ରାଜ୍ୟ

ଜିଏସ୍‌ଟି ଅଫିସରଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ରାଉରକେଲା ଅଫିସ, ୨୨।୧୨: ରାଉରକେଲା ଜିଏସ୍‌ଟି ଅଫିସରେ କାର୍ଯ୍ୟରତ ଅଲେଖ ମହାନନ୍ଦଙ୍କ ଘରେ ମଙ୍ଗଳବାର ସକାଳୁ ଭିଜିଲାନ୍ସ ପକ୍ଷରୁ ଚଢ଼ାଉ କରାଯାଇଛି। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଏହି ଚଢ଼ାଉ ଚାଲିଥିବା ଜଣାପଡ଼ିଛି। ଅଲେଖ ଜିଏସ୍‌ଟି ଅଫିସର ଭାବେ କମର୍ସିଆଲ…

ଅଙ୍ଗନବାଡ଼ି କର୍ମୀଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବ୍ରହ୍ମପୁର ଅଫିସ,୨୨ା୧୨: ଆୟବହିଃର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ବ୍ରହ୍ମପୁର ପୌର ପରିଷଦର ୯ ନଂ ଓ୍ବାର୍ଡର ଅଙ୍ଗନବାଡ଼ି କର୍ମୀ ନମିତା ଦଳାଇଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ଚାଲିଛି। ଏକା ସାଙ୍ଗରେ ୫ଟି ସ୍ଥାନରେ ଏହି ଚଢ଼ାଉ ଜାରି ରହିଛି। ମିଳିଥିବା…

ଅଠରନଳା ପୁରୁଣା ବ୍ରିଜ୍‌ରେ ବାଇକ୍‌ ଚଳାଚଳ ବନ୍ଦ

ପୁରୀ ଅଫିସ,୨୨।୧୨:ଅଠରନଳା ପୁରୁଣା ବ୍ରିଜ୍‌ ଉପରେ ଦୁଇଚକିଆ ଯାନ ଚଳାଚଳ ବନ୍ଦ ରହିବ। ଏ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ଘୋଷଣା କରାଯାଇଛି। ସୋମବାର ଏ ସମ୍ପର୍କରେ ଡାକବାଜି ଯନ୍ତ୍ର ଦ୍ୱାରା ପ୍ରଚାର କରାଯାଇ ସର୍ବସାଧାରଣଙ୍କୁ ଅବଗତ କରାଯାଇଛି। ପୂର୍ବରୁ…

ଜ୍ବାଇଁଙ୍କୁ ପରଷାଗଲା ୭୫ ପ୍ରକାର ଖାଦ୍ୟ

ଗୋପ,୨୨।୧୨(ଡି.ଏନ୍‌.ଏ.): କଥାରେ ଅଛି ଓଡ଼ିଆ ଘରେ ଜ୍ବାଇଁର ସମ୍ମାନ ସବୁଠାରୁ ଉଚ୍ଚରେ। ଜ୍ବାଇଁ ଯେବେ ଘରକୁ ଅତିଥି ଭାବରେ ଆସିଥାଏ ସେତେବେଳେ ଶ୍ୱଶୁର ଘର ପକ୍ଷରୁ ଜ୍ବାଇଁ ଝିଅଙ୍କ ଲାଗି ୯ ପ୍ରକାର ଛଅ ଭଜା ହୋଇଥାଏ। ହେଲେ ସୋମବାର ଗୋପ…

ବନ୍ଦ ଘରେ ‘ବର୍ଣ୍ଣବୋଧ’

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଆ ଭାଷା ଅସ୍ମିତାର ପରିଚୟ ହେଉଛି ‘ବର୍ଣ୍ଣବୋଧ’। ଶିଶୁ ସାହିତ୍ୟର ପ୍ରାଣପ୍ରତିଷ୍ଠାତା ମଧୁସୂଦନ ରାଓ ‘ବର୍ଣ୍ଣବୋଧ’ ମାଧ୍ୟମରେ ଓଡ଼ିଆ ଭାଷାକୁ ବର୍ଣ୍ଣ ପରିଚୟ ଦେଇଛନ୍ତି। ଓଡ଼ିଆ ବର୍ଣ୍ଣ, ମାତ୍ରା, ଯୁକ୍ତାକ୍ଷର, ବନାନ, ଉଚ୍ଚାରଣ ଓ ଶବ୍ଦ ଗଠନ ଆଦି ଶିକ୍ଷା…

ଆଇଏଫ୍‌ଏସ୍‌ ସ୍ତରରେ ଅଦଳବଦଳ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ରାଜ୍ୟରେ ଆଇଏଫ୍‌ଏସ୍‌ ସ୍ତରରେ ଅଦଳ ବଦଳ ହୋଇଛି। ଏ ନେଇ ସୋମବାର ଜଙ୍ଗଲ ଓ ପରିବେଶ ବିଭାଗ ପକ୍ଷରୁ ଏକ ବିଜ୍ଞପ୍ତି ପ୍ରକାଶ ପାଇଛି। ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ (ସିଡିଏ) ସିଇଓ ସୁଶାନ୍ତ ନନ୍ଦଙ୍କୁ ପରିବେଶ ବିଭାଗର ନିର୍ଦ୍ଦେଶକ…

ଏସ୍‌ଆଇଟିର ଗିରଫଦାରି ପରେ ଅନେକ ପ୍ରଶ୍ନ

ନୟାଗଡ଼ ଅଫିସ,୨୨।୧୨: ପରୀ ଅପହରଣ ଓ ହତ୍ୟା ଘଟଣାରେ ଏସ୍‌ଆଇଟି ଜଣେ ଛାତ୍ରଙ୍କୁ ଗିରଫ କରିବା ପରେ ସାଧାରଣରେ ନାନା ପ୍ରଶ୍ନ ଉଠିଛି। ସାଢ଼େ ୪ ମାସର ତଦନ୍ତ ପରେ ପୋଲିସ ଅଭିଯୁକ୍ତଙ୍କୁ ଧରିବାରେ ଫେଲ୍‌ ମାରିଥିଲା। ହେଲେ ୨୦ ଦିନରେ…

ସ୍ବାମୀଙ୍କୁ ଜାମିନରେ ଆଣିବାକୁ ଯାଇ ଜେଲ ଗଲେ ମହିଳା

କଟକ ଅଫିସ,୨୨।୧୨: ଡାକ୍ତରଙ୍କ ନକଲି ପ୍ରେସ୍‌କ୍ରିପ୍‌ସନ ତିଆରି କରି ଜଣେ ମହିଳା ଗିରଫ ହୋଇଛନ୍ତି। ସ୍ବାମୀଙ୍କୁ ଜାମିନରେ ଆଣିବା ପାଇଁ ନିଜେ ଅସୁସ୍ଥ ଦର୍ଶାଇ ମହିଳା ଜଣକ ଏପରି ଚକ୍ରାନ୍ତ କରିଥିଲେ। କୋର୍ଟରେ ଧରା ପଡିବା ପରେ ତାଙ୍କୁ ଜେଲ୍‌ ଯିବାକୁ…

ଓଡ଼ିଶାରେ ୭୬୦ କଲରାପତରିଆ ବାଘ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଓଡ଼ିଶାରେ କଲରାପତରିଆ ବାଘ ସଂଖ୍ୟା ଆଶାତୀତ ଭାବେ ବୃଦ୍ଧିପାଇଛି। ମାତ୍ର ୪ ବର୍ଷରେ ଏମାନଙ୍କ ସଂଖ୍ୟା ୧୦୦%ରୁ ଅଧିକ ବଢ଼ିଛି। ଜାତୀୟ ବ୍ୟାଘ୍ର ସଂରକ୍ଷଣ କର୍ତ୍ତୃପକ୍ଷ (ଏନ୍‌ଟିସିଏ) ପକ୍ଷରୁ ପ୍ରକାଶିତ ‘ଷ୍ଟାଟସ୍‌ ଅଫ୍‌ ଲିଓପାର୍ଡସ୍‌ ଇନ୍‌ ଇଣ୍ଡିଆ ୨୦୧୮’ ରିପୋର୍ଟରୁ…

ବିଜେଡି ରାଜ୍ୟ ପରିଷଦ ବୈଠକ: ଦୁର୍ନୀତି ବିକାଶର ବଡ଼ ଶତ୍ରୁ

ଭୁବନେଶ୍ୱର,୨୨।୧୨(ବ୍ୟୁରୋ): ଦୁର୍ନୀତି ବିକାଶର ବଡ଼ ଶତ୍ରୁ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହା ବିରୋଧରେ ସବୁବେଳେ କଡ଼ା ଆଭିମୁଖ୍ୟ ପୋଷଣ କରିଆସିଛନ୍ତି। ଏବେ ଏହାକୁ ଦଳୀୟ ଓ ପ୍ରଶାସନିକ କ୍ଷେତ୍ରରେ ଜୋର୍‌ଦାର କରିବାକୁ ନିଷ୍ପତ୍ତି ନେଇଛନ୍ତି। ସରପଞ୍ଚଙ୍କଠାରୁ ଆରମ୍ଭକରି ବ୍ଲକ ଚେୟାରମ୍ୟାନ, ଜିଲା…

ଜାନୁୟାରୀ ୬ରୁ ଯୁକ୍ତ ୩ ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା: ମାର୍ଗଦର୍ଶିକା ଜାରି କଲା ଉଚ୍ଚ ଶିକ୍ଷା ବିଭାଗ

ଭୁବନେଶ୍ୱର, ୨୨।୧୨(ବ୍ୟୁରୋ): ୨୦୨୦-୨୧ ଶିକ୍ଷାବର୍ଷ ପାଇଁ ଯୁକ୍ତ୩ ପ୍ରଥମ ବର୍ଷର ଦ୍ୱିତୀୟ ପର୍ଯ୍ୟାୟ ନାମଲେଖା ଜାନୁୟାରୀ ୬ରୁ ଆରମ୍ଭ ହେବ। ଏ ନେଇ ଉଚ୍ଚଶିକ୍ଷା ବିଭାଗ ସମସ୍ତ ଡିଗ୍ରୀ କଲେଜ ଅଧ୍ୟକ୍ଷଙ୍କୁ ଚିଠି ଲେଖିବା ସହ ମାର୍ଗଦର୍ଶିକା ଜାରି କରିଛି। ଉକ୍ତ…

ଶୀତରେ ଥରୁଛି ଓଡ଼ିଶା

ଭୁବନେଶ୍ୱର,୨୨। ୧୨(ବ୍ୟୁରୋ): ରାଜ୍ୟରେ ପ୍ରଚଣ୍ଡ ଶୀତ ଆରମ୍ଭ ହୋଇଛି। ସାରା ଓଡିଶା ଶୀତରେ ଥରୁଛି। ପାରଦ ୫ରୁ ୭ ଡିଗ୍ରୀ ସେଲସିୟସ ତଳକୁ ଖସି ଯାଇଛି। ବଣ ପାହାଡ ଘେରା ଜିଲାଗୁଡିକରେ ଶୀତର ପ୍ରକୋପ ଆହୁରି ଭୟଙ୍କର ହୋଇଛି। ଦେହ ହାତ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri