ରାଜ୍ୟ

ରାଜ୍ୟରେ ସୁସ୍ଥ ହେଲେ ଆଉ ୪୦୫୨ କରୋନା ଆକ୍ରାନ୍ତ, ଜାଣନ୍ତୁ କେଉଁ ଜିଲାରୁ କେତେ

ଭୁବନେଶ୍ୱର, ୨୩।୯: ଓଡ଼ିଶାରେ ବୁଧବାର ୪ ହଜାର ୫୨ ଜଣ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ, ରାଜ୍ୟରେ ବୁଧବାର ସୁଦ୍ଧା ମୋଟ୍‌ ଏକ…

କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ, ଡାକ୍ତର ଦେଲେ ଏମିତି ପରାମର୍ଶ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): କ୍ୟାନସର ରୋଗୀଙ୍କୁ କରୋନା ସଂକ୍ରମଣ ଅଧିକ ରହିଛି। ତେଣୁ କ୍ୟାନସର ସ୍ପେଶାଲିଷ୍ଟ ଡାକ୍ତର ସୁରେନ୍ଦ୍ର ସେନାପତି ଏ ସମ୍ପର୍କରେ ପରାମର୍ଶ ଦେଇଛନ୍ତି। ସେ କହିଛନ୍ତି, କ୍ୟାନସର ରୋଗୀଙ୍କ ରୋଗ ପ୍ରତିରୋଧକ ଶକ୍ତି ବହୁତ କମ୍‌ ରହିଥାଏ। ତେଣୁ ସେମାନଙ୍କୁ କରୋନା…

ରାଜଧାନୀ ଭୁବନେଶ୍ୱରରୁ ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ

ଭୁବନେଶ୍ୱର, ୨୩।୯(ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରୁ ବୁଧବାର ଆଉ ୩୦୧ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୮୩ ଜଣ କ୍ୱାରାଣ୍ଟାଇନ ସେଣ୍ଟରରୁ ଚିହ୍ନଟ ହୋଇଥିବା ବେଳେ ୨୧୮ ଲୋକାଲ କେସ୍‌ ରହିଛି। ଏ ନେଇ ଭୁବନେଶ୍ୱର ମହାନଗର ନିଗମ(ବିଏମ୍‌ସି) ପକ୍ଷରୁ…

ଗାଁ ଦାଣ୍ଡରେ ୪ ଦିନ ହେବ ପଡ଼ିରହିଛି ମା’ ଝିଅଙ୍କ ମୃତଦେହ: ଅଭିଯୁକ୍ତଙ୍କୁ ଗିରଫ ଦାବିରେ ଅଧିକାରୀଙ୍କୁ ଅଟକ ରଖିଲେ ଗ୍ରାମବାସୀ

ରାଜନଗର,୨୩।୯(ଡି.ଏନ୍‌.ଏ): ମାମୁ ଘର ସମ୍ମୁଖରେ ଭାଣିଜୀର ମୃତଦେହ ୪ ଦିନ ହେବ ପଡ଼ିରହିଛି। ଏହା ସହ ପାଖରେ ଏକ ଆମ୍ବୁଲାନ୍ସରେ ମା’ର ମୃତଦେହ ପଡ଼ିଛି। ଏପରି ଏକ ଅଭାବନୀୟ ଘଟଣା ଘଟିଛି କେନ୍ଦ୍ରପଡ଼ା ଜିଲା ରାଜନଗର ଥାନା ଅଞ୍ଚଳରେ। ଘଟଣାରେ ସମ୍ପୃକ୍ତ…

ଏଥର ମୃତବ୍ୟକ୍ତିଙ୍କ ହେବନି କରୋନା ଟେଷ୍ଟ, ପରିବାର ଲୋକଙ୍କୁ ତୁରନ୍ତ ହସ୍ତାନ୍ତର କରାଯିବ ମୃତଦେହ

ଭୁବନେଶ୍ୱର,୨୩ା୯(ବ୍ୟୁରୋ): ଏଥର ଆଉ ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବ ନାହିଁ ବୋଲି ରାଜ୍ୟ ସରକାର ନିର୍ଦ୍ଦେଶନାମା ଜାରି କରିଛନ୍ତି। ମୃତବ୍ୟକ୍ତିଙ୍କ କରୋନା ଟେଷ୍ଟ ହେବା ଦ୍ୱାରା ମୃତଦେହ ହସ୍ତାନ୍ତର କରିବାରେ ବିଳମ୍ବ ହେଉଛି। ଫଳରେ ପରିବାର ଲୋକେ ହନ୍ତସନ୍ତ ହେଉଛନ୍ତି। ଏହାକୁ…

ସ୍ବାମୀଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି, ସ୍ତ୍ରୀ ଚାଲିଗଲେ

ପୁରୀ ଅଫିସ,୨୩।୯: ଶ୍ରୀମନ୍ଦିରର ବରିଷ୍ଠ ସେବାୟତ ପ୍ରେମାନନ୍ଦ ଦାସମହାପାତ୍ରଙ୍କର ଗତ ରବିବାର ସକାଳେ ପରଲୋକ ହୋଇଥିଲା। ପ୍ରେମାନନ୍ଦଙ୍କ ମୃତ୍ୟୁର ୪୮ ଘଣ୍ଟା ପୂରିନି ତାଙ୍କ ସ୍ତ୍ରୀ ବିନୋଦିନୀ ଦାସମହାପାତ୍ରଙ୍କ ମୃତ୍ୟୁ ଘଟିଛି। ମଙ୍ଗଳବାର ସକାଳେ ଭୁବନେଶ୍ୱରର ଏକ ଘରୋଇ ହସ୍ପିଟାଲରେ ବିନୋଦିନୀଙ୍କର…

କେନ୍ଦ୍ର, ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ: ଦେହଜୀବୀଙ୍କୁ ଆର୍ଥିକ ସହାୟତା ଦିଅ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):କରୋନା ମହାମାରୀ ଯୋଗୁ ଦେହଜୀବୀମାନେ ବହୁ ସମସ୍ୟାର ସମ୍ମୁଖୀନ ହେଉଛନ୍ତି। ସେମାନଙ୍କୁ ତୁରନ୍ତ ଆର୍ଥିକ ସହାୟତା ଦେବା ସହ ଖାଦ୍ୟସାମଗ୍ରୀ ଓ ଅନ୍ୟାନ୍ୟ ଅତ୍ୟାବଶ୍ୟକ ଦ୍ରବ୍ୟ ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ସୁପ୍ରିମକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଏହି…

କଳାକାରଙ୍କ ତଥ୍ୟ ରଖିବ ‘ଆମ ଶିଳ୍ପୀ: ଆମ ଗର୍ବ’

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ପାରମ୍ପରିକ କଳା ଓ କଳାକାରଙ୍କ ବିକାଶ ପାଇଁ ନୂଆ ପଦକ୍ଷେପ ଗ୍ରହଣ କରିବ ଓଡ଼ିଆ ଭାଷା, ସାହିତ୍ୟ ଓ ସଂସ୍କୃତି ବିଭାଗ। କଳା ଓ କଳାକାରଙ୍କୁ ସାମ୍ନାକୁ ଆଣିବାକୁ ବିଭାଗ ଅଧୀନ ଓଡ଼ିଶା ସଙ୍ଗୀତ ନାଟକ ଏକାଡେମୀ ପକ୍ଷରୁ ବିଭିନ୍ନ…

ଭୁବନେଶ୍ୱରର ଐତିହ୍ୟସ୍ଥଳ ଅଞ୍ଚଳରେ ୟୁନିଫର୍ମ ରହିବ ସାଇନ୍‌ବୋର୍ଡ

ଭୁବନେଶ୍ୱର, ୨୩।୯(ବ୍ୟୁରୋ):ଏଣିକି ରାଜଧାନୀରେ ଥିବା ଐତିହ୍ୟସ୍ଥଳୀଗୁଡ଼ିକରେ ଅସମାନ ସାଇନ୍‌ ବୋର୍ଡ ରହିବ ନାହିଁ। ସେହିପରି ଐତିହ୍ୟସ୍ଥଳର ନିର୍ଦ୍ଧାରିତ ପରିସୀମା ଭିତରେ କେହି ମନଇଚ୍ଛା ସାଇନ୍‌ବୋର୍ଡ ଲଗାଇପାରିବେ ନାହିଁ। ଏନେଇ ମଙ୍ଗଳବାରଠାରୁ କଟକଣା ଲଗାଇଛି ଭୁବନେଶ୍ୱର ଉନ୍ନୟନ କର୍ତ୍ତୃପକ୍ଷ (ବିଡିଏ)। ଏଣିକି ଗୋଟିଏ…

ଜଗନ୍ନାଥଙ୍କ ଶରଣାପନ୍ନ ହେଲା ପାତି ମାଙ୍କଡ

ପୁରୁଷୋତ୍ତମପୁର, ୨୩।୯(ଡି.ଏନ.ଏ.) ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ପରିସରରେ ଥିବା ଜଗନ୍ନାଥ ମନ୍ଦିରରେ ମଙ୍ଗଳବାର ସଂଧ୍ୟାରେ ଏକ ବିସ୍ମୟକର ଘଟଣା ଦେଖିବାକୁ ମିଳଥିଲା। ଏକ ପାତି ମାଙ୍କଡ ମନ୍ଦିର ଭିତରେ ପଶି ଜଗନ୍ନାଥଙ୍କୁ ଜାବୁଡି ଧରି ମୁଣ୍ଡ ପୋତି ବସିଥିବାର ଦେଖିବାକୁ…

କରୋନା ନେଲା ୧୫ ଜୀବନ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନା ଆଉ ୧୫ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ୧୫…

CORONAVIRUS UPDATE, ଆଜି ରାଜ୍ୟରେ ପୁଣି ୪୨୩୭ ପଜିଟିଭ୍‌ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୯(ବ୍ୟୁରୋ): ରାଜ୍ୟରେ ପୁଣି ୪୨୩୭ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ୨୪୮୫ କ୍ୱାରାଣ୍ଟାଇନ୍‌ରୁ ଚିହ୍ନଟ ହୋଇଥିବାବେଳେ ୧୭୫୨ଜଣ ଲୋକାଲ କେସ୍‌ ଥିବା ରାଜ୍ୟ ସୂଚନା ଏବଂ ଲୋକସମ୍ପର୍କ ବିଭାଗ ପକ୍ଷରୁ ଟୁଇଟ୍‌ ଯୋଗେ ସୂଚନା ଦିଆଯାଇଛି। ଏହାକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri