ରାଜ୍ୟ

ବଜାର ବୁଲି ସଚେତନ କଲେ ପୋଲିସ କମିଶନର

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଭୁବନେଶ୍ୱରରେ କିଛିଦିନ ହେବ କରୋନା ଆକ୍ରାନ୍ତଙ୍କ ସଂଖ୍ୟା କମୁଥିଲେ ମଧ୍ୟ ଏବେ ବି ଜଟିଳ ସ୍ଥିତି ଜାରି ରହିଛି। ଅମାନିଆଙ୍କ ପାଇଁ ସଂକ୍ରମଣ ବଢ଼ୁଥିବାବେଳେ ଦିନକୁ ୩ଶହ ଉପରେ ପଜିଟିଭ୍‌ ବାହାରୁଛନ୍ତି। ସେହିଭଳି ଏହି ମହାମାରୀ ଏକାଧିକ ଜୀବନ ନେଉଛି।…

୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡିଶା ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ଦୁଇଦିନ ରାଜ୍ୟରେ ପ୍ରବଳ ବର୍ଷା ସମ୍ଭାବନା ରହିଛି। ପାଣିପାଗ ବିଭାଗରୁ ମିଳିଥିବା ସୂଚନା ଅନୁଯାୟୀ ଆସନ୍ତା ୨୪ ଘଣ୍ଟା ମଧ୍ୟରେ ମାଲକାନଗରି, କୋରାପୁଟ, ରାୟଗଡା, ଗଜପତି…

କେନ୍ଦ୍ର ସଂସ୍କୃତି ମନ୍ତ୍ରୀଙ୍କୁ ଚିଠିି ଲେଖିଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ଓଡ଼ିଶୀ ସଙ୍ଗୀତ (ଭୋକାଲ ଓ ଇନଷ୍ଟ୍ରୁମେଣ୍ଟ)କୁ ଶାସ୍ତ୍ରୀୟ ସଙ୍ଗୀତ ମାନ୍ୟତା ଦେବାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ କେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ମନ୍ତ୍ରୀ ପ୍ରହଲ୍ଲାଦ ସିଂ ପଟେଲଙ୍କୁ ଶୁକ୍ରବାର ଚିଠି ଲେଖିଛନ୍ତି। ମୁଖ୍ୟମନ୍ତ୍ରୀ ଚିଠିରେ ଉଲ୍ଲେଖ କରିଛନ୍ତି ଯେ ଭାରତୀୟ…

ୟୁଜି, ପିଜି ପାଇଁ ନିର୍ଦ୍ଦେଶାବଳୀ

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ କେନ୍ଦ୍ରୀୟ ଅନୁଦାନ ଆୟୋଗ(ୟୁଜିସି) ସ୍ନାତକ (ୟୁଜି) ଏବଂ ସ୍ନାତକୋତ୍ତର(ପିଜି) ପ୍ରଥମ ବର୍ଷର ଛାତ୍ରୀଛାତ୍ରଙ୍କ ନିମନ୍ତେ ନିର୍ଦ୍ଦେଶାବଳୀ ଜାରି କରିଛି। ଶୁକ୍ରବାର କେନ୍ଦ୍ର ଶିକ୍ଷାମନ୍ତ୍ରୀ ରମେଶ ପୋଖରୀଆଲ ନିଶଙ୍କ ଟୁଇଟ୍‌ କରି ଜଣାଇଛନ୍ତି। ସେ ଲେଖିଛନ୍ତି,…

ବିଦ୍ୟୁତ୍‌ ଦର ବୃଦ୍ଧିକୁ ନେଇ ବିରୋଧୀ କ୍ଷୁବ୍ଧ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ଘରୋଇ ବିଜୁଳି ଉପଭୋକ୍ତାଙ୍କ ଦର ବଢିବା ଘଟଣାରେ ବିରୋଧୀ ଭାଜପା ଓ କଂଗ୍ରେସ ରାଜ୍ୟ ସରକାରଙ୍କୁ ସମାଲୋଚନା କରିଛନ୍ତି। ଭାଜପା ରାଜ୍ୟ କାର୍ଯ୍ୟାଳୟରେ ଶୁକ୍ରବାର ଆୟୋଜିତ ଖବରଦାତା ସମ୍ମିଳନୀରେ ଦଳ ନେତା ଗୋଲକ ମହାପାତ୍ର କହିଛନ୍ତି, ଲକ୍‌ଡାଉନ୍‌ ସମୟରେ…

ତିର୍ତ୍ତୋଲ ବ୍ଲକ ଲାଗି କଂଗ୍ରେସ ପ୍ରଚାର କମିଟି ଚୂଡ଼ାନ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ବିଧାନସଭା ଆସନ ପାଇଁ ହେବାକୁ ଥିବା ଉପନିର୍ବାଚନକୁ ନେଇ ରାଜ୍ୟର ୩ ପ୍ରମୁଖ ରାଜନୈତିକ ଦଳ ପକ୍ଷରୁ ଜୋର୍‌ଦାର ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ଏହି ଆସନ ଅକ୍ତିଆରକୁ ନେବା ପାଇଁ କଂଗ୍ରେସ ପ୍ରସ୍ତୁତି ଚଳାଇଛି। ଉପନିର୍ବାଚନ ପାଇଁ ପ୍ରଚାର…

ରାଜଧାନୀରେ ଚୋରା ବନ୍ଧୁକ କାରବାର

ଭୁବନେଶ୍ୱର,୨୬।୯୯(ବ୍ୟୁରୋ): ରାଜଧାନୀରେ ଚାଲିଛି ବନ୍ଧୁକ କାରବାର। ଛତିଶଗଡ଼ ଓ ବିହାରରୁ ଚୋରାରେ ବନ୍ଧୁକ ଆସି ଏଠାରେ ବିକ୍ରି ହେଉଛି। ଏହି ବନ୍ଧୁକରେ ଅପରାଧୀମାନେ ବଡ଼ ବଡ଼ ଅପରାଧ ଘଟାଉଛନ୍ତି। ଗୁରୁବାର ଏଭଳି ଏକ ର଼୍ୟାକେଟ୍‌ର ପର୍ଦ୍ଦାଫାଶ କରିଛି କ୍ରାଇମବ୍ରାଞ୍ଚ ଏସ୍‌ଟିଏଫ୍‌। ବଡ଼ଗଡ଼…

କରୋନା ଆକ୍ରାନ୍ତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ

ଭୁବନେଶ୍ୱର,୨୬।୯ (ବ୍ୟୁରୋ): ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି)ରେ କାର୍ଯ୍ୟରତ ଓ୍ବାର୍ଡ ଅଫିସରଙ୍କ ମୃତ୍ୟୁ ହୋଇଛି। ସେ ୪୫ ନମ୍ବର ୱାର୍ଡରେ ୱାର୍ଡ ଅଫିସର ଭାବେ କାର୍ଯ୍ୟ କରୁଥିଲେ। ଗତ ୧୭ତାରିଖରୁ ସେ କରୋନାରେ ଆକ୍ରାନ୍ତ ହୋଇ ଏକ ଘରୋଇ କୋଭିଡ୍‌ ହସ୍ପିଟାଲ୍‌ରେ ଚିକିତ୍ସିତ…

ଭୁବନେଶ୍ୱରରେ ବଢ଼ିଲା ୬୦ ଆଇସିୟୁ ଶଯ୍ୟା

ଭୁବନେଶ୍ୱର, ୨୬।୯(ବ୍ୟୁରୋ): ଭୁବନେଶ୍ୱରରେ ଆଉଏକ ନୂଆ କୋଭିଡ୍‌ ହସ୍ପିଟାଲ ହୋଇଛି। ମଞ୍ଚେଶ୍ୱରସ୍ଥିତ ‘ବ୍ଲ୍ୟୁ ହୁଇଲ୍‌ ହସ୍ପିଟାଲ’କୁ କୋଭିଡ୍‌ ହସ୍ପିଟାଲ କରାଯାଇଛି। ଏଥିରେ ୪୦ ଆଇସିୟୁ ଶଯ୍ୟା ଥିବାବେଳେ ୩୦୦ ସାଧାରଣ ଶଯ୍ୟା ରହିଛି। ଏହାବ୍ୟତୀତ ଭୁବନେଶ୍ୱରରେ ଥିବା ଅନ୍ୟ ୨ଟି କୋଭିଡ୍‌…

ତିର୍ତ୍ତୋଲ-ପୋଷଳ ମହାନଦୀ ସେତୁ ନିମର୍ମାଣ ହେବ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ତିର୍ତ୍ତୋଲ ଉପନିର୍ବାଚନ ପୂର୍ବରୁ ରାଜ୍ୟ ସରକାର ତିର୍ତ୍ତୋଲବାସୀଙ୍କୁ ଏକ ଭେଟି ଦେଇଛନ୍ତି। ଜଗତ୍‌ସିଂହପୁର ଜିଲା ତିର୍ତ୍ତୋଲ-ପୋଷଳ ଶଙ୍ଖେଶ୍ୱର ରାସ୍ତାର ମହାନଦୀ ଉପରେ ଏକ ଉଚ୍ଚ ସେତୁ ନିର୍ମାଣ କରାଯିବ। ରାଜ୍ୟ ସରକାର ଏହି ପ୍ରକଳ୍ପକୁ ମଞ୍ଜୁରୀ ଦେଇଛନ୍ତି। ୮୮୮.୮୯ ମିଟର…

ଲକ୍‌ଡାଉନ ପରେ ବଢ଼ିଛି ବିଦ୍ୟୁତ୍‌ ରାଜସ୍ବ

ଭୁବନେଶ୍ୱର ୨୬।୯(ବ୍ୟୁରୋ): ଲକ୍‌ଡାଉନ୍‌ ପରେ ବିଦ୍ୟୁତ୍‌ ରାଜସ୍ବ ସଂଗ୍ରହ ବୃଦ୍ଧି ପାଇଛି। ଶକ୍ତିମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର ଶୁକ୍ରବାର ବିଭାଗୀୟ କାର୍ଯ୍ୟକ୍ରମର ସମୀକ୍ଷା କରି ଏହା କହିଛନ୍ତି। ଲକ୍‌ଡାଉନ୍‌ ପରବର୍ତ୍ତୀ ସମୟରେ ସମସ୍ତ ଅର୍ଥନୈତିକ କାର୍ଯ୍ୟକ୍ରମ ସହିତ ଶିଳ୍ପ ପ୍ରତିଷ୍ଠାନଗୁଡ଼ିକରେ ବିଦ୍ୟୁତ୍‌ ବ୍ୟବହାର…

ବିଜୁ ଛାତ୍ର ଜନତା ଦଳ ରାଜ୍ୟ, ଜିଲା ସଭାପତି ନିଯୁକ୍ତ

ଭୁବନେଶ୍ୱର,୨୬।୯(ବ୍ୟୁରୋ): ବିଜୁ ଯୁବ ଜନତା ଦଳ ପରେ ବିଜୁ ଛାତ୍ର ଜନତା ଦଳର ପୁନର୍ଗଠନ କରାଯାଇଛି। ବିଜେଡି ସଭାପତି ନବୀନ ପଟ୍ଟନାୟକଙ୍କ ଅନୁମୋଦନ କ୍ରମେ ବିଜୁ ଛାତ୍ର ଜନତା ଦଳର ନୂତନ ରାଜ୍ୟ କର୍ମକର୍ତ୍ତା ଓ ଜିଲା ସଭାପତିମାନଙ୍କୁ ନିଯୁକ୍ତି ଦିଆଯାଇଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri