୍ଡେନ ମଧ୍ୟ ସେହିଦିନଠାରୁ ଖୋଲାଯିବ। ଦୀର୍ଘ ୭ମାସ ପରେ ନନ୍ଦନକାନନ ଖୋଲିବା ନିଷ୍ପତ୍ତି ଶୁଣି ପର୍ଯ୍ୟଟକ ଓ ବ୍ୟବସାୟୀଙ୍କ…
ଏବେ ଖୋଲିବନି ମନ୍ଦିର
ଭୁବନେଶ୍ୱର,୨୮।୯(ବ୍ୟୁରୋ)-ଏବେ ମନ୍ଦିର ଖୋଲିବା ସମ୍ଭବ ନୁହେଁ। ଏ ନେଇ ହାଇକୋର୍ଟରେ ନିଜର ଜବାବ ଦାଖଲ କଲେ ରାଜ୍ୟ ସରକାର। ରାଜ୍ୟରେ ବିଭିନ୍ନ ଧର୍ମାନୁଷ୍ଠାନ ଖୋଲିବା ସମ୍ପର୍କିତ ମାମଲାରେ ରାଜ୍ୟ ସରକାରଙ୍କ ପକ୍ଷରୁ ହାଇକୋର୍ଟରେ ଜବାବ ଦାଖଲ ହୋଇଛି। ବର୍ତ୍ତମାନ ମନ୍ଦିର ଖୋଲିବା…
ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କୁ କରୋନା
ଭୁବନେଶ୍ୱର/ଛେଣ୍ଡିପଦା,୨୮।୯ (ବ୍ୟୁରୋ/ସ୍ବ.ପ୍ର.): ଅନୁଗୋଳ ଜିଲା ଛେଣ୍ଡିପଦା ନିର୍ବାଚନମଣ୍ଡଳୀର ବିଧାୟକ ସୁଶାନ୍ତ ବେହେରା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ପୂର୍ବରୁ ତାଳଚେର ବିଧାୟକ ବ୍ରଜ କିଶୋର ପ୍ରଧାନ ଓ ପାଲଲହଡ଼ା ବିଧାୟକ ମୁକେଶ ପାଳ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିବା ବେଳେ…
ସୁର ସାମ୍ରାଜ୍ଞୀଙ୍କୁ ବାଲୁକାକଳାରେ ଶୁଭେଚ୍ଛା ଜଣାଇଲେ ସୁଦର୍ଶନ ପଟ୍ଟନାୟକ
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ସୁର ସାମ୍ରାଜ୍ଞୀ ଲତା ମଙ୍ଗେସକରଙ୍କର ସୋମବାର ହେଉଛି ଜନ୍ମଦିନ। ସେ ସେପ୍ଟେମ୍ବର ୨୮, ୧୯୨୯ ମସିହାରେ ପ୍ରସିଦ୍ଧ ସଙ୍ଗୀତକାର ଦିନାଥ ମଙ୍ଗେସକରଙ୍ଗ କୋଳରେ ଇନ୍ଦୋରରେ ଜନ୍ମଗ୍ରହଣ କରିଥିଲେ। ଲତା ଏବେ ୯୧ ବର୍ଷରେ ପାଦ ଥାପିଛନ୍ତି। ଏହି ଅବସରରେ…
ଭୁବନେଶ୍ୱରରୁ ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ, ସୁସ୍ଥ ହେଲେ ୩୨୧
ଭୁବନେଶ୍ୱର, ୨୮।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ସୋମବାର ଆଉ ୩୪୨ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୧୧ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୩୧ ଲୋକାଲ କେସ୍ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ…
ଉପବାଚସ୍ପତିଙ୍କୁ କରୋନା
ଭୁବନେଶ୍ୱର,୨୮।୯(ବ୍ୟୁରୋ): ମହାମାରୀ କରୋନା ରାଜ୍ୟରେ କାୟା ବିସ୍ତାର କରିଚାଲିଛି। ରାଜ୍ୟରେ ପ୍ରତିଦିନ ୪ ହଜାରରୁ ଅଧିକ ମାମଲା ସାମ୍ନାକୁ ଆସୁଛି। ମନ୍ତ୍ରୀ ଏବଂ ବିଧାୟକ ମଧ୍ୟ କରୋନା ଆକ୍ରାନ୍ତ ହେଉଛନ୍ତି। ସୋମବାର ବିଧାନସଭା ଉପବାଚସ୍ପତି ରଜନୀକାନ୍ତ ସିଂଙ୍କୁ କରୋନା ହୋଇଥିବା ଜଣାପଡିଛି।…
ଯୁକ୍ତ ତିନି ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ପ୍ରକାଶ
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ରାଜ୍ୟର ବିଭିନ୍ନ ଡିଗ୍ରୀ ମହାବିଦ୍ୟାଳୟର ଯୁକ୍ତ ତିନିରେ ନାମଲେଖା ଲାଗି ପ୍ରଥମ ପର୍ଯ୍ୟାୟ କଟ୍ଅଫ୍ ମାର୍କ ସୋମବାର ପ୍ରକାଶ ପାଇଛି। ଏକ୍ଷେତ୍ରରେ ଭୁବନେଶ୍ୱରର ବିଜେବି ସ୍ବୟଂଶାସିତ ମହାବିଦ୍ୟାଳୟ ଆଗରେ ରହିଛି। ଏହି ମହାବିଦ୍ୟାଳୟର ପଦାର୍ଥ ବିଜ୍ଞାନରେ ପ୍ରଥମ ପର୍ଯ୍ୟାୟ କଟ୍ଅଫ୍…
କୋଭିଡ୍ ହସ୍ପିଟାଲରେ ପ୍ରତି ୧୫ ଦିନରେ ହେବ ଅଗ୍ନି ନିରାପତ୍ତା ଯାଞ୍ଚ
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ଏଥର ପ୍ରତି ୧୫ ଦିନରେ ପ୍ରତ୍ୟେକ କୋଭିଡ୍ ହସ୍ପିଟାଲରେ ଅଗ୍ନି ନିରାପତ୍ତା ଯାଞ୍ଚ କରାଯିବ। କଟକସ୍ଥିତ ସଦ୍ଗୁରୁ ହସ୍ପିଟାଲରେ ନିଆଁ ଲାଗିବା ପରେ ଅଗ୍ନିଶମ ବିଭାଗ ଏପରି ନିର୍ଦ୍ଦେଶାବଳୀ ଜାରି କରିଛି। ହସ୍ପିଟାଲରେ ହଠାତ୍ କୌଣସି ଅଘଟଣ ଘଟିଲେ ଏଠାରେ…
ରାଜ୍ୟରେ ୮୦୦ ଟପିଲା କରୋନା ମୃତ୍ୟୁସଂଖ୍ୟା, ଆଜି ନେଇଛି ୧୬ ଜୀବନ
ଭୁବନେଶ୍ୱର,୨୮ା୯(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୧୬ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୮୧୩କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି କରୋନାରେ ବାଲେଶ୍ୱରରୁ ୩…
Archives


