ରାଜ୍ୟ ସରକାରଙ୍କ ବଡ଼ ଘୋଷଣା: ମେ’ ୫ରୁ ଲକ୍ଡାଉନ୍
ଭୁବନେଶ୍ୱର,୨।୫(ବ୍ୟୁରୋ): ଶେଷ ଅସ୍ତ୍ର ପ୍ରୟୋଗ କଲେ ରାଜ୍ୟ ସରକାର। କରୋନା ସଂକ୍ରମଣ ବୃଦ୍ଧି ଉପରେ ରୋକ ଲଗାଇବା ପାଇଁ ରବିବାର ମେ’ ୫ରୁ ୧୯ ପର୍ଯ୍ୟନ୍ତ ୧୪ ଦିନ ପାଇଁ ଲକ୍ଡାଉନ୍ ଘୋଷଣା କରାଯାଇଛି। ଆସନ୍ତା ବୁଧବାରରୁ ଏହି ଲକ୍ଡାଉନ୍ ଆରମ୍ଭ…
ଆଜି ୧୪ ମୁଣ୍ଡ ନେଲା କରୋନା: ରାୟଗଡ଼ାରୁ ସର୍ବାଧିକ
ଭୁବନେଶ୍ୱର,୨।୫(ବ୍ୟୁରୋ): ଗୋଟିଏ ପଟେ କରୋନାର ଦ୍ୱିତୀୟ ଲହରରେ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ଲଗାତାର ଭାବେ ବଢ଼ୁଥିବା ନଜର ଆସୁଛି। ଏହି କ୍ରମରେ ରବିବାର ଆଉ ୧୪ ମୁଣ୍ଡ ନେଇଛି କରୋନା। ମୃତକଙ୍କ ମଧ୍ୟରୁ ଭୁବନେଶ୍ୱରରୁ…
ବୋଲ ମାନୁନି କରୋନା: ଆଜି ବି ୮ହଜାର ପାର୍ କଲା ସଂକ୍ରମିତଙ୍କ ସଂଖ୍ୟା; କେବଳ ଖୋର୍ଦ୍ଧାରୁ ୧,୨୭୫
ଭୁବନେଶ୍ୱର,୨।୫(ବ୍ୟୁରୋ): ରାଜ୍ୟରେ ବେକାବୁ କରୋନା ସଂକ୍ରମଣ। ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ଆଉ ୮୦୧୫ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୪୫୬୮ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୩୪୪୭ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ ରାଜ୍ୟରେ ମୋଟ…
ସ୍ବାମୀ-ସ୍ତ୍ରୀଙ୍କ ଝଗଡ଼ାରେ ଚାଲିଗଲା ପଡ଼ୋଶୀର ଜୀବନ
ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା ଭବାନୀପାଟଣା ସହରରେ ଶନିବାର ଏକ ଅଘଟଣ ଘଟିଛି । ସହରର ମନ୍ଦାରବଗିଚାପଡ଼ାରେ ରାଜୁ ରଣା ନାମକ ଜଣେ ବ୍ୟକ୍ତି ତାଙ୍କ ସ୍ତ୍ରୀଙ୍କୁ ମାଡ ମାରୁଥିଲେ। ଭଡା ଘରେ ରହୁଥିବା ପଡୋଶୀ ରବୀନ୍ଦ୍ର ପାତ୍ର ଛଡାଇବାକୁ ଆସିଥିଲେ। ହେଲେ…
କୋଭିଡ ହସ୍ପିଟାଲ ପାଇଖାନାରୁ ମିଳିଲା ରୋଗୀଙ୍କ ମୃତଦେହ
ଭବାନୀପାଟଣା,୧।୫: କଳାହାଣ୍ଡି ଜିଲା କାମଠଣା କୋଭିଡ୍ ହସ୍ପିଟାଲରେ ଶନିବାର ଏକ ଅଭାବନୀୟ ଘଟଣା ଘଟିଛି। ହସ୍ପିଟାଲ ପାଇଖାନା ଭିତରେ ଜଣେ କୋଭିଡ୍ ଆକ୍ରାନ୍ତ ବୃଦ୍ଧଙ୍କ ମୃତ୍ୟୁ ଘଟିଛି। ବୃଦ୍ଧ ଜଣକ ପାଇଖାନାକୁ ଶୌଚ ପାଇଁ ଯାଇଥିଲେ। ସେ ଦୀର୍ଘ ସମୟ ଧରି…
ହେଲମେଟ ପିନ୍ଧି ନ ଥିବାରୁ ଫାଇନ ଗଣିଲେ ଟ୍ରକ୍ ଡ୍ରାଇଭର
ଚିତ୍ରଡ଼ା,୧।୫: ୨ ହଜାର ଟଙ୍କା ଲାଞ୍ଚ ମାଗି ବିଫଳ ହେବାରୁ ଜଣେ ପୋଲିସ ଏସ୍ଆଇ ଦେଖାଇଛନ୍ତି ଦବଙ୍ଗଗିରି। ସିଟ୍ବେଲ୍ଟ ସହ ହେଲମେଟ ପିନ୍ଧି ନ ଥିବା କହି ଟ୍ରକ୍ ଡ୍ରାଇଭରଙ୍କ ନାମରେ ଚାଲାଣ କାଟିଛନ୍ତି। ଏଭଳି ଏକ ଘଟଣା ସାମ୍ନାକୁ ଆସିଛି…
ପରିବା ଗାଡ଼ିରୁ ମିଳିଲା ୩୦ ଲକ୍ଷ ଟଙ୍କାର ଗଞ୍ଜେଇ
ଜୟପୁର, ୧।୫: ପନିପରିବା ବୋଝେଇ ଗାଡ଼ିରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ବେଳେ ତାହା ଜୟପୁର ସଦର ଥାନା ପୋଲିସ ହାତରେ ଧରାପଡିଛି। ଘଟଣାରେ ସମ୍ପୃକ୍ତ ୬ଜଣଙ୍କୁ ପୋଲିସ ଗିରଫ କରିଛି। ସେମାନଙ୍କଠାରୁ ଗୋଟିଏ ମହିନ୍ଦ୍ରା ପିକ୍ଆପ, ୩ଟି ବାଇକ, ୫ଟି…
ବନ୍ଦ ହେଲା ଶିମିଳିପାଳ ଅଭୟାରଣ୍ୟ
ବାରିପଦା ଅଫିସ, ୧।୫: କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟ ଶନିବାରଠାରୁ ବନ୍ଦ କରାଯାଇଛି। ଶିମିଳିପାଳ ଅଭୟାରଣ୍ୟର ବନ୍ୟଜନ୍ତୁ ଏବଂ ପାଦଦେଶରେ ବସବାସ କରୁଥିବା ଗ୍ରାମବାସୀଙ୍କୁ କରୋନା ସଂକ୍ରମଣ ହେବାର ଆଶଙ୍କା କରି ଶିମିଳିପାଳ ବ୍ୟାଘ୍ର…
ଥାନା ଆଗରେ କିରୋସିନ ଢାଳି ମହିଳାଙ୍କ ଆତ୍ମାହୂତି ଉଦ୍ୟମ
ବାସୁଦେବପୁର,୧ା୫: ପୋଲିସ ଉପରେ ଅସନ୍ତୋଷ ପ୍ରକାଶ କରି ଭଦ୍ରକ ଜିଲା ଅରଣ୍ଡୁଆ ପଞ୍ଚାୟତ ନରେନ୍ଦ୍ରପୁର ଗ୍ରାମର ତାରାମଣି ବିଶ୍ୱାଳ ବାସୁଦେବପୁର ଥାନା ସମ୍ମୁଖରେ ଦେହରେ କିରୋସିନ ଢାଳି ଶନିବାର ଆତ୍ମାହୂତି ଉଦ୍ୟମ କରିଛନ୍ତି। ଉପସ୍ଥିତ କିଛି ବ୍ୟକ୍ତି ତାଙ୍କୁ ଉଦ୍ଧାର କରିବାରେ…
ବନ୍ଦ ରହିବ ଧର୍ମାନୁଷ୍ଠାନ
ଭଦ୍ରକ ଅଫିସ, ୧ା୫: ଶନିବାରଠାରୁ ସର୍ବସାଧାରଣଙ୍କ ପାଇଁ ଧର୍ମାନୁଷ୍ଠାନ ବନ୍ଦ ରଖିବାକୁ ଭଦ୍ରକ ଜିଲାପାଳ ଡ. ଜ୍ଞାନରଞ୍ଜନ ଦାସ ନିର୍ଦ୍ଦେଶ ଦେଇଛନ୍ତି। ଏହି ନିର୍ଦ୍ଦେଶନାମା ଅନିର୍ଦ୍ଦିଷ୍ଟ କାଳ ପର୍ଯ୍ୟନ୍ତ ଜାରି କରାଯାଇଛି। ଦିନକୁ ଦିନ କୋଭିଡ୍ ସଂକ୍ରମିତଙ୍କ ସଂଖ୍ୟା ବଢୁଥିବାରୁ ଏଭଳି…
୫ଦିନ ଧରି ନାବାଳିକାଙ୍କୁ ବଳାତ୍କାର
ବାରିପଦା ଅଫିସ, ୧।୫: ମୟୂରଭଞ୍ଜ ଜିଲା ଚାନ୍ଦୁଆ ଥାନା ଅଞ୍ଚଳର ଜଣେ ନାବାଳିକାଙ୍କୁ ୫ଦିନ ଧରି ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ନାବାଳିକା ବାପାଙ୍କ ଅଭିଯୋଗ ଅନୁଯାୟୀ ପୋଲିସ ଏକ ମାମଲା(ନଂ. ୪୮/୨୧) ରୁଜୁ କରି ଅଭିଯକ୍ତ ଯୁବକଙ୍କୁ ଗିରଫ କରି…
ବାହାଘର ଭୋଜି ଖାଇ ୩୦ରୁ ଊର୍ଦ୍ଧ୍ୱ ଗୁରୁତର, ଜଣେ ମୃତ
ଓଡଗାଁ,୧।୫(ସ୍ବ.ପ୍ର.)- କରୋନା ମହାମାରୀ କାରଣରୁ ବାହାଘର ନିମନ୍ତେ କଟକଣା ରହିଛି। ହେଲେ ଏନେଇ କୌଣସି ପ୍ରଶାସନିକ ଲଗାମ ନାହିଁ। ଫଳରେ ଲୋକେ ବେଧଡକ ଭୋଜିଭାତରେ ସମାଗମ କରୁଥିବା ଦେଖିବାକୁ ମିକିଛ। ଏହିପରି ଏକ ଘଟଣାକ୍ରମରେ ନୟାଗଡ଼ ଜିଲା ଓଡ଼ଗାଁ ଆଦର୍ଶ ଥାନା…

