ଜନଧନ ଟଙ୍କା ପାଇଁ ଖଟିଆରେ ଟଣା ହେଲେ ଶତାୟୁ ମହିଳା
ନୂଆପଡ଼ା ଅଫିସ,୧୩ା୬-ଜନଧନ ଆକାଉଣ୍ଟରୁ ଟଙ୍କା ଉଠାଇବାକୁ ଜଣେ ଶତାୟୁ ମହିଳାଙ୍କୁ ଖଟିଆରେ ଶୁଆଇ ଟାଣି ଟାଣି ବ୍ୟାଙ୍କ ସମ୍ମୁଖକୁ ଅଣାଯିବା ଘଟଣା ଏଠାରେ ତୀବ୍ର ପ୍ରତିକ୍ରିୟା ସୃଷ୍ଟି କରିଛି ା ନୂଆପଡା ଜିଲା ଖଡିଆଳ ବ୍ଲକ ବରଗାଁ ରାସ୍ତାରେ ଏହି...
ସବୁ ଜିଲାକୁ ଛୁଇଁଲା ମୌସୁମୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ)-ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ଶନିବାର ରାଜ୍ୟର ସମସ୍ତ ଜିଲାକୁ ଛୁଇଁଛି। ଏ ନେଇ ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ସୂଚନା ଦିଆଯାଇଛି। ଲଘୁଚାପ ଉତ୍ତର ଆନ୍ଧ୍ର ଉପକୂଳ ଏବଂ ଉପକୂଳ ଓଡ଼ିଶାରେ ରହିଛି। ଏଥିସହିତ ଉତ୍ତର ଆଭ୍ୟନ୍ତରୀଣ ଓଡ଼ିଶା...
ଓଡିଶାରେ ୨ ହଜାର କୋଟି ପୁଞ୍ଜି ନିବେଶ କରିବ ମିତ୍ତଲ
ଭୁବନେଶ୍ୱର,୧୩।୬(ବ୍ୟୁରୋ)- ଆର୍ସେଲର ମିତ୍ତଲ ଓ ନିପନ ଷ୍ଟିଲ ଓଡିଶାରେ ୨ ହଜାର କୋଟି ଟଙ୍କାର ପୁଞ୍ଜିବିନିଯୋଗ କରିବ। ଶନିବାର ଭିଡିଓ କନଫରେନ୍ସି ଜରିଆରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ସହ ଆଲୋଚନା ବେଳେ ଲଣ୍ଡନରୁ ଆର୍ସେଲର ମିତ୍ତଲ ଗ୍ରୁପର ଅଧ୍ୟକ୍ଷ ଲକ୍ଷ୍ମିନିବାସ...
ଜୟପୁରରେ ହେବ ନାହିଁ ରଥଯାତ୍ରା
ଜୟପୁର ୧୩ା୬ (ନି.ପ୍ର.)-କୋରାପୁଟ ଜିଲା ଜୟପୁରରେ ଚଳିତ ବର୍ଷ ରଥଯାତ୍ରା ହେବନାହିଁ। ଜିଲାପାଳ ମଧୁ ସୂଦନ ମିଶ୍ର ଏ ନେଇ ଚିଠି ମାଧ୍ୟମରେ ସ୍ପଷ୍ଟ କରିଛନ୍ତି। ଏ ସମ୍ପର୍କରେ ତହସିଲଦାର ତଥା ଦେବତ୍ତୋର ଅଧିକାରୀଙ୍କ ନିକଟକୁ ନିର୍ଦ୍ଦେଶ ଆସିଛି। ଜୟପୁର...
ଭୁବନେଶ୍ୱରରେ ପାଳନ ହେବନି ରଜ
ଭୁବନେଶ୍ୱର, ୧୨ା୬ (ବ୍ୟୁରୋ)- ଦିନକୁ ଦିନ ଭୁବନେଶ୍ୱରରେ ବ୍ୟାପକ ଜନସମାଗମ ଦେଖିବାକୁ ମିଳୁଛି। ବିଶେଷ କରି ଏବେ ରଜ ପର୍ବ ଥିବାରୁ ହାଟ, ବଜାରରେ ଲୋକମାନେ ଭିଡ଼ ଳଗାଉଛନ୍ତି। ବିଏମ୍ସି କର୍ତ୍ତୃପକ୍ଷ ଭିଡ଼ ନିୟନ୍ତ୍ରଣ କରିବା ସହ ଗହଳି ସ୍ଥାନକୁ...
ଓଡ଼ିଶାରେ ବିପରୀତ ସ୍ଥିତି: ବୟସ୍କଙ୍କଠାରୁ ପିଲା, ଯୁବକ ଅଧିକ ସଂକ୍ରମିତ
ଭୁବନେଶ୍ୱର, ୧୩।୬(ବ୍ୟୁରୋ) – କରୋନା ମହାମାରୀ ସାରା ବିଶ୍ୱକୁ ଦୋହଲାଇ ଦେଇଛି। ଚାଇନାର ଉହାନ ସହରରୁ ସୃଷ୍ଟି ହୋଇଥିବା ଏହି ମାରାତ୍ମକ ଭୂତାଣୁ ଏବେ ପ୍ରାୟ ସବୁଦେଶକୁ କରାୟତ କରିସାରିଛି। ଭାରତରେ ସଂକ୍ରମଣ ହୁ ହୁ ହୋଇ ବଢ଼ୁଥିବାବେଳେ ଆକ୍ରାନ୍ତଙ୍କ...
କ୍ୱାରାଣ୍ଟାଇନ୍ ସେଣ୍ଟରର ଖର୍ଚ୍ଚ ହିସାବ ମାଗିଲେ ସରକାର
ଭୁବନେଶ୍ୱର,୧୩ା୬(ବ୍ୟୁରୋ) : ରାଜ୍ୟରେ ମହାମାରୀ କରୋନା କାୟା ବିସ୍ତାର କରି ଚାଲିଥିବା ବେଳେ ଏହାର ମୁକାବିଲା ପାଇଁ ସରକାରଙ୍କ ପକ୍ଷରୁ ବିଭିନ୍ନ ଜିଲାରେ ଟିଏମ୍ସି ବା କ୍ୱାରାଣ୍ଟାଇନ୍ ସେଣ୍ଟର ଖୋଲାଯାଇଛି। ତେବେ ଏହି ସେଣ୍ଟରଗୁଡ଼ିକରେ ହୋଇଥିବା ଖର୍ଚ୍ଚର ହିସାବ ମାଗିଛନ୍ତି...
ଘାଟିରୁ ୧୦୦ ଫୁଟ୍ ତଳକୁ ଖସିଲା ହିଟାଚି ବୋଝେଇ ଟ୍ରଲର: ଚାଳକ, ମେଶିନ ଅପରେଟର ଗୁରୁତର
କେନ୍ଦୁଝର,୧୩।୬(ସ୍ବ.ପ୍ର.)-ନରଣପୁରରୁ ହରିଚନ୍ଦନପୁର ଦେଇ ଡୁବୁରୀ ଯାଇଥିବା ରାସ୍ତାର କୁଆଝରଣ ଘାଟିରେ ଶନିବାର ଭାରସାମ୍ୟ ହରାଇ ଏକ ଟ୍ରଲର ତଳକୁ ଖସିପଡ଼ିଛି। ଫଳରେ ଚାଳକଙ୍କ ସହ ଜଣେ ମେଶିନ ଅପରେଟର ଗୁରୁତର ହୋଇଛନ୍ତି। ଖବରପାଇ ଅଗ୍ନିଶମ କର୍ମଚାରୀମାନେ ଉଭୟଙ୍କୁ ଉଦ୍ଧାର କରି...
ରାଜ୍ୟରେ ମୌସୁମୀ ସକ୍ରିୟ: ବିଭିନ୍ନ ଜିଲାରେ ଜାରି ରହିଛି ବର୍ଷା
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହୋଇଛି। ଏହାର ପ୍ରଭାବରେ ବିଭିନ୍ନ ଜିଲାରେ ବର୍ଷା ଲାଗି ରହିଛି। ଆସନ୍ତା ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଆଭ୍ୟନ୍ତର ଓଡ଼ିଶାରେ ବର୍ଷା ହେବାର ସମ୍ଭାବନା ରହିଛି। ବିଶେଷକରି ବଲାଙ୍ଗୀର, କଳାହାଣ୍ଡି,...
ଅଟୋ ଚଳାଉଥିବା ରଶ୍ମୀରେଖାଙ୍କୁ କୋଭିଡ-୧୯ ସଂଗ୍ରାମୀ ସମ୍ମାନ
ବରଗଡ଼ ଅଫିସ,୧୩।୬- ବରଗ ଜିଲା ଘେଁସ ଗ୍ରାମର ଉଚ୍ଚ ଶିକ୍ଷିତା ଝିଅ ରଶ୍ମିରେଖା ବାଗ ନିଜେ ଅଟୋ ଚଲାଇ ପାଠ ପଢିବା ସହିତ ପରିବାର ଗୁଜୁରାଣ ମେଣ୍ଟାଇ ଅନ୍ୟମାନଙ୍କ ପାଇଁ ଉଦାହରଣ ସାଜିଛନ୍ତି। ଜନ୍ମେଜୟ ବାଗ ଓ କ୍ଷୀରେଶ୍ବରୀ ବାଗଙ୍କ...
କଟକରେ ରାଜ୍ୟର ସର୍ବାଧିକ ସକ୍ରିୟ ଆକ୍ରାନ୍ତ
କଟକ ଅଫିସ,୧୩।୬- କଟକ ଜିଲାରେ ରାଜ୍ୟର ସର୍ବାଧିକ ସକ୍ରିୟ କରୋନା ଆକ୍ରାନ୍ତ ଅଛନ୍ତି। କଟକ ଜିଲାରେ ମୋଟ ୩୧୧ ଜଣ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୨୮ ଜଣ ସୁସ୍ଥ ହୋଇଛନ୍ତି। କିନ୍ତୁ ୧୮୨ ଜଣଙ୍କ ଚିକିତ୍ସା ଜାରି...
ବିନା ଭକ୍ତରେ ରଥଯାତ୍ରା ହେଉ: ରଘୁନାଥ ମହାପାତ୍ର
ପୁରୀ ଅଫିସ, ୧୩।୬: ମହାମାରୀ କରୋନା ପାଇଁ ମହାପ୍ରଭୁଙ୍କ ରଥଯାତ୍ରା ଆୟୋଜନକୁ ନେଇ ଆଶା ଆଶଙ୍କା ଲାଗିରହିଛି। ରଥଯାତ୍ରାକୁ ଆଉ ମାତ୍ର ୯ ଦିନ ରହିଥିବା ବେଳେ ଏ ପର୍ଯ୍ୟନ୍ତ ରାଜ୍ୟ ସରକାର କିମ୍ବା ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ କିଛି...
Archives


