ରାଜ୍ୟ

କଟକରୁ ଆଜି ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ

କଟକ ଅଫିସ,୨୭।୯-କଟକ ସହରରୁ ଆଜି ଆଉ ୧୬୮ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୮୭ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ୍‌ ୮୧ ରହିଛି। ତୁଳସୀପୁରରୁ ୬, ଚାଉଳିଆଗଞ୍ଜରୁ ୨, କଲେଜ ଛକରୁ ୨, ମଙ୍ଗଳବାଗରୁ ୨,…

ବିଧାନସଭାରେ କରୋନା ଟେଷ୍ଟ: ୧୩୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୭।୯(ବ୍ୟୁରୋ)- ବିଧାନସଭା ମୌସୁମୀ ଅଧିବେଶନ ପୂର୍ବରୁ ଆସିଛି କରୋନା ଟେଷ୍ଟ ରିପୋର୍ଟ। ଗତକାଲି କୋଭିଡ ପରୀକ୍ଷା କରାଯାଇଥିବା ୭୫୭ ଜଣଙ୍କ ମଧ୍ୟରୁ ୧୩୬ ଜଣଙ୍କ ରିପୋର୍ଟ ପଜିଟିଭ ଆସିଛି। ବିଏମସି ପକ୍ଷରୁ ବିଧାନସଭା ପରିସରରେ ବ୍ୟାପକ ବ୍ୟବସ୍ଥା ହୋଇଥିଲା। ୬ଟି କାଉଣ୍ଟର…

ଅକ୍ଟୋବରରେ ଖୋଲିପାରେ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ

ଭୁବନେଶ୍ୱର,୨୭ା୯(ବ୍ୟୁରୋ): କୋଭିଡ୍‌ କଟକଣା ଭିତରେ ଅକ୍ଟୋବରରୁ ରାଜ୍ୟର ସମସ୍ତ ପର୍ଯ୍ୟଟନସ୍ଥଳୀ ଖୋଲାଯିବା ନେଇ ଯୋଜନା ଥିବା ପର୍ଯ୍ୟଟନ ମନ୍ତ୍ରୀ ଜ୍ୟୋତି ପ୍ରକାଶ ପାଣିଗ୍ରାହୀ ସୂଚନା ଦେଇଛନ୍ତି। ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଆଜି ମନ୍ତ୍ରୀ ମନ୍ତ୍ରୀ କହିଛନ୍ତି, କରୋନାରେ ପର୍ଯ୍ୟଟନ ବିଭାଗ…

ରାଜ୍ୟରୁ ଆଜି ଆଉ ୧୪ ଜୀବନ ନେଲା କରୋନା, ୭୯୭ରେ ପହଞ୍ଚଲା ମୃତ୍ୟୁସଂଖ୍ୟା

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ରାଜ୍ୟରୁ ଆଉ ୧୪ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୭୯୭କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଆଜି ଖୋର୍ଦ୍ଧା ଏବଂ କଟକ…

CORONAVIRUS UPDATE: ରାଜ୍ୟରେ ଆଜି ୩୯୨୨ ପଜିଟିଭ୍‌ ଚିହ୍ନଟ, ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪କୁ ବୃଦ୍ଧି

ଭୁବନେଶ୍ୱର,୨୭ା୯(ବ୍ୟୁରୋ): ରବିବାର ମୋଟ୍‌ ୩୦ ଜିଲାରୁ ୩,୯୨୨ ନୂଆ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୦୯୩୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍‌ରୁ ୨୩୦୯ ଜଣ…

ଓଟିଭି ନାଁରେ ଜମି ହଡ଼ପ ଅଭିଯୋଗ

ଖୋର୍ଦ୍ଧା ଅଫିସ,୨୭।୯: ଓଡ଼ିଶା ଟେଲିଭିଜନ (ଓଟିଭି) କର୍ତ୍ତୃପକ୍ଷଙ୍କ ବିରୋଧରେ ଚାଷଜମି ହଡ଼ପ କେଳେଙ୍କାରୀ ଅଭିଯୋଗ ଆସିଛି। ଶନିବାର ଖୋର୍ଦ୍ଧା ଜିଲାପାଳଙ୍କ ନିକଟରେ ବେଗୁନିଆ ବ୍ଲକ ଅନ୍ତର୍ଗତ ସାରୁଅ, ଜୟମଙ୍ଗଳ ଓ ଗଉଡ଼ପୁଟ ଗ୍ରାମର ଶତାଧିକ ଚାଷୀ ସମ୍ପୃକ୍ତ ଚ୍ୟାନେଲ କତ୍ତୃର୍ର୍ପକ୍ଷଙ୍କ ବିରୋଧରେ…

ଅନିଶ୍ଚିତତାରେ ଓଡ଼ିଶାର ପ୍ରସ୍ତାବିତ ବନ୍ଦର: ଅଣ-ବୃହତ୍‌ ବନ୍ଦର ଉପରେ କେନ୍ଦ୍ରର ଆଖି

ଭୁବନେଶ୍ୱର,୨୭।୯(ବ୍ୟୁରୋ): କେନ୍ଦ୍ର ସରକାର ନୂତନ ବନ୍ଦର ଆଇନ-୨୦୨୦ ପ୍ରଣୟନ କରି ଅଣ ବୃହତ୍‌ ବନ୍ଦରଗୁଡ଼ିକ ଉପରୁ ରାଜ୍ୟର ଅଧିକାର ଛଡ଼ାଇ ନେବାକୁ ଯୋଜନା ଆରମ୍ଭ କରିଛନ୍ତି। ଏହାକୁ ଓଡ଼ିଶା ସମେତ ବିଭିନ୍ନ ରାଜ୍ୟ କଡ଼ା ବିରୋଧ କରିଛନ୍ତି। କେନ୍ଦ୍ର ସରକାର ଦୀର୍ଘବର୍ଷ…

ସିଭିଲ୍‌ ସର୍ଭିସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର,୨୬ା୯(ବ୍ୟୁରୋ)-ୟୁପିଏସ୍‌ସି ଦ୍ୱାରା ପରିଚାଳିତ ସିଭିଲ୍‌ ସର୍ଭିସ୍‌ ପ୍ରିଲିମିନାରୀ ପରୀକ୍ଷା ଅକ୍ଟୋବର ୪ ତାରିଖରେ ଅନୁଷ୍ଠିତ ହେବ। ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧାକୁ ଦୃଷ୍ଟିରେ ରଖି ଆସନ୍ତା ୩ ତାରିଖରେ ରାଜ୍ୟରେ ପରୀକ୍ଷା ସ୍ବତନ୍ତ୍ର ଟ୍ରେନ୍‌ ଚଳାଚଳ କରିବ। ରେଳ ମନ୍ତ୍ରଣାଳୟର ନିର୍ଦ୍ଦେଶପରେ ଶନିବାର…

ଛାତ୍ରୀଛାତ୍ରଙ୍କ ପାଠପଢା ପାଇଁ ୨୮ରୁ ‘ରେଡିଓ ପାଠଶାଳା’ କାର୍ଯ୍ୟକ୍ରମ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ମହାମାରୀ କରୋନା ଯୋଗୁ ଗତ ମାର୍ଚ୍ଚ ୧୭ ତାରିଖଠାରୁ ରାଜ୍ୟର ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ପଡ଼ି ରହିଛି। ପିଲାମାନେ କିପରି ଉଚିତ ଶିକ୍ଷା ପାଇପାରିବେ ସେଥିପାଇଁ ରାଜ୍ୟ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ବିଭିନ୍ନ ପଦକ୍ଷେପ ନେଇଛି। ଏବେ ଆଉ ଏକ…

ଟ୍ରକ୍‌ ଧକ୍କାରେ ଚାଲିଗଲା ୨ ବାଇକ ଆରୋହୀଙ୍କ ଜୀବନ

ଛେଣ୍ଡିପଦା, ୨୬ା୯(ଡି.ଏନ.ଏ.)- ଅନୁଗୋଳ ଜିଲା ଜରପଡା ଥାନା ଛେଣ୍ଡିପଦା-ଜରପଡା ପୂର୍ତ୍ତ ବିଭାଗ ରାସ୍ତାର ରେଲଓ୍ବେ ଓଭର ବ୍ରିଜ ନିକଟରେ ଶନିବାର ଏକ ଟ୍ରକ୍‌ ସାମ୍‌ନା ପଟରୁ ଆସୁଥିବା ଏକ ବାଇକ୍‌କୁ ଧକ୍କା ଦେଇଛି। ଏଥିରେ ୨ ବାଇକ୍‌ ଆରୋହୀଙ୍କ ମୃତ୍ୟୁ ଘଟିଛି।…

ଟ୍ରକ ପଛକୁ ଧକ୍କା ଦେଲା ଟ୍ରକ୍‌: ଚାଲିଗଲା ୨ ଜଣଙ୍କ ଜୀବନ

ଗୋପାଳପୁର,୨୬ା୯- ଗଞ୍ଜାମ ଜିଲା ୧୬ନଂ. ଜାତୀୟ ରାଜପଥରେ ଶନିବାର ଗୋଳନ୍ଥରା ଥାନା ଅଟୋନଗର ନିକଟରେ ଟ୍ରକ୍‌ ପଛକୁ ଅନ୍ୟ ଏକ ଟ୍ରକ ଧକ୍କା ଦେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ହେଲେ ହେଲପର ଓ ଭଦ୍ରକ ଜିଲା ସଂଗ୍ରାମପୁର ଗ୍ରାମର…

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୭୬୧ କରୋନା ଆକ୍ରାନ୍ତ: ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର,୨୬।୯(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୪୭୬୧ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୧୭୩ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ କଟକରୁ ୪୧୧, ମୟୂରଭଞ୍ଜରୁ ୨୧୬, ସୁନ୍ଦରଗଡରୁ ୧୬୭, ଯାଜପୁରରୁ ୧୪୨, ବରଗଡରୁ ୧୪୧, ବାଲେଶ୍ୱରରୁ ୧୩୭, ନବରଙ୍ଗପୁରରୁ ୧୧୪, ପୁରୀରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri