ଓଡ଼ିଶାରେ କରୋନା ଆରୋଗ୍ୟ ସଂଖ୍ୟା ଦେଢ଼ ଲକ୍ଷ ଟପିଲା
ଭୁବନେଶ୍ୱର, ୨୨।୯: ଓଡ଼ିଶାରେ ମଙ୍ଗଳବାର ସୁଦ୍ଧା ଦେଢ଼ ଲକ୍ଷରୁ ଊର୍ଦ୍ଧ୍ୱ ଲୋକ କରୋନାରୁ ଆରୋଗ୍ୟ ଲାଭ କରିଛନ୍ତି। ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟୁଇଟ୍ ଯୋଗେ ଦିଆଯାଇଥିବା ସୂଚନା ଅନୁଯାୟୀ ମଙ୍ଗଳବାର ୩ ହଜାର ୮୩୪ ଜଣ…
ଯୁକ୍ତ ୨ ନାମଲେଖା ସମୟସୀମା ବୃଦ୍ଧି
ଭୁବନେଶ୍ୱର,୨୨।୯(ବ୍ୟୁରୋ): ଯୁକ୍ତ ୨ ପ୍ରଥମ ପର୍ଯ୍ୟାୟ ନାମଲେଖା ସମୟ ବୃଦ୍ଧି କରାଯାଇଛି। ଚଳିତମାସ ୨୬ ପରିବର୍ତ୍ତେ ୩୦ ପର୍ଯ୍ୟନ୍ତ ଏହାକୁ ଘୁଞ୍ଚାଇ ଦିଆଯାଇଥିବା ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ ପକ୍ଷରୁ ସୂଚନା ଦିଆଯାଇଛି। ନାମଲେଖା ପ୍ରକ୍ରିୟା ସମୟରେ କୋଭିଡ ନିର୍ଦ୍ଦେଶାବଳୀ ଉପରେ…
ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ସତ୍ତ୍ୱେ ଦେହଜୀବୀଙ୍କୁ ମିଳୁନି ସହାୟତା
ଭୁବନେଶ୍ୱର,୨୨।୯(ବ୍ୟୁରୋ): ସୁପ୍ରିମକୋର୍ଟ ଦେହଜୀବୀଙ୍କ ଦୁଃଖ ବୁଝି ଗତ ୧୪ତାରିଖରେ ଆର୍ଥିକ ସହାୟତା ଯୋଗାଇ ଦେବାକୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ହେଲେ ଏହି ନିର୍ଦ୍ଦେଶ ପରେ ମଧ୍ୟ ସେମାନଙ୍କୁ କୌଣସି ସୁବିଧା ଦିଆଯାଇ ନାହିଁ। କୋଭିଡ୍-୧୯ ସମୟରେ ଦେହଜୀବୀମାନେ…
ବୁଡ଼େଇଲା, ଭସେଇଲା ବର୍ଷା
ଭୁବନେଶ୍ୱର, ୨୨।୯ (ବ୍ୟୁରୋ): ରାଜଧାନୀ ଭୁବନେଶ୍ୱରରେ ସୋମବାର ପ୍ରବଳ ବର୍ଷା ହୋଇଥିଲା। ସନ୍ଧ୍ୟାସୁଦ୍ଧା ୮୦ ମିମି ବର୍ଷା ହୋଇଥିବା ରେକର୍ଡ କରାଯାଇଥିବାବେଳେ କେତେବେଳେ ଝିପି ଝିପି ତ ଆଉ କେତେବେଳେ ମୁଷଳ ଧାରାରେ ବର୍ଷିଥିଲା। ବିଭିନ୍ନ ସ୍ଥାନରେ ଡ୍ରେନ୍ ନିର୍ମାଣ ଓ…
ଇଣ୍ଡିଆ ବୁକ୍ ଅଫ୍ ରେକର୍ଡସରେ ସତ୍ୟପ୍ରକାଶ
ପୁରୀ ଅଫିସ, ୨୨।୯: ଆଇସ୍କ୍ରିମ କାଠିରେ ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ନନ୍ଦିଘୋଷ ରଥ ତିଆରି କରି ଇଣ୍ଡିଆ ବୁକ୍ ଅଫ୍ ରେକଡର୍ସରେ ନିଜ ନଁାକୁ ସ୍ଥାନିତ କରିଛନ୍ତି ପୁରୀର ଯୁବ ଶିଳ୍ପୀ ସତ୍ୟପ୍ରକାଶ ନାୟକ। ମାତ୍ର ୧୮ ବର୍ଷ ବୟସରେ ଏହି ସଫଳତା…
କାର୍ ସିିକ୍ରେଟ ଚାମ୍ବରରୁ ୧୫ ଲକ୍ଷର ଗଞ୍ଜେଇ ଜବତ
ଭୁବନେଶ୍ୱର, ୨୨।୯(ବ୍ୟୁରୋ) : କାର୍ରେ ସିକ୍ରେଟ ଚାମ୍ପର କରି ସେଥିରେ ଗଞ୍ଜେଇ ଚୋରା ଚାଲାଣ। ଏଭଳି ଦ୍ୱିତୀୟ ଘଟଣା ରାଜଧାନୀରୁ ଧରାପଡିଛି। ତମାଣ୍ଡୋ ଥାନା କଳିଙ୍ଗବିହାର ଭଗବାନପୁର ଅଞ୍ଚଳରେ ତମାଣ୍ଡୋ ଥାନା ପୋଲିସ ଓ କ୍ୟୁଏଟି ମିଳିତ ଭାବେ ଚଢାଉ କରି…
କଙ୍କଡ଼ାରେ ନୃସିଂହ ଅବତାର ଚର୍ଚ୍ଚା
ପୁରୀ ଅଫିସ, ୨୨।୯: ପୁରୀ ସମୁଦ୍ରରୁ ମିଳିଛି ଏକ ଭିନ୍ନ ପ୍ରଜାତିର କଙ୍କଡ଼ା। ପୂର୍ବରୁ ଏମିତି କଙ୍କଡ଼ା ଦେଖି ନ ଥିବା ମତ୍ସ୍ୟଜୀବୀମାନେ କହିଛନ୍ତି। କଙ୍କଡ଼ାରେ ମହାପ୍ରଭୁଙ୍କ ନୃସିଂହ ଅବତାର ରହିଥିବା ଚର୍ଚ୍ଚା ହେଉଛି। ଏହାକୁ ଦେଖିବା ଲାଗି ଲୋକଙ୍କ ଭିଡ଼…
ତୃଣମୂଳ ସ୍ତରରୁ ବିଆର୍ଏପି କାର୍ଯ୍ୟକାରୀ କରିବାକୁ ନିର୍ଦ୍ଦେଶ
ଭୁବନେଶ୍ୱର ୨୨।୯(ବ୍ୟୁରୋ): କୋଭିଡ-୧୯ ମହାମାରୀ ସମୟରେ ରାଜ୍ୟକୁ କିପରି ଅଧିକ ପୁଞ୍ଜିନିବେଶକାରୀଙ୍କୁ ଆକୃଷ୍ଟ କରାଯାଇ ପାରିବ ସେ ନେଇ ସମସ୍ତ ବିଭାଗ ବ୍ୟବସାୟ ସଂସ୍କାର ଆକ୍ସନ ପ୍ଲାନ(ବିଆରଏପି)କୁ ତୃଣମୂଳ ସ୍ତରରୁ କାର୍ଯ୍ୟକାରୀ କରିବା ଲାଗି ମୁଖ୍ୟ ଶାସନ ସଚିବ ବିଭାଗୀୟ ଅଧି୍କାରୀଙ୍କୁ…
ଯୁକ୍ତ୨ ନାମଲେଖା ଆରମ୍ଭ
ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଯୁକ୍ତ୨ କଳା, ବିଜ୍ଞାନ, ବାଣିଜ୍ୟ, ଧନ୍ଦାମୂଳକ ଓ ସଂସ୍କୃତ ବିଭାଗରେ ନାମଲେଖା ସୋମବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ପର୍ଯ୍ୟାୟ କଟ୍ ଅଫ୍ ମାର୍କରେ ମନୋନୀତ ଛାତ୍ରୀଛାତ୍ରମାନେ ଦୁଇଟି ପର୍ଯ୍ୟାୟରେ ସକାଳ ୯ଟାରୁ ଅପରାହ୍ନ ୧ଟା ଓ ଅପରାହ୍ନ ୧ଟା…
ଦିଲ୍ଲୀରୁ ଓଡ଼ିଶାକୁ ରିଲିଫ ଟ୍ରକ୍ ପଠାଇଲା ଭାଜପା
ଭୁବନେଶ୍ୱର, ୨୨।୯(ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ୭୦ତମ ଜନ୍ମଦିନ ଅବସରରେ ଦେଶବ୍ୟାପୀ ସେବା ସପ୍ତାହ ପାଳନ କରାଯାଇଛି । ଏହି ଅବସରରେ ସୋମବାର ନୂଆଦିଲ୍ଲୀସ୍ଥିତ କେନ୍ଦ୍ରୀୟ କାର୍ଯ୍ୟାଳୟରୁ ଏକ ରିଲିଫ ସାମଗ୍ରୀ ବୋଝେଇ ଟ୍ରକ୍ ଓଡ଼ିଶାରେ ବନ୍ୟା ପୀଡ଼ିତଙ୍କ ଉଦ୍ଦେଶ୍ୟରେ ଯାତ୍ରା…
ରୋଗୀଙ୍କୁ କାନ୍ଧରେ ବୋହିଲେ ଆମ୍ବୁୁଲାନ୍ସ କର୍ମଚାରୀ
ଭୁବନେଶ୍ୱର, ୨୨।୯(ବ୍ୟୁରୋ): ଆମ୍ବୁୁଲାନ୍ସ କର୍ମଚାରୀଙ୍କ ନିଃସ୍ବାର୍ଥପର ସେବା ଓ ଉପସ୍ଥିତ ବୁଦ୍ଧି ଯୋଗୁ ଅନେକ ସମୟରେ ବହୁ ଜୀବନ ରକ୍ଷା ପାଇଯାଉଛି। କେତେବେଳେ ରୋଗୀଙ୍କୁ ରକ୍ତ ଦେଇ ଜୀବନ ବଞ୍ଚାଉଛନ୍ତି ତ ଆଉ କେତେବେଳେ ନିଜ ଜୀବନକୁ ବାଜି ଲଗାଇ ମହାନତା…
କୃଷି ବିଲ୍ ଚାଷୀଙ୍କୁ ରସାତଳଗାମୀ କରିବ: ଯୁବ କଂଗ୍ରେସ
ଭୁବନେଶ୍ୱର ୨୨।୯ (ବ୍ୟୁରୋ) କେନ୍ଦ୍ରର କୃଷି ବିଲ୍ ପ୍ରତିବାଦରେ ପ୍ରଦେଶ ଯୁବ କଂଗ୍ରେସ ପକ୍ଷରୁ ସୋମବାର ଏକ ବିକ୍ଷୋଭ ଶୋଭାଯାତ୍ରା କରାଯାଇଛି। ଯୁବ କଂଗ୍ରେସ ସଭାପତି ସ୍ମୃତି ରଞ୍ଜନ ଲେଙ୍କାଙ୍କ ନେତୃତ୍ୱରେ ଏକ ବିକ୍ଷୋଭ ଶୋଭଯାତ୍ରା କଂଗ୍ରେସ ଭବନରୁ ବାହାରି ମାଷ୍ଟରକ୍ୟାଣ୍ଟିନ୍…
Archives


