ରାଜ୍ୟ

କରୋନା: କଟକଣା ଭାଙ୍ଗିଲେ କଠୋର କାର୍ଯ୍ୟାନୁଷ୍ଠାନ

କଟକ ଅଫିସ, ୧୮ା୯: ଲକ୍‌ଡାଉନ ଉଠିଯିବା ପରେ କରୋନା କଟକଣାକୁ ଅଧିକାଂଶ ମାନୁନାହାନ୍ତି। ଫଳରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବହୁଗୁଣିତ ହେବାରେ ଲାଗିଛି। ବିଶେଷକରି କଟକ ଓ ଭୁବନେଶ୍ୱରରେ ସ୍ଥିତି ଜଟିଳ ହୋଇପଡୁଛି। ଏହାକୁ ନେଇ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

୧୧୦୦ କୋଟିର ସହାୟତା ଲୋଡ଼ିଲେ ସରକାର

ଭୁବନେଶ୍ୱର,୧୮ା୯(ବ୍ୟୁରୋ):ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ…

ଅଦରକାରୀ ଜରିରୁ ଜୀବିକା

କେନ୍ଦୁଝର, ୧୮ା୯ (ସ୍ବ.ପ୍ର.)-ନିର୍ମାଣ କାର୍ଯ୍ୟରେ ଲାଗୁଥିବା ସିମେଣ୍ଟ ବସ୍ତାଗୁଡ଼ିକ ପରବର୍ତ୍ତୀ ସମୟରେ ଅଦରକାରୀ ହୋଇପଡ଼େ। ତେଣୁ ଏହାକୁ ଏଣେ ତେଣେ ଫୋପାଡ଼ି ଦିଆଯାଏ। ଏହି ଜରି ବସ୍ତା ପରିବେଶ ପାଇଁ ହାନିକାରକ ହୋଇଥାଏ। କିନ୍ତୁ ତେଲକୋଇ ବ୍ଲକର ଛାମୁଣ୍ଡା ଗ୍ରାମର ମହିଳାମାନେ…

ଅନ୍ତେବାସୀଙ୍କୁ ପୋକରା ଚାଉଳ

ବାରିପଦା ଅଫିସ,୧୮ା୯-ଅନୁସୂଚିତ ଜାତି ଓ ଜନଜାତି ଉନ୍ନୟନ ବିଭାଗ(ଏସ୍‌ଏସ୍‌ଡି) ଅଧୀନରେ ଥିବା ୩ଶହ ଛାତ୍ର ଓ ୨ଶହ ଛାତ୍ରୀ ଶଯ୍ୟା ବିଶିଷ୍ଟ ସୀମାନ୍ତ ଉଚ୍ଚ ବିଦ୍ୟାଳୟ ବଣକାଟିର ଅନ୍ତେବାସୀଙ୍କୁ ପୋକରା ଚାଉଳ ଦିଆଯାଉଥିବା ଅଭିଯୋଗ ହୋଇଛି। ରାଜ୍ୟ ସରକାରଙ୍କ ଉନ୍ନୟନ ବିଭାଗର…

ବନ୍ୟା କ୍ଷୟକ୍ଷତି: ୧୧୦୦ କୋଟି ସହାୟତା ଲୋଡ଼ିଲେ ରାଜ୍ୟ ସରକାର

ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଅଗଷ୍ଟରେ ହୋଇଥିବା ବନ୍ୟା କ୍ଷୟକ୍ଷତିି ଭରଣା ପାଇଁ ରାଜ୍ୟ ସରକାର କେନ୍ଦ୍ର ସରକାରଙ୍କ ଠାରୁ ପ୍ରଥମ ପର୍ଯ୍ୟାୟରେ ୧୧୦୦ କୋଟି ଟଙ୍କାର ସହାୟତା ଲୋଡିଛନ୍ତି। ଓଡ଼ିଶା ଗସ୍ତରେ ଆସିଥିବା କେନ୍ଦ୍ରୀୟ ଟିମ୍‌କୁ ଏ ନେଇ ସ୍ମାରକପତ୍ର ପ୍ରଦାନ କରାଯାଇଛି। ଏଥିସହିତ ରାଜ୍ୟ…

ରାଜଧାନୀରେ ଚାଞ୍ଚଲ୍ୟ: ଶାବଳରେ ମା’ଙ୍କୁ ହତ୍ୟାକଲେ ଦୁଇ ନାବାଳକ ପୁଅ

ଭୁବନେଶ୍ୱର,୧୭ା୯(ବ୍ୟୁରୋ)/ପୁରୁଣା ଭୁବନେଶ୍ୱର (ଡି.ଏନ୍‌.ଏ.) – ସ୍ନେହ ବଦଳରେ ମା’ ନିର୍ଯାତନା ଦେଉଥିଲେ। ମଦ ଓ ନିଶାରେ ବୁଡ଼ି ରହୁଥିବା ମା’ର ଅତ୍ୟାଚାର ଅସହ୍ୟ ହେବାରୁ ଦୁଇ ନାବାଳକ ପୁଅ ନିଷ୍ଠୁର ହୋଇପଡ଼ିଥିଲେ। ଶେଷରେ ଘର ଭିତରେ ଶାବଳରେ ପିଟି ମା’ଙ୍କୁ ମାରିଦେଲେ।…

ଆସନ୍ତା ୨୧ ଓ ୨୨ରେ ଅତି ପ୍ରବଳ ବର୍ଷା

ଭୁବନେଶ୍ୱର,୧୭ା୯(ବ୍ୟୁରୋ)-ଉତ୍ତର- ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଆସନ୍ତା ୨୦ ତାରିଖରେ ଏକ ଲଘୁଚାପ ସୃଷ୍ଟି ହେବାର ସମ୍ଭାବନା ରହିଛି। ଏହାର ପ୍ରଭାବରେ ୨୧ ଓ ୨୨ ତାରିଖରେ ପ୍ରବଳ ବର୍ଷା ହେବ । ୨୧ ତାରିଖରେ ମାଲକାନଗିରି, କୋରାପୁଟ,…

ରାଜ୍ୟରେ ସୁସ୍ଥ ହେଲେ ଆଉ ୩୬୦୭ କରୋନା ଆକ୍ରାନ୍ତ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜ୍ୟରେ ଗୁରୁବାର ଆଉ ୩୬୦୭ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୧୦୩୭ ଜଣ ଆକ୍ରାନ୍ତ ସୁସ୍ଥ ହୋଇଥିବାବେଳେ ପୁରୀରୁ ୪୧୫, କଟକରୁ ୨୯୯, ବଲାଙ୍ଗୀରରୁ ୧୪୦, ମୟୂରଭଞ୍ଜରୁ ୧୨୮, ଯାଜପୁରରୁ ୧୨୭, ବାଲେଶ୍ୱରରୁ ୧୧୨, ସୁନ୍ଦରଗଡରୁ ୧୦୭,…

ରାଜ୍ୟର ଆଉ ଜଣେ ବିଧାୟକଙ୍କୁ କରୋନା

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ମହାମାରୀ କରୋନାରେ ଆକ୍ରନ୍ତ ହୋଇଛନ୍ତି ପୁରୀ ସଦର ବିଧାୟକ ଜୟନ୍ତ ଷଡ଼ଙ୍ଗୀ। ତାଙ୍କ କରୋନା ରିପୋର୍ଟ ପଜିଟିଭ ଆସିଛି। ଏ ନେଇ ସେ ସୋସିଆଲ ମିଡିଆ ଜରିଆରେ ସୂଚନା ଦେଇଛନ୍ତି। ସେ କହିଛନ୍ତି, ତାଙ୍କର କୋଭିଡ ରିପୋର୍ଟ ପଜିଟିଭ ଆସିଛି। ବର୍ତ୍ତମାନ…

ସାବାଡ ହେବେ ଅମାନିଆ: ପୋଲିସ ଡିଜିପି

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ଭୁବନେଶ୍ୱର-କଟକରେ ସାବାଡ ହେବେ ଅମାନିଆ। ଗତକାଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ତାଗିଦ ପରେ ଅମାନିଆଙ୍କୁ ସାବାଡ ପାଇଁ ଡିଜିପି ଅଭୟ ନିର୍ଦ୍ଦେଶ ଦେଇଛନ୍ତି। ମାର୍କେଟ ଅଞ୍ଚଳରେ ଅମାନିଆଙ୍କୁ ପାନେ ଦେବ କୋଭିଡ ଏନଫୋର୍ସମେଣ୍ଟ ଟିମ। ଦ୍ୱୈତନଗରୀରେ ଅଧିକ ୫୦ ଅଫିସର ଓ…

ଭୁବନେଶ୍ୱରରୁ ଆଜି ୩୨୫ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୧୭।୯(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୩୨୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୧୦୧ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୨୨୪ ରହିଛି। ସେହିପରି ଆଜି ଭୁବନେଶ୍ୱରରୁ ୪୨୦ ଜଣ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି।…

ପରଲୋକରେ ଭାଜପା ନେତା ଅଶୋକ ସାହୁ: ଶୋକପ୍ରକାଶ କଲେ ଧର୍ମେନ୍ଦ୍ର

ଭୁବନେଶ୍ୱର,୧୭।୯(ବ୍ୟୁରୋ): ବରିଷ୍ଠ ଭାଜପା ନେତା ତଥା ଅବସରପ୍ରାପ୍ତ ଆଇପିଏସ୍‌ ଅଫିସର ଅଶୋକ ସାହୁଙ୍କ ଗୁରୁବାର ପରଲୋକ ଘଟିଛି। କଟକ ପିଠାପୁରସ୍ଥିତ ବାସଭବନରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ମୃତ୍ୟୁ ବେଳକୁ ତାଙ୍କୁ ୬୮ବର୍ଷ ହୋଇଥିଲା। ତେବେ ସପ୍ତାହେ ଧରି ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri