ରାଜ୍ୟ

ସଙ୍କଟବେଳର ସଖା: କରୋନା ଆକ୍ରାନ୍ତଙ୍କୁ ଅକ୍ସିଜେନ ଯୋଗାଉଛନ୍ତି ସତ୍‌ବୀର୍‌

ଭୁବନେଶ୍ୱର,୨୬।୪(ବ୍ୟୁରୋ): କରୋନା ମହାମାରୀର ଭୟ ଓ ଆତଙ୍କ ଭିତରେ ବର୍ତ୍ତମାନ ଅକ୍ସିଜେନ ଅଭାବ ଦେଶରେ ବଡ଼ ସଂକଟ ସୃଷ୍ଟି କରିଛି। ଦିଲ୍ଲୀ, ମହାରାଷ୍ଟ୍ର ଆଦି ରାଜ୍ୟରେ ଅକ୍ସିଜେନ ଅଭାବରୁ ଶହଶହ ରୋଗୀ ଆଖିବୁଜିଛନ୍ତି। ଓଡ଼ିଶାରେ ପର୍ଯ୍ୟାପ୍ତ ଅକ୍ସିଜେନ୍‌ ମହଜୁଦ ଥିବା ସରକାର…

ରାଜ୍ୟର ଉତ୍ତପ୍ତ ସହର ଭୁବନେଶ୍ୱର

ଭୁବନେଶ୍ୱର,୨୬।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାତାତିରେ ଆଉଟୁପାଉଟୁ ହେଉଛି। ଦୁଇଦିନ ହେବ ଅଧିକାଂଶ ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ଟାଇଁଟାଇଁ ଖରାକୁ ଝାଞ୍ଜି ପବନ ଜନଜୀବନକୁ ଅସ୍ତବ୍ୟସ୍ତ କରିଦେଉଛି। ଅପରାହ୍ନରେ ବାହାରକୁ ବାହାରିବା କଷ୍ଟକର ହୋଇପଡ଼ିଛି।…

ଏହି ୩ ଜିଲା ରହିବ ଉତ୍ତପ୍ତ

ଭୁବନେଶ୍ୱର, ୨୫।୪(ବ୍ୟୁରୋ): ସାରା ରାଜ୍ୟ ପ୍ରବଳ ଖରାରେ ଆଉଟୁପାଉଟୁ ହେଉଛି। ୨ ଦିନ ହେଲା ରାଜ୍ୟର ଅଧିକାଂଶ ସହରରେ ତାପମାତ୍ର ୪୦ଡିଗ୍ରୀ ଉପରେ ରହୁଛି। ସକାଳ ୭ଟାରୁ ତାତି ଅନୁଭୂତି ହେଉଥିବା ବେଳେ ଅପରାହ୍ନରେ ବାହାରକୁ ବାହାରିବା କଷ୍ଟ ହୋଇପଡ଼ିଛି। ଆସନ୍ତା…

ସ୍ବର୍ଗଦ୍ୱାରରେ ମୃତଦେହ ଦାହ କରିପାରିବେ ନାହିଁ ଅନ୍ୟ ଜିଲାବାସୀ

ପୁରୀ ଅଫିସ,୨୫ା୪: ପୁରୀ ସହର ଓ ଜିଲାରେ କୋଭିଡ୍‌ ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ସ୍ବର୍ଗଦ୍ୱାରରେ ମୃତଦେହ ଦାହ ଉପରେ କଟକଣା ଜାରି କରାଯାଇଛି। ଜିଲା ପ୍ରଶାସନ ପକ୍ଷରୁ ଜାରି ହୋଇଥିବା ଏହି କଟକଣା ୨୬ ତାରିଖରୁ ଲାଗୁ ହେବ। କଟକଣା…

ଅମାନିଆ ହେଉଛନ୍ତି ଫୁଡ୍‌ ଡେଲିଭରି ବୟ

ବ୍ରହ୍ମପୁର ଅଫିସ୍‌,୨୫ା୪: କରୋନା ମହାମାରୀର ଦ୍ୱିତୀୟ ଲହରକୁ ରୋକିବାକୁ ନେଇ ସହରାଞ୍ଚଳରେ ହୋଇଥିବା ସପ୍ତାହାନ୍ତ ଶଟ୍‌ଡାଉନ ରବିବାର ଦ୍ୱିତୀୟ ଦିନରେ ପହଞ୍ଚିଛି। ଦ୍ୱିତୀୟ ଦିନରେ ମହାନଗରରେ ସମାନ ସ୍ଥିତି ଦେଖିବାକୁ ମିଳିଥିଲା। ପୋଲିସ ପକ୍ଷରୁ କଡ଼ାକଡ଼ି ଯାଞ୍ଚ କରାଯିବା ସହ ଗହଳି…

ଓଡ଼ିଶାରେ ୧୮ରୁ ୪୪ ବୟସ୍କଙ୍କୁ ମିଳିବ ମାଗଣା ଟିକା

ଭୁବନେଶ୍ୱର,୨୫ା୪: ରାଜ୍ୟବାସୀଙ୍କୁ ସମ୍ବୋଧନ କରି ମୁଖ୍ୟ ମନ୍ତ୍ରୀ ନବୀନ ପଟ୍ଟନାୟକ ରବିବାର ସନ୍ଧ୍ୟାରେ ଏକ ବଡ ଘୋଷଣା କରିଛନ୍ତି। ମୁଖ୍ୟମନ୍ତ୍ରୀ କହିଛନ୍ତି, ମେ’ ୧ ତାରିଖରେ ସାରା ଦେଶରେ ୧୮ରୁ ୪୪ ବର୍ଷ ବୟସର ସମସ୍ତ ନାଗରିକଙ୍କୁ କରୋନା ଟିକା ଦିଆଯିବ।…

ଟ୍ରକ୍‌କୁ ଧକ୍କା ଦେଲା ରଙ୍ଗ ରୁଟରେ ଯାଉଥିବା ଆମ୍ବୁଲାନ୍ସ: ଡ୍ରାଇଭର ମୃତ

ବଡ଼ଗାଁ, ୨୫।୪: ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଲକ ଅଫିସ ସମ୍ମୁଖ ୧୦ନମ୍ବର ରାଜ୍ୟ ରାଜପଥରେ ରବିବାର ଏକ ଦୁର୍ଘଟଣା ଘଟିଛି। ଟ୍ରକ୍‌କୁ ଆମ୍ବୁଲାନ୍ସ ଧକ୍କା ଦେବାରୁ ଘଟଣାସ୍ଥଳରେ ଆମ୍ବୁଲାନ୍ସ ଡ୍ରାଇଭର ଝାରସୁଗୁଡ଼ା ବେଲପାହାଡ଼ର ରାଜା ଗରଡିଆ (୩୫)ଙ୍କ ମୃତ୍ୟୁ ଘଟିଛି। ଆମ୍ବୁଲାନ୍ସରେ…

୭୨ ଘଣ୍ଟା ପାଇଁ ବନ୍ଦ ହେଲା ରାଉରକେଲା ଇପିଏଫ କାର୍ଯ୍ୟାଳୟ

ରାଉରକେଲା,୨୫।୪: ରାଉରକେଲା ପାନପୋଷ ରୋଡରେ ଥିବା ଇପିଏଫ ଉପ ଆଞ୍ଚଳିକ କାର୍ଯ୍ୟାଳୟ (ଭବିଷ୍ୟନିଧି ଭବନ)ରେ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏନେଇ ରାଉରକେଲା ମ୍ୟୁନିସିପାଲ କର୍ପୋରେଶନ କମିଶନର୍‌ ଦିବ୍ୟାଜ୍ୟୋତି ପରିଡ଼ା ଇପିଏଫ ଉପ ଆଞ୍ଚଳିକ କାର୍ଯ୍ୟାଳୟକୁ ୭୨ଘଣ୍ଟା ପାଇଁ ବନ୍ଦ କରିବାକୁ…

ଶ୍ରୀମନ୍ଦିର ସେବାୟତଙ୍କୁ ସ୍ବାସ୍ଥ୍ୟବୀମା

ପୁରୀ ଅଫିସ,୨୫।୪: ଶ୍ରୀମନ୍ଦିର ସହ ସମ୍ପୃକ୍ତ ସେବାୟତଙ୍କୁ ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ମୁଖ୍ୟ ପ୍ରଶାସକଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ଏହି ନିଷ୍ପତ୍ତି ହୋଇଛି। ନ୍ୟୁ ଇଣ୍ଡିଆ ଇନ୍‌ସ୍ୟୁରାନ୍ସ କମ୍ପାନୀ ପକ୍ଷରୁ ଏହି ସ୍ବାସ୍ଥ୍ୟବୀମା ସୁବିଧା ମିଳିବ। ପ୍ରତି ସେବାୟତଙ୍କ ପରିବାରକୁ ଚିକିତ୍ସା…

ରବିଧାନ ସଂଗ୍ରହ ପାଇଁ ମାର୍ଗଦର୍ଶିକା: ମେ’ ମାସ ପ୍ରଥମ ସପ୍ତାହରୁ ହେବ ସଂଗ୍ରହ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ରାଜ୍ୟର ୧୭ଟି ଜିଲାରେ ମେ’ ମାସ ପ୍ରଥମ ସପ୍ତାହରୁ ରବିଧାନ ସଂଗ୍ରହ ଆରମ୍ଭ ହେବ। ଚଳିତ ରବିଧାନ ସଂଗ୍ରହ କାର୍ଯ୍ୟକୁ ସୁବ୍ୟବସ୍ଥିତ କରିବା ପାଇଁ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ପ୍ରତ୍ୟେକ…

ଚାଇନାକୁ ଲମ୍ବିଛି ଭାଲୁ ର଼୍ୟାକେଟ

ଖୋର୍ଦ୍ଧା ଅଫିସ,୨୫ା୪: ଖୋର୍ଦ୍ଧାର ପିତାପଲ୍ଲୀ-ଗଙ୍ଗପଡ଼ା ରାସ୍ତା ପାର୍ଶ୍ୱସ୍ଥ ଭୁଆସୁୁଣୀ ମନ୍ଦିର ନିକଟରୁ ବନ୍ୟପ୍ରାଣୀ ବିଭାଗ କର୍ମଚାରୀମାନେ ଗତ ଗୁରୁବାର ୫ଟି ଭାଲୁଛୁଆକୁ ଉଦ୍ଧାର କରିଥିଲେ। ସେହିପରି ଉକ୍ତ ଦିନ ସନ୍ଧ୍ୟାରେ ଗଡ଼ଖୋର୍ଦ୍ଧାରୁ ୨ଟି ଭାଲୁଛୁଆକୁ ଉଦ୍ଧାର କରାଯାଇଥିଲା। ସମସ୍ତ ଭାଲୁଛୁଆକୁ ନନ୍ଦନକାନନକୁୁ…

ଏମ୍ସ ଏବେ ‘ଓଡିଏମ୍‌ ବିଜ୍‌ନେସ ସ୍କୁଲ’ ଭାବେ ନାମିତ

ଭୁବନେଶ୍ୱର,୨୫।୪: ରାଜ୍ୟର ଏକ ଅଗ୍ରଣୀ ଏମ୍‌ବିଏ କଲେଜ ଭାବେ ଜଣାଶୁଣା ଆଷ୍ଟ୍ରଲ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ମ୍ୟାନେଜମେଣ୍ଟ ଷ୍ଟଡିଜ(ଏମ୍ସ) ର ନାମ ପରିବର୍ତ୍ତନ (ରି ବ୍ରାଣ୍ଡ) କରାଯାଇଛି। ଏଇ ନିକଟରେ ଏକ ନିରାଡ଼ମ୍ବରପୂର୍ଣ୍ଣ ସଭାରେ ଓଡିଏମ୍‌ ଏଜୁକେଶନାଲ ଗ୍ରୁପ୍‌ ପକ୍ଷରୁ ଏ ସମ୍ପର୍କରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?