ରାଜ୍ୟ

୨ ଏଏନ୍‌ଏମ୍‌ଙ୍କ ଆତ୍ମାହୁତି ଉଦ୍ୟମ

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ଭୁବନେଶ୍ୱର ଲୋୟର ପିଏମ୍‌ଜି ଧାରଣା ସ୍ଥଳରେ ଆମରଣ ଅନଶନରେ ବସିଥିବା ବେଳେ ମଙ୍ଗଳବାର ବାଲେଶ୍ୱର ଓ ଜଗତ୍‌ସିଂହପୁରର ୨ ସିସିଏଚ୍‌ ନିଯୁକ୍ତିପ୍ରାପ୍ତ ଏଏନ୍‌ଏମ୍‌ ସ୍ବାସ୍ଥ୍ୟ କର୍ମୀ ଆତ୍ମାହୁତି ଉଦ୍ୟମ କରିଛନ୍ତି। ଦେହରେ କିରୋସିନ ଢାଳି ନିଆଁ ଲଗାଇବାକୁ ଯାଉଥିବାବେଳେ…

ମହିଳା କମିଶନଙ୍କ ଦ୍ୱାରସ୍ଥ ହେଲେ ବର୍ଷା

ଭୁବନେଶ୍ୱର,୧୬।୧୨(ବ୍ୟୁରୋ): ଏମ୍‌ପି ଅନୁଭବ ମହାନ୍ତି ଓ ତାଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପାରିବାରିକ ବିବାଦ ଏବେ ଚରମ ସୀମାରେ ପହଞ୍ଚତ୍ଛି। ମଙ୍ଗଳବାର ଅନୁଭବଙ୍କ ବିରୋଧରେ ରାଜ୍ୟ ମହିଳା କମିଶନର ଦ୍ୱାରସ୍ଥ ହୋଇଛନ୍ତି ବର୍ଷା। ତେବେ ସେ କ’ଣ ଅଭିଯୋଗ…

ଏମ୍‌ବିଏ ନାମଲେଖା ପାଇଁ ଅନୁମତି

ଭୁବନେଶ୍ୱର, ୧୬।୧୨(ବ୍ୟୁରୋ): ରାଜ୍ୟରେ ଥିବା ଏମ୍‌ବିଏ ଶିକ୍ଷାନୁଷ୍ଠାନରେ ନାମଲେଖା ପାଇଁ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଛନ୍ତି। ଯେଉଁ ଛାତ୍ରୀଛାତ୍ରମାନେ ୟୁଜି ପରୀକ୍ଷାରେ ଉତ୍ତୀର୍ଣ୍ଣ ହୋଇଛନ୍ତି, ସେମାନେ ଏମ୍‌ବିଏ ନାମଲେଖାଇ ପାରିବେ। ମାର୍କ ଆଧାରରେ ସ୍ପଟ୍‌ କାଉନ୍‌ସେଲିଂ କରାଯାଇ ନାମଲେଖା ହେବ। ତେବେ…

ଟ୍ରେନ୍‌ରେ ଲାଗିବ ଇଓଟିଟି ସିଷ୍ଟମ

ଭୁବନେଶ୍ୱର,୧୬ା୧୨(ବ୍ୟୁରୋ): ଗାର୍ଡ଼ ଓ ବ୍ରେକ୍‌ ଭ୍ୟାନ୍‌ବିହୀନ ଟ୍ରେନ୍‌ ପରିଚାଳନା ପାଇଁ ଭାରତୀୟ ରେଳପଥ ଦ୍ୱାରା ଗ୍ରହଣ କରାଯାଇଥିବା ଏଣ୍ଡ୍‌ ଅଫ୍‌ ଟ୍ରେନ୍‌ ଟେଲିମେଟ୍ରି(ଇଓଟିଟି) ସିଷ୍ଟମକୁ ଏଣିକି ପୂର୍ବତଟ ରେଳପଥରେ ବ୍ୟବହାର କରିବ। ଡ୍ରାଇଭରଙ୍କୁ ସଙ୍କେତ ଦେଇ ଗାର୍ଡ଼ଙ୍କ କାର୍ଯ୍ୟ କରିବା ନିମନ୍ତେ…

ମୁଖ୍ୟ ବିଚାରପତି ପାଇଁ ଏସ୍‌. ମୁରଲିଧରଙ୍କ ନାମ ସୁପାରିସ

କଟକ ଅଫିସ, ୧୬।୧୨: ଓଡ଼ିଶା ହାଇକୋର୍ଟର ପରବର୍ତ୍ତୀ ମୁଖ୍ୟ ବିଚାରପତି ପଦ ପାଇଁ ଏସ୍‌. ମୁରଲିଧରଙ୍କ ନାମକୁ ସୁପ୍ରିମ୍‌କୋର୍ଟଙ୍କ କଲେଜିୟମ୍‌ ସୁପାରିସ କରିଛନ୍ତି। ଆଇନ୍‌ ମନ୍ତ୍ରଣାଳୟର ଅନୁମୋଦନ ପରେ ମୁରଲିଧର ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ କାର୍ଯ୍ୟ କରିବେ। ସେ…

ଚାଷୀଙ୍କୁ ବୀମା ପ୍ରହାର

ବରଗଡ଼ ଅଫିସ୍‌,୧୬।୧୨: ପ୍ରାକୃତିକ ବିପର୍ଯ୍ୟୟରେ କ୍ଷତିଗ୍ରସ୍ତ ଚାଷୀଙ୍କୁ ବୀମା କ୍ଷତିପୂରଣ ଯୋଗାଇ ଦେବା ପାଇଁ କେନ୍ଦ୍ର ସରକାର ପ୍ରଧାନମନ୍ତ୍ରୀ ଫସଲବୀମା ଯୋଜନା କାର୍ଯ୍ୟକାରୀ କରିଛନ୍ତି। ଏଥିରେ ରବି ଫସଲ ପାଇଁ ଚାଷୀମାନେ ଡିସେମ୍ବର ୩୧ ତାରିଖ ସୁଦ୍ଧା ବୀମା ପ୍ରିମିୟମ ରାଶି…

ରାଜ୍ୟରେ ସୁସ୍ଥ ହେଲେ ୩୯୨ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୫ା୧୨(ବ୍ୟୁରୋ): ରାଜ୍ୟରେ ମଙ୍ଗଳବାର ଆଉ ୩୯୨ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ସୁନ୍ଦରଗଡରୁ ସୁସ୍ଥ ହୋଇଛନ୍ତି ସର୍ବାଧିକ ୭୧ ଜଣ। ଖୋର୍ଦ୍ଧାରୁ ୪୬, ଅନୁଗୋଳରୁ ୩୬, ମୟୂରଭଞ୍ଜରୁ ୨୯, କଳାହାଣ୍ଡିରୁ ୨୭, କଟକରୁ ୨୫, ଝାରସୁଗୁଡା ଓ ପୁରୀରୁ ୧୮,…

ଜିରୋ ନାଇଟ୍‌ ସେଲିବ୍ରେଶନ୍‌ ମନା

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ଆସୁଛି ନୂଆବର୍ଷ। ହେଲେ ରାଜ୍ୟରେ ଜିରୋ ନାଇଟ୍‌ ସେଲିବ୍ରେଶନ ମନା। ବର୍ତ୍ତମାନର କରୋନା ଗାଇଡ୍‌ଲାଇନ୍‌ ଅନୁସାରେ ୩୧ ରାତିରେ ଉତ୍ସବ ପାଳନକୁ ମନା କରାଯାଇଛି। ନୂଆବର୍ଷ ପାଳନ ନେଇ କୌଣସି ଉତ୍ସବ ଆୟୋଜନ କରାଯିବ ନାହିଁ ବୋଲି ମଙ୍ଗଳବାର ଖବରଦାତା…

ଜାନୁଆରୀ ୩ରୁ ଖୋଲିପାରିବ ସମସ୍ତ ଧାର୍ମିକ ଅନୁଷ୍ଠାନ

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): କରୋନା ପାଇଁ ଧାର୍ମିକ ଅନୁଷ୍ଠାନ ଖୋଲା ନ ଯିବାକୁ ସରକାର ଘୋଷଣା କରିଥିଲେ। ବର୍ତ୍ତମାନ ସଂକ୍ରମଣ ହାର କମୁଥିବା ଯୋଗୁ ଏହାକୁ ଧିରେ ଧିରେ କୋହଳ କରାଯାଉଛି। ପ୍ରଥମେ ଶ୍ରୀମନ୍ଦିର ପରେ ଲିଙ୍ଗରାଜ ପରେ ଏବେ ବାକି ସମସ୍ତ ଧାର୍ମିକ…

୧୭ ହଜାର ଲାଞ୍ଚ ନେଇ ଏସଏଆର୍‌ସିଏସ୍‌ ଗିରଫ

ସୋନପୁର,୧୫।୧୨(ନି.ପ୍ର.): ସୁବର୍ଣ୍ଣପୁର ଜିଲା ଏସ୍‌ଏଆର୍‌ସିଏସ୍‌ (ଉପ ସହକାରୀ ନିବନ୍ଧକ ସମବାୟ ସମିତି ସମୂହ) ସୋନପୁର ମଣ୍ଡଳ ଆଶିଷ କୁମାର ରାଉତ ଭିଜିଲାନ୍ସ ଦ୍ୱାରା ମଙ୍ଗଳବାର ଗିରଫ ହୋଇଛନ୍ତି। ତାଙ୍କୁ ବଲାଙ୍ଗୀର ଭିଜିଲାନ୍ସ କୋର୍ଟରେ ହାଜର କରାଯାଇଥିଲା। ଜାମିନ ନାମଞ୍ଜୁର ହେବାରୁ ରାଉତଙ୍କୁ…

କଟକଣା କୋହଳ: ବଡ଼ଦିନ ପାଳନ ନେଇ ଚର୍ଚ୍ଚକୁ ସ୍ବତନ୍ତ୍ର ଅନୁମତି

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ମହାମାରୀ କରୋନା କଟକଣାକୁ ନେଇ ଥିବା କଟକଣାକୁ କୋହଳ କରାଯାଉଛି। ଏହି କ୍ରମରେ ବଡ଼ଦିନ ପାଳନ ନେଇ ଚର୍ଚ୍ଚକୁ ସ୍ବତନ୍ତ୍ର ଅନୁମତି ମିଳିପାରିବ ବୋଲି ସୂଚନା ମିଳିଛି। ତେବେ ୨୫ ତାରିଖ ପାଇଁ ଏହି ଅନୁମତି ଦିଆଯାଇଛି। ହେଲେ ଏହାପୂର୍ବରୁ…

୨୭ରୁ ଖୋଲିବ ଲିଙ୍ଗରାଜ ମନ୍ଦିର

ଭୁବନେଶ୍ୱର,୧୫।୧୨(ବ୍ୟୁରୋ): ପୁରୀ ଶ୍ରୀମନ୍ଦିର ପରେ ଏବେ ଲିଙ୍ଗରାଜ ମନ୍ଦିର ଖୋଲାଯିବ। ଆସନ୍ତା ୨୭ ତାରିଖରୁ ମନ୍ଦିର ଖୋଲିବ। ଏନେଇ ପ୍ରଶାସନିକ ବୈଠକରେ ନିଷ୍ପତ୍ତି ନିଆଯାଇଛି। ୨୭ରୁ ୩୧ ପର୍ଯ୍ୟନ୍ତ କେବଳ ସେବାୟତଙ୍କ ପରିବାରକୁ ଦର୍ଶନ ଅନୁମତି ଦିଆଯାଇଛି। ଜାନୁଆରୀ ୧ ଓ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri