କୁକୁର କାମୁଡ଼ାରେ ୧୫ରୁ ଊର୍ଦ୍ଧ୍ୱ ଆହତ, ଏମାନଙ୍କ ମଧ୍ୟରେ ଅଛନ୍ତି…
ରାଇକିଆ,୬ା୩(ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସହରର ବିଭିନ୍ନ ସ୍ଥାନରେ କୁକୁର କାମୁଡ଼ାରେ ଶୁକ୍ରବାର ୧୫ ଜଣ ଆହତ ହୋଇଛନ୍ତି। ଏହାକୁ ନେଇ ଅଞ୍ଚଳରେ ଆତଙ୍କ ଦେଖାଦେଇଛି। ଆହତମାନଙ୍କ ମଧ୍ୟରେ ଏକାଧିକ ଶିଶୁ ଓ ମହିଳା ରହିଛନ୍ତି। ଏଥିମଧ୍ୟରୁ ଅଧିକାଂଶ ଜଣଙ୍କୁ…
ଜିଲାପରିଷଦ ବୈଠକରେ ହୋ-ହଲ୍ଲା, ‘ହୁ ଆର୍ ୟୁ’ କହିବା ନେଇ ତୁମୁଳକାଣ୍ଡ,
ଛତ୍ରପୁର,୬ା୩(ଦିଲ୍ଲୀପ ସାମଲ): ସ୍ଥାନୀୟ ଋଷିକୂଲ୍ୟା ସମ୍ମିଳନୀ କକ୍ଷରେ ୮ମ ଜିଲାପରିଷଦ ବୈଠକରେ ଶୁକ୍ରବାର ରାଜନୈତିକ ଉଷ୍ଣତା ଦେଖିବାକୁ ମିଳିଥିଲା। ହୋ-ହଲ୍ଲା ସହିତ ପୂର୍ବସରକାର ଏବଂ ବର୍ତ୍ତମାନର ସରକାରକୁ ନେଇ ଆରୋପ ଏବଂ ପ୍ରତ୍ୟାରୋପ ଚାଲିଲା। କିଛି ସମୟ ପର୍ଯ୍ୟନ୍ତ ବୈଠକ ବନ୍ଦ…
ରାଜ୍ୟରେ SIRକୁ ନେଇ ଏମିତି କହିଲେ ମୁଖ୍ୟ ନିର୍ବାଚନ ଅଧିକାରୀ
ଭୁବନେଶ୍ୱର,୬।୩: ରାଜ୍ୟରେ SIRକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ସୂଚନା ଦେଇଛନ୍ତି। ସେ କହିଛନ୍ତି, ୯୦% ମ୍ୟାପିଂ କରାସରିଛି । ୨୦୨୫ ଭୋଟର ତାଲିକାରେ ଅଛନ୍ତି,୨୦୦୨ରେ ବି ଥିଲେ BLOଙ୍କୁ ଜଣାଇବେ। ତେବେ ୨୦୦୨ରେ କେଉଁ ନିର୍ବାଚନମଣ୍ଡଳୀରେ ଥିଲେ BLOଙ୍କୁ ଜଣାଇବେ।…
ସାଙ୍ଗମାନଙ୍କ ସହ ଖେଳୁଥିଲାବେଳେ ନାବାଳିକାଙ୍କୁ ବଳାତ୍କାର, ଆସାମୀଙ୍କୁ ଅଦାଲତ ଶୁଣାଇଲେ ଏହି ରାୟ…
କଟକ,୬ା୩(ପ୍ରଭୁକଲ୍ୟାଣ ପାଲ): ନାବାଳିକା ବଳାତ୍କାର ମାମଲାରେ ଆସାମୀକୁ ଶୁକ୍ରବାର ସଜା ଶୁଣାଇଛନ୍ତି କଟକ ସ୍ବତନ୍ତ୍ର ପୋକ୍ସୋ ଅଦାଲତ। ଆସାମୀ କୃଷ୍ଣଚନ୍ଦ୍ର ମଲ୍ଲିକଙ୍କୁ ୨୦ ବର୍ଷ ସଶ୍ରମ କାରାଦଣ୍ଡ ସଜା ଶୁଣାଇଛନ୍ତି କୋର୍ଟ। ଜରିମାନା ବାବଦ ୨୦,୦୦୦ ଟଙ୍କା ନିର୍ଦ୍ଦେଶ ଦେଇଛନ୍ତି କୋର୍ଟ।…
ରାତି ଅଧରେ ବିଦ୍ୟାଳୟରୁ ଚାଉଳ ଚୋରା ଚାଲାଣ ଉଦ୍ୟମ, ହଠାତ୍ ପହଞ୍ଚିଗଲେ ଲୋକେ, ଆଉ ତା’ ପରେ…
ଲାଞ୍ଜିଗଡ଼,୬ା୩(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକରେ ଦିନକୁ ଦିନ ଆବାସିକ ବିଦ୍ୟାଳୟଗୁଡ଼ିକରେ ଚାଉଳ ଚୋରା ଚାଲାଣ ହେଉଥିବା ଖବର ପ୍ରକାଶିତ ହେଉଥିବା ବେଳେ ପୁଣି ବିଜେପୁର ସରକାରୀ ଉଚ୍ଚ ବିଦ୍ୟାଳୟଠାରେ ସୋମବାର ବିଳମ୍ବିତ ରାତିରେ ୨ କ୍ୱିଣ୍ଟାଲ ଚାଉଳ…
ବିଚାରାଧୀନ କଏଦୀଙ୍କ ମୃତ୍ୟୁ, ହତ୍ୟା ମାମଲାରେ ଗିରଫ ହୋଇ…
ସୁନ୍ଦରଗଡ଼,୬ା୩(ଜୟନାରାୟଣ ମେଣ୍ଡୁଳି): ଜିଲା କାରାଗାରରେ ବିଚାରାଧୀନ ଜଣେ କଏଦୀଙ୍କ ସୁନ୍ଦରଗଡ଼ ସରକାରୀ ମେଡିକାଲ କଲେଜ ହସ୍ପିଟାଲରେ ମୃତ୍ୟୁ ଘଟିଛି। ମୃତକ ଜଣକ ହେଉଛନ୍ତି ସରୋଜ ରାଉତ ଓରଫ ବନ (୨୭)। ହେମଗିରି ଥାନା ଅନ୍ତର୍ଗତ ବରପାଲି ଗ୍ରାମର ସରୋଜ ଏକ ହତ୍ୟା…
ଓଭର ବ୍ରିଜ୍ ତଳୁ ମିଳିଲା ଲାଇନ୍ମ୍ୟାନଙ୍କ ମୃତଦେହ, ସ୍କୁଟରରେ ବସିଥିବା ଅବସ୍ଥାରେ…
କେନ୍ଦୁଝର,୬ା୩(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ବିଦ୍ୟୁତ୍ ବିଭାଗ (ଟାଟା ପାଓ୍ବାର)ରେ କାର୍ଯ୍ୟ କରୁଥିବା ଲାଇନ୍ମ୍ୟାନ୍ଙ୍କ ମୃତଦେହ ଆଜି କେନ୍ଦୁଝର ଟାଉନ, ସାମଲ ଅଟୋ ଓଭର ବ୍ରିଜ୍ ନିକଟରୁ ଉଦ୍ଧାର ହୋଇଛି। ସ୍କୁଟରରେ ବସିଥିବା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ଗତକାଲି ରାତି…
ଭୁବନେଶ୍ୱରରେ ଅମିତ ଶାହା, ସ୍ବାଗତ ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୬ା୩: ଭୁବନେଶ୍ୱର ବିମାନବନ୍ଦରରେ ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ଶୁକ୍ରବାର ଆସି ପହଞ୍ଚିଛନ୍ତି। ଶାହା ବାୟୁସେନାର ଏକ ସ୍ବତନ୍ତ୍ର ବିମାନରେ ଆସି ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଥିଲେ। ଏଠାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ତାଙ୍କୁ ସ୍ବାଗତ କରିଥିଲେ। ରାଜ୍ୟ ଭାଜପା ସଭାପତି…
ହୀରାଖଣ୍ଡ ଏକ୍ସପ୍ରେସରୁ ମିଳିଲା ଯୁବକଙ୍କ ମୃତଦେହ, ଟ୍ରେନରେ ହୃଦଘାତ…..
କୋରାପୁଟ,୬।୩(ଅମିତାଭ ବେହେରା): ଭୁବେନେଶ୍ୱରରୁ କୋରାପୁଟ ଆସୁଥିବା ହୀରାଖଣ୍ଡ ଏକ୍ସପ୍ରେସରୁ ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର ହୋଇଛି । କୋରାପୁଟ ରେଲୱେ ପୋଲିସ କୋରାପୁଟ ଷ୍ଟେସନ ଠାରେ ହୀରାଖଣ୍ଡ ଟ୍ରେନରୁ ମୃତଦେହ ଉଦ୍ଧାର କରିବା ପରେ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି ।…
ରାସ୍ତା କଡ଼ରୁ ଯୁବତୀଙ୍କ ମୃତଦେହ ଉଦ୍ଧାର, ମାରି ଫିଙ୍ଗି ଦେଇଥିବା…..
ରାଉରକେଲା,୬।୩(ସଂଗୀତା ଜେନା): ବ୍ରାହ୍ମଣୀ ତରଙ୍ଗ ଥାନା ଅନ୍ତର୍ଗତ ସମିଲ ୟୁପି ସ୍କୁଲ ଛକ ନିକଟରେ ପଡ଼ି ରହିଛି ଯୁବତୀଙ୍କ ମୃତଦେହ । ଶୁକ୍ରବାର ସକାଳ ୬ଟାରେ ଜଣେ ଯୁବତୀଙ୍କ ମୃତଦେହ ଉଦ୍ଧାର ହୋଇଛି । ତେବେ ଯୁବତୀଜଣଙ୍କର ପରିଚୟ ବର୍ତ୍ତମାନ ସୁଦ୍ଧା…
ଅଫିସିଆଲ ଘୋଡ଼ା ବେପାର: ରାଜ୍ୟ ସଭା ନିର୍ବାଚନରେ ବିଧାୟକ କିଣାବିକା ସୁନିଶ୍ଚିତ
ଭୁବନେଶ୍ୱର, ୬।୩(ସୁନିତ୍ ମିଶ୍ର):ଓଡ଼ିଶାର ୪ ରାଜ୍ୟ ସଭା ଆସନ ଲାଗି ଗୁରୁବାର ନାମାଙ୍କନ ଦାଖଲର ଶେଷ ଦିନ ଥିଲା। ଶେଷ ଦିନରେ ମୋଟ୍ ୫ ଜଣ ପ୍ରାର୍ଥୀ ନାମାଙ୍କନ ପତ୍ର ଦାଖଲ କରିଛନ୍ତି। ଭାଜପା ପକ୍ଷରୁ ପ୍ରଥମ ଦୁଇଟି ଆସନରେ ମନମୋହନ…
ଘରେ ପଶିଗଲା ୧୮ ଚକିଆ ଟ୍ରକ୍, ଶୋଇଥିବା ସମୟରେ ଜଣଙ୍କର ମୃତ୍ୟୁ
ଢେଙ୍କାନାଳ,୬।୩(ରତନ ନାୟାର): ଢେଙ୍କାନାଳ ଜିଲା ଗଁଦିଆ ଥାନା ଯୋରନ୍ଦା ଫାଣ୍ଡି କରମୂଳ ହାତିବାରି ଗ୍ରାମ ରେ ଭୟଙ୍କର ଦୁର୍ଘଟଣା । ଗୁରୁବାର ବିଳମ୍ବିତ ରାତିରେ ଏକ ୧୮ ଚକିଆ ଟ୍ରକ ଅନ୍ୟ ଏକ ଟ୍ରକକୁ ଧକ୍କା ଦେଇ ଏକ ଘର ଉପରେ…

