ଆଦିବାସୀ ହଷ୍ଟେଲକୁ ଆଇଏସ୍ଓ ମାନ୍ୟତା : ଓଡ଼ିଶା ପ୍ରଥମ ରାଜ୍ୟ
ଭୁବନେଶ୍ୱର (ବ୍ୟୁରୋ)/କେନ୍ଦୁଝର (ସ୍ବପ୍ର/ଡି.ଏନ୍.ଏ.)୧୨।୬: ଓଡ଼ିଶା ସରକାରଙ୍କ ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ ପକ୍ଷରୁ ‘ମିଶନ ସୁବିଦ୍ୟା’ ଆରମ୍ଭ କରାଯାଇଛି। ରାଜ୍ୟର ସମସ୍ତ ଆଦିବାସୀ ହଷ୍ଟେଲରେ ସମାନ ଧରଣର ଭିତ୍ତିଭୂମି, ସୁବିଧା ସୁଯୋଗ ଓ ମାନବ ସମ୍ବଳ ସୃଷ୍ଟି...
ଡିଏଲ୍, ଏଲ୍ଏଲ୍ ସ୍ଲଟ୍ ବୁକିଂ ବାତିଲ: ସେପ୍ଟେମ୍ବର ୩୦ ଯାଏ ଗାଡ଼ି କାଗଜପତ୍ର ବୈଧ
କଟକ ଅଫିସ,୧୨।୬: ଡ୍ରାଇଭିଂ ଲାଇସେନ୍ସ (ଡିଏଲ୍) ଓ ଲନର୍ସ ଲାଇସେନ୍ସ (ଏଲଏଲ୍) ଟେଷ୍ଟ ପୁଣି ଥରେ ଅନ୍ୟାଦେଶ ଯାଏ ବାତିଲ ହୋଇଛି। ଗୁରୁବାରଠାରୁ ଡିଏଲ୍ ଟେଷ୍ଟ ନିମନ୍ତେ ସ୍ଲଟ୍ ବୁକିଂ ପାଇଁ ଘୋଷଣା କରାଯାଇଥିଲା। ହେଲେ ‘ସାରଥୀ’ ପୋର୍ଟାଲ୍ରେ ସମସ୍ୟା...
ଶ୍ରେଷ୍ଠ ୧୦୦ରେ ଉତ୍କଳ ବିଶ୍ୱବିଦ୍ୟାଳୟ
ଭୁବନେଶ୍ୱର,୧୨।୬(ବ୍ୟୁରୋ): କେନ୍ଦ୍ର ମାନବ ସମ୍ବଳ ବିକାଶ ମନ୍ତ୍ରଣାଳୟର ‘ନ୍ୟାଶନାଲ ଇନଷ୍ଟିଚ୍ୟୁସନାଲ ର଼୍ୟାଙ୍କିଙ୍ଗ୍ ଫ୍ରେମ୍ଓ୍ବାର୍କ’ (ଏନ୍ଆଇଆର୍ଏଫ୍) ପକ୍ଷରୁ ପ୍ରକାଶିତ ଶ୍ରେଷ୍ଠ-୧୦୦ ଶିକ୍ଷାନୁଷ୍ଠାନ ତାଲିକାରେ ଏଥର ମଧ୍ୟ ଓଡ଼ିଶାର ୪ ଶିକ୍ଷାନୁଷ୍ଠାନ ରହିଛି। ରାଉରକେଲାସ୍ଥିତ ନ୍ୟାଶନାଲ ଇନ୍ଷ୍ଟିଚ୍ୟୁଟ୍ ଅଫ୍ ଟେକ୍ନୋଲୋଜି (ଏନ୍ଆଇଟି) ଏଥର...
ନିୟମ ଅନୁଯାୟୀ ମାସ୍କ କିଣା: ସସ୍ମିତ
ଭୁବନେଶ୍ୱର,୧୨ା୬(ବ୍ୟୁରୋ):କରୋନା(କୋଭିଡ୍-୧୯) ମହାମାରୀ ସମଗ୍ର ବିଶ୍ୱ ପାଇଁ ବିପର୍ଯ୍ୟୟ ସୃଷ୍ଟିକରିଛି। ଲକ୍ଡାଉନ ଯୋଗୁ ମାସ୍କ ଦର ବଢିଥିଲା। ଉତ୍ପାଦନ ଦାମ୍ ବଢିବାରୁ ୧୦ ଟଙ୍କାର ମାସ୍କ ୧୬ ଟଙ୍କାରେ କିଣିବାକୁ ପଡ଼ିଲା। କେବଳ ଓଡ଼ିଶା ନୁହେଁ ଲୋକଙ୍କ ଜୀବନ ରକ୍ଷା ଲାଗି...
ଋଣ କରାଇ ଦେବା ନାଁରେ ଠକେଇ, ୨ ଗିରଫ
ରାଇରଙ୍ଗପୁର,୧୨ା୬(ଡି.ଏନ୍.ଏ.)- ଋଣ କରାଇ ଦେବା ନାଁରେ ଠକେଇ ଅଭିଯୋଗରେ ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ପୋଲିସ ବୁଧବାର ୨ ଯୁବକଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଲେ ରାଇହରି ଗ୍ରାମର ପବିତ୍ର କୁମାର ପାତ୍ର...
ଘୋଷଣା ହେଲା ସମୀରଙ୍କ ନୂଆ ଟିମ୍: ୯ଜଣ ସମ୍ପାଦକ, ୧୦ଜଣ ହେଲେ ରାଜ୍ୟ ଉପସଭାପତି
ଭୁବନେଶ୍ୱର,୧୧।୬(ବ୍ୟୁରୋ)-ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡାଙ୍କ ଅନୁମୋଦନକ୍ରମେ ଗୁରୁବାର ଓଡିଶା ପ୍ରଦେଶର ପଦାଧିକାରୀ ଏବଂ ରାଜ୍ୟ କାର୍ଯ୍ୟକାରିଣୀ ତାଲିକା ପ୍ରକାଶ କରାଯାଇଛି। କରୋନା ଯୋଗୁ ବିଳମ୍ବ ହେଲେ ମଧ୍ୟ ବର୍ତ୍ତମାନ ରାଜ୍ୟ ସଭାପତି ସମୀର ମହାନ୍ତିଙ୍କ ନୂଆ ଟିମ୍ ପ୍ରକାଶ...
ଭଦ୍ରକରେ ନିର୍ମାଣହେବ କାନ୍ତକବିଙ୍କ ସ୍ମାରକୀ
ଭୁବନେଶ୍ୱର,୧୧ା୬(ବ୍ୟୁରୋ)-ଭଦ୍ରକରେ କାନ୍ତକବି ଲକ୍ଷ୍ମୀକାନ୍ତ ମହାପାତ୍ରଙ୍କ ସ୍ମୃତିରେ ଏକ ସ୍ମାରକୀ ନିର୍ମାଣ କରାଯିବ। ଏହି କାଳଜୟୀ କବିଙ୍କ ରଚନା ‘ବନ୍ଦେ ଉତ୍କଳ ଜନନୀ’ ନିକଟରେ ରାଜ୍ୟ ସଙ୍ଗୀତର ମାନ୍ୟତା ପାଇବାପରେ ସ୍ଥାନୀୟ ଲୋକଙ୍କ ମଧ୍ୟରେ ଏନେଇ ଭାବପ୍ରବଣତା ପ୍ରକାଶ ପାଇଥିଲା। ଏହାକୁ...
ଝାରସୁଗୁଡାରେ ଦମ୍ପତିଙ୍କୁ କରୋନା
ଝାରସୁଗୁଡା ଅଫିସ,୧୧ା୬-ଝାରସୁଗୁଡା ଜିଲା ବ୍ରଜରାଜନଗର ଅଞ୍ଚଳରୁ ଗୁରୁବାର ଆଉ ୨ କରୋନା ରୋଗୀ (ଦମ୍ପତି) ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ଜିଲାରେ ଆକ୍ରାନ୍ତଙ୍କ ସଂଖ୍ୟା ୧୫ରେ ପହଞ୍ଚିଛି। ଜିଲାପାଳଙ୍କ ଦାୟିତ୍ୱରେ ଥିବା ଜିଲା ଗ୍ରାମ୍ୟ ଉନ୍ନୟନ ପ୍ରକଳ୍ପ ନିର୍ଦ୍ଦେଶକ ତପିରାମ...
୧୫ ଦୋକାନ, ମଲ୍ ସିଲ୍ କଲା ବିଏମ୍ସି
ଭୁବନେଶ୍ୱର, ୧୧ା୬ (ବ୍ୟୁରୋ)- ବର୍ତ୍ତମାନ ସାରା ଦେଶ ଅନ୍ଲକ୍-୧ରେ ଗତି କରୁଛି। କିନ୍ତୁ ଓଡ଼ିଶାରେ ଏବେ ବି ଲକ୍ଡାଉନ୍ ଜାରି ରହିଛି। ଅବଶ୍ୟ ରାଜ୍ୟ ସରକାର ଲକ୍ଡାଉନ୍-୫ରେ ନିୟମକୁ ସ୍ବଳ୍ପ ମାତ୍ରାରେ କୋହଳ କରିଛନ୍ତି। ଯାହାଫଳରେ ଏବେ ଜନସାଧାରଣ କରୋନା...
ସରପଞ୍ଚ, ସମିତିସଭ୍ୟ, ଜିଲା ପରିଷଦ ସଭ୍ୟଙ୍କ ପାରିତୋଷିକ ବୃଦ୍ଧି
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା ମହାମାରୀ ମଧ୍ୟରେ ରାଜ୍ୟ ସରକାର ସରପଞ୍ଚ, ସମିତି ସଭ୍ୟ ଓ ଜିଲା ପରିଷଦ ସଭ୍ୟଙ୍କ ମାସିକ ପାରିତୋଷିକ ବୃଦ୍ଧି କରିଛନ୍ତି। ଏହା ୧୯୦ଟଙ୍କାରୁ ୧୮୮୦ଟଙ୍କା ପର୍ଯ୍ୟନ୍ତ ବୃଦ୍ଧି ପାଇଛି। ପିଛିଲା ଭାବେ ଏପ୍ରିଲ ପହିଲାରୁ ଏହା...
ରାଜ୍ୟର ସମସ୍ତ ଯୁକ୍ତ ୩ ଏବଂ ପିଜି ଶେଷ ସେମିଷ୍ଟର ବାତିଲ
ଭୁବନେଶ୍ୱର,୧୧।୬(ବ୍ୟୁରୋ)-ମହାମାରୀ କରୋନା ସକାଶେ ସମସ୍ତ ୟୁଜି (+୩) ଓ ପିଜି ପରୀକ୍ଷା ବାତିଲ କରିଛନ୍ତି ରାଜ୍ୟ ସରକାର। ଶେଷ ବର୍ଷର ବାକି ଥିବା ସମସ୍ତ ଥିଓରୀ, ପ୍ରାକ୍ଟିକାଲ ପରୀକ୍ଷା ବାତିଲ କରାଯାଇଛି। ଗୁରୁବାର ଉଚ୍ଚ ଶିକ୍ଷାମନ୍ତ୍ରୀ ଡ. ଅରୁଣ କୁମାର...
ମେ’ ୨୬ରୁ ଜୁନ୍ ୧୧ ମଧ୍ୟରେ ରାଜ୍ୟରେ ସଂକ୍ରମିତଙ୍କ ସଂଖ୍ୟା ୨ଗୁଣ ବଢ଼ିଛି: ବାଗ୍ଚୀ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କରୋନା (କୋଭିଡ-୧୯)ସମଗ୍ର ବିଶ୍ୱରେ କାୟା ବିସ୍ତାର କରିବାରେ ଲାଗିଛି। ସଂକ୍ରମିତ ଦେଶ ତାଲିକାରେ ଭାରତ ୫ମ ସ୍ଥାନରେ ପହଞ୍ଚିଲାଣି। ରାଜ୍ୟରେ ଗତ ମେ’ ୨୬ ପରଠାରୁ ଆକ୍ରାନ୍ତଙ୍କ ସଂଖ୍ୟା ଦ୍ରୁତ ଗତିରେ ବଢ଼ିଚାଲିଛି। ମେ’ ୨୬ରୁ ଜୁନ୍...
Archives


