ସେମିଷ୍ଟାର ପରୀକ୍ଷା ବାତିଲ ଦାବିରେ ଏସ୍ସିଏସ୍ କଲେଜ ଛାତ୍ରୀଛାତ୍ରଙ୍କ ଧାରଣା
ପୁରୀ ଅଫିସ,୧୧।୬: ସେମିଷ୍ଟାର ପରୀକ୍ଷା ବାତିଲ ଦାବିରେ ଗୁରୁବାର ସାମନ୍ତ ଚନ୍ଦ୍ରଶେଖର ସ୍ବୟଂ ଶାସିତ ମହାବିଦ୍ୟାଳୟ(ଏସ୍ସିଏସ୍)ର ଛାତ୍ରୀଛାତ୍ରମାନେ କଲେଜ ସମ୍ମୁଖରେ ଧାରଣା ଦେଇଛନ୍ତି। ସମ୍ପ୍ରତି ମହାମାରୀ କରୋନା ପରିପ୍ରେକ୍ଷୀରେ ଆଗକୁ ହେବାକୁ ଥିବା ଷଷ୍ଠ ସେମିଷ୍ଟାର ପରୀକ୍ଷାକୁ ବାତିଲ କରିବା...
କରୋନା ମୁକାବିଲା ଆଳରେ ମହାଦୁର୍ନୀତି ଅଭିଯୋଗ: ତଦନ୍ତ ଦାବି କଲା କଂଗ୍ରେସ
ବରଗଡ଼ ଅଫିସ,୧୧।୬- ମହାମାରୀ କରୋନା (କୋଭିଡ-୧୯) ସଂକ୍ରମଣ ଯୋଗୁ ଦେଶ ଏକ ସଂକଟଜନକ ସ୍ଥିତି ଦେଇ ଗତି କରୁଛି। ମାତ୍ର ଏଭଳି ବିପର୍ଯ୍ୟୟ ସମୟରେ ରାଜ୍ୟରେ କରୋନା ମୁକାବିଲା ଆଳରେ ମହାଦୁର୍ନୀତି ହୋଇଥିବା ନେଇ କଂଗ୍ରେସ ଅଭିଯୋଗ ଆଣିଛି। ଏଭଳି...
ରଜରେ ଭିଡ ଜମିବା ଆଶଙ୍କା: ଖୋର୍ଦ୍ଧା ବରୁଣେଇ, ମା’ ଉଗ୍ରତାରା ପୀଠରେ ସପ୍ତାହେ ଯାଏ ୧୪୪ ଧାରା ଜାରି
ଖୋର୍ଦ୍ଧା ଅଫିସ,୧୧।୬: ଖୋର୍ଦ୍ଧା ଜିଲାରେ ବଢି ଚାଲିଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା। ଏହାକୁ ନିୟନ୍ତ୍ରଣ ସହ ଗୋଷ୍ଠୀ ସଂକ୍ରମଣକୁ ଏଡାଇବା ଲାଗି ଜିଲା ପ୍ରଶାସନ ପକ୍ଷରୁ ବ୍ୟାପକ ବ୍ୟବସ୍ଥା କରାଯାଉଛି। ଚଳିତ ବର୍ଷ ରଜ ଉତ୍ସବରେ ଜିଲାର ଦୁଇ ପ୍ରମୁଖ...
ଓଡ୍ରାଫ୍, ଏନ୍ଡିଆର୍ଏଫ୍ର ଆଉ ୫୪ କରୋନା ପଜିଟିଭ୍
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଓଡ୍ରାଫ୍ ଓ ଏନ୍ଡିଆର୍ଏଫ୍ ଟିମ୍ର ଆଉ ୫୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଗୁରୁବାର ଚିହ୍ନଟ ହୋଇଥିବା ୧୩୬ ଆକ୍ରାନ୍ତଙ୍କ ମଧ୍ୟରେ ଏହି ଯବାନମାନେ ରହିଛନ୍ତି। ପୂର୍ବରୁ ମଧ୍ୟ ରାଜ୍ୟରେ ୫୦ ଏନ୍ଡିଆର୍ଏଫ୍ ଯବାନ ଓ ୧୨ ଜଣ...
CORONAVIRUS UPDATE: ରାଜ୍ୟରେ ପୁଣି ୧୩୬ ପଜିଟିଭ୍ ଚିହ୍ନଟ: ଆକ୍ରାନ୍ତଙ୍କ ସଂଖ୍ୟା ୩୩୮୬ରେ ପହଞ୍ଚିଲା
ଭୁବନେଶ୍ୱର,୧୧ା୬(ବ୍ୟୁରୋ): ଗୁରୁବାର ରାଜ୍ୟରେ ଆଉ ୧୩୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ ଆକ୍ରାନ୍ତଙ୍କ ସଂଖ୍ୟା ୩,୩୮୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସେମାନଙ୍କ ମଧ୍ୟରୁ ୧୩୪ ଜଣ...
ପୁନରୁଦ୍ଧାର ହେଉନି କଣ୍ଡସରା ନାଳ: ଦୁର୍ଦ୍ଦଶାରେ ଚାଷୀ
ରସୁଲପୁର, ୧୧।୬(ଡି.ଏନ୍.ଏ.): କୃଷି ଓ କୃଷକର ଉନ୍ନତି ଲାଗି କେନ୍ଦ୍ର ଓ ରାଜ୍ୟ ସରକାର ଅନେକ ଯୋଜନା କରୁଛନ୍ତି। ଏଥିଲାଗି ବିପୁଳ ଟଙ୍କା ସରକାରୀ ତହବିଲରୁ ଖର୍ଚ୍ଚ କରାଯାଉଥିଲେ ବି କେତେକ ସ୍ଥାନରେ ଏହାର ଠିକ୍ ଭାବେ ବିନିଯୋଗ କରାଯାଉନି।...
ମଉଳିଲା ରଜ ଉତ୍ସବ
କେନ୍ଦୁଝର,୧୧।୬(ସ୍ବ.ପ୍ର.): ଆଉ ଶୁଭିବ ନାହିଁ ରଜ ଗୀତ ଓ ଦୋଳିର କଟମଟ ଶବ୍ଦ। କାଂ ଭା ଦେଖିବାକୁ ମିଳିବ ଦୋଳି। କିନ୍ତୁ ପୂର୍ବଭଳି ରଜ ମହୋତ୍ସବ, ରଜ ସମାବେଶ, ମୀନା ବଜାର ଓ ରଙ୍ଗବେରଙ୍ଗ ପୋଷାକରେ ଦୋଳି ଖେଳ ଚଳିତ...
ଶିକ୍ଷକଙ୍କ ଉପରେ ମରଣାନ୍ତକ ଆକ୍ରମଣକୁ ବରଦାସ୍ତ କରାଯିବ ନାହିଁ: ମିଳିତମଞ୍ଚ
ଭୁବନେଶ୍ୱର, ୧୧।୬(ବ୍ୟୁରୋ): କ୍ୱାରାଣ୍ଟାଇନ୍ କେନ୍ଦ୍ର ଦାୟିତ୍ୱରେ ଥିବା ଶିକ୍ଷକଙ୍କ ପ୍ରତି ହୋଇଥିବା ମରଣାନ୍ତକ ଆକ୍ରମଣକୁ ଓଡ଼ିଶା ସ୍କୁଲ କଲେଜ ଶିକ୍ଷକ କର୍ମଚାରୀ ମିଳିତ ମଞ୍ଚ ପ୍ରତିବାଦ କରିଛି। ବୁଧବାର ଏକ ଖବରଦାତା ସମ୍ମିଳନୀରେ ମିଳିତ ମଞ୍ଚର ଆବାହକ ଗୋଲକ ନାୟକ,...
ଫୁଲୁରି ତେଲ ଲାଗି ହେଲେ ମହାପ୍ରଭୁ
ପୁରୀ ଅଫିସ,୧୧।୬: ସ୍ନାନପୂର୍ଣ୍ଣିମାରେ ୧୦୮ ଗଡ଼ୁ ଜଳରେ ସ୍ନାନ ପରେ ଜ୍ୱରରେ ପଡ଼ିଛନ୍ତି ମହାପ୍ରଭୁ। ଅଣସର ଘରେ ଏବେ ଚତୁର୍ଦ୍ଧାବିଗ୍ରହ। ଶ୍ରୀଅଙ୍ଗ ଲାଗି ସେବକ ଦଇତାପତିମାନେ ଶ୍ରୀବିଗ୍ରହଙ୍କ ସେବାରେ ଲାଗିପଡ଼ିଛନ୍ତି। ଅଣସର ଗୃହରେ ଦାରୁଦିଅଁଙ୍କ ଶ୍ରୀଅଙ୍ଗରେ ବୁଧବାର ଫୁଲୁରି ତେଲ...
କେଟିଲ୍ରେ ଜଗନ୍ନାଥଙ୍କ ଚିତ୍ର
ଭୁବନେଶ୍ୱର,୧୧।୬ (ବ୍ୟୁରୋ): ଜଗନ୍ନାଥଙ୍କ ଚିତ୍ରଥିବା ଏକ କେଟିଲ୍ ବିକ୍ରିକୁ ନେଇ ଅଡ଼ୁଆରେ ପଡ଼ିଛି ଦେଶର ଆଗଧାଡ଼ିରେ ଥିବା ଅନ୍ୟତମ ଇ-କମର୍ସ ସଂସ୍ଥା ‘ଫ୍ଲିପ୍କାର୍ଟ’। ଫ୍ଲିପ୍କାର୍ଟର ହୋମ୍ ଡେକର୍ ସେକ୍ସନରେ ଶ୍ରୀଜଗନ୍ନାଥ, ବଳଭଦ୍ର ଏବଂ ଦେବୀ ସୁଭଦ୍ରାଙ୍କ ଚିତ୍ର ଥିବା ଏକ...
୬ରୁ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟ ଟର୍ମିନାଲ୍ ସେମିଷ୍ଟର ପରୀକ୍ଷା
ଭୁବନେଶ୍ୱର,୧୧।୬ (ବ୍ୟୁରୋ): କୋରାପୁଟସ୍ଥିତ ଓଡ଼ିଶା କେନ୍ଦ୍ରୀୟ ବିଶ୍ୱବିଦ୍ୟାଳୟର ଟର୍ମିନାଲ୍ ସେମିଷ୍ଟର ପରୀକ୍ଷା ଜୁଲାଇ ୬ରୁ ଆରମ୍ଭ ହୋଇ ୨୭ ପର୍ଯ୍ୟନ୍ତ ଚାଲିବ। ଛାତ୍ରୀଛାତ୍ରମାନେ ଘରେ ରହି ଅନ୍ଲାଇନ୍ରେ ଏହି ପରୀକ୍ଷା ଦେବେ ଅର୍ଥାତ୍ ହୋମ୍ ବେସ୍ଡ ଓପନ୍ ବୁକ୍ ଏକ୍ଜାମ...
ସଡ଼କ ଦୁର୍ଘଟଣା ବୃଦ୍ଧି ନେଇ ସୁପ୍ରିମକୋର୍ଟ କମିଟି କ୍ଷୁବ୍ଧ
କଟକ ଅଫିସ,୧୧।୬: ରାଜ୍ୟରେ ବୃଦ୍ଧି ପାଉଥିବା ସଡ଼କ ଦୁର୍ଘଟଣାକୁ ନେଇ ସଡ଼କ ସୁରକ୍ଷା ପାଇଁ ଗଠିତ ସୁପ୍ରିମ୍କୋର୍ଟ କମିଟି ଚିନ୍ତା ପ୍ରକାଶ କରିଛି। ଏହାକୁ ରୋକିବା ଦିଗରେ ରାଜ୍ୟ ସରକାର ନେଉଥିବା ପଦକ୍ଷେପ ଯଥେଷ୍ଟ ନୁହେଁ। ଦୁର୍ଘଟଣାଜନିତ ମୃତ୍ୟୁକୁ କମାଇବା...
Archives


