ଜଙ୍ଗଲକୁ ମହୁ ସଂଗ୍ରହ ପାଇଁ ଯିବା କାଳହେଲା: ଭାଲୁ ଆକ୍ରମଣରେ ୨ ମୃତ, ଜଣେ ଆହତ
ସମ୍ବଲପୁର,୧୪।୬(ବ୍ୟୁରୋ)-ସମ୍ବଲପୁର ଜିଲା ରେଢ଼ାଖୋଲ ବନଖଣ୍ଡ ଅଧୀନ ବଣିଆବନ୍ଧ ଗାଁ ଜଙ୍ଗଲରେ ରବିବାର ସନ୍ଧ୍ୟାରେ ଏକ ଅଘଟଣ ଘଟିଛି। ରଜ ସଂକ୍ରାନ୍ତି ଅବସରରେ ଜଙ୍ଗଲକୁ ମହୁ ସଂଗ୍ରହ କରିବାକୁ ଯିବା ୩ ଜଣ ଲୋକଙ୍କୁ କାଳ ହୋଇଛି। ଭାଲୁ ଆକ୍ରମଣରେ ଦୁଇ...
୪ ଦିନ ପ୍ରବଳ ବର୍ଷା
ଭୁବନେଶ୍ୱର, ୧୪।୬(ବ୍ୟୁରୋ)- ରାଜ୍ୟରେ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ସକ୍ରିୟ ହେବା ପରେ ବର୍ଷା ଲାଗି ରହିଛି। ଏହା ପ୍ରଭାବରେ ଆସନ୍ତା ୪ଦିନ ପର୍ଯ୍ୟନ୍ତ ବିଭିନ୍ନ ସ୍ଥାନରେ ବର୍ଷା ଲାଗି ରହିବ। କିଛି ସ୍ଥାନରେ ପ୍ରବଳ ବର୍ଷା ଓ ଆଉ କିଛି...
୨ ହାତୀଙ୍କ ମୃତଦେହ ଠାବ: କାଟି ନେଲେ ଦାନ୍ତ ଓ ଶୁଣ୍ଢ
ଯୋଡା/କେନ୍ଦୁଝର,୧୪।୬(ଡି.ଏନ.ଏ.)(ସ୍ବ.ପ୍ର)-କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ଫରେଷ୍ଟ ସେକ୍ସନ ଅଧିନସ୍ଥ ବୈତରଣୀ ରିଜର୍ଭ ଫରେଷ୍ଟରେ ରବିବାର ଦୁଇଟି ହାତୀଙ୍କ ମୃତଦେହ ଠାବ କରାଯାଇଛି। ମୃତହାତୀଙ୍କ ମଧ୍ୟରେ ଗୋଟିଏ ମାଈ ଓ ଅନ୍ୟଟି ଦନ୍ତାହାତୀ ବୋଲି ଜଣାପଡିଛି। ଖବରପାଇ ଯୋଡା ବନପାଳ...
ମନୋମାଳିନ୍ୟରୁ ପରିବାର ଛାରଖାର: ଏକାଠି ଜଳିଲା ସ୍ତ୍ରୀ-ସ୍ବାମୀଙ୍କ ଜୁଇ
ସମ୍ବଲପୁର/ଧମା,୧୪ା୬(ବ୍ୟୁରୋ/ଡି.ଏନ.ଏ.)-ସମ୍ବଲପୁର ଜିଲା ଧମା ଥାନା ଅର୍ଡା ଗାଁରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ପରିବାର ମଧ୍ୟରେ ସାମାନ୍ୟ ମନମାଳିନ୍ୟ ଯୋଗୁ ଏକ ପରିବାର ଛାରଖାର ହୋଇଯାଇଛି। ୨ ବର୍ଷର ଶିଶୁ ପୁତ୍ରର ମୁହଁକୁ ନ ଚାହିଁ ଏକ ଦମ୍ପତ୍ତି...
ମହଙ୍ଗା ପଡ଼ିଲା ରଜ ଭୋଜି: କେନ୍ଦୁଝର ଜିଲାପରିଷଦ ଉପାଧ୍ୟକ୍ଷ ଗିରଫ
ଆନନ୍ଦପୁର,୧୪। ୬(ସ୍ବ.ପ୍ର.)-କେନ୍ଦୁଝର ଜିଲା ରାମଚନ୍ଦ୍ରପୁର ଥାନା ନିକଟସ୍ଥ ପଡିଆରେ ସଙ୍ଗବଦ୍ଧ ଭାବେ ରଜ ଉପଲକ୍ଷେ ଭୋଜିର ଆସର ଚାଲିଥିବାବେଳେ ପୋଲିସ ଚଢାଉ କରି କେନ୍ଦୁଝର ଜିଲାପରିଷଦ ଉପାଧ୍ୟକ୍ଷଙ୍କ ସମେତ ୪ ଜଣଙ୍କୁ ଗିରଫ କରିଛି। ଏ ନେଇ କେସ୍ ନଂ....
ରଜରେ ମାତିଲେ ଦୁର୍ବୃତ୍ତ: ବେକରୁ ଝାମ୍ପିନେଲେ ସୁନା ଚେନ
ବାଲିଅନ୍ତା,୧୪।୬(ଡି.ଏନ.ଏ.)-: ରାଜଧାନୀ ଉପକଣ୍ଠ ବାଲିଅନ୍ତା ଅଞ୍ଚଳର ପୂର୍ବତନ ନାଏବ ସରପଞ୍ଚ ମୁରଲୀଧର ପରିଡ଼ାଙ୍କ ବେକରୁ ଦୁଇଜଣ ଦୁର୍ବୃତ୍ତ ସୁନା ଚେନ ଲୁଟି ନେଇଥିବା ରବିବାର ଅଭିଯୋଗ ହୋଇଛି। ବାଲିଅନ୍ତା ଥାନା ପୋଲିସ ଅଭିଯୋଗକୁ ଭିତ୍ତିକରି ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଚଳାଇଛି।...
ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ମୃତ୍ୟୁରେ ମୁଖ୍ୟମନ୍ତ୍ରୀଙ୍କ ଶୋକ
ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ବଲିଉଡ୍ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ରବିବାର ମୃତ୍ୟୁ ଘଟିଛି। ତାଙ୍କ ମୃତ୍ୟୁ ଖବର ଏକପ୍ରକାର ସମସ୍ତଙ୍କୁ ସ୍ତବ୍ଧ କରିଦେଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଧ୍ୟ ସୁଶାନ୍ତଙ୍କ ମୃତ୍ୟୁରେ ଗଭୀର ଦୁଃଖ ପ୍ରକାଶ କରିଛନ୍ତି। ସେ ଟୁଇଟ୍...
ୟୁଏଇରୁ ଫେରିଲେ ୨୧୫ ପ୍ରବାସୀ ଓଡିଆ
ଭୁବନେଶ୍ୱର,୧୪।୬(ବ୍ୟୁରୋ)-ୟୁଏଇର ସାରଜାହା ବିମାନ ବନ୍ଦରରୁ ୨୧୫ ଜଣ ପ୍ରବାସୀ ଓଡିଆଙ୍କୁ ନେଇ ଏକ ସ୍ବତନ୍ତ୍ର ବିମାନ ରବିବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛି। ବିମାନରେ ଥିବା ସମସ୍ତ ଯାତ୍ରୀଙ୍କୁ କ୍ୱାରାଣ୍ଟାଇନରେ ରଖାଯିବ। ମହାମାରୀ କରୋନା ଭାଇରସ ପାଇଁ ଦେଶରେ ଲାଗୁ ହୋଇଥିବା...
CORONAVIRUS UPDATE: ସୁସ୍ଥ ହେଲେ ଆଉ ୧୧୪ ଆକ୍ରାନ୍ତ, ମୋଟ ଆରୋଗ୍ୟ ସଂଖ୍ୟା ୨,୭୦୮କୁ ବୃଦ୍ଧି
ଭୁବନେଶ୍ୱର,୧୪।୬(ବ୍ୟୁରୋ): ରାଜ୍ୟରେ ଆଉ ୧୧୪ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଏମାନଙ୍କ ମଧ୍ୟରେ ସୁନ୍ଦରଗଡ଼ର ସର୍ବାଧିକ ୩୦ଜଣ ରହିଥିବା ବେଳେ ଖୋର୍ଦ୍ଧାର ୨୩, ଗଞ୍ଜାମର ୧୭, କଟକର ୧୧, ମୟୂରଭଞ୍ଜର ୧୦, ଗଜପତିର ୮, ବରଗଡ଼ର ୫, ନୟାଗଡ଼ର ୪,...
ଗଞ୍ଜାମରେ କରୋନା ନେଲା ଆଉ ଏକ ମୁଣ୍ଡ: ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି, ପୁଣି ୪ ପଜିଟିଭ୍ ଚିହ୍ନଟ
ଛତ୍ରପୁର,୧୪।୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଆଉ ଜଣେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ମୃତକ ଜଣକ ୫୫ ବର୍ଷୀୟ ବ୍ୟକ୍ତି । ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ତାଙ୍କର ମୃତ୍ୟୁ ଘଟଛି । ଏ ସମ୍ପର୍କରେ ସ୍ବାସ୍ଥ୍ୟ ବିଭାଗ ପକ୍ଷରୁ...
ଭୁବନେଶ୍ୱରରେ ଆଉ ୧୬ ପଜିଟିଭ୍ ଚିହ୍ନଟ: ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୧୨୨
ଭୁବନେଶ୍ୱର,୧୪ା୬(ବ୍ୟୁରୋ) : ରବିବାର ଭୁବନେଶ୍ୱରରେ ଆଉ ୧୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୧୪ ଜଣ ହୋମ୍ କ୍ୱାରାଣ୍ଟାଇନ୍ରେ ଥିବା ବେଳେ ୨ ଜଣ ସ୍ଥାନୀୟ ସଂକ୍ରମିତ ବୋଲି ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ଟୁଇଟ୍ ଯୋଗେ...
ରଜ ଉପଲକ୍ଷେ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪।୬(ବ୍ୟୁରୋ): ଆଜି ପହିଲି ରଜ। ଏହା ଉପଲକ୍ଷେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସମସ୍ତଙ୍କୁ ଶୁଭେଚ୍ଛା ଜଣାଇଛନ୍ତି। ମୁଖ୍ୟମନ୍ତ୍ରୀ କହିଛନନ୍ତି, ଓଡ଼ିଶାର ଗଣପର୍ବ ରଜ ଉପଲକ୍ଷେ ସମସ୍ତଙ୍କୁ ମୋର ଶୁଭେଚ୍ଛା ଓ ଅଭିନନ୍ଦନ। ପ୍ରକୃତି , ଧରିତ୍ରୀ ଓ ନାରୀକୁ ପୂଜିବାର...
Archives


