ରାଜ୍ୟ

ବସ୍‌ ଚଳାଚଳ ବନ୍ଦ ପରେ ବଢ଼ିଲା ଚିନ୍ତା

ଭୁବନେଶ୍ୱର,୬ା୫(ବ୍ୟୁରୋ):କରୋନାର ପ୍ରଥମ ଲହର ପରେ ଯାତ୍ରୀ ଅଭାବ ସାଙ୍ଗକୁ ଦ୍ୱିତୀୟ ଲହରଜନିତ ଲକ୍‌ଡାଉନ ଘରୋଇ ବସ୍‌ ସେବାକୁ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ କରିଛି। ସେହିପରି ବୁଧବାରଠାରୁ ସାରା ରାଜ୍ୟରେ ଲକ୍‌ଡାଉନ୍‌ ଆରମ୍ଭ ହୋଇଥିବାରୁ ବସ୍‌ ଚଳାଚଳ ସମ୍ପୂର୍ଣ୍ଣ ବନ୍ଦ ରହିଛି। ଫଳରେ ବସ୍‌…

ପ୍ରଦୀପ୍ତଙ୍କ ଚିକିତ୍ସା କରିବେ ଉଚ୍ଚସ୍ତରୀୟ ଡାକ୍ତରୀ ଦଳ

ଭୁବନେଶ୍ୱର, ୬ା୫(ବ୍ୟୁରୋ):ବିରୋଧୀ ଦଳ ନେତା ପ୍ରଦୀପ୍ତ କୁମାର ନାୟକ କରୋନା ସଂକ୍ରମିତ ହୋଇ ଭୁବନେଶ୍ବର ଅଖିଳ ଭାରତୀୟ ଆୟୁ ର୍ବିଜ୍ଞାନ ପ୍ରତିଷ୍ଠାନ(ଏମସ୍‌) କୋଭିଡ୍‌ ହସ୍ପିଟାଲ୍‌ରେ କିଛିଦିନ ହେଲା ଚିକିତ୍ସିତ ହେଉଛନ୍ତି ା ତାଙ୍କୁ ଏବେ ଭେଣ୍ଟିଲେଟର ସପୋର୍ଟରେ ରଖାଯାଇଥିବା ତାଙ୍କର ଜଣେ…

ଖୋର୍ଦ୍ଧା, ସୁନ୍ଦରଗଡ଼ ସ୍ଥିତି ସଙ୍ଗିନ

ଭୁବନେଶ୍ୱର, ୬।୫(ବ୍ୟୁରୋ):ରାଜ୍ୟରେ କିଛିଦିନ ଧରି ସଂକ୍ରମଣ କମିବା ସହ ଗତ ୪ଦିନ ହେବ ପ୍ରାୟତଃ ସ୍ଥିର ଅବସ୍ଥାରେ ଥିଲା। ଗତ ୧୦ ତାରିଖରେ ୧୦,୪୧୩ ପଜିଟିଭ୍‌ ଚିହ୍ନଟ ହୋଇ ସର୍ବକାଳୀନ ରେକର୍ଡ କରିଥିଲା। ଏହାପରେ ଦୈନିକ ସଂକ୍ରମଣ ୮ହଜାର ପାଖାପାଖି ରହୁଥିଲା।…

ଆଜି କରୋନାରେ ଆଖିବୁଜିଲେ ୧୭ ଆକ୍ରାନ୍ତ

ଭୁବନେଶ୍ୱର,୬।୫(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୭ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୧୨୧ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୭ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ରାଜ୍ୟରେ ଆଜି ୧୦,୫୨୧ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୫।୫(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁଛି। ଗୁରୁବାର ରାଜ୍ୟରେ ୧୦,୫୨୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୫,୯୪୫ ଜଣ କ୍ୱାରାଣ୍ଟାଇନ୍‌ରେ ଥିଲେ। ବାକି ୪,୫୭୬ଟି ହେଉଛି ଲୋକାଲ କେସ। ଅପରପକ୍ଷେ, ଲଗାତାର କିଛି ଦିନ…

କଳାବଜାର ଉପରେ କଡ଼ା ନଜର

ଭୁବନେଶ୍ୱର, ୬ା୫(ବ୍ୟୁରୋ): କରୋନାର ଦ୍ୱିତୀୟ ଲହର ଦ୍ରୁତ ସଂକ୍ରାମକ ହୋଇଥିବାରୁ ରାଜ୍ୟ ସରକାର ବୁଧବାରଠାରୁ ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ରାଜ୍ୟବ୍ୟାପୀ ଲକ୍‌ଡାଉନ ଘୋଷଣା କରିଛନ୍ତି। ଲକ୍‌ଡାଉନ ଲାଗୁ ହେବା ପୂର୍ବରୁ ବଜାରରେ ଅତ୍ୟାବଶ୍ୟକ ସାମଗ୍ରୀଗୁଡ଼ିକର ଦର ବୃଦ୍ଧି ଘଟିଛି। ଏହି…

ଦ୍ୱିତୀୟ ଦିନ ଲାଗି ବଢ଼ିଲା ତେଲ ଦର

ଭୁବନେଶ୍ୱର,ନୂଆଦିଲ୍ଲୀ,୬।୫:ଦେଶ ମଧ୍ୟରେ ଲଗାତର ଦ୍ୱିତୀୟ ଦିନ ଲାଗି ପେଟ୍ରୋଲ ଏବଂ ଡିଜେଲ ଦର ବୃଦ୍ଧି ପାଇଛି। ଫଳରେ ଭୁବନେଶ୍ୱରରେ ବୁଧବାର ପେଟ୍ରୋଲ ଲିଟର ପିଛା ୧୭ ପଇସା ବୃଦ୍ଧି ପାଇ ୯୧.୪୪ ଟଙ୍କା ଛୁଇଁଛି। ଏଠାରେ ଡିଜେଲ ଦର ୨୧ ପଇସା…

ଚଳିତବର୍ଷ ବଢ଼ିବନି ସ୍ଥାବର ସମ୍ପତ୍ତି ମୂଲ୍ୟ

ଭୁବନେଶ୍ୱର,୬ା୫(ବ୍ୟୁରୋ):ରାଜ୍ୟରେ କୋଭିଡ୍‌-୧୯ ମହାମାରୀ ଦ୍ୱିତୀୟ ଲହର ହୁ ହୁ ହୋଇ ମାଡ଼ିଚାଲିଛି। ଜନସାଧାରଣଙ୍କ ଆର୍ଥିକ ମେରୁଦଣ୍ଡ ଦୋହଲି ଯାଇଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଜମି, ପ୍ଲଟ୍‌ ଓ ଫ୍ଲାଟ ମୂଲ୍ୟ ବୃଦ୍ଧି ନ କରିବାକୁ ନିଷ୍ପତ୍ତି ନେଇଛନ୍ତି। ୨୦୨୧-୨୨…

ବିଳମ୍ବ ହୋଇପାରେ ମୌସୁମୀ

ଭୁବନେଶ୍ୱର,୬ା୫(ବ୍ୟୁରୋ): ଚଳିତବର୍ଷ ଗ୍ରୀଷ୍ମର ପ୍ରକୋପ ବଢ଼ିନାହିଁ। ଅଳ୍ପ କିଛିଦିନ ଗୋଟିଏ ଦୁଇଟି ସ୍ଥାନରେ ସର୍ବୋଚ୍ଚ ତାପମାତ୍ରା ୪୪ ଡିଗ୍ରୀ ଛୁଇଁଥିଲେ ମଧ୍ୟ ଲଗାତର ଝଡ଼ବର୍ଷା ଯୋଗୁ ରାଜ୍ୟରେ ତାତି ହ୍ରାସ ପାଇଛି। ନିୟମିତ ବ୍ୟବଧାନରେ ରାଜ୍ୟର କେତେକ ସ୍ଥାନରେ ଝଡ଼ବର୍ଷା ଲାଗିରହୁଛି।…

ହାଇକୋର୍ଟରେ ପରୀ ମାମଲା : ୭ରେ ପରବର୍ତ୍ତୀ ଶୁଣାଣି

ନୟାଗଡ଼ ଅଫିସ, ୫।୫: ନୟାଗଡ଼ର ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ବୁଧବାର ନାବାଳକ କଲେଜ ଛାତ୍ରଙ୍କ ଜାମିନ ଆବେଦନ ଉପରେ ହାଇକୋର୍ଟରେ ଶୁଣାଣି ହୋଇଛି । ବିଚାରପତି ଏସ୍‌.କେ. ପାଣିଗ୍ରାହୀ ଏହାର ଶୁଣାଣି କରିଥିଲେ। ପରବର୍ତ୍ତୀ ଶୁଣାଣି ୭ ତାରିଖରେ ହେବ…

ପୋଲିସ ଅଧିକାରୀଙ୍କ ପ୍ରତାରଣା: ଷ୍ଟାଫ୍‌ନର୍ସଙ୍କ ଆତ୍ମହତ୍ୟା

ଝାରସୁଗୁଡ଼ା ଅଫିସ,୫ା୫: ଖାକିରେ ପୁଣି ଲାଗିଛି କଳଙ୍କର ଦାଗ। ଝାରସୁଗୁଡ଼ା ଜିଲାର ଜଣେ ପୋଲିସ ଅଧିକାରୀଙ୍କ ପ୍ରତାରଣା ସହି ନ ପାରି ମହିଳା ଷ୍ଟାଫ୍‌ନର୍ସ ଆତ୍ମହତ୍ୟା କରିଛନ୍ତି। ଏ ନେଇ ବନହରପାଲି ଥାନା ପୋଲିସ ଏକ ମାମଲା(ନଂ.୫୪/୨୧) ରୁଜୁ କରି ତଦନ୍ତ…

୩୯ ପୋଲିସ କରୋନା ଆକ୍ରାନ୍ତ

ଝାରସୁଗୁଡ଼ା ଅଫିସ,୫ା୫: ଝାରସୁଗୁଡ଼ା ଜିଲାରେ କରୋନା ସଂକ୍ରମଣ ଦିନକୁ ଦିନ ବଢିଚାଲିଛି। ଏହାକୁ ମୁକାବିଲା କରିବା ପାଇଁ କରୋନା ଯୋଦ୍ଧା ଭାବେ ଜିଲା ପୋଲିସ ପ୍ରଶାସନ ଦିନରାତି ଏକ କରିଦେଇଛି। ବିଭିନ୍ନ ସ୍ଥାନରେ ଯାନବାହନ ଯାଞ୍ଚ, କୋଭିଡ୍‌ ସଚେତନତା, ଆମାନିଆଙ୍କୁ ସାବାଡ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?